୧୦ ଜିଲାର କୃଷି ଉପନିର୍ଦ୍ଦେଶକଙ୍କୁ କାରଣ ଦର୍ଶାଅ ନୋଟିସ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟ କୃଷି ବିଭାଗ ପକ୍ଷରୁ ୧୦ ଜିଲାର କୃଷି ଉପନିର୍ଦ୍ଦେଶକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏଯାବତ ନକଲି କୀଟନାଶକ ପ୍ରସ୍ତୁତ କାରୀ ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ କାରଣ ଦର୍ଶାଅ ନୋଟିସ ଜାରି…
୧୦ ଜିଲାକୁ ବର୍ଷା, ବଜ୍ରପାତ: ସତର୍କ ରହିବାକୁ ସୂଚନା
ଭୁବନେଶ୍ୱର, ୧୮।୯(ବ୍ୟୁରୋ): ରାଜ୍ୟର ୧୦ଟି ଜିଲାକୁ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ସତର୍କ ସୂଚନା ଜାରି କରାଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା ଢେଙ୍କାନାଳ, ଯାଜପୁର, କେନ୍ଦୁଝର, କନ୍ଧମାଳ,…
ପେଟରୁ ବାହାରିଲା ୪ କିଲୋ ଟ୍ୟୁମର
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ୬୦ ବର୍ଷୀୟ ବ୍ୟକ୍ତିଙ୍କଠାରୁ ୩୦ ସେମି ଗୋଲେଇ ବିଶିଷ୍ଟ ୪ କିଗ୍ରାର ଏକ ବଡ଼ ଟ୍ୟୁମର୍ ବାହାରଛି। ଏକାଧିକ ଅଙ୍ଗ ଏବଂ ଟିସ୍ୟୁ ସହିତ ସମ୍ପୃକ୍ତ ଥିବା ଏହି ଟ୍ୟୁମରକୁ ଜଟିଳ ଅସ୍ତ୍ରୋପଚାର ପ୍ରକ୍ରିୟା ମାଧ୍ୟମରେ କଢ଼ାଯାଇଛି। ବି.ଆର. ଲାଇଫ୍…
ବମିଖାଲ ଦୁର୍ଗାପୂଜା ସମିତି : ତୋରଣରେ ଜମ୍ମୁ-କଶ୍ମୀର ପ୍ୟାଲେସ
ଚଳିତ ବର୍ଷ ବମିଖାଲ ଦୁର୍ଗାପୂଜା ସମିତି ୫୬ବର୍ଷରେ ପଦାର୍ପଣ କରିଛି। ପୂର୍ବରୁ ଅନେକ ତୋରଣ ନେଇ ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଏ ବର୍ଷ ସହରାଞ୍ଚଳ ରାସ୍ତା କଡରେ ଜମ୍ମୁ-କଶ୍ମୀର ପ୍ୟାଲେସ ନିର୍ମାଣ କରିବ। ତୋରଣର ଉଚ୍ଚତା ୮୦ଫୁଟ ଓ ଓସାର…
ଅର୍ଥ ବିଭାଗରେ ଅଦଳବଦଳ
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଅଧୀନରେ କାର୍ଯ୍ୟରତ ଓଡ଼ିଶା ଟ୍ୟାକ୍ସେସନ୍ ଏଣ୍ଡ ଆକାଉଣ୍ଟସ୍ ସର୍ଭିସ-୨ର ୫୪ ଜଣ ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏ ସଂକ୍ରାନ୍ତରେ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବଦଳି ହୋଇଥିବା ଅଧିକାରୀମାନେ ହେଉଛନ୍ତି-…
୨୩ରେ ଲଘୁଚାପ
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଘୂର୍ଣ୍ଣିବଳୟ ଯୋଗୁ କେତେକ ଜାଗାରେ ଅସରାଏ କିମ୍ବା ଦି ଅସରା ବର୍ଷା ହେଉଛି। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ରହିବ। ତେବେ ୨୩…
ମ୍ୟାଲେରିଆ ପ୍ରବଣ ଜିଲାରେ ବଣ୍ଟନ ହେବ ୨୬ ଲକ୍ଷ ଔଷଧୀୟ ମଶାରି
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : କେନ୍ଦ୍ର ସରକାର ଓଡ଼ିଶାକୁ ୨୬ଲକ୍ଷ ୫୪ହଜାର ଔଷଧୀୟ ମଶାରି ବଣ୍ଟନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏହାର ସୂଚାରୁରୂପେ କାର୍ଯ୍ୟକାରିତା ପାଇଁ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର ଷ୍ଟିଅରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ଭୁବନେଶ୍ୱର ବିମାନବନ୍ଦରରେ ଚାଲିବ ମରାମତି କାର୍ଯ୍ୟ : ପର୍ଯ୍ୟାୟକ୍ରମେ ଆଠମାସ ବନ୍ଦ ରହିବ ରନ୍ଓ୍ବେ
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କେତେକ ମରାମତି କାର୍ଯ୍ୟ କରାଯିବ। ନଭେମ୍ବର ୧ରୁ ଆସନ୍ତାବର୍ଷ ଜୁନ୍ ୩୦ ପର୍ଯ୍ୟନ୍ତ ରନ୍ଓ୍ବେର ରିକାର୍ପେଟିଂ ହେବ। ଏଥିପାଇଁ ଏହି ୮ ମାସ ଧରି ପର୍ଯ୍ୟାୟକ୍ରମେ ରନ୍ଓ୍ବେକୁ ବନ୍ଦ ରଖାଯିବ।…
କାଳିଆ ଯୋଜନା: ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ୩.୪୧ ଲକ୍ଷ : ୨୦ ହଜାର ସରକାରୀ ଚାକିରିଆ ପାଇଛନ୍ତି ଟଙ୍କା
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟର ପ୍ରାୟ ୧୨,୦୦୦ ବଡଚାଷୀ, ୯୦୦୦ ନାବାଳିକା/ନାବାଳକ ଏବଂ ପ୍ରାୟ ୨୦,୦୦୦ ସରକାରୀ ଚାକିରିଆ ଚାଷୀ ଭାବେ କାଳିଆ ସୁବିଧା ପାଇଛନ୍ତି। ଅନୁରୂପଭାବେ ଗୋଟିଏ ଗୋଟିଏ ମନୋନୀତ ପରିବାରର ୩ ଲକ୍ଷ ହିତାଧିକାରୀ ଏକାଧିକ ବ୍ୟକ୍ତି ଦର୍ଶାଇ କାଳିଆ…
ମାର୍ଚ୍ଚ ସୁଦ୍ଧା ରାଜ୍ୟର ୪୭ ଖଣି ନିଲାମ ହେବ
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କୁ ଖଣି ଚିନ୍ତା ଘାରିଲାଣି। ଆଉ ବର୍ଷକ ମଧ୍ୟରେ ୨୪ଟି ଖଣିର ଲିଜ ଅବଧି ଶେଷ ହୋଇଯିବ। ଶିଳ୍ପଗୁଡ଼ିକୁ କଞ୍ଚାମାଲ ମିଳିବା ନେଇ ସମସ୍ୟା ଦେଖାଦେଇପାରେ। ଖଣି ନିଲାମ ତ୍ୱରାନ୍ବିତ ନ ହେଲେ ପରିସ୍ଥିତି ଅସମ୍ଭାଳ ହେବ।…
ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆଦିଲ୍ଲୀ ଗସ୍ତ କରିବେ। ସେହିଦିନ ଅପରାହ୍ନ ୫ଟା ୩୦ରେ ଓଡ଼ିଶା ଭବନରେ ଭାରତ ସରକାରଙ୍କ ବିଭିନ୍ନ ଅଧିକାରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାଜ୍ୟ ପାଇବାକୁ ଥିବା ବଳକା ଅର୍ଥ ଏବଂ ବିଭିନ୍ନ…
ଝିଅକୁ ଏକାଧିକଥର ବଳାତ୍କାର ମାମଲା: ବଳାତ୍କାରୀ ବାପାଙ୍କୁ ଆଜୀବନ କାରାଦଣ୍ଡ
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଝିଅକୁ ଏକାଧିକଥର ବଳାତ୍କାର ମାମଲାରେ ଅଭିଯୁକ୍ତ ବାପାଙ୍କୁ ମଙ୍ଗଳବାର ସଜା ମିଳିଛି। ମାମଲାର ବିଚାର କରି ସ୍ବତନ୍ତ୍ର ପୋକ୍ସୋ କୋର୍ଟ ତାଙ୍କୁ ୨୦ହଜାର ଟଙ୍କା ଅର୍ଥ ଦଣ୍ଡ ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ୧୩ଜଣ ସାକ୍ଷୀ ଓ ୨୪…
Archives


