ମେଟ୍ରୋ

ପିଆଜ ବିକିବେ ସରକାର

ଭୁବନେଶ୍ୱର, ୭।୧୧(ବ୍ୟୁରୋ): କି.ଗ୍ରା. ପ୍ରତି ୧୦ରୁ ୧୫ ଟଙ୍କାରେ ମିଳୁଥିବା ପିଆଜ ଏବେ ୬୫ ଟଙ୍କା ଛୁଇଁଲାଣି। ପିଆଜ ଗତ ଦୁଇମାସ ହେବ ଗରିବ ଓ ନିମ୍ନ ଆୟବର୍ଗର ଲୋକମାନଙ୍କୁ କଲବଲ କରୁଛି। ଆସନ୍ତା ମାସକ ମଧ୍ୟରେ ଦର କମିବା ସମ୍ଭାବନା…

ଜାତୀୟ ପୁରସ୍କାର ପାଇବେ ଓଡ଼ିଶାର ୮ ହସ୍ତଶିଳ୍ପୀ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡ଼ିଶାର ହସ୍ତଶିଳ୍ପ ତଥା ଓଡ଼ିଆ କାରିଗରଙ୍କ କଳାକୃତି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବେଶ୍‌ ସୁନାମ ଅର୍ଜନ କରିଛି। ଇତିମଧ୍ୟରେ ଓଡ଼ିଶାର ମୋଟ ୧୮୦ ହସ୍ତଶିଳ୍ପ କାରିଗର ଜାତୀୟସ୍ତରରେ ପୁରସ୍କୃତ ହୋଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ସେମାନଙ୍କ…

୨୦୨୦ରେ ଦ୍ୱିଗୁଣା ହେବେ ପ୍ରୋଷ୍ଟେଟ୍ କ୍ୟାନ୍ସର ରୋଗୀ

ଭୁବନେଶ୍ୱର, ୭ା୧୧(ବ୍ୟୁରୋ) ଭାରତରେ ପ୍ରୋଷ୍ଟେଟ୍‌ କ୍ୟାନ୍‌ସର ଦିନକୁ ଦିନ ଭୟଙ୍କର ରୂପ ନେଉଛି। ଗବେଷଣା ଅନୁସାରେ ୨୦୧୦ ଓ ୨୦୧୫ରେ ଭାରତରେ ପ୍ରୋଷ୍ଟେଟ୍‌ କ୍ୟାନ୍‌ସରରେ ପୀଡ଼ିତ ରୋଗୀଙ୍କ ସଂଖ୍ୟା ଯଥାକ୍ରମେ ୨୬ ଓ ୨୮ ହଜାର ଥିବାବେଳେ ୨୦୨୦ ସୁଦ୍ଧା ଏହି…

ମୁଣ୍ଡଳିରେ ଭାଙ୍ଗିଲା ଡଙ୍ଗା, ବର୍ତ୍ତିଲେ ମତ୍ସ୍ୟଜୀବୀ

ନରାଜ,୭ା୧୧(ଡି.ଏନ୍‌.ଏ.) ବାରଙ୍ଗ ବ୍ଲକ ଅନ୍ତର୍ଗତ ମହାନଦୀର ମୁଣ୍ଡଳି ବ୍ୟାରେଜଠାରେ ବୁଧବାର ଏକ ମାଛ ଧରୁଥିବା ଡଙ୍ଗା ହଠାତ୍‌ ଭାଙ୍ଗିଯାଇଥିଲା। ଏହି ସମୟରେ ମାଛ ଧରୁଥିବା ଦୁଇ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ପୂର୍ବାହ୍ନ ୧୧ଟା ସମୟରେ ସବୁଦିନ ଭଳି ସାନମୁଣ୍ଡଳି…

ରାଜଧାନୀ ରାସ୍ତାରେ ଅଭାବନୀୟ ଦୃଶ୍ୟ; ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଛୁରାମାଡ଼

ଭୁବନେଶ୍ୱର,୭ା୧୧(ବ୍ୟୁରୋ) ନୟାପଲ୍ଲୀ ଥାନା ଅନ୍ତର୍ଗତ ପାସପୋର୍ଟ ଅଫିସ ନିକଟରେ ବୁଧବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ। ସର୍ବ ସମ୍ମୁଖରେ ଜଣେ ଯୁବକଙ୍କୁ ହୋଇଛି ଛୁରାମାଡ଼। ଯୁବକ ଜଣକ ଚିତ୍କାର କରି ଦୌଡ଼ୁଥିବାବେଳେ ଦୁଇଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ଛୁରାମାଡ଼ କରିଛନ୍ତି।…

୨୦ଲକ୍ଷ ଦାଦାବଟିକୁ ନେଇ ଗୁଳିକାଣ୍ଡ

ଗୋପ,୭ା୧୧(ଡି.ଏନ୍‌.ଏ.) ଦାଦାବଟିକୁ ନେଇ ପୁରୀ ଜିଲା ଗୋପ ଅଞ୍ଚଳରେ ବୁଧବାର ଗୁଳିକାଣ୍ଡ ସହ ଗାଡ଼ି ପୋଡ଼ି ହୋଇଛି। ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ନିକଟରେ ଦୁଇ ଯୁବକ ଜଣେ ଠିକାଦାରଙ୍କୁ ଘରୁ ଡାକି ୨୦ଲକ୍ଷ ଟଙ୍କା ଦାଦାବଟିକୁ ନେଇ ଅଭିଯୁକ୍ତମାନେ ତିନି ରାଉଣ୍ଡ…

୩୬୦ ବିଦ୍ୟାର୍ଥୀଙ୍କୁ ଶୂନ ମାର୍କ

କଟକ ଅଫିସ,୭ା୧୧: ଖପୁରିଆସ୍ଥିତ ସରକାରୀ ଆଇଟିଆଇ କଲେଜର ୪ର୍ଥ ସେମିଷ୍ଟର ପରୀକ୍ଷା ଫଳରେ ବିଭ୍ରାଟ ଦେଖାଦେଇଛି। ୩୬୦ ଛାତ୍ରୀଛାତ୍ରଙ୍କୁ ଗୋଟିଏ ପରୀକ୍ଷାରେ ଶୂନ ମାର୍କ ମିଳିଛି। ଯାହାକୁ ନେଇ ବୁଧବାର କଲେଜ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ପରୀକ୍ଷା ଖାତାର ପୁନଃ ମୂଲ୍ୟାୟନ…

ଶିକ୍ଷାନୁଷ୍ଠାନ ପାଖରେ ତମାଖୁ ବିକ୍ରି ବନ୍ଦ କର

ଭୁବନେଶ୍ୱର, ୭ା୧୧ (ବ୍ୟୁରୋ) ବିଭିନ୍ନ ଶିକ୍ଷାନୁଷ୍ଠାନ ନିକଟରେ ଗୁଟ୍‌ଖା ଓ ତମାଖୁ ବିକ୍ରି ନ କରିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଥିଲେ ମଧ୍ୟ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନାହିଁ। ବ୍ୟବସାୟୀମାନେ ବେଆଇନ ଭାବେ ଏହି ବେପାର ଜାରି ରଖିଛନ୍ତି। ଏ…

ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା

ପୁରୀ ଅଫିସ, ୭ା୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବୁଧବାର ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି ପରିବାର ଲୋକେ ପ୍ରସୂତି ଓ ଶିଶୁ ଯତ୍ନ କେନ୍ଦ୍ର ଆଗରେ ହୋହଲ୍ଲା କରିଥିଲେ। ଫଳରେ ଉତ୍ତେଜନା ପ୍ରକାଶ ପାଇଥିଲା।…

ଆଇଆର୍‌ସିଟିସିର ଓଡ଼ିଶାରୁ ପ୍ରଥମ ବିମାନ ଟୁର୍‌; ଅରୁଣାଚଳ ପ୍ରଦେଶ ବୁଲିବେ ଯାତ୍ରୀ

ଭୁବନେଶ୍ୱର, ୭ା୧୧ (ବ୍ୟୁରୋ) ଆଇଆର୍‌ସିଟିସି ଓଡ଼ିଶାରୁ ପ୍ରଥମ କରି ଅରୁଣାଚଳ ପ୍ରଦେଶକୁ ବିମାନ ଟୁର୍‌ ବ୍ୟବସ୍ଥା କରିଛି। ଉତ୍ତର-ପୂର୍ବର ‘ସପ୍ତ ଭଗିନୀ’ ରାଜ୍ୟ ଭିତରୁ ଅରୁଣାଚଳ ପ୍ରଦେଶ ନିଜ ସୌନ୍ଦର୍ଯ୍ୟରେ ହଜାର ହଜାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଅରୁଣାଚଳ ପ୍ରଦେଶର ବିଭିନ୍ନ…

ଶ୍ରୀମନ୍ଦିର ସୁରକ୍ଷା ଜୋନ; ଜମି ବିକିଲା ୧ ପରିବାର

ପୁରୀ ଅଫିସ,୭ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଚାଲିଛି। ସ୍ବେଚ୍ଛାକୃତ ଭାବେ କେତେକ ପରିବାର ସେମାନଙ୍କ ଜମି ହସ୍ତାନ୍ତର କରୁଥିବାବେଳେ ମଙ୍ଗଳବାର ପୁଣି ଏକ ପରିବାର ଏଥିରେ ସାମିଲ ହୋଇଛି। ବାସେଳିସାହିର ସମ୍ପୃକ୍ତ ପରିବାର ପ୍ରଶାସନ ସହ ଜମି ବିକ୍ରି…

ରାସ୍ତାକଡ଼ରେ ସନ୍ତାନ ପ୍ରସବ ଘଟଣା; ଏସ୍‌ସିବି ମେଡିକାଲରେ ଭର୍ତ୍ତି ହେଲେ ମହିଳା

କଟକ ଅଫିସ, ୭ା୧୧: ରାସ୍ତା କଡ଼ରେ ସନ୍ତାନ ପ୍ରସବ କରିଥିବା ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଏସ୍‌ସିବି ମେଡ଼ିକାଲ ମାନସିକ ରୋଗ ଚିକିତ୍ସା ବିଭାଗରେ ଭର୍ତ୍ତି କରାଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ୍‌ ଆସୋସିଏଶନ(ଓଲ୍‌ସା) ପକ୍ଷରୁ ସମ୍ପୃକ୍ତ ମହିଳାଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?