ମେଟ୍ରୋ

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପୁରୀରୁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୧୨।୧୧:(ବ୍ୟୁରୋ): କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପୂର୍ବତଟ ରେଳପଥ ସ୍ବତନ୍ତ୍ର ଟ୍ରେନର ଯୋଜନା କରିଛି। କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଯାତ୍ରୀ ଭିଡ଼କୁ ଲକ୍ଷ୍ୟ କରି ଗୋଟିଏ ସ୍ବତନ୍ତ୍ର ଟ୍ରେନ ପୁରୀ-ପଲାସା ଓ ପୁରୀ-ଖୋର୍ଦ୍ଧା ରୋଡ଼ ପାସେଞ୍ଜରକୁ ନୟାଗଡ଼ ପର୍ଯ୍ୟନ୍ତ ସମ୍ପ୍ରସାରିତ କରାଯିବ। ପୁରୀ-ପଲାସା…

ବିଭାଗୀୟ ସ୍ଥାୟୀ କମିଟି-୬ର ଚତୁର୍ଥ ବୈଠକ

ଭୁବନେଶ୍ୱର,୧୨।୧୧:(ବ୍ୟୁରୋ): କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ସୋମବାର ବିଭାଗୀୟ ସ୍ଥାୟୀ କମିଟି-୬ର ଚତୁର୍ଥ ବୈଠକ ଅନୁଷ୍ଠିତ ହୋଇଛି। ବିଧାନସଭା ପ୍ରକୋଷ୍ଠ ନଂ-୫୪ରେ ଆୟୋଜିତ ଏହି ବୈଠକରେ ସମବାୟ ବିଭାଗର କାର୍ଯ୍ୟାବଳୀ ସମ୍ପର୍କରେ ଆଲୋଚନା କରାଯାଇଛି। ବୈଠକରେ ବିଧାୟକ…

ପୂର୍ଣ୍ଣିମାରେ ଡଙ୍ଗା ଭସା: କାର୍ତ୍ତିକ ବ୍ରତ ଶେଷ କଲେ ବ୍ରତଧାରୀ

ପୁରୀ ଅଫିସ,୧୨।୧୧: ଉତ୍କଳର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଡି ଭୋରରୁ ଡଙ୍ଗା ଭସା ଓ ବୋଇତ ବନ୍ଦାଣ ଉତ୍ସବ ଦେଖିବାକୁ ମିଳିଛି। ଧର୍ମମାସର ଶେଷ ଦିନରେ ବଡି ଭୋରରୁ ନିକଟସ୍ଥ ପୁଷ୍କରିଣୀ,…

ଓଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ: ୫୮ ତହସିଲଦାରଙ୍କୁ ବିଡିଓ ନିଯୁକ୍ତି

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି। ୫୮ ଜଣ ତହସିଲଦାରଙ୍କୁ ବିଡିଓ ଭାବେ ନିଯୁକ୍ତି ଦିଆଯିବା ସହିତ ସେମାନଙ୍କୁ ତହସିଲଦାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏ ନେଇ ସୋମବାର ପଞ୍ଚାୟତିରାଜ ବିଭାଗ ପକ୍ଷରୁ…

ଅଯୋଧ୍ୟା ରାୟକୁ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ବିରୋଧ: ‘ସୁପ୍ରିମକୋର୍ଟଙ୍କ ରାୟ ଦେଶ ପାଇଁ ବିପଜ୍ଜନକ’

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): ବହୁଚର୍ଚ୍ଚିତ ଅଯୋଧ୍ୟା ବିବାଦର ସୁପ୍ରିମକୋର୍ଟଙ୍କ ରାୟ ଉପରେ ସୋମବାର ପ୍ରଥମଥର ପାଇଁ ମନ୍ତବ୍ୟ ରଖିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ। ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଏହା ଦେଶ ପାଇଁ ବିପଜ୍ଜନକ ହେବ ଏବଂ ଅଶାନ୍ତି ସୃଷ୍ଟି କରିବ…

ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଦେଖିଲେ ଭକ୍ତ

ପୁରୀ ଅଫିସ,୧୨ା୧୧: କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ସୋମବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି। ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ଜମିଥିଲା। ପ୍ରାତଃରେ ଠାକୁରଙ୍କ ଅବକାଶ ନୀତି ପରେ ଏହି ବେଶ କରାଯାଇଥିଲା। ମଙ୍ଗଳବାର…

ବୁଲ୍‌ବୁଲ୍‌ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲା ଭାଜପା ପ୍ରତିନିଧିମଣ୍ଡଳୀ:

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, ମୟୂରଭଞ୍ଜ ଆଦି ୬ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ଆକଳନ ଅନୁଯାୟୀ ଏହି ସବୁ ଜିଲାରେ ପ୍ରାୟ ୩ ଲକ୍ଷ ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି। ମୁଖ୍ୟତଃ…

ମିସ୍‌ ଇଣ୍ଡିଆ’ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତା: ଫାଇନାଲରେ ଓଡ଼ିଆ ଝିଅ ପ୍ରତୀକ୍ଷା

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): ‘ମିସ୍‌ ଇଣ୍ଡିଆ’ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତା ଗ୍ରାଣ୍ଡ୍‌ ଫିନାଲେରେ ରହିଛନ୍ତି ଓଡ଼ିଆ ଝିଅ। ଇଣ୍ଡୋନେସିଆର ଜାକର୍ତ୍ତାଠାରେ ହେଉଥିବା ଏହି ପ୍ରତିଯୋଗିତାର ଫାଇନାଲିଷ୍ଟ ହୋଇପାରିଛନ୍ତି ପ୍ରତୀକ୍ଷା ମିଶ୍ର। ଇଣ୍ଡିଆନ୍‌ ଫ୍ୟାଶନ୍‌ ଫିଏଷ୍ଟା ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ ପ୍ରତୀକ୍ଷା ଭିନ୍ନ ଭିନ୍ନ…

ଆଜି କାର୍ତ୍ତିକ ପୂର୍ଣ୍ଣିମା

ପୁରୀ ଅଫିସ, ୧୨ା୧୧: ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରତ୍ନସିଂହାସନରେ ଠାକୁରମାନଙ୍କ ଦୁଲର୍‌ଲଭ ସୁନାବେଶ ଦର୍ଶନ ଲାଗି…

ପୁଅ ଅଙ୍ଗ ଦାନକରି ଉଦାହରଣ ପାଲଟିଲେ ମାତାପିତା: ମୁଖ୍ୟମନ୍ତ୍ରୀ ଘୋଷଣା କଲେ ୫ ଲକ୍ଷ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ମାତାପିତାଙ୍କ ପାଇଁ ସେମାନଙ୍କ ପିଲା ସବୁକିଛି। ଜୀବନର ସମସ୍ତ ଦୁଃଖକଷ୍ଟ ସହି ନିଜ ସନ୍ତାନସନ୍ତତିଙ୍କୁ ବଢ଼ାଇବା ସହ ସେମାନଙ୍କ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତର ସ୍ବପ୍ନ ଦେଖିଥାଆନ୍ତି। ଯଦି ମାତାପିତାଙ୍କ ଆଗରେ ପିଲାର ମୃତ୍ୟୁ ହୁଏ, ତେବେ ଏହାଠୁ ବଡ଼…

ଓଡ଼ିଶାକୁ ଆଇଏମ୍‌ଏଫ୍‌ ଟିମ୍‌ର ପ୍ରଶଂସା: ‘ରାଜ୍ୟର ଆର୍ଥିକ ସଂସ୍କାର ବିକାଶମୂଳକ’

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଶାର ଆର୍ଥିକ ସଂସ୍କାର ଦିଗ ଠିକ୍‌ ଏବଂ ବିକାଶମୂଳକ ବୋଲି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌) ଟିମ୍‌ ମତ ରଖିଛନ୍ତି। ସୋମବାର ରାଜ୍ୟ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସରକାରୀ ପାଣ୍ଠି ପରିଚାଳନା(ପିଏଫ୍‌ଏମ୍‌) ସମ୍ବନ୍ଧିତ…

ଆକାଶମାର୍ଗରୁ ବୁଲ୍‌ବୁଲ୍‌ ପ୍ରଭାବିତ ଅଞ୍ଚଳ ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିପୂରଣ ପ୍ୟାକେଜ୍‌ ଘୋଷିତ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ’ ପ୍ରଭାବରେ ଉପକୂଳ ଓଡ଼ିଶାର ୬ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଘରଦ୍ୱାର ଭାଙ୍ଗିବା ସହ ଲକ୍ଷ ଲକ୍ଷ ହେକ୍ଟର ଜମିରେ ଫସଲ ଉଜୁଡ଼ି ଯାଇଛି। ଧାନ, ବିରି, ମୁଗ ଓ ପରିବା ଫସଲ ନଷ୍ଟ ହୋଇଛି। ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?