ମେଟ୍ରୋ

ଆକାଶମାର୍ଗରୁ ବୁଲ୍‌ବୁଲ୍‌ ପ୍ରଭାବିତ ଅଞ୍ଚଳ ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିପୂରଣ ପ୍ୟାକେଜ୍‌ ଘୋଷିତ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ’ ପ୍ରଭାବରେ ଉପକୂଳ ଓଡ଼ିଶାର ୬ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଘରଦ୍ୱାର ଭାଙ୍ଗିବା ସହ ଲକ୍ଷ ଲକ୍ଷ ହେକ୍ଟର ଜମିରେ ଫସଲ ଉଜୁଡ଼ି ଯାଇଛି। ଧାନ, ବିରି, ମୁଗ ଓ ପରିବା ଫସଲ ନଷ୍ଟ ହୋଇଛି। ମୁଖ୍ୟମନ୍ତ୍ରୀ…

ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ

ସାକ୍ଷୀଗୋପାଳ,୧୧।୧୧(ଡି.ଏନ.ଏ): ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଯୋଜନା କିଭଳି କର୍ଯ୍ୟକାରୀ ହେଉଛି ସେ ନେଇ ଶିଶୁ, ଅଭିଭାବକ, ଯାଞ୍ଚ ଓ…

ଖୁବ୍‌ଶୀଘ୍ର ବିଏମ୍‌ସି ବାଣ୍ଟିବ ସ୍ମାର୍ଟ କିଓସ୍କୋ

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ସ୍ମାର୍ଟସିଟି ଲିମିଟେଡ୍‌ ପକ୍ଷରୁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ ଯାଏ ନିର୍ମାଣ ହୋଇଥିବା ସ୍ମାର୍ଟ ଭେଣ୍ଡିଂ ଜୋନ୍‌ ବିଏମ୍‌ସିକୁ ହସ୍ତାନ୍ତର ହୋଇସାରିଛି। ସେଥିରେ ଥିବା ୧୫୦ଟି ସ୍ମାର୍ଟ କିଓସ୍କୋକୁ ଖୁବ୍‌ଶୀଘ୍ର ବ୍ୟବସାୟୀମାନଙ୍କୁ ବଣ୍ଟାଯିବ। ଏନେଇ ବିଏମ୍‌ସି ପକ୍ଷରୁ ସୋମବାର ପ୍ରକୃତ ହିତାଧିକାରୀ…

କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ :ଜେଲ ଗଲେ ଅଭିଯୁକ୍ତ ବଙ୍ଗୀୟ ରଙ୍ଗ ମିସ୍ତ୍ରି

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୁକ୍ତ ରଙ୍ଗ ମିସ୍ତ୍ରିଙ୍କୁ ପୋଲିସ ଗିରଫ କର ସୋମବାର କୋର୍ଟଚାଲାଣ କରିଛି। ସେ ହେଲେ ପଶ୍ଚିମବଙ୍ଗର ଅଜୟ ବାଗ। ଜାମିନ ଆବେଦନ ଖାରଜ ହେବାରୁ ଅଜୟଙ୍କୁ…

ଧାନ ଫସଲ ଅନୁଧ୍ୟାନ କଲେ କୃଷି ବୈଜ୍ଞାନିକ, ଅଧିକାରୀ

ନିମାପଡ଼ା,୧୨ା୧୧(ଡି.ଏନ୍‌.ଏ) ପୁରୀ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ ଜିଲା କୃଷି ବିଭାଗର ଅଧିକାରୀମାନେ ସୋମବାର ନିମାପଡ଼ାର ରେଞ୍ଚ ଶାସନ, ହରିପୁର, ଭୋଗଶାଳଦା, ନୁଆରକିରି ଆଦି ଅଞ୍ଚଳରେ ଧାନ କ୍ଷେତ ପରିଦର୍ଶନ ସହ ସମୀକ୍ଷା କରିଥିଲେ। ଧାନରେ ଚକଡ଼ା ଓ ମାଟିଆଗୁଣ୍ଡି…

ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ, ଜଳିଗଲା ଘର

ବାଲିପାଟଣା,୧୨ା୧୧(ଡି.ଏନ୍‌.ଏ) ବାଲିପାଟଣା ବ୍ଲକ ଅନ୍ତର୍ଗତ ନରଦା ବସ୍ତିରେ ରବିବାର ଗ୍ୟାସ ଟାଙ୍କିରେ ନିଅଁା ଲାଗି ଫାଟିଯିବାରୁ ମିର୍‌ ତୟୋବ ଅଲ୍ଲୀଙ୍କ ଘର ଜଳିଯାଇଛି। ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡିଛି। ସୂଚନା ଅନୁଯାୟୀ, ରବିବାର ରାତିରେ ମିର୍‌ ତୟୋବଙ୍କ…

ଆଜିଠୁ ବାଲିଯାତ୍ରା

କଟକ ଅଫିସ, ୧୨ା୧୧: ମଙ୍ଗଳବାରଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା। ଏହାକୁ ନେଲ ଚଳଚଞ୍ଚଳ ହୋଇଉଠିଛି କଟକ ସହର। ପଡିଆର ଉଭୟ ପଟେ ପାଖାପାଖି ୯ଟି ଦୋଳି ପଡିଛି। ସୋମବାର ବାଲିଯାତ୍ରା ପଡିଆରେ ବିଦ୍ୟୁତ୍‌ ସଂଯୋଗ କରାଯାଇଥିବାବେଳେ ମୁଖ୍ୟ ଗେଟ୍‌…

ଶ୍ରୀ ଲିଙ୍ଗରାଜ ମନ୍ଦିର ପୂର୍ଣ୍ଣମୀ ପାଇଁ ଫୁଲ ସଜାଇଲେ ଭକ୍ତ

ପୁରୁଣା ଭୁବନେଶ୍ୱର,୧୨ା୧୧(ଡି.ଏନ୍‌.ଏ.): କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ହଜାର ହଜାର ଭକ୍ତଙ୍କ ସମାଗମ ହେବ। ଏକମାସ ଧରି ବ୍ରତ ରଖିଥିବା ହବିଷ୍ୟାଳିମାନେ ଶ୍ରୀ ଲିଙ୍ଗରାଜଙ୍କ ରାଇ ଦାମୋଦର ବେଶ ଦର୍ଶନ ସହ ବ୍ରତ ସମାପନ କରିଥାନ୍ତି। ଏହି ଅବସରରେ ପ୍ରଥମଥର…

ରାଜଧାନୀ ରାସ୍ତା ମରଣଯନ୍ତା: ଓଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ରାଜଧାନୀର ଅନେକ ରାସ୍ତା ଏବେ ମରଣାଯନ୍ତା ପାଲଟିଛି। ସାମାନ୍ୟ ବର୍ଷା ହେଲେ ଆବର୍ଜନା ପାଣି ଜମି ରହୁଛି। ସେହିଭଳି ରାସ୍ତା ପାର୍ଶ୍ୱରେ ବେଆଇ ପାର୍କିଂ ହେଉଥିବାରୁ ସହରବାସୀ ହଟହଟା ହେବା ସହ ଦୁର୍ଘଟଣାର ଶିକାର ହେଉଛନ୍ତି। ଏ ନେଇ…

ରାଜଧାନୀରେ ବାଲିଯାତ୍ରା ପାଇଁ ଟ୍ରାଫିକ କଟକଣା

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ମଞ୍ଚେଶ୍ୱର ଥାନା ଅଧୀନ ଜରିପାଟଣା ଗ୍ରାମ ପାର୍ଶ୍ୱରେ ଥିବା କୁଆଖାଇ ନଦୀପଠାରେ ମଙ୍ଗଳବାରଠାରୁ ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ବାଲିଯାତ୍ରା ଅନୁଷ୍ଠିତ ହେବ। ଏନେଇ ଅପରାହ୍ନ ୩ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଟ୍ରାଫିକ୍‌ ନିୟନ୍ତ୍ରଣ ଓ ସର୍ବସାଧାରଣଙ୍କ ଯାତାୟାତ…

୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ: ଏଥର ରହିଛି ୩୦ଟି କାର୍ଯ୍ୟଦିବସ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ପ୍ରଥମ ଦିନରେ ୨୦୧୯-୨୦ ବର୍ଷ ପାଇଁ ଅତିରିକ୍ତ ବଜେଟ୍‌ ଆଗତ ହେବାର ରହିଛି। ଡିସେମ୍ବର ୧୯ ଯାଏ ଏହି ଅଧିବେଶନ ଚାଲିବ। ଏଥର ଶୀତଅଧିବେଶନରେ ମୋଟ ୩୦ଟି…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା : ୪ବର୍ଷ ପରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଜଣେ ନାବାଳିକାଙ୍କୁ ଅପହରଣ କରିବା ପରେ ବଳାତ୍କାର କରିବା ମାମଲାର ୪ବର୍ଷ ପରେ ନୟାପଲ୍ଲୀ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ୟୁନିଟ୍‌-୮ କ୍ୟାରମ୍‌ଫିଲ୍ଡ ବସ୍ତିର ଗଣେଶ ସେଠୀ(୨୨)। ତାଙ୍କୁ ପଚରାଉଚରା ପରେ କୋର୍ଟଚାଲାଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?