ଫନୀ ଯୋଗୁ ରାଜଧାନୀରେ ଭାଙ୍ଗିଛି ୧ଲକ୍ଷରୁ ଅଧିକ ବୃକ୍ଷ
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭୁବନେଶ୍ୱର ଭିତରେ ୧ଲକ୍ଷ ୮ ହଜାର ୫୬୪ ବୃକ୍ଷ ନଷ୍ଟ ହୋଇଛି। ଚନ୍ଦକା ଅଭୟାରଣ୍ୟରେ ୧ଲକ୍ଷ ୧୧ ହଜାର ୭୨୪ ବୃକ୍ଷ ନଷ୍ଟ ହୋଇଯାଇଛି। ଭୁବନେଶ୍ୱର ସହର ଏବଂ ଏହାର ଚତୁଃପାର୍ଶ୍ୱରେ ସବୁଜିମା...
ଗ୍ରୀନ୍ ମହାନଦୀ ମିଶନରେ ଗତବର୍ଷ ୬୯କୋଟିରୁ ଅଧିକ ଖର୍ଚ୍ଚ
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୧୮-୧୯ ବର୍ଷରେ ଗ୍ରୀନ୍ ମହାନଦୀ ମିଶନ ଯୋଜନାରେ ରାଜ୍ୟ ସରକାର ମହାନଦୀ, ଇବ୍, ତେଲ ଏବଂ ଏହାର ଶାଖା/ପ୍ରଶାଖାର ଉଭୟ ପାର୍ଶ୍ୱରେ ୧୪୫୨.୨୫ ହେକ୍ଟର ପରିମିତ ଅଞ୍ଚଳରେ ସଘନ ବନୀକରଣ, ୫୦ ହେକ୍ଟର ଝାଉଁ ଜଙ୍ଗଲ, ୪୦...
ନାରୀ ନିର୍ଯାତନା, ନାବାଳିକା ବଳାତ୍କାର ପ୍ରସଙ୍ଗ: ଦୁଇଦିନ ବିଧାନସଭା ବରବାଦ
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଦୁଇଦିନ ବିଧାନସଭା ଅଚଳ ହେବା ପରେ ବିରୋଧୀଙ୍କ ଜିଦ୍ ଆଗରେ ମୁଣ୍ଡ ନୁଆଁଇଛନ୍ତି ସରକାର। ନାରୀ ନିର୍ଯାତନା, ନାବାଳିକା ବଳାତ୍କାର ଏବଂ ଶିଶୁ ନିଖୋଜ ଘଟଣାକୁ ନେଇ ମୁଲତବୀ ପ୍ରସ୍ତାବ ଆକାରରେ ଆଲୋଚନା ହେବ। ମଙ୍ଗଳବାର ଅପରାହ୍ନରେ...
ବାତ୍ୟା ବିପନ୍ନଙ୍କୁ ଭେଟିଲେ ସୁଇଜରଲ୍ୟାଣ୍ଡ ପାର୍ଲାମେଣ୍ଟ ସଦସ୍ୟ
ପୁରୀ ଅଫିସ, ୨୩ା୭: ସୁଇଜରଲ୍ୟାଣ୍ଡ ପାର୍ଲାମେଣ୍ଟ ସଦସ୍ୟ ଓ ଦୂତାବାସ ଅଧିକାରୀ ଏବଂ ସିଡ୍ସ (ସଷ୍ଟେନେବଲ୍ ଏନ୍ଭାଇରନ୍ମେଣ୍ଟ ଆଣ୍ଡ ଇକୋଲୋଜିକାଲ ଡେଭଲପ୍ମେଣ୍ଟ ସୋସାଇଟି)ର ସଦସ୍ୟ ମଙ୍ଗଳବାର ପୁରୀର ବାତ୍ୟା କ୍ଷତିଗ୍ରସ୍ତ ପେଣ୍ଠକଟା ବସ୍ତି ଏବଂ ସଦର ବ୍ଲକର ବିଭିନ୍ନ ଅଞ୍ଚଳ...
ବୁଧବାର ବନକଲାଗି: ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ ଅଫିସ, ୨୩ା୭: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ। ଏହି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ।...
୧୭ ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
ଜଟଣୀ, ୨୩।୭(ଡି.ଏନ୍.ଏ.): ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଖୋର୍ଦ୍ଧା ଜିଲା ଜଟଣୀ କୁଦିଆରି ଦଳିତ ସାହିରୁ ମଙ୍ଗଳବାର ୧୭ ଗ୍ରାମ୍ ବ୍ରାଉନ୍ସୁଗାର ସହ ନଗଦ ୬ ହଜାର ୪ଶହ ଟଙ୍କା ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ ପ୍ରଶାନ୍ତ...
ବିଭିନ୍ନ ଦାବିନେଇ ଭାରତ ଗ୍ୟାସ ଡିପୋ ସମ୍ମୁଖରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ଖୋର୍ଦ୍ଧା ଅଫିସ,୨୩।୭: ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ଥିବା ଭାରତ ଗ୍ୟାସ ଡିପୋ ସମ୍ମୁଖରେ ମଙ୍ଗଳବାର ଠିକା ଶ୍ରମିକଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି । ୧୭ ଜଣ ଛଟେଇ ଶ୍ରମିକଙ୍କୁ ପୁନଃ ନିଯୁକ୍ତି, ଠିକା ଶ୍ରମିକ ନିୟମ ଅନୁସାରେ ସମାନ କାମକୁ...
ଖୋର୍ଦ୍ଧା ତହସିଲ ଅଞ୍ଚଳର ବେଆଇନ ପଥରଖଣି, କ୍ରଶର ଉପରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚଢ଼ାଉ
ଖୋର୍ଦ୍ଧା ଅଫିସ,୨୩।୭: ଖୋର୍ଦ୍ଧା ତହସିଲ ଅଞ୍ଚଳର ବିଭିନ୍ନ ବେଆଇନ ପଥର ଖଣି ଓ କ୍ରଶର ଉପରେ କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ ପକ୍ଷରୁ ମଙ୍ଗଳବାର ଚଢ଼ାଉ ଜାରିରହିଛି। ଏକକାଳୀନ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ର ୩ଟି ଟିମ୍ ଚଢ଼ାଉ ଜାରି ରଖିଥିବାବେଳେ ଶ୍ରମିକମାନେ କାର୍ଯ୍ୟବନ୍ଦକରି ଖଣି...
ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
କଟକ ଅଫିସ, ୨୩।୭: କଟକ ରାଣୀହାଟ ପୋଲ ନିକଟ ତାଳଦଣ୍ଡା କେନାଲ ରାସ୍ତା କଡ଼ରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ପରିଚୟ ମିଳିପାରି ନାହିଁ। ତେବେ ସୋମବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଙ୍କୁ...
ଶ୍ରାବଣ ମାସ ପ୍ରଥମ ସୋମବାର ଶ୍ରୀଲିଙ୍ଗରାଜଙ୍କ ପୀଠରେ ୩ ହଜାର କାଉଡ଼ିଆ
ପୁରୁଣା ଭୁବନେଶ୍ୱର,୨୩। ୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ପ୍ରାୟ ୩ ହଜାର ୪୦ ଜଣ କାଉଡ଼ିଆ ଜଳଲାଗି କରିଥିବା ପ୍ରଶାସନ ସୂତ୍ରରୁ ପ୍ରକାଶ। ଶ୍ରାବଣ ୪ ପାଳି ପାଇଁ ପ୍ରସ୍ତୁତ ହୋଇଥିବା ସ୍ବତନ୍ତ୍ର ନୀତି ନିର୍ଘଣ୍ଟ...
ପ୍ରଶାସନ ପକ୍ଷରୁ ୨ୟ ପର୍ଯ୍ୟାୟ ଉଚ୍ଛେଦ ମାଟିରେ ମିଶିଲା ଛୋଟାଙ୍କ ଆଉ ୨୪ ବଖରା
ଖୋର୍ଦ୍ଧା ଅଫିସ,୨୨। ୭ ବ୍ରାଉନସୁଗାର ଓ ପଥର ବ୍ୟବସାୟୀ ସୁଧାଂଶୁ ପରିଡା ଓରଫ ଛୋଟା ଏସଟିଏଫ ରିମାଣ୍ଡ ଅବଧି ସରିଲା ପରେ ଏବେ ଖୋର୍ଦ୍ଧା ସବ୍ଜେଲରେ ଅଛନ୍ତି। ଏଭଳିସ୍ଥଳେ ପ୍ରଥମ ପର୍ଯ୍ୟାୟରେ ଛୋଟାଙ୍କ ୧୪ ବଖରା ଉଚ୍ଛେଦ ହୋଇଥିବାବେଳେ ୨ୟ...
ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି
ପୁରୀ ଅଫିସ, ୨୩।୭ : ପୁରୀ ଜିଲାର ପ୍ରସିଦ୍ଧ ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ସୋମବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଛି। ଏ ନେଇ ମନ୍ଦିର କର୍ତ୍ତୃପକ୍ଷ ପକ୍ଷରୁ ମଙ୍ଗଳବାର ତାଳବଣିଆ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ...
Archives


