ମେଟ୍ରୋ

ରାଜ୍ୟରେ ‘ବୁଲବୁଲ୍‌’ ପ୍ରଭାବ: ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ାର ସମସ୍ତ ସ୍କୁଲ ୨ ଦିନ ଛୁଟି ଘୋଷଣା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ବୁଲବୁଲ୍‌’ର ପ୍ରଭାବକୁ ଦୃଷ୍ଟିରେ ରଖି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲାର ସ୍କୁଲଗୁଡ଼ିକୁ ୨ ଦିନ ଲାଗି ଛୁଟି ଘୋଷଣା କରାଯାଇଛି। ଉଭୟ ଜିଲାର ଜିଲାପାଳ ଗୁରୁବାର ଏହି ଘୋଷଣା କରିଛନ୍ତି। ପ୍ରକାଶଯୋଗ୍ୟ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଗ୍ରାହକ ବେଶରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: ହାତୀଦାନ୍ତ, କଲରାପତରିଆ ଚମଡ଼ା ଜବତ; ୩ ଗିରଫ

ଭୁବନେଶ୍ୱର,୭।୧୧(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଭବାନୀପାଟଣାରୁ ଗୁରୁବାର ହାତୀଦାନ୍ତ ଓ କଲରାପତରିଆ ଚମଡ଼ା ବେପାରୀ ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଜି ଶବର(୩୧), ଶୁକ୍ରୁ ମାଝି(୧୯), ରବିନ୍ଦ୍ର ସିଂ(୨୦)। ସେମାନଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଓ ଏକ…

ସୋସିଆଲ ମିଡିଆରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ଭାଇରାଲ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ମହାପ୍ରଭୁଙ୍କ କାର୍ତ୍ତିକ ଓ ଦାମୋଦର ବେଶର ଫଟୋ ଭାଇରାଲ ହେଉଛି। ତେବେ ଅକ୍ଟୋବର ୧୪ ତାରିଖରେ ପ୍ରଦୀପ୍ତ ପାତ୍ର ନାମକ ଜଣେ ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ…

ଓଡ଼ିଶାରେ ବାତ୍ୟାର ପଡିବ ପ୍ରଭାବ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’ର ପ୍ରଭାବ ଓଡ଼ିଶାରେ ପଡିବ ନାହିଁ ବୋଲି ବୁଧବାର ଏସଆରସି ପ୍ରଦୀପ ଜେନା ସୂଚନା ଦେଇଥିଲାବେଳେ ଗୁରୁବାର ସେ ଆଇଏମଡି ଆଧାରରେ ମତ ପରିବର୍ତ୍ତନ…

ପଞ୍ଚୁକ ପଡ଼ିଲେ ୬ ଦିନ ଶ୍ରୀଜିଉଙ୍କର ହୁଏ ନାଗାର୍ଜୁନ ବେଶ: ୨୫ ବର୍ଷ ପରେ ୨୦୨୦ ନଭେମ୍ବର ୨୭ରେ

କାର୍ତ୍ତିକ ମାସରେ ପଞ୍ଚୁକ ୫ ଦିନ ପରିବର୍ତ୍ତେ ୬ ଦିନ ପଡ଼ିଲେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ହୋଇଥାଏ। ଶ୍ରୀଜିଉ ବୀରବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ବେଶକୁ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଜନସମାଗମ ହୋଇଥାଏ। ନାଗାର୍ଜୁନ ବେଶ ଦର୍ଶନ କଲେ…

ଜନ୍ମ ଜନ୍ମାନ୍ତର ପାପ କ୍ଷୟ କରେ ଭୀଷ୍ମ ପଞ୍ଚକ ବ୍ରତ…

ପବିତ୍ର କାର୍ତ୍ତିକ ମାସର ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶେଷ ୫ ଦିନକୁ ଭୀଷ୍ମ ପଞ୍ଚକ କୁହାଯାଇଥାଏ। ଏହି ବ୍ରତ କଲେ ଏକ ହଜାର ଏକାଦଶୀ ବ୍ରତର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ମହାଭାରତରେ ଉଲ୍ଲେଖ ରହିଛି ଗଙ୍ଗାପୁତ୍ର ମିତାମହ…

ଏମ୍‌ବିବିଏସ୍‌ ପାଇଛି ବୋଲି ପାନଦୋକାନୀ ଖବର ଦେଇଥିଲେ

କେବଳ ରାଜ୍ୟ ନୁହେଁ, ସମଗ୍ର ଦେଶରେ ଡ. ମାନସ ପୁହାଣ ଜଣେ ପ୍ରତିଷ୍ଠିତ ଚର୍ମରୋଗ ବିଶେଷଜ୍ଞ। ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅନ୍ତର୍ଗତ ବାଘମରା ଗାଁରେ ତାଙ୍କର ଜନ୍ମ। ଶରତ ଚନ୍ଦ୍ର ପୁହାଣ ଓ ସରସ୍ବତୀ ପୁହାଣଙ୍କ ପୁଅ ମାନସଙ୍କ ଅନୁଭୂତିରୁ…

ଟ୍ରେଣ୍ଡି ଟ୍ରେଡ୍‌ ଫେୟାର

ପର୍ଯ୍ୟଟନ ଋତୁ। ଶୀତର ଆଗମନ। ଠିକ୍‌ ଏହି ସମୟରେ ଆରମ୍ଭ ହୋଇଯାଇଛି ରାଜଧାନୀରେ ଟ୍ରେଡ୍‌ ଫେୟାର। ଜମିଛି ବ୍ୟବସାୟୀଙ୍କର ଭିଡ଼। ସଭିଙ୍କ ପାଇଁ ସାଜିଛି ମୁଖ୍ୟ ଆକର୍ଷଣ। ପୋଷାକରୁ ପାରମ୍ପରିକ ଅଳଙ୍କାର ହେଉ କି ଘରକରଣାରୁ ଘରସଜ୍ଜା ଜିନିଷ, ଭଳିକି ଭଳି…

ଜେଲରେ ଦୁରବସ୍ଥା ମାନସିକ ରୋଗୀଙ୍କ ସମସ୍ୟା ବଢାଉଛି ଓଏଚ୍‌ଆର୍‌ସିଙ୍କ ନିକଟରେ ଅଭିଯୋଗ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡିଶାର ଜେଲଗୁଡ଼ିକରେ ରହୁଥିବା କଏଦୀଙ୍କ ମଧ୍ୟରୁ ଶତକଡା ୫ ଭାଗ ମାନସିକ ରୋଗର ଶିକାର ହେଉଛନ୍ତି। ଏନ୍‌ସିଆର୍‌ବି (ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ) ରିପୋର୍ଟ-୨୦୧୭ରେ ଏହା ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ଏ…

କ୍ୟାପିଟାଲ ହସ୍ପିଟାଲରେ ହେବ ହାର୍ଟ ଅପରେଶନ୍‌

ଭୁବନେଶ୍ୱର, ୭।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ହାର୍ଟ-ସର୍ଜରି ୟୁନିଟ୍‌ ଆରମ୍ଭ ହେବ। ଫଳରେ ଏଠାରେ ହାର୍ଟ ଅପରେଶନ୍‌, ଓପନ ହାର୍ଟ ସର୍ଜରି, କମ୍ପ୍ଲେକ୍ସ ଆଞ୍ଜିଓଗ୍ରାଫି, ଡିଭାଇସ୍‌ କ୍ଲୋଜର, ଇଲେକ୍ଟ୍ରୋ ଫିଜିଓଲୋଜିକାଲ ଷ୍ଟଡି ସମ୍ଭବ ହୋଇପାରିବ। ଏନେଇ କ୍ୟାପିଟାଲ ହସ୍ପିଟାଲ ପରିସରରେ ଆବଶ୍ୟକ ଭିତ୍ତିଭୂମିର…

ନବ ନିର୍ମାଣ କୃଷକ ସଙ୍ଗଠନର ରାଷ୍ଟ୍ରୀୟ ସମ୍ମିଳନୀ: ଚାଷୀ ସୁରକ୍ଷା ଭତ୍ତା ଦାବିରେ ଦେଶବ୍ୟାପୀ ହେବ ଆନ୍ଦୋଳନ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଦେଶରେ ଜନସଂଖ୍ୟାର ୭୦ଭାଗ ହେଉଛନ୍ତି ଚାଷୀ। ତେଣୁ ଶାସନ ପ୍ରଶାସନ ଚାଷୀମନସ୍କ ହେବାକଥା। କିନ୍ତୁ ୭୦ ବର୍ଷ ପରେ ମଧ୍ୟ ସବୁ ଓଲଟା ଚାଲିଛି। ଏଣିକି ନେତା, ଅମଲାଙ୍କ ମନମାନିକୁ ଚାଷୀମାନେ ବିରୋଧ କରିବେ ବୋଲି ନବ ନିର୍ମାଣ…

ହକି ବିଶ୍ୱ କପ୍‌ ପାଇଁ ୬୭ କୋଟି ଖର୍ଚ୍ଚ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶାରେ ପୁରୁଷ ହକି ବିଶ୍ୱ କପ୍‌ ଆୟୋଜନ କରି ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରୁ ପ୍ରଶଂସା ସାଉଁଟିଲେ। ୨୦୧୮ ନଭେମ୍ବର ୨୮ରୁ ଡିସେମ୍ବର ୧୬ ତାରିଖ ଯାଏ ଏହି ହକି ମହାକୁମ୍ଭର ଆୟୋଜନ କରାଯାଇଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?