ମେଟ୍ରୋ

ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଲେ ପ୍ରତାପ ଜେନା

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍‌ ଇଣ୍ଡିଆ ପକ୍ଷରୁ ଶନିବାର ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଛନ୍ତି। ନୂଆଦିଲ୍ଲୀର ବିଜ୍ଞାନଭବନ ଠାରେ ଆୟୋଜିତ ଏକ ଉତ୍ସବରେ କେନ୍ଦ୍ର…

୧୩ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରୁ ଷୋଡ଼ଶ ବିଧାନସଭା ଦ୍ୱିତୀୟ ଅଧିବେଶନ ପାଇଁ କାର୍ଯ୍ୟସୂଚୀ ଧାର୍ଯ୍ୟ ହୋଇଛି। ଏହି ପରିପ୍ରେକ୍ଷୀରେ ବିଜୁ ଜନତା ଦଳର ବିଧାୟକ ଦଳ ବୈଠକ ଆସନ୍ତା ୧୩ ତାjରିଖ ପୂର୍ବାହ୍ନ ୧୦ଟାରେ ଓଡ଼ିଶା ବିଧାନସଭାର ୫୪ ନମ୍ବର…

ଅଯୋଧ୍ୟା ରାୟ ନେଇ ଉତ୍ତେଜକ ପୋଷ୍ଟକଲେ କାର୍ଯ୍ୟାନୁଷ୍ଠାନ: ଡିଜିପି

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ଅଯୋଧ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇବା ପରେ ଓଡ଼ିଶାରେ ଆଇନ ଶୃଙ୍ଖଳା କଡ଼ାକଡ଼ି ହୋଇଛି। ଯଦି କେହି ବ୍ୟକ୍ତି ସୋସିଆଲ ମିଡିଆରେ ଉତ୍ତେଜକ ପୋଷ୍ଟ କରନ୍ତି ତେବେ ତାଙ୍କ ବିରୋଧର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଶନିବାର…

ଏସବୁ ପାଇଁ ପାଳନ କରାଯାଏ ବଡ଼ ଓଷା…

କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀରେ ବଡ଼ ଓଷା ପାଳିତ ହୋଇଥାଏ । ଏହି ଓଷା ଭୀଷ୍ମ ପଞ୍ଚକ ମଧ୍ୟରେ ବଡ଼ ଏକାଦଶୀ ବା ଦେବ ଉତ୍‌ଥାନ ଏକାଦଶୀ ପରେ ପାଳିତ ହୋଇଥାଏ। ଏହି ଏକାଦଶୀରେ ଚତୁର୍ମାସ୍ୟାରୁ ନିଦ୍ରା ଯାଇଥିବା ଦେବତାମାନେ ନିଦ୍ରାତ୍ୟାଗ…

ପାରାଦୀପଠାରୁ ୯୫ କିମି ଦୂରରେ ‘ବୁଲ୍‌ବୁଲ୍‌’: ଉପକୂଳବର୍ତ୍ତୀ ଜିଲାରେ ଲାଗି ରହିବ ବର୍ଷା

ଭୁବନେଶ୍ୱର,୯।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ଏବେ ପାରାଦୀପଠାରୁ ୯୫ କିମି ଦୂରରେ। ଏହା ପୂର୍ବ ଉତ୍ତର ପୂର୍ବ ଦିଗକୁ ମୋଡ଼ ନେବା ଆରମ୍ଭ କରିଛି। ବାତ୍ୟା ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଆହୁରି ୪ ରୁ ୫ ଘଣ୍ଟାଯାଏ ବର୍ଷା ଜାରି…

ଅଯୋଧ୍ୟା ରାୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌: ରାୟ ଯାହା ବି ଆସୁ, ସମସ୍ତେ ସ୍ବୀକାର କରନ୍ତୁ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ବହୁ ପ୍ରତୀକ୍ଷିତ ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାରେ ଯାହା ବି ରାୟ ଆସୁ, ତାକୁ ସମସ୍ତେ ସ୍ବୀକାର କରନ୍ତୁ ବୋଲି ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଅପିଲ୍‌ କରିଛନ୍ତି। ସମସ୍ତେ ଶାନ୍ତି ଏବଂ…

ସରକାରୀ ପିଆଜ ଦର ଦର୍ଶାଇଲା ବିଭାଗ

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ରାଜ୍ୟରେ ପିଆଜ ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। କିଛିଦିନ ତଳେ ସମାନ ସ୍ଥିତି ଉପୁଜିବା କାରଣରୁ ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥିଲା। ଏଥିଲାଗି ସରକାରଙ୍କୁ ଚାରିଆଡୁ ସମାଲୋଚନାର ଶିକାର ହେବାକୁ ମଧ୍ୟ…

ଆନ୍ଧ୍ରପ୍ରଦେଶ ଗସ୍ତରେ କେନ୍ଦ୍ରମନ୍ତ୍ରୀ: ତୈଳ ଓ ଗ୍ୟାସ ପ୍ରକଳ୍ପରେ କରାଯିବ ବିପୁଳ ପୁଞ୍ଜିନିବେଶ: ଧର୍ମେନ୍ଦ୍ର

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଆନ୍ଧ୍ରପ୍ରଦେଶରେ ଆଗାମୀ ୫ବର୍ଷରେ ବିଭିନ୍ନ ପ୍ରକଳ୍ପ ପାଇଁ ବିପୁଳ ପୁଞ୍ଜିନିବେଶ କରିବାର ଯୋଜନା ରଖିଛି। ଶୁକ୍ରବାର ଆନ୍ଧ୍ରପ୍ରଦେଶର ବିଜୟୱାଡା ଠାରେ ଆନ୍ଧ୍ର ମୁଖ୍ୟମବୀ ୱାଇ.ଏସ୍‌ ଜଗନମୋହନ ରେଡ୍ଡିଙ୍କୁ ଭେଟି ସେଠାରେ…

ପ୍ରଫେସର ଦେବେନ୍ଦ୍ର ଦାଶଙ୍କୁ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଅଖିଳ ଭାରତ ସାହିତ୍ୟ ପରିଷଦ, ଓଡ଼ିଶା ପକ୍ଷରୁ ବିଶିଷ୍ଟ ଲେଖକ ଡ. ଦେବେନ୍ଦ୍ର ନାଥ ଦାଶଙ୍କୁ ଚଳିତବର୍ଷ ‘୨ୟ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ’ ପ୍ରଦାନ କରାଯିବ। ଆସନ୍ତା ରବିବାର ଜୟ ଭାରତ ଭବନରେ ଅନୁଷ୍ଠାନର ସଂସ୍ଥାପକ ପ୍ରଫେସର ଡ.…

ଏୟାର ଇଣ୍ଡିଆ ବିମାନରେ ନିଆଁ

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି ଏୟାର ଇଣ୍ଡିଆ ବିମାନ। ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ଜଣାପଡ଼ିବାରୁ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଫଳରେ ସମସ୍ତ ୮୯…

ସୁନ୍ଦରବନ ଛୁଇଁବ ବୁଲ୍‌ବୁଲ୍‌

ଭୁବନେଶ୍ୱର,୯।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍‌’ ଉଗ୍ରରୂପ ଧାରଣ କରିଛି। ଏହା ଅଧିକରୁ ଅଧିକ ବଳ ଗୋଟାଇ ଉତ୍ତର ଦିଗକୁ ମାଡ଼ି ଚାଲିଛି। ଘଣ୍ଟା ପ୍ରତି ଏହା ୧୭ କିମି ବେଗରେ ଗତି କରୁଛି। ଶନିବାର ମଧ୍ୟରାତ୍ରରେ ବୁଲ୍‌ବୁଲ୍‌ ପଶ୍ଚିମବଙ୍ଗର ସାଗରଦ୍ୱୀପ ଏବଂ…

ଇଣ୍ଡିଆନ୍‌ ଅଏଲ୍‌ ପକ୍ଷରୁ ଦିବ୍ୟାଙ୍ଗଙ୍କୁ ସହାୟତା

ଭୁବନେଶ୍ୱର,୮।୧୧: ଇଣ୍ଡିଆନ୍‌ ଅଏଲ ପକ୍ଷରୁ ବାଲିଅନ୍ତା ବ୍ଲକ ଉମାଦେଇପୁର ବ୍ରହ୍ମପୁର ପଞ୍ଚାୟତର ଅନ୍ତର୍ଗତ ନାଗପୁର ଗ୍ରାମର କୁମର ରାଉତ(୭୦) ଙ୍କୁ ଟ୍ରାଇସାଇକେଲ ପ୍ରଦାନ କରାଯାଇଛି। କମ୍ପାନୀର ମହାପ୍ରବନ୍ଧକ ଦେବୀ ପ୍ରସାଦ ଶତପଥୀ ଏବଂ ମୁଖ୍ୟ ପ୍ରବନ୍ଧକ ଶ୍ରୀନିବାସ ପାତ୍ର ଏହି ସାଇକେଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?