ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା
ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର ଦଳବେହେରାଙ୍କ ଏକ ପ୍ରଶ୍ନର ଉତ୍ତର ରଖି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି…
ରାଜ୍ୟରେ ବଢ଼ିବ ସବ୍ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ
ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍ଡିଭିଜନ ଗଠନ ପାଇଁ ସରକାରଙ୍କୁ ପ୍ରସ୍ତାବ ଆସିଛି। ବରଗଡ଼, ଗଞ୍ଜାମ ଓ କୋରାପୁଟ ଜିଲାରୁ ସର୍ବାଧିକ ପ୍ରସ୍ତାବ ଆସିଛି।…
ଶିମିଳିପାଳରେ ହେବ ହେଲିପ୍ୟାଡ୍’
ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ ପାଇଁ ଜିଲା ପ୍ରଶାସନକୁ ଅନୁରୋଧ କରାଯାଇଛି। ଭୁବନେଶ୍ୱର-ଗୋପାଳପୁର, ଭୁବନେଶ୍ୱର-ଶିମିଳିପାଳକୁ ହେଲିଟ୍ୟାକ୍ସି ସେବା ଜାରି…
କେବଳ ୭ ମିନିଟ୍….ତେଜିଲା ଚାଷୀ ସମସ୍ୟା
ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା ସଦସ୍ୟ ସୁଧୀର ରଞ୍ଜନ ପାଟ୍ଟଯୋଶୀଙ୍କ ପ୍ରଶ୍ନର ଉତ୍ତର ରଖିବାକୁ ଡାକିଥିଲେ। ଏହି ସମୟରେ…
ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ
ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ ବଦଳିବାର ଆଶଙ୍କା ରହିଛି। ମତ୍ସ୍ୟଜୀବୀ ସମୁଦ୍ରକୁ ଯିବା ସମୟରେ ସତର୍କ ରହିବାକୁ ପରାମର୍ଶ…
ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪
ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର ୪ ଆସନ ରହିଛି। ବୁଧବାର ଭାରତର ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ପକ୍ଷରୁ ଏ ସଂକ୍ରାନ୍ତୀୟ…
ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?
ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ପରୀକ୍ଷା କରାଯାଇଥିବା ମୋଟ ୮୮ଟି ନମୁନା ମଧ୍ୟରୁ…
ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍
ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ ରସୁଲଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବ ଏକ ବିଶାଳ ସ୍କାଏୱାକ୍। ବୁଧବାର NHAI ଆଞ୍ଚଳିକ…
କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ
ପଟ୍ଟାଙ୍ଗି/କୋରାପୁଟ,୧୮।୨(ଶରତ କୁମାର ଧଳ/ଅମିତାଭ ବେହେରା): କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି । ତେବେ ଦଳ ଛାଡିବାର ସେ ଏକ ରୋଚକ କାରଣ…
ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…
ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ କରୁଥିବା ବରିଷ୍ଠ ରାଜ୍ୟ ସଭା ଯାଆନ୍ତୁ। ଖାଲି ଏତିକି ନୁହେଁ, ବିଜେଡିର ପ୍ରାର୍ଥୀ…
ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ
ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର ବିଶ୍ୱଜିତ୍ ରାଉତ। ଅଭିଯୋଗ ଅନୁଯାୟୀ, ଦୁଇବର୍ଷ ତଳେ ବିଶ୍ୱଜିତ୍ ଫେସ୍ବୁକ୍ ମାଧ୍ୟମରେ କେନ୍ଦ୍ରାପଡ଼ା…
ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ
ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି। ଅପରାଧୀମାନେ ପୋଲିସକୁ ଚ୍ୟାଲେଞ୍ଜ କରି ଲୁଟ୍ପାଟ ଏବଂ ଖଣ୍ଡାରେ ଆକ୍ରମଣ କରୁଛନ୍ତି। ୨୪ଘଣ୍ଟା…
Archives


