ମେଟ୍ରୋ

ବିନ୍ଦୁସାଗର ବୋଇତ ବନ୍ଦାଣ ଉତ୍ସବ-୨୦୧୯ ପ୍ରସ୍ତୁତି ବୈଠକ: ୮ ଜଣ ପାଇବେ ଏକାମ୍ର ସମ୍ମାନ ପୁରସ୍କାର

ପୁରୁଣା ଭୁବନେଶ୍ୱର, ୧୦।୧୧(ଡି.ଏନ.ଏ.): ଚଳିତବର୍ଷ ବିନ୍ଦୁସାଗର ବୋଇତ ବନ୍ଦାଣ ଉତ୍ସବ ପାଳିତ ହେବ। ଏହି ଉପଲକ୍ଷେ ଭୁବନେଶ୍ୱର ସାଂସ୍କୃତିକ ପରିଷଦର ପ୍ରସ୍ତୁତି ବୈଠକ ସଭାପତି ତଥା ରାଜ୍ୟ ବିଜ୍ଞାନ ଓ କାରିଗରି କୌଶଳ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ…

ଇସ୍ପାତ ଉତ୍ପାଦନ ପାଇଁ ପୂର୍ବ ଭାରତ ଆମର ପ୍ରାଥମିକତା: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୂର୍ବ ଭାରତରେ ଅଧିକ ଇସ୍ପାତ ଉତ୍ପାଦନ ହେଉଥିବା କାରଣରୁ ଏହି ଅଞ୍ଚଳକୁ ଅଧିକ ପ୍ରାଧାନ୍ୟ ଦିଆଯାଇଛି। ଭାରତର ବିଭିନ୍ନ ଅଞ୍ଚଳରୁ ଉତ୍ପାଦିତ ହେଉଥିବା ଇସ୍ପାତ ପରିମାଣ ତୁଳନାରେ ଅଧିକ ଭାଗ ପୂର୍ବଭାରତରେ ରହିଥାଏ। ଆନ୍ଧ୍ରପ୍ରଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଉତ୍କଳ ବିଶ୍ୱବିଦ୍ୟାଳୟ ଆଲୁମ୍‌ନି ଅଫିସ ଉଦ୍‌ଘାଟିତ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ପାଳନ ଉତ୍ସବ। ୨୪ ତାରିଖରେ ଆଲୁମିନି ମିଟ୍‌ ହେବ। ଏଥିପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଥିବାବେଳେ ଶନିବାର ପ୍ରସ୍ତୁତି ବୈଠକ ଉତ୍କଳ ବିଶ୍ୱବିଦ୍ୟାଳୟର ଏମ୍‌କେସିଜି ଅଡିଟୋରିୟମଠାରେ ଅନୁଷ୍ଠିତ…

କାର୍‌ରେ ଯୁବତୀଙ୍କୁ ଗଣବଳାତ୍କାର ମାମଲା: ମିଳିଲା ମେଡିକାଲ ରିପୋର୍ଟ, କେବେ ହଟିବ ପର୍ଦ୍ଦା

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଚଳନ୍ତା କାର୍‌ରେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାର ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ଇତିମଧ୍ୟରେ ଯୁବତୀଙ୍କ ମେଡିକାଲ ରିପୋର୍ଟ ପୋଲିସକୁ ହସ୍ତଗତ ହୋଇଛି। ବଳାକତ୍ାର କରାଯାଇ ନ ଥିବା ନେଇ ସେଥିରେ ଉଲ୍ଲେଖ ରହିଥିବା ବିଶ୍ୱସ୍ତ ସୂତ୍ରରୁ ଖବର…

ପୋଖରୀପୁଟ ଅଞ୍ଚଳରେ କୁକୁର ଭୟ: ୧୬ ଘଣ୍ଟାରେ ୯ ଜଣଙ୍କୁ କାମୁଡ଼ିଲେ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟାରୁ ଶନିବାର ସକାଳ ଯାଏ ଲୋକ ଘରେ ତାଟି କବାଟ ପଡ଼ିଗଲା। ସ୍ଥିତି ଏପରି ହେଲା କି ଦୁଇଟି ଲେନ୍‌ରେ ଲୋକ ଘରୁ ବାହାରିବା ପାଇଁ ବି ଡରିଲେ। ବାଘ କି ଭାଲୁ ନୁହେଁ, ଦୁଇଟି ପାଗଳା…

ଦେବେନ୍ଦ୍ର ଦାଶଙ୍କୁ ୨ୟ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ଓଡ଼ିଶା ପକ୍ଷରୁ ବିଶିଷ୍ଟ ଲେଖକ ଡ. ଦେବେନ୍ଦ୍ର କୁମାର ଦାଶଙ୍କୁ ଚଳିତବର୍ଷ ‘୨ୟ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ’ ପ୍ରଦାନ କରାଯିବ। ରବିବାର ଜୟ ଭାରତ ଭବନରେ ଅନୁଷ୍ଠାନର ସଂସ୍ଥାପକ ପ୍ରଫେସର ଡ. ନଗେନ୍ଦ୍ର…

ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ ପାଇଁ ବିଏମ୍‌ସିର ତତ୍ପରତା: ଶିଶୁ ଦିବସରୁ ଗଡ଼ିବ ସ୍ବଚ୍ଛତା ରଥ

ଭୁବନେଶ୍ୱର, ୧୦।୧୧: ଆଗକୁ ରହିଛି ସ୍ବଚ୍ଛ ସର୍ବେକ୍ଷଣ-୨୦୨୦। ସ୍ବାର୍ଟସିଟି ଭୁବନେଶ୍ୱର କିପରି ଚଳିତଥର ଭଲ ପ୍ରଦର୍ଶନ କରିବ ସେନେଇ ପ୍ରସ୍ତୁତି ଜୋର୍‌ଦାର ହୋଇଛି। କିଛିଦିନ ହେବ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଏନେଇ ବହୁ ଯୋଜନା କାର୍ଯ୍ୟକାରୀ କରୁଛି। ‘ମୁଁ ସଫେଇବାଲା’…

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ଅଗ୍ନିଶମ, ଓଡ୍ରାଫ ଟିମ୍‌: ଉଦ୍ଧାର କାର୍ଯ୍ୟକୁ ପ୍ରଶଂସା କଲେ ଅଗ୍ନିଶମ ଡିଜି

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାରେ ବ୍ୟାପକ କ୍ଷତି ଘଟିଛି। କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲାରେ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡ଼ିଥିବାବେଳେ ବ୍ୟାପକ ଘର ଭାଙ୍ଗିଛି। ବିଶେଷକରି ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ…

୫-ଟି ପ୍ରଭାବ: ଦେଢବର୍ଷ ପରେ ନିଯୁକ୍ତି ପାଇଁ ପରୀକ୍ଷା; ୨୪ ଘଣ୍ଟାରେ ବାହାରିଲା ପରୀକ୍ଷାଫଳ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ପଞ୍ଚାୟତିରାଜ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ଲାଇଭ୍‌ଲି ହୁଡ୍‌ ମିଶନ (ଓଏଲ୍‌ଏମ୍‌) ପାଇଁ ଜିଲା ଓ ବ୍ଲକ୍‌ ସ୍ତରୀୟ ସହାୟକ ପଦବୀ ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଗତ ୧୮ ମାସ ହେବ ବନ୍ଦ ଥିବା…

ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଶନିବାର ଆଉ ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ଭାସ୍କର ନାୟକ। ଏସ୍‌ଟିଏଫ୍‌ ଟିମ୍‌ ଶୁକ୍ରବାର କଳାହାଣ୍ଡି-ରାୟଗଡ଼ା ସୀମାରେ ଚଢ଼ାଉ କରି ଲାଞ୍ଜିଘର ଅଞ୍ଚଳରୁ ଭାସ୍କରଙ୍କୁ…

ବୁଲ୍‌ବୁଲ୍‌ ପୁନରୁଦ୍ଧାର କାର୍ଯ୍ୟରେ ପ୍ରଶାସନକୁ ସହାୟତା କଲା ବିଜୁ ଯୁବ ବାହିନୀ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ‘ବୁଲ୍‌ବୁଲ୍‌’ ଓଡ଼ିଶା ଉପକୂଳ ଦେଇ ଗତି କରୁଅଛି। ଏହାର ପ୍ରଭାବରେ ଉତ୍ତର ତଥା ଉପକୂଳ ଓଡ଼ିଶା କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ପବନ ହୋଇଛି। ଏହା ଦ୍ୱାରା ରାସ୍ତାରେ ଗଛ ପଡିବା ଭଳି ସମସ୍ୟା ସୃଷ୍ଟି ହୋଇଛି।…

ରବି କାନ୍ତ ସ୍ବତନ୍ତ୍ର ଆବାସିକ କମିଶନର ନିଯୁକ୍ତ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ୧୯୯୮ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ରବି କାନ୍ତଙ୍କୁ ରାଜ୍ୟ ସରକାର ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନର ସ୍ବତନ୍ତ୍ର ଆବାସିକ କମିଶନର ଭାବେ ନିଯୁକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଶନିବାର ଏନେଇ ଗଣମାଧ୍ୟମକୁ ଅବଗତ କରାଯାଇଛି। ଗୃହ ବିଭାଗ ପକ୍ଷରୁ ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?