ମେଟ୍ରୋ

ତାଳଧ୍ୱଜ ରଥରୁ କନା ଖୋଲାଗଲା

ପୁରୀ ଅଫିସ,୧୯ା୭ : ଘୋଷଯାତ୍ରା ସାରି ଚତୁର୍ଦ୍ଧାବିଗ୍ରହ ରତ୍ନସିଂହାସନରେ ବିରାଜମାନ କରିଛନ୍ତି। ହେଲେ ତିନିରଥ ଏବେ ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ। ଗୁରୁବାର ରଥରୁ କନା ଖୋଲା ଆରମ୍ଭ ହୋଇଛି। କୋଠସୁଅଁାସିଆ ସେବକମାନେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥରୁ କନା ଖୋଲି...

ପଟ୍ଟନାୟିକିଆ ଟ୍ରିପଲ ମର୍ଡର ଘଟଣା ସହ ଲିଙ୍କ୍‌ ସନ୍ଦେହ : ଅଜୟ ମୃତ୍ୟୁ ମାମଲାର ପୁନଃ ତଦନ୍ତ ଆରମ୍ଭ

ପୁରୀ ଅଫିସ, ୧୯ା୭ : ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକରେ ଗତ ୧୫ତାରିଖ ଅପରାହ୍ନ ୪ଟାରେ ଟ୍ରିପଲ ମର୍ଡର ଘଟିଥିଲା। ସ୍ଥାନୀୟ ସଦାନନ୍ଦପୁର ଗ୍ରାମର ଦୁଇ ଭାଇ ପୂର୍ଣ୍ଣ ଓ କୃଷ୍ଣ ବେହେରା ଏବଂ...

ଦନ୍ତାହାତୀ ୪ ଘର ଭାଙ୍ଗିଲା

ଟାଙ୍ଗୀ(କଟକ),୧୯ା୭(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ କହ୍ନେଇପୁର ପଞ୍ଚାୟତ ବଡ଼ପୋଖରୀ ମୌଜା ଧାନବେଣୀ ଆଦିବାସୀ ବସ୍ତିର ଧୁନା ପିଙ୍ଗୁଆ, କଇରି ପିଙ୍ଗୁଆ, ରଶ୍ମି ସିଦ୍ଧୁ ଓ ନାଲୁଆ ପୂର୍ତ୍ତିଙ୍କ ଘର ଭାଙ୍ଗିଦେଇଛି। ଖାଦ୍ୟ ଅନ୍ବେଷଣରେ ହାତୀ ଗ୍ରାମ ମୁହଁା ହୋଇ ଫେରିଯାଇଥିବା ବନପାଳ...

ବ୍ରାଉନ୍‌ସୁଗାର ବେପାର: ମହିଳାଙ୍କ ସମେତ ୫ ଧରାପଡ଼ିଲେ

ଜଟଣୀ,୧୯ା୭(ଡି.ଏନ.ଏ.): ବ୍ରାଉନ୍‌ସୁଗାର ବ୍ରିକ୍ରି କରୁଥିବା ଅଭିଯୋଗରେ ଜଟଣୀ ଥାନା ପୋଲିସ ନୂଆଗଁା ଅଞ୍ଚଳରୁ ଜଣେ ମହିଳା, ତାଙ୍କ ସ୍ବାମୀ, ପୁଅ ସମେତ ୫ରୁ ଉର୍ଦ୍ଧ୍ୱ ଲୋକଙ୍କୁ ଧରି ନେଇଛି। ପୋଲିସ ପ୍ରଥମେ ତାଙ୍କ ଘର ଚତୁଃପାର୍ଶ୍ୱରେ ଘେରାଉ କରି ନେଇଥିଲା।...

କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍‌ସି ବିଫଳ : ସହରରୁ ନୀଳ, ସବୁଜ ଡଷ୍ଟବିନ୍‌ ଉଭାନ

ଭୁବନେଶ୍ୱର,୧୯ା୭(ବ୍ୟୁରୋ) : କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍‌ସିକୁ ବିଭିନ୍ନ ସମୟରେ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଫଳସ୍ବରୂପ ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ହେଉଥିବା ସ୍ବଚ୍ଛ ସର୍ଭେକ୍ଷଣରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବହୁତ ପଛରେ ରହିଛି। ସ୍ମାର୍ଟସିଟି...

ଲିଙ୍କ୍‌ ଫେଲ୍‌ ଯୋଗୁ ବ୍ୟାଙ୍କ ସେବା ଅଚଳ: ଗ୍ରାହକ ଅସନ୍ତୋଷ

କଣାସ, ୧୮।୭(ସ୍ବ.ପ୍ର.)-ଗ୍ରାମାଞ୍ଚଳର ଲୋକମାନଙ୍କୁ ସହଜରେ ବ୍ୟାଙ୍କସେବା ଯୋଗାଇଦେବା ପାଇଁ ଗ୍ରାମାଞ୍ଚଳରେ ଅଧିକରୁ ଅଧିକ ଶାଖା ଖୋଲିବା ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ଅନେକ ସମୟରେ ବ୍ୟାଙ୍କ ଗୁଡ଼ିକ ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇବାରେ ବିଫଳ ହେଉଥିବା ଦେଖିବାକୁ ମିଳୁଛି। ପୁରୀ...

ବିଦ୍ୟୁତ୍‌ କର୍ମଚାରୀଙ୍କର ନିଘା ନାହିଁ: ଦିନ ଦିନ ଧରି ଅନ୍ଧାରରେ କଣାସ ଅଞ୍ଚଳ

କଣାସ, ୧୮।୭(ସ୍ବ.ପ୍ର.)-ଫନୀ ପରେ ଦୁଇମାସ ଧରି କଣାସ ଅଞ୍ଚଳ ଅନ୍ଧାରେ ରହିବାପରେ କେତେକ ଅଞ୍ଚଳକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିଲା। ମାତ୍ର ସାମାନ୍ୟ ପବନ ହୋଇ ଗଛରୁ ପତ୍ର ହଲିଲେ ସଙ୍ଗେ ସଙ୍ଗେ ବିଦ୍ୟୁତ୍‌ କାଟ୍‌ କରାଯାଉଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ...

ପାଟକୁରାରେ ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା : ବିଧାନସଭାରେ ହଟ୍ଟଗୋଳ; କେନ୍ଦ୍ରାପଡ଼ା ଏସ୍‌ପିଙ୍କ ନିଲମ୍ବନ ଦାବି

ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା କେନ୍ଦ୍ରାପଡ଼ା ଏସ୍‌ପିଙ୍କୁ ହଟାଯାଉ, ନଚେତ୍‌ ଗୃହ ଚଳାଇ ଦେବୁ ନାହିଁ। ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ବିଧାନସଭାରେ ହଙ୍ଗାମା କରିଥିଲେ। ପ୍ରସଙ୍ଗ ଗୋଟିଏ ହେଲେ ମଧ୍ୟ ଭାଜପା ଏବଂ କଂଗ୍ରେସ ଭିନ୍ନ...

ଗଣ୍ଡଗୋଳ ପାଇଁ ଲୋୟର ସୁକ୍‌ତେଲ ୧୯ ବର୍ଷ ପରେ ଅଧା ରହିଛି: ବଲାଙ୍ଗୀରରେ ଚଳିତବର୍ଷ ୧୫ଶହ ଗଭୀର ନଳକୂପ ଖୋଳାଯିବ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ବଲାଙ୍ଗୀର ଜିଲାକୁ ଜଳସେଚନ ସୁବିଧା ମିଳୁ ନାହିଁ। ରାଜ୍ୟ ସରକାର ସବୁ ବ୍ଲକକୁ ୩୫ ପ୍ରତିଶତ ଜଳସେଚନ ସୁବିଧା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ହେଲେ ବଲାଙ୍ଗୀର ଜିଲାର ଅନେକ ବ୍ଲକରେ ୧ ପ୍ରତିଶତ...

ଶୀତଳଭଣ୍ଡାର, ଆଳୁମିଶନ ବନ୍ଦ ଆରୋପ ମହାରଥୀଙ୍କୁ ବାଧିଛି

ଭୁବନେଶ୍ୱର,୧୮।୭(ବ୍ୟୁରୋ) : କାଲିଠୁ ମୁଁ ଖାଇନି। ଆପଣ ମନ୍ତ୍ରୀ ହୋଇଥିଲେ କ’ଣ ଏକଥା ସହିପାରିଥାନ୍ତେ! ମୋର ସବୁ ସମ୍ମାନ ଆପଣଙ୍କ ପାଖରେ। ବୁଧବାର ମୋହନ ମାଝିଙ୍କ ପ୍ରଶ୍ନୋତ୍ତର ବେଳେ ଅର୍ଥମନ୍ତ୍ରୀ ଯେଉଁ ମନ୍ତବ୍ୟ ଦେଲେ, ତାହା ମୋତେ ବହୁତ ବାଧିଛି।...

ଏବେବି କ୍ଷତିପୂରଣ ପାଇନାହାନ୍ତି ହୀରାକୁଦ ବିସ୍ଥାପିତ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ହୀରାକୁଦ ବନ୍ଧ ନିର୍ମାଣ ହେବାର ୭୦ ବର୍ଷ ପରେ ମଧ୍ୟ ବିସ୍ଥାପିତଙ୍କୁ ଏଯାଏ କ୍ଷତିପୂରଣ ମିଳିନାହିଁ। ସେମାନେ ରହୁଥିବା ପଡ଼ା ଗ୍ରାମକୁ ଏ ପର୍ଯ୍ୟନ୍ତ ରାଜସ୍ବ ଗ୍ରାମର ମାନ୍ୟତା ମିଳିନାହିଁ। ଏଥିଯୋଗୁ ସେହି ଲୋକମାନେ କୌଣସି ସୁବିଧା...

ପ୍ରାକୃତିକ ବିପର୍ଯ୍ୟୟ ସୂଚନା ଦେବ ‘ସତର୍କ’ ଆପ୍‌: ବ୍ଲକ, ପଞ୍ଚାୟତରେ ଲାଗିବ ପାଣିପାଗ ଓ ବୃଷ୍ଟିମାପକ ଯନ୍ତ୍ର

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଚିର ସହଚର ହୋଇ ରହିଛି। କେତେବେଳେ ବନ୍ୟା ତ କେତେବେଳେ ବାତ୍ୟା, ମରୁଡ଼ି, ବଜ୍ରପାତ, ଅଂଶୁଘାତ ଭଳି ବିପତ୍ତି ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରୁଛି। ପ୍ରାକ୍‌ ସୂଚନା ଅଭାବରୁ ଅନେକ ଧନ ଜୀବନ ନଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri