ମେଟ୍ରୋ

ଚାକିରି ନାଁରେ ୩୦ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ : ଭୁବନେଶ୍ୱରରୁ ଅଭିଯୁକ୍ତଙ୍କୁ ଉଠାଇନେଲା ନବରଙ୍ଗପୁର ପୋଲିସ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଚାକିରି ଦେବା ନଁାରେ ବହୁ ଯୁବକଙ୍କଠାରୁ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଥିବା ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଉଠାଇ ନେଇଛି ନବରଙ୍ଗପୁର ପୋଲିସ। ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ଜିଲାର ଉମେଶ ମିଶ୍ର। ସେ ଇନ୍‌ଫୋସିଟି ଥାନା…

ଶ୍ରୀଲିଙ୍ଗରାଜଙ୍କ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ପୁରୁଣା ଭୁବନେଶ୍ୱର,୧୧।୧୧(ଡି.ଏନ.ଏ.) : ଆସନ୍ତା ୧୨ ତାରିଖରେ କାର୍ତ୍ତିକ ପୂର୍ଣ୍ଣିମା ଲାଗି ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତି ନିର୍ଘଣ୍ଟ କରାଯାଇଛି। ଶ୍ରୀଜୀଉଙ୍କ ଦର୍ଶନ ନିମନ୍ତେ ପୂର୍ବାହ୍ନରେ ବହୁ ଯାତ୍ରୀଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଶୃଙ୍ଖଳିତ କରିବା ଲାଗି ପୂର୍ଣ୍ଣିମାର ପୂର୍ବଦିନ…

ବିଳମ୍ବିତ ରାତିରେ ଆତଙ୍କ ଖେଳାଇଲେ ୫ ଯୁବକ : ବାର୍‌ରେ ପଶି ଆକ୍ରମଣ, ବାର୍‌ ଡ୍ୟାନ୍ସରଙ୍କୁ ପିଛା କରି ଲୁଟିଲେ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଶନିବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଛକରୁ ସତ୍ୟବିହାର ପର୍ଯ୍ୟନ୍ତ ଆତଙ୍କ ଖେଳାଇଥିଲେ ୫ଜଣ ଯୁବକ। ପ୍ରଥମେ କଟକ ରୋଡ୍‌ରେ ଥିବା ରେନ୍‌ ଦି କ୍ଲବ୍‌ ବାର୍‌ରେ ପଶି ବାଉନ୍‌ସରଙ୍କୁ ଆକ୍ରମଣ କରିବା ସହ ଭଙ୍ଗାରୁଜା କରିଥିଲେ। ଏହାକୁ ନେଇ…

ଚଳନ୍ତା କାରରେ ବଳାତ୍କାର ଘଟଣା : ଧାର ଟଙ୍କାକୁ ନେଇ ଯୁବତୀ ରଚିଥିଲେ ନାଟକ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଚଳନ୍ତା କାର୍‌ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେବା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଧାର ଟଙ୍କା ପାଇଁ ଯୁବତୀ ଜଣକ ଏଭଳି ନାଟକ ରଚିଥିବା ପୋଲିସ ତଦନ୍ତରୁ ଜାଣିପାରିଛି। ମେଡିକାଲ ରିପୋର୍ଟ ଆଧାରରେ ଯୁବତୀଙ୍କୁ ବଳାତ୍କାର କରାଯାଇ ନ…

ପରିବେଶ ଉପଯୋଗୀ କାର୍ତ୍ତିକ ପୂର୍ଣ୍ଣିମା ଚିନ୍ତା : ସୋଲ, ଜରି ଡଙ୍ଗା ଉପରେ ଲାଗୁନି କଟକଣା

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ) : ପ୍ରାଚୀନ ଉତ୍କଳର ସାମୁଦ୍ରିକ ବାଣିଜ୍ୟ ପରମ୍ପରାକୁ ମନେପକାଇ ପ୍ରତିବର୍ଷ କାର୍ତ୍ତିକ ମାସ ଶେଷ ଦିନ କାର୍ତ୍ତିକ ପୂର୍ଣ୍ଣିମା ପାଳନ କରାଯାଏ। ଏହି ଦିନ ସକାଳୁ ନଦୀ, ସମୁଦ୍ର, ପୁଷ୍କରିଣୀ ଆଦିରେ ଡଙ୍ଗା ଭସାଇ ଲୋକେ ଓଡ଼ିଶାର ପ୍ରାଚୁର୍ଯ୍ୟ…

ଜବରଦସ୍ତ ଟଙ୍କା ମାଗି ଜେଲ ଗଲେ ୩ କିନ୍ନର

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଆଇଜି ପାର୍କ ଭିତରେ ଲୋକମାନଙ୍କୁ ଧମକ ଚମକ ଦେଇ ଜବରଦସ୍ତ ଟଙ୍କା ମାଗୁଥିବା ୩ଜଣ କିନ୍ନରଙ୍କୁ କ୍ୟାପିଟାଲ ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ ଖଣ୍ଡଗିରି ଥାନା ଅଧୀନ ଓଁକାର ବସ୍ତି ଅଞ୍ଚଳରେ ରହୁଥିବା ବି.ତୋଫାନ ବାରିକ…

ରାତି ପାହିଲେ ବାଲିଯାତ୍ରା: ରିକ୍ସାଚାଳକଙ୍କୁ ମିଳିଲା ପରିଚୟପତ୍ର

କଟକ ଅଫିସ, ୧୧।୧୧ : ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ଜୋର୍‌ଦାର୍‌ ପ୍ରସ୍ତୁତି କରାଯାଉଛି। ବାଲିଯାତ୍ରା ପଡ଼ିଆରେ ଷ୍ଟଲ ନିର୍ମାଣ କାମ…

ବଢ଼ିବ ଶୀତ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରକୋପ କମିବା ପରେ ଶନିବାରଠାରୁ ରାଜ୍ୟରେ ଶୀତ ଅନୁଭୂତ ହେଉଛି। ଅଧିକାଂଶ ସ୍ଥାନରେ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ହ୍ରାସ ପରିଲକ୍ଷିତ ହୋଇଥିବାବେଳେ ରାତିରେ ତାପମାତ୍ରା ମଧ୍ୟ କମୁଛି। ରାଜ୍ୟର ୩ ସହରରେ ତାପମାତ୍ରା ୧୫ ଡିଗ୍ରୀ…

ବୁଲ୍‌ବୁଲ୍‌ : ପ୍ରାଥମିକ କ୍ଷୟକ୍ଷତି ଆକଳନ, ୩ ଲକ୍ଷ ହେକ୍ଟର ଫସଲ ନଷ୍ଟ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ବାତ୍ୟା ‘ବୁଲ୍‌ବୁଲ୍‌’ ଦ୍ୱାରା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର ଏବଂ ମୟୂରଭଞ୍ଜ ଆଦି ୬ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ଆକଳନ ଅନୁଯାୟୀ ଏହିସବୁ ଜିଲାର ପ୍ରାୟ ୩ ଲକ୍ଷ ହେକ୍ଟର ଚାଷଜମି ପ୍ରଭାବିତ ହୋଇଛି। ତନ୍ମଧ୍ୟରୁ…

ଇର୍ଷାନ୍ବିତ ହୋଇ ୫-ଟି ବିରୋଧରେ ମନ୍ତବ୍ୟ ଦେଉଛନ୍ତି ଅପରାଜିତା: ସସ୍ମିତ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମକୁ ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ସମାଲୋଚନା କରିବା ପ୍ରସଙ୍ଗରେ ଜବାବ ରଖିଛନ୍ତି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର। ସେ କହିଛନ୍ତି, ୫-ଟି କାର୍ଯ୍ୟକ୍ରମକୁ ସମାଲୋଚନା କରିବା ପରେ ଲାଗୁଛି ଅପରାଜିତାଙ୍କ ଆଇଡେଣ୍ଟି କ୍ରାଇସିସ୍‌ ହେଲାଣି। ଇର୍ଷାନ୍ବିତ…

ପୁଣି ୫-ଟିକୁ ଅପରାଜିତାଙ୍କ ସମାଲୋଚନା

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୁଣି ଥରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ୫-ଟି କାର୍ଯ୍ୟକ୍ରମକୁ ସମାଲୋଚନା କରିଛନ୍ତି ଭାଜପା ନେତ୍ରୀ ତଥା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ସମ୍ବଲପୁର ଗସ୍ତ ଅବସରରେ ସମାଲୋଚନା କରି ସେ କହିଛନ୍ତି, ଏହା କୌଣସି ଅଭିନବ ପଦକ୍ଷେପ ନୁହେଁ।…

ଫସର ଫାଟିଲା ଯୋଜନା: ପିସିସି ସଭାପତି ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି କହିଲେ ଜିତେନ୍ଦ୍ର ସିଂହ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପରିବର୍ତ୍ତନକୁ ନେଇ କିଛି ଦିନ ତଳେ କଂଗ୍ରେସର କିଛି ନେତା ଏକାଠି ହୋଇଥିଲେ। ହେଲେ ଏବେ ସେମାନଙ୍କୁ ଶକ୍ତ ଧକ୍କା ଲାଗିଛି। ବର୍ତ୍ତମାନ ସଭାପତି ଥିବା ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇବା ଲାଗି ସେମାନେ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?