ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..
ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ ସାହସିକତା, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ଏବଂ ୧୦ ଜଣଙ୍କୁ ପ୍ରଶଂସନୀୟ ସେବା…
ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ
ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଥିବାବେଳେ ସନ୍ଧ୍ୟା ସୁଦ୍ଧା ବାରିପଦାଠାରୁ ୧୮୦କି.ମି.…
ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD
ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାରିପଦା ଠାରୁ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା…
ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍ ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଆଗାମୀ ସମୟରେ ଅବପାତର ରୂପ ନେବାର ଆଶଙ୍କା ରହିଛି। ଏହାର…
ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…
ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼ ଜିଲା ଫତେଗଡ଼ ଥାନା ଗୋହିରିଆପଡ଼ା ଗ୍ରାମର ଯୁଧିଷ୍ଠିର ମାଝୀଙ୍କ ସହ ଯୁବତୀଙ୍କ ସମ୍ପର୍କ…
କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା
ଭୁବନେଶ୍ୱର,୧୨ା୮(ସୁନିତ୍ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ଡିଜି(ଏଡିଜି) ଭାବେ ଦାୟିତ୍ୱ ତୁଲାଉଥିବା ୧୯୯୪ ବ୍ୟାଚ୍ ଆଇପିଏସ୍ ଅଫିସର ସଞ୍ଜୀବ…
ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ
ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର…
ଆଜି ରାଜ୍ୟ କ୍ୟାବିନେଟ୍: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୯ରୁ…
ସରକାର ଦେବେ ଆଡ୍ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’
ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’ ଦେବାକୁ ପଡ଼ିବ ନାହିଁ। ଆଡ୍ମିଶନ ଫି’, ଡେଭଲପ୍ମେଣ୍ଟ ଫି’ ସମେତ ଯୋଜନାରେ ଅନ୍ତର୍ଭୁକ୍ତ…
ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ
ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍ ହୋଇଯାଇଛି। ପୂର୍ବରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଦେଶର ୩୦ରୁ ଅଧିକ ସହର ସହ ଆକାଶପଥରେ…
ବି.ଏଡ୍, ଏମ୍.ଏଡ୍., ବିଏଚ୍.ଏଡ୍. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ
ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍, ଏମ୍.ଏଡ୍., ବିଏଚ୍.ଏଡ୍. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର ଚଏସ୍ ଲକିଙ୍ଗ୍ କରିଥିବାବେଳେ ପ୍ରଥମ ମେଧାତାଲିକାରେ ୨୮୨୫ ଛାତ୍ରୀଛାତ୍ର ନାମଲେଖା ପାଇଁ ଚୟନ…
ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…
ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ ହୋଇଛନ୍ତି। ସେ ହେଲେ ଧବଳେଶ୍ବର ନାହାକ(୧୬)। ଚନ୍ଦ୍ରଶେଖରପୁର ଥାନା ନୀଳାଦ୍ରୀବିହାରସ୍ଥିତ ପଣ୍ଡାପାର୍କ ବସ୍ତିରେ…

