ମେଟ୍ରୋ

ତିନି ଦିନ ପରେ ଓଡ଼ିଶାରେ ୨-୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୫।୩: ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ପୂର୍ବାନୁମାନ କରିଛି ଯେ ଆଗାମୀ ତିନି ଦିନ ପରେ ଓଡ଼ିଶାର ଅନେକ ଜିଲାରେ ଦିନର ତାପମାତ୍ରାରେ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ଘଟିବ। ପାଣିପାଗ କେନ୍ଦ୍ର କହିଛି ଯେ ଆଗାମୀ ତିନି ଦିନ...

ନିର୍ବାଚନ ପୂର୍ବ ପ୍ରତିଶ୍ରୁତିରୁ ଓହରିଲେ ଭାଜପା ସରକାର: ସାର୍ବଜନୀନ ହେବନାହିଁ ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ

କଟକ,୫।୩: ନିର୍ବାଚନ ପୂର୍ବ ପ୍ରତିଶ୍ରୁତିରୁ ଓହରି ଯାଇ, ବର୍ତ୍ତମାନ ଭାଜପା ନେତୃତ୍ୱାଧୀନ ଓଡ଼ିଶା ସରକାର ଓଡ଼ିଶା ହାଇକୋର୍ଟକୁ ଜଣାଇଛି ଯେ ହଜିଯାଇଥିବା ରତ୍ନ ଭଣ୍ଡାର ଚାବି ସମ୍ପର୍କରେ ଜଷ୍ଟିସ ରଘୁବୀର ଦାସ ତଦନ୍ତ କମିଶନଙ୍କ ରିପୋର୍ଟ ସାର୍ବଜନୀନ କରାଯାଇପାରିବ ନାହିଁ।...

ଗେରୁଆ ରଙ୍ଗ ହେବ ସରକାରୀ ସ୍କୁଲ, ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୫।୩: ବଦଳିବ ସରକାରୀ ସ୍କୁଲର ରଙ୍ଗ। ସରକାରୀ କୋଠାର ରଙ୍ଗ ନୀଳରୁ ଗେରୁଆ ହେବ। ଗେରୁଆ ରଙ୍ଗର ହେବ ସରକାରୀ ସ୍କୁଲ। ସରକାରୀ ଓ ପ୍ରିଏମଶ୍ରୀ ସ୍କୁଲର ରଙ୍ଗ ବଦଳିବ। ଏନେଇ ଓସେପା ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି...

Odisha municipal election: ପୁଣି ହେବ ପୌର ନିର୍ବାଚନ, ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୫।୩: ପୁଣି ହେବ ନିର୍ବାଚନ। ଏନେଇ ବଡ଼ ସୂଚନା ଦେଇଛନ୍ତି ମୋହନ ସରକାର। ସମ୍ବଲପୁର, ରାଉରକେଲା ଓ ପୁରୀରେ ପୁଣି ହେବ ପୌର ନିର୍ବାଚନ Odisha municipal election। ହାଇକୋର୍ଟର ଶୁଣାଣି ପରେ ହେବ ର୍ନିବାଚନ ପ୍ରକ୍ରିୟା। ଏନେଇ ସୂଚନା...

Subhadra Scheme: ସୁଭଦ୍ରା ନିୟମରେ ହେଲା ବଡ଼ ପରିବର୍ତ୍ତନ! ବଡ଼ ଅପଡେଟ୍‌ ଦେଲେ ସରକାର

ଭୁବନେଶ୍ୱର,୫।୩: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର । ୩ ଦିନରେ ଦୁଇ ଦୁଇ ଥର ମିଳିବ ଟଙ୍କା । ଡବଲ କିସ୍ତି ପାଇବେ ହିତାଧିକାରୀ । ଏ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ମାର୍ଚ୍ଚ...

ଶଙ୍ଖଭବନରେ ଗର୍ଜିଲେ ନବୀନ, ମୋହନଙ୍କୁ ସିଧା ଶୁଣାଇଦେଲେ…

ଭୁବନେଶ୍ୱର,୫।୩: ବିଜୁ ଜୟନ୍ତୀ ପାଳନକୁ ନେଇ ଭାଜପା ଉପରେ ବର୍ଷିଛନ୍ତି ନବୀନ ପଟ୍ଟନାୟକ। ଶଙ୍ଖଭବନରେ ମୋହନ ସରକାରଙ୍କ ଉପରେ ଗର୍ଜନ କରିଛନ୍ତି ବିଜେଡି ସୁପ୍ରିମୋ। ସେ କହିଛନ୍ତି, ବିଜୁ କ୍ରୀଡା ପୁରସ୍କାର ନାଁ ପରିବର୍ତ୍ତନ ନେଇ ଉଦ୍ୟମ ହୋଇଥିଲା। ବିମାନ...

ବିଜୁ ପଟ୍ଟନାୟକଙ୍କୁ ମନେପକାଇଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ ଏମିତି କଥା

ଭୁବନେଶ୍ୱର,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଆଜି ରାଜ୍ୟରେ ପାଳନ କରାଯାଉଛି। ଏହି ଅବସରରେ ତାଙ୍କୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍‌ ଯୋଗେ ବିଜୁ ବାବୁଙ୍କୁ...

କଥାକଟା କଟିହେଲେ ମେୟର-ବିଧାୟକ: ୪ ବର୍ଷରେ ଯାହା…

ଭୁବନେଶ୍ୱର,୫।୩: ଭାଜପା ଦେଉଥିବା ସୁଭଦ୍ରା ଯୋଜନାକୁ କଟାକ୍ଷ କଲେ ମେୟର ସୁଲୋଚନା ଦାସ। ତେବେ ମେୟରଙ୍କ ବୟାନର ଉତ୍ତର ରଖିଛନ୍ତି ବିଧାୟକ ବାବୁ ସିଂ। ସେ କହିଛନ୍ତି, ୨୪ ବର୍ଷରେ ଯାହା କରି ନ ଥିଲେ ତାହା ଆମେ କରିଛୁ।...

ସୁଭଦ୍ରା ଯୋଜନାକୁ କଟାକ୍ଷ କଲେ ମେୟର କହିଲେ….

ଭୁବନେଶ୍ୱର,୫।୩: ଭାଜପା ଦେଉଥିବା ସୁଭଦ୍ରା ଯୋଜନାକୁ କଟାକ୍ଷ କଲେ ମେୟର ସୁଲୋଚନା ଦାସ। ସେ କହିଛନ୍ତି , ୫ ହଜାରରେ ମହିଳା କିଭଳି ସଶକ୍ତ ହେବ। ଏବେ ସୁଦ୍ଧା କେତେ ମହିଳା ସଶକ୍ତ ହୋଇଛନ୍ତି ବୋଲି ମେୟର ପ୍ରଶ୍ନ କରିଛନ୍ତି।...

ପଞ୍ଚାୟତିରାଜ ଦିବସ: ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର,୫ା୩(ସୁନିତ୍‌ ମିଶ୍ର):ବିଜୁବାବୁଙ୍କ ଜୟନ୍ତୀ ଅର୍ଥାତ୍‌ ମାର୍ଚ୍ଚ ୫କୁ ପ୍ରତ୍ୟେକ ବର୍ଷ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିଆସୁଥିଲେ। ୨୪ ବର୍ଷ ଧରି କ୍ଷମତାରେ ଥିବା ବିଜେଡି ଶାସନରୁ ହଟଛି। ପ୍ରଥମ ଥର ଲାଗି ଭାଜପା କ୍ଷମତାକୁ ଆସିବା...

ଆଜି ଖୋଲାରହିବ ସ୍କୁଲ, କଲେଜ

ଭୁବନେଶ୍ୱର,୫।୩(ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତବର୍ଷ ମାର୍ଚ୍ଚ ୫ ପରିବର୍ତ୍ତେ ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ ହେବ। ପୂର୍ବରୁ ମାର୍ଚ୍ଚ ୫ରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ରହୁଥିଲା। ତେବେ ଏବର୍ଷ ମାର୍ଚ୍ଚ ୫ ବୁଧବାର...

ନବୀନଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, ବିଜୁ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବାକୁ…

ଭୁବନେଶ୍ୱର, ୪ା୩(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ହେବାକୁ ଯାଉଛି। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ସମାରୋହକୁ ରାଜ୍ୟ ସରକାର ପାଳନ କରିବାକୁ ଯାଉଥିବା ବେଳେ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ବିରୋଧୀ ଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri