ମେଟ୍ରୋ

ଉତ୍‌ଖନନ ପରେ ଭୁଲିଗଲେ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):କେବଳ ଉପକୂଳ ନୁହେଁ, ଆଭ୍ୟନ୍ତରୀଣ ଓଡ଼ିଶାରେ ବି ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ଘଟିଥିଲା। ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଆଦିି ଜିଲାରେ ବୌଦ୍ଧ ଧର୍ମାବଲମ୍ବୀ ବସବାସ କରିବା ସହ ବୁଦ୍ଧଙ୍କ ମୂର୍ତ୍ତି ପୂଜାର୍ଚ୍ଚନା କରୁଥିଲେ। ଭୁବନେଶ୍ୱରସ୍ଥିତ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ…

ଧରିତ୍ରୀ ପ୍ରଭାବ:ଆର୍ମି ପରୀକ୍ଷାର୍ଥୀଙ୍କ ରହଣି ପାଇଁ ୭ ସ୍ଥାନରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ଦୁଇଦିନ ରାସ୍ତା କଡ଼ ଫୁଟ୍‌ପାଥ, ରେଳ ଷ୍ଟେଶନରେ ରାତି ବିତାଇବା ପରେ ଶେଷରେ ଆର୍ମି ରାଲି ପାଇଁ ଆସିଥିବା ହଜାର ହଜାର ପରୀକ୍ଷାର୍ଥୀଙ୍କ ମୁଣ୍ଡଗୁଞ୍ଜିବାକୁ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା। ବିଏମ୍‌ସି ପକ୍ଷରୁ ସହରର ୭ଟି ସ୍ଥାନରେ ଅସ୍ଥାୟୀ ରହଣିସ୍ଥଳ ତିଆରି…

ରାଜଧାନୀରେ ଆର୍ମି ପରୀକ୍ଷାର୍ଥୀଙ୍କ ଆତଙ୍କ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଆର୍ମିରେ ଭର୍ତ୍ତି ହେବା ପାଇଁ ଭୁବନେଶ୍ୱରସ୍ଥ ୧୨୦ ବାଟାଲିୟନର ରାଲିରେ ଯୋଗଦେବାକୁ ଆସିଥିବା କେତେଜଣ ପରୀକ୍ଷାର୍ଥୀଙ୍କ ଆତଙ୍କରାଜ ସୋମବାର ଦେଖିବାକୁ ମିଳିଛି। ଅପରାହ୍ନ ପ୍ରାୟ ୪ଟାରେ ଆଇ.ଜି.ପାର୍କରେ ଜନ୍ମଦିନ ପାଳୁଥିବା କେତେଜଣ ଯୁବତୀଙ୍କୁ ସେମାନେ ଅଶ୍ଳୀଳ କମେଣ୍ଟ କରିଥିଲେ। ଏହାକୁ ଜଣେ…

‘ମୋ ବସ୍‌’ ଯାତ୍ରୀ ସଂଖ୍ୟା ଲକ୍ଷେ ଛୁଇଁଲା

ଭୁବନେଶ୍ୱର,୧୬।୧୦(ବ୍ୟୁରେ): ଗୋଟିଏ ଦିନରେ ‘ମୋ ବସ୍‌’ ଯାତ୍ରୀ ସଂଖ୍ୟା ଏକ ଲକ୍ଷ ଛୁଇଁଲା। ସୋମବାର ‘ମୋ ବସ୍‌’ରେ ୧୦୧୮୮୧ ଜଣ ଯାତ୍ରୀ ଯାତ୍ରା କରିଥିଲେ। ଯାହା ‘ମୋ ବସ୍‌’ ଆରମ୍ଭ ହେବା ଦିନଠାରୁ ସର୍ବକାଳୀନ ରେକର୍ଡ। ଏହା ଦ୍ୱାରା ‘ମୋ ବସ୍‌’…

ଭାଜପା ଛାଡିଲେ ଦାମ ରାଉତ: କହିଲେ ବିଜୁ ପଟ୍ଟନାୟକଙ୍କ ଅନୁଗତ ଭାବେ ରାଜ୍ୟର ସ୍ବାର୍ଥ ପାଇଁ ଅବଶିଷ୍ଟ ଜୀବନ ବିତାଇବେ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଭାଜପାର ବରିଷ୍ଠ ନେତା ଦାମୋଦର ରାଉତ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ ପଠାଇ ଦେଇଛନ୍ତି। ଇସ୍ତଫା ପତ୍ର ଦେବା ପରେ କ୍ଷୋଭ ପ୍ରକାଶ କରି ଦାମ କହିଛନ୍ତି,…

ହାତୀ ପାଇଁ ବିପଦ ରକେଟ ବାଣ:ଆଇନ ଉଲ୍ଲଂଘନ, ଡବ୍ଲ୍ୟୁଏସ୍‌ଓ ଲେଖିଲା ଚିଠିି

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ଫସଲ ଖାଇବାକୁ ଆସୁଥିବା ହାତୀଙ୍କୁ ଘଉଡ଼ାଇବା ପାଇଁ ଲୋକେ ନିଆଁ ହୁଳା ଦେଖାଇବା ସହ ରକେଟ୍‌ ବାଣ ବ୍ୟବହାର କରୁଛନ୍ତି। ଅନୁଗୋଳ ବନଖଣ୍ଡ ତାଳଚେର ବନାଞ୍ଚଳର ବିଭିନ୍ନ ଅଞ୍ଚଳରେ ଏଭଳି ପରିସ୍ଥିତି ଦେଖିବାକୁ ମିଳୁଛି। ତେବେ ରକେଟ ବାଣ ହିଁ…

ସାରା ଦେଶରେ ଲାଗୁ ହେବ ଏକକ ଇ-ଟୋଲ ଆଦାୟ ବ୍ୟବସ୍ଥା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ସମଗ୍ର ଦେଶରେ କାର୍ଯ୍ୟକାରୀ ହେବ ଏକକ ଇ(ଇଲେକ୍ଟ୍ରୋନିକ)-ଟୋଲ୍‌ ଆଦାୟ ବ୍ୟବସ୍ଥ। ବର୍ତ୍ତମାନ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ରାଜପଥର ଟୋଲ୍‌ ପ୍ଲାଜାଗୁଡ଼ିକରେ ଆର୍‌ଏଫ୍‌ଆଇଡି (ରେଡିଓ ଫ୍ରିକ୍ୟୁନ୍ସି ଆଇଡିଏଣ୍ଟିଫିକେଶନ) ଆଧାରିତ ‘ଫାଷ୍ଟାଗ’ ଜରିଆରେ ଟୋଲ୍‌ ଆଦାୟ କରାଯାଉଛି। ତେବେ…

ରେଲ୍‌ଓ୍ବେ ସୁରକ୍ଷା କମିଟି ବୈଠକ:କଡ଼ା ସୁରକ୍ଷାରେ ରହିବ ବଡ଼ ଷ୍ଟେଶନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଟ୍ରେନ ଯାତ୍ରୀ ଓ ରେଲ୍‌ଓ୍ବେ ସମ୍ପତ୍ତିର ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ୫ ବଡ଼ ଷ୍ଟେଶନକୁ ଅତି ସମ୍ବେଦନଶୀଳ ଭାବେ ନିଆଯାଇଛି। ଏହି ଷ୍ଟେଶନଗୁଡିକ କଡ଼ା ସୁରକ୍ଷା ବଳୟରେ ରହିବ। ରେଲ୍‌ଓ୍ବେ ସୁରକ୍ଷା କମିଟି ବୈଠକରେ ଯୋଗଦେବା ଅବସରରେ ପୋଲସ…

କ୍ରୀଡ଼ାକୁ ପ୍ରୋତ୍ସାହନ:ଓଡ଼ିଶାକୁ ମିଳିଲା ଶ୍ରେଷ୍ଠ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବା ରାଜ୍ୟ ମଧ୍ୟରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା ମିଳିଛି। ନିକଟରେ ଶେଷ ହୋଇଥିବା ଇଣ୍ଡିଆ ସ୍ପୋର୍ଟସ ସମିଟ୍‌ରେ ଏଥିପାଇଁ ରାଜ୍ୟକୁ ପୁରସ୍କୃତ କରାଯାଇଛି। କ୍ରୀଡ଼ା ସଚିବ ବିଶାଳ ଦେବ ଏହି ପୁରସ୍କାର ଗ୍ରହଣ କରିଛନ୍ତି। କ୍ରୀଡ଼ାକୁ ପ୍ରୋତ୍ସାହନ…

ପିଡି-ଡିଆର୍‌ଡିଏଙ୍କ ଦୁଇଦିନିଆ ସମ୍ମିଳନୀ ଉଦ୍‌ଘାଟିତ:ଲୋକଙ୍କ ଆସ୍ଥାଭାଜନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଜନସାଧାରଣଙ୍କ ଆସ୍ଥାଭାଜନ ହେବା ପାଇଁ ସାଂଗଠନିକ ଦକ୍ଷତା ଓ ନିଷ୍ଠାପର ଦାୟିତ୍ୱ ସମ୍ପାଦନ ଅପରିହାର୍ଯ୍ୟ ା ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ ଠାରେ ମଙ୍ଗଳବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ(ପିଡି ଡିଆରଡିଏ)ଙ୍କ ଦୁଇଦିନିଆ ସମ୍ମିଳନୀକୁ ଉଦ୍‌ଘାଟନ କରି ପଞ୍ଚାୟତିରାଜ ଓ…

ଧରିତ୍ରୀ ପ୍ରଭାବ:ଶେଷରେ ତ୍ରୁଟି ସୁଧାରିଛି ସାମ୍‌ସ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ୨ ନାମଲେଖା କ୍ଷେତ୍ରରେ ବଡ ଧରଣର ତ୍ରୁଟି ହୋଇଥିବା ଧରିତ୍ରୀ ଦୃଷ୍ଟିକୁ ଆସିଥିଲା। ଗତ ସେପ୍ଟେମ୍ବର ୧୯ ତାରିଖରେ ରାଜ୍ୟର ଅନେକଗୁଡିଏ ଯୁକ୍ତ୨ କଲେଜରେ ନାମ ଲେଖାଇବା ପାଇଁ ଛାତ୍ରୀଛାତ୍ରମାନଙ୍କ ଏକ…

ଅତୁଲ୍ୟ ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ପୂରିଛି ୭୩ ବର୍ଷ। ସେ ବୁଧବାର ୭୪ରେ ପଦାର୍ପଣ କରିବେ। ଏହି ଅବସରରେ ଏକ ସ୍ବତନ୍ତ୍ର ଉପସ୍ଥାପନା… ଭାରତୀୟ ରାଜନୀତିରେ ଅନ୍ୟତମ ଉତ୍ତୁଙ୍ଗ ବ୍ୟକ୍ତି ଭାବେ ନବୀନ ପଟ୍ଟନାୟକ ଏବେ ଦଣ୍ଡାୟମାନ। ଦୀର୍ଘ ଶାସନ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri