ବିକାଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ବର୍ତ୍ତମାନ ସାରା ଦେଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଶାଖା ୧.୪୧ ଲକ୍ଷ ଛୁଇଁଛି। ବ୍ୟାଙ୍କଗୁଡିକ ଦେଶର ୯୫% ଲୋକଙ୍କ ନିକଟରେ ପହଞ୍ଚି ପାରିଛନ୍ତି। ଦେଶର ଭିତ୍ତିଭୂମି ବିକାଶ, ଶିଳ୍ପ, କୃଷି ଏବଂ ଅନ୍ୟ କ୍ଷେତ୍ର ବିକାଶରେ ବ୍ୟାଙ୍କଗୁଡିକ ପ୍ରମୁଖ...
ମାତିଛନ୍ତି ନିଶାଦିଆ ଲୁଟେରା ଗ୍ୟାଙ୍ଗ୍: ଯାତ୍ରୀଙ୍କୁ ଖାଦ୍ୟରେ ନିଶାଦେଇ ଲୁଟ୍
କଟକ ଅଫିସ,୨୦ା୭: ଟ୍ରେନରେ ମାତିଛନ୍ତି ନିଶାଦିଆ ଲୁଟେରା ଗ୍ୟାଙ୍ଗ। ରାଜ୍ୟ ବାହାରୁ ଟ୍ରେନରେ ଓଡ଼ିଶା ଆସୁଥିବା ଯାତ୍ରୀମାନଙ୍କୁ ଏହି ଗ୍ୟାଙ୍ଗର ସଦସ୍ୟମାନେ ଟାର୍ଗେଟ କରୁଛନ୍ତି। ଟ୍ରେନ୍ରେ ଯାତ୍ରୀଙ୍କ ସହ ଭାବ ବିନିମୟ କରୁଛନ୍ତି। ତାଙ୍କ ବିଷୟରେ ସବୁକିଛି ଜାଣିବା ପରେ...
ରେଭେନ୍ଶା ବିଶ୍ୱବିଦ୍ୟାଳୟ: ନାମଲେଖାରେ ଅସନ୍ତୋଷ: ନିର୍ଦ୍ଧାରିତ ସିଟ୍ର ଦୁଇଗୁଣା ଛାତ୍ରୀଛାତ୍ରଙ୍କୁ ନିମନ୍ତ୍ରଣ
କଟକ ଅଫିସ,୨୦ା୭: ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଆଇଏସ୍ଟି ଓ ଆଇଟିଏମ୍ ବିଭାଗରେ ନାମଲେଖା ସମୟରେ ଅଭିଭାବକ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ନିର୍ଦ୍ଧାରିତ ସିଟ୍ଠାରୁ ଅଧିକ ଛାତ୍ରୀଛାତ୍ରଙ୍କୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନାମଲେଖା ନିମନ୍ତେ ନିମନ୍ତ୍ରଣ କରିଥିଲେ। ସିଟ୍ ପୂରଣ...
ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ ପାଇବେ ଗାନ୍ଧୀ ସେବା ସମ୍ମାନ
କଟକ ଅଫିସ, ୨୦ା୭: ସ୍ବାଧୀନତା ସଂଗ୍ରାମୀ ଓ ପ୍ରାକ୍ତନ ଏମ୍ପି ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ମର୍ଯ୍ୟାଦାଜନକ ଗାନ୍ଧୀ ସେବା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆସନ୍ତା ୨୨ ତାରିଖ ସନ୍ଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଛକସ୍ଥିତ ସାରସ୍ବତ...
ଲିଙ୍ଗରାଜଙ୍କ ଜମିକୁ ନେଇ ହାଇକୋର୍ଟରେ ମାମଲା
କଟକ ଅଫିସ, ୨୦ା୭: ଭୁବନେଶ୍ୱରର ଭୀମପୁର ମୌଜାରେ ମହାପ୍ରଭୁ ଲିଙ୍ଗରାଜଙ୍କ ୨ ଏକର ୩୫୬ ଡେସିମିଲ ଜମିକୁ ଦିଲ୍ଲୀର ଏକ ଘରୋଇ ସଂସ୍ଥାକୁ ୯୯ ବର୍ଷ ପାଇଁ ଲିଜ୍ ଆକାରରେ ଟେକି ଦିଆଯାଇଛି। ସରକାରୀ ଧାର୍ଯ୍ୟ ମୂଲ୍ୟରୁ ଅଧା ଦାମ୍ରେ...
ମହାପ୍ରଭୁଙ୍କୁ ଦର୍ଶନ କଲେ ବିଶ୍ୱଭୂଷଣ
ପୁରୀ ଅଫିସ, ୨୦ା୭: ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଥିବା ବିଶ୍ୱଭୂଷଣ ହରିଚନ୍ଦନ ଶୁକ୍ରବାର ଅପରାହ୍ନରେ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପ୍ରାୟ ଅଧଘଣ୍ଟା ମନ୍ଦିରରେ ବିତାଇବା ପରେ ସେ ଫେରିଥିଲେ। ସିଂହଦ୍ୱାରଠାରେ ଗଣମାଧ୍ୟମକୁ କହିଥିଲେ, ପ୍ରଭୁ ଶ୍ରୀଜଗନ୍ନାଥଙ୍କ...
ନନ୍ଦନକାନନରୁ ସାତକୋଶିଆ ଗଲେ ୫ ଘଡ଼ିଆଳ କୁମ୍ଭୀର
ବାରଙ୍ଗ,୨୦ା୭(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଶୁକ୍ରବାର ୫ଟି ଘଡିଆଳ କୁମ୍ଭୀର ସାତକୋଶିଆରେ ଛଡାଯାଇଛି। ନନ୍ଦନକାନନର ତିନିଜଣିଆ ଟିମ ଏହି ଘଡିଆଳ କୁମ୍ଭୀରଙ୍କୁ ସାଙ୍ଗରେ ନେଇ ଅପରାହ୍ନରେ ଯାତ୍ରା ଆରମ୍ଭ କରିଛନ୍ତି। ନନ୍ଦନକାନନରେ ଘଡିଆଳ କୁମ୍ଭୀରମାନଙ୍କ ସଂଖ୍ୟା ବୃଦ୍ଧିପାଇବା ପରେ ନନ୍ଦନକାନନ...
ଲୋକ ସଭା ପ୍ରାର୍ଥିନୀଙ୍କ ଫଟୋ ଭାଇରାଲ ଘଟଣା: ୩ ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଜାମିନ ମିଳିଲା
କଟକ ଅଫିସ,୨୦ା୭: ସାଧାରଣ ନିର୍ବାଚନ ସମୟରେ ଜଣେ ଲୋକ ସଭା ପ୍ରାର୍ଥିନୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ଗିରଫ ହୋଇଥିବା ୩ ଅଭିଯୁକ୍ତ ସୀମାଞ୍ଚଳ ପାତ୍ର, ଚିନ୍ମୟ ସେନାପତି ଓ ଜୟଦୀପ ଗିରିଙ୍କୁ ହାଇକୋର୍ଟ ଜାମିନ...
ସ୍ମାର୍ଟ ସିଟି ସର୍ବସାଧାରଣ ସ୍ଥାନର ଜାତୀୟ ମାନ ନିର୍ଦ୍ଧାରଣ ହେବ
ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ମୋବାଇଲରେ ଜାଣିହେବ ଦେଶରେ ଥିବା ସ୍ମାର୍ଟସିଟିଗୁଡ଼ିକର ସବିଶେଷ ତଥ୍ୟ। ବିଶେଷକରି ପାର୍କ, ମାର୍କେଟ, ଐତିହ୍ୟସ୍ଥଳ, ଜଳାଶୟ, ରାସ୍ତା ଆଦି ସର୍ବସାଧାରଣ ସ୍ଥାନ ସଂକ୍ରାନ୍ତରେ ଜାଣିବା ପାଇଁ ସ୍ମାର୍ଟ ସିଟି ମିଶନ ପକ୍ଷରୁ ନୂଆ ଆପ୍ କାର୍ଯ୍ୟକାରୀ କରାଯିବ। ...
କାହିଁ ଏତେ ଅନୁକମ୍ପା
ଭୁବନେଶ୍ୱର,୨୦।୭: ଗ୍ରାମାଞ୍ଚଳ କଥା ଛାଡ଼ନ୍ତୁ, ଖୋଦ୍ ରାଜଧାନୀ ଭୁବନେଶ୍ୱରର ସବୁ ଅଞ୍ଚଳରେ ୨୪ ଘଣ୍ଟା ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ହୋଇପାରୁନାହିଁ। ଏନେଇ ପ୍ରତିକ୍ରିୟା ପ୍ରକାଶ ପାଇଲେ ରାଜ୍ୟରେ ବିଦ୍ୟୁତ୍ ସଂଯୋଗୀକରଣ, ବଣ୍ଟନ ଓ ଶୁଳ୍କ ଆଦାୟ ପାଇଁ ଦାୟିତ୍ୱ ନେଇଥିବା...
କୋର୍ଟ, ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ଘରୋଇ ହସ୍ପିଟାଲ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଘରୋଇ ହସ୍ପିଟାଲରେ ରୋଗୀଙ୍କୁ ଲୁଟ କରାଯାଉଛି। ଏପରି କି ମୃତ୍ୟୁ ପରେ ମଧ୍ୟ ଟଙ୍କା ନ ଦେଲେ ମୃତଦେହ ଛଡ଼ା ଯାଉନାହିଁ। ଦୀର୍ଘ ସମୟ ଧରି ମୃତଦେହ ଅଟକ ରଖାଯାଉଛି। ସରକାରଙ୍କଠାରୁ ଜମି ନେଇ ହସ୍ପିଟାଲ କରୁଥିବା ଘରୋଇ...
ଯକୃତ ପତିରୋପଣ ୟୁନିଟ୍: ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ପ୍ରସ୍ତୁତି ସାରିବାକୁ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୧୯ା୭(ବ୍ୟୁରୋ)- ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା କଟକ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଯକୃତ ପ୍ରତିରୋପଣ ପାଇଁ ସମସ୍ତ ପ୍ରସ୍ତୁତି ସାରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି।...
Archives


