ଯୁକ୍ତ ୩ ନାମଲେଖା: ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶିତ
ଭୁବନେଶ୍ୱର, ୧୮।୭(ବ୍ୟୁରୋ): ଯୁକ୍ତ ୩ ପ୍ରଥମ ବର୍ଷରେ ନାମଲେଖା ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟ କଟ୍ ମାର୍କ ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ୨ ଲକ୍ଷ ୧୦ ହଜାର ୪୪୬ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେଥିମଧ୍ୟରୁ ପ୍ରଥମ କଟଅଫ୍ ମାର୍କରେ...
ଛୋଟାଙ୍କୁ ୩ ଦିନ ରିମାଣ୍ଡରେ ନେବ ଏସ୍ଟିଏଫ୍
ଖୋର୍ଦ୍ଧା ଅଫିସ,୧୮।୭: ଖୋର୍ଦ୍ଧା ଜିଲାର ନିଶା ସୌଦାଗର ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କୁ ଗୁରୁବାର, ଶୁକ୍ରବାର ଓ ଶନିବାର ୩ ଦିନ ପାଇଁ କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ ରିମାଣ୍ଡରେ ନେବ। ଏନେଇ ଖୋର୍ଦ୍ଧା ଏସ୍ଡିଜେଏମ୍ ଶ୍ରଦ୍ଧାଞ୍ଜଳି ରାୟଙ୍କ କୋର୍ଟରେ ଏସ୍ଟିଏଫ୍ ୭...
ଧନୀଙ୍କ ପସନ୍ଦ ଦୁବାଇ
ଭୁବନେଶ୍ୱର,୧୮ା୭(ବ୍ୟୁରୋ):ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ର ପ୍ରମୁଖ ସହର ଦୁବାଇର ଦୃଢ଼ ଆର୍ଥିକ ବ୍ୟବସ୍ଥା, ଉଚ୍ଚତମ ଅଟ୍ଟାଳିକା, ଉନ୍ନତମାନର ଅନ୍ତଃରାଷ୍ଟ୍ରୀୟ ବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ, ବ୍ୟବସାୟ ପ୍ରତିଷ୍ଠାନ, ସୌନ୍ଦର୍ଯ୍ୟଭରା ସମୁଦ୍ରକୂଳ, ବିକଶିତ ରାଷ୍ଟ୍ର ସହ ସମକକ୍ଷ ସାମାଜିକ ବିଧିବ୍ୟବସ୍ଥା ଗତ କିଛି ବର୍ଷ...
‘ଅଞ୍ଚଳଭିତ୍ତିକ ପାରମ୍ପରିକ କୃଷିକୁ ଅଣଦେଖା ନେଇ ଗୃହରେ ଉଦ୍ବେଗ’
ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରେ ୬୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭରଶୀଳ। ହେଲେ ସରକାର କୃଷି ଏବଂ କୃଷକଙ୍କୁ ନେଇ ରହିଥିବା ପ୍ରକୃତ ସମସ୍ୟା ହୃଦୟଙ୍ଗମ କରିବାରେ ଅସମର୍ଥ ବୋଲି ଖର୍ଚ୍ଚଦାବି ଆଲୋଚନା ବେଳେ ଏକାଧିକ ବିରୋଧୀ ସଦସ୍ୟ ମତ ରଖିଛନ୍ତି।...
ସତ୍ତା ହରାଇବ ବୈତାଳ ମନ୍ଦିର
ପୁରୁଣା ଭୁବନେଶ୍ୱର, ୧୮ା୭ (ଡି.ଏନ.ଏ.): ବର୍ଷାଋତୁ ଆରମ୍ଭ ହୋଇଯାଇଛି। ହେଲେ ମନ୍ଦିରମାଳିନୀ ଭୁବନେଶ୍ୱର ସହରରେ ଥିବା ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ଚିନ୍ତା ବିଭାଗକୁ ଘାରିଛି। ତେବେ କେନ୍ଦ୍ରୀୟ ପତ୍ନତତ୍ତ୍ୱ ବିଭାଗ, ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ବିଏମ୍ସି ଅଧିକାରୀଙ୍କର ମୁଣ୍ଡବିନ୍ଧାର କାରଣ...
ପିଏସ୍ସି ପକ୍ଷରୁ ବିଭିନ୍ନ ରେଳଷ୍ଟେଶନ ପରିଦର୍ଶନ: ଅନୁଧ୍ୟାନ କଲେ ଯାତ୍ରୀଙ୍କ ସେବା
ଜଟଣୀ, ୧୮ା୭(ଡି.ଏନ.ଏ.):ରେଲୱେ ବୋର୍ଡର ପାସେଞ୍ଜର ସର୍ଭିସ କମିଟି(ପିଏସ୍ସି) ବୁଧବାର ଖୋର୍ଦ୍ଧାରୋଡ଼, ପୁରୀ, ଭୁବନେଶ୍ୱର ରେଳଷ୍ଟେଶନ ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ଯାତ୍ରୀଙ୍କ ସହିତ କଥାବାର୍ତ୍ତା ହୋଇ ବିଭିନ୍ନ ସମସ୍ୟା ଉପରେ ବୁଝିଥିଲେ। ଏଥିସହ ଖାଦ୍ୟ ଷ୍ଟଲ, ଭୋଜନ ବ୍ୟବସ୍ଥା, ପାନୀୟ...
ବ୍ରାଉନସୁଗାର ବ୍ୟବସାୟ ବନ୍ଦ ପାଇଁ ଦାବି: ରାତିରେ ଆଦର୍ଶ ଥାନା ଘେରିଲେ ମହିଳା
ଖୋର୍ଦ୍ଧା ଅଫିସ, ୧୮ା୭: ବ୍ରାଉନସୁଗାର କାରବାର ବନ୍ଦ ଓ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ଯୋଗାଇବା ଦାବିରେ ଖୋର୍ଦ୍ଧା ଆଦର୍ଶ ଥାନାକୁ ସହରର ୬ ନଂ. ୱାର୍ଡ ସ୍ବପ୍ନେଶ୍ୱରସାହିର ମହିଳାମାନେ ବୁଧବାର ସନ୍ଧ୍ୟାରେ ଘେରାଉ କରିଥିଲେ। ବ୍ରାଉନସୁଗାର କାରବାର...
ବର୍ଷାଦିନିଆ ରୋଗକୁ ରୋକିବେ ପ୍ରଗତି ସାଥୀ
ଭୁବନେଶ୍ୱର, ୧୮ା୭(ବ୍ୟୁରୋ): ବର୍ଷାଦିନରେ ଜଳ ବାହିତ ରୋଗ ତଥା ପରିମଳ ଜନିତ ରୋଗରୁ ରାଜଧାନୀକୁ ରକ୍ଷା କରିବା ଲାଗି ‘ସୋସିଆଲି ସ୍ମାର୍ଟ ଭୁବନେଶ୍ୱର’ ଯୋଜନାରେ ‘ପ୍ରଗତି ସାଥୀ’ ନାମରେ ୬୦ ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ବିଶେଷ ଟ୍ରେନିଂ ଦିଆଯାଇଛି। ଏମାନେ ସହର...
ଗଛରେ ପିଟି ହୋଇ ବାଇକ୍ ଚାଳକଙ୍କ ମୃତ୍ୟୁ: ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ, ରାସ୍ତାରୋକୋ
ନିମାପଡ଼ା,୧୮ା୭(ଡି.ଏନ୍.ଏ.): ଚଅଁରପଦା ପଞ୍ଚାୟତ ଅଫିସ ଛକ ନିକଟରେ ବୁଧବାର ଏକ ବାଇକ୍ ଗଛରେ ପିଟି ହେବା ଫଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତ ବାଇକ୍ ଚାଳକ ହେଲେ ବାଲିପାଟଣା ଥାନା ଅନ୍ତର୍ଗତ...
ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣା: ଜେଲ୍ ଗଲେ ୬ ଅଭିଯୁକ୍ତ
ସାକ୍ଷୀଗୋପାଳ,୧୮ା୭(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣାରେ ଗିରଫ ୬ ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଏସ୍ଡିଜେଏମ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ପୁରୀ ଜେଲକୁ ପଠାଇ ଦିଆଯାଇଛି। ଏହି...
ନିଶା କାରବାର ଲିଙ୍କରେ ୨ ମହିଳା ଏଜେଣ୍ଟ: ଏସ୍ଟିଏଫ୍ ଲିଷ୍ଟରେ ସଞ୍ଜୁ, ପାକୁ ଓ କାକା
ଖୋର୍ଦ୍ଧା ଅଫିସ,୧୮ା୭: କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟାର୍ଗେଟରେ ଏବେ ନିଶା ମାଫିଆ। ବ୍ରାଉନ୍ସୁଗାର କାରବାରର ମାଷ୍ଟରମାଇଣ୍ଡ୍ ତଥା ଖୋର୍ଦ୍ଧା ପଥରଖଣି ଉପତ୍ୟକାରେ ରାଜ୍ କରୁଥିବା ସୁଧାଂଶୁ ପରିଡ଼ା ଓରଫ ଛୋଟା ଆତ୍ମସମର୍ପଣ କରି ଏବେ ଜେଲ୍ରେ ଅଛନ୍ତି। ତାଙ୍କର ୩ ସହଯୋଗୀଙ୍କୁ...
ନବୀନ ନିବାସ ସମ୍ମୁଖରେ ଦିବ୍ୟାଙ୍ଗ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ
ଭୁବନେଶ୍ୱର, ୧୮ା୭(ବ୍ୟୁରୋ): ନ୍ୟାୟ ପାଇଁ ସବୁଠି ନିରାଶ ହେବା ପରେ ଶେଷରେ ଜଣେ ଦିବ୍ୟାଙ୍ଗ ଛାତ୍ର ବୁଧବାର ନବୀନ ନିବାସ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ମାତ୍ର ସେଠାରେ ଉପସ୍ଥିତ ପୋଲିସ ଫୋର୍ସ ତାଙ୍କୁ କାବୁ କରିନେଇଥିଲେ। ତାଙ୍କୁ ପଚରାଉଚରା...
Archives


