ମେଟ୍ରୋ

ଆସୁଛି ବାତ୍ୟା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଆଣ୍ଡାମାନ ନିକଟସ୍ଥ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନରୁ ୫.୮ କିଲୋମିଟର ବ୍ୟାପି ରହିଛି। ଧୀରେ ଧୀରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତ(ଡିପ୍ରେଶନ)ରେ…

ଏକକ ଷାଣ୍ମାସିକ ପରୀକ୍ଷା ତ୍ରୁଟି ଘଟଣା:୧୫ ଦିନରେ ରିପୋର୍ଟ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ଏକକ ପ୍ରଶ୍ନପତ୍ରରେ ଦେଖାଯାଇଥିବା ତ୍ରୁଟିବିଚ୍ୟୁତି ସମ୍ପର୍କରେ ସୋମବାର ବିଭାଗ ପକ୍ଷରୁ ସମୀକ୍ଷା ହୋଇଛି। ଏହି ତ୍ରୁଟି ପାଇଁ ବିଭାଗୀୟ କମିଶନର ତଥା ଶାସନ ସଚିବ ଚିତ୍ରା ଅରୁମୁଗମ୍‌ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ…

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ: ପୁଣି ୬ ଅଧିକାରୀ ବରଖାସ୍ତ, ୫ ଜଣଙ୍କ ପେନ୍‌ସନ ସ୍ଥାୟୀଭାବେ ବନ୍ଦ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଦୁର୍ନୀତି ବିକାର ସବୁଠାରୁ ବଡ଼ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୋଧରେ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା (ଜିରୋ ଟଲରାନ୍ସ) ନୀତି ଉପରେ ସବୁବେଳେ ଗୁରୁତ୍ୱ ଦେଇଆସୁଛନ୍ତି।…

ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ନିର୍ଦ୍ଦେଶ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ଜନିତ ମାମଲାର ମଧ୍ୟବର୍ତ୍ତୀକାଳୀନ ରାୟ ପ୍ରକାଶ ପାଇଛି। ଜଷ୍ଟିଶ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ସୁପ୍ରିମକୋର୍ଟ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଜାରି ହୋଇଥିବା ନିର୍ଦ୍ଦେଶଗୁଡିକ ମଧ୍ୟରେ ଶ୍ରୀମନ୍ଦିର ଲାଗି ଜଣେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି,…

ନଦୀରେ ଭାସିଯାଇ ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଧୀନ କୂଆଖାଇ ନଦୀ କୂଳରେ ରବିବାର ଛଟପୂଜା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପୂଜାର୍ଚ୍ଚନା ଚାଲିଥିବାବେଳେ ଅସାବଧାନତା ବଶତଃ ନଦୀରେ ଭାସିଯାଇ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଲକ୍ଷ୍ମୀସାଗର ଥାନା ଅଧୀନ…

ରାଜଧାନୀରେ ବଢୁଛି ବ୍ରୋକରଙ୍କ ଠକେଇ : ଘର ଦେବା ନାଁରେ ଲୋକଙ୍କଠାରୁ ଲୁଟୁଛନ୍ତି ଅର୍ଥ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ରାଜଧାନୀରେ ଏବେ ଆଉ ଏକ ଅଭିନବ ଠକେଇ ସାମ୍ନାକୁ ଆସିଛି। ଭଡ଼ାଘର ଯୋଗାଇ ଦେବାକୁ କହି ଅନେକ ବ୍ରୋକର ଲୋକଙ୍କୁ ଠକୁଥିବା ଅଭିଯୋଗ ହୋଇଛି। ସେମାନେ ଲୋକଙ୍କଠାରୁ ଆଗୁଆ ଟଙ୍କା ନେଇଯାଉଛନ୍ତି। ଏହାପରେ ଘର ଦେବା ତ ଦୂରର…

ଅମରେଶ ହତ୍ୟା ମାମଲା : ରାଜଧାନୀ ବାହାରୁ ଆଉ ଜଣେ ଗିରଫ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଏୟାରଫିଲ୍ଡ ଥାନା ଅଧୀନ ଭୀମଟାଙ୍ଗିସ୍ଥିତ ଏକାମ୍ର କଲେଜ ପଛପଟେ ଘଟିଥିବା ଅମରେଶ ନାୟକ ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗରେ ଆଉ ଜଣଙ୍କୁ ସ୍ବତନ୍ତ୍ର ସ୍କ୍ବାଡ୍‌ ରାଜଧାନୀ ବାହାରୁ ଗିରଫ କରିଛି। ଇତିମଧ୍ୟରେ ମୋଟ ୬ଜଣ ଅଭିଯୁକ୍ତଙ୍କୁ କାବୁ କରାଗଲାଣି। ଫେରାର…

୧୫ଦିନ ମଧ୍ୟରେ ଖୋଲିବ ନିକୋ ପାର୍କ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଦୀର୍ଘ ୬ମାସ ପରେ ପୁଣି ଖୋଲିବ ଭୁବନେଶ୍ୱରର ଏକମାତ୍ର ଥିମ୍‌ ପାର୍କ ବିଡିଏ ସିଟି ସେଣ୍ଟର (ନିକୋ ପାର୍କ)। ଫନୀରେ କ୍ଷତିଗ୍ରସ୍ତ ହୋଇ ବନ୍ଦ ପଡ଼ିଥିବା ଏହି ପାର୍କର କିଛି ଅଂଶକୁ ଏବେ ପୁନରୁଦ୍ଧାର କରାଯିବ। ଏହାପରେ ଆଗାମୀ…

ଦିଲ୍ଲୀ ବିମାନବନ୍ଦରରେ ପ୍ରଦୂଷଣ : ୪ ଏୟାର ଇଣ୍ଡିଆ ବିମାନ ବାତିଲ୍‌, ୧୨ଟିର ପଥ ପରିବର୍ତ୍ତନ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଦିଲ୍ଲୀ ବିମାନବନ୍ଦରରେ ପ୍ରଦୂଷଣଜନିତ ଖରାପ ପାଗ ଯୋଗୁ ଏୟାର ଇଣ୍ଡିଆ ରବିବାର ୪ଟି ବିମାନ ବାତିଲ୍‌ କରିଦେଇଛି। (ଏଆଇ୪୬୭/୪୬୮) ଦିଲ୍ଲୀ-ବିଜୟଓ୍ବାଡ଼ା-ଦିଲ୍ଲୀ, (ଏଆଇ୪୭୩/୪୭୪) ଦିଲ୍ଲୀ-ଭୁବନେଶ୍ୱର-ଦିଲ୍ଲୀ, (ଏଆଇ୮୫୩/୮୫୪) ଦିଲ୍ଲୀ-ପୁନେ-ଦିଲ୍ଲୀ, (ଏଆଇ୮୦୧/୮୦୨) ଦିଲ୍ଲୀ-ବେଙ୍ଗାଲୁରୁ-ଦିଲ୍ଲୀ ବିମାନକୁ ବାତିଲ୍‌ କରାଯାଇଛି। ପ୍ରଦୂଷଣ ଯୋଗୁ ଆକାଶରେ ଧୂଅଁା…

ଆଇଆର୍‌ସିଟିସି କମାଇବ ରେଳଭଡ଼ା : ମିଳିବ ଅନ୍‌ଲାଇନ ପେମେଣ୍ଟରେ ରିହାତି

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଆଇଆର୍‌ସିଟିସି କମାଇବାକୁ ଯାଉଛି ରେଳଭଡ଼ା। ପ୍ରତି ସଂରକ୍ଷିତ ଟିକେଟରେ ଆଦାୟ କରାଯାଉଥିବା ସେବା ଦେୟରେ ଏବେ ଯାତ୍ରୀଙ୍କୁ ରିହାତି ମିଳିବ। ଯାତ୍ରୀ ଟିକେଟ ବୁକିଂ କରିବା ସମୟରେ ଭୀମ୍‌ କିମ୍ବା ୟୁପିଆଇ ଜରିଆରେ ପେମେଣ୍ଟ କରିଲେ ଟିକେଟ ପିଛା ୫…

ଅଭୟାରଣ୍ୟ, ହାତୀ କରିଡର୍‌ ପାଇଁ ବିପଦ ପାଲଟିଛି ଖଣି ଖାଦାନ

ଭୁବନେଶ୍ୱର,୪ା୧୧୧(ବ୍ୟୁରୋ) : ରାଜ୍ୟରେ ଅଭୟାରଣ୍ୟ ଓ ହାତୀ କରିଡର୍‌ ପାଇଁ ବିପଦ ସୃଷ୍ଟି କରୁଛି ଖଣି ଖାଦାନ। ଏନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏ ପ୍ରସଙ୍ଗରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଓଡ଼ିଶା ସରକାରଙ୍କୁ ଏନ୍‌ଜିଟି ନିର୍ଦ୍ଦେଶ…

୭ରେ ଦିବ୍ୟାଙ୍ଗ ନିଯୁକ୍ତି ମେଳା : ଅଂଶଗ୍ରହଣ କରିବେ ୩୦ ଆଇଟି କମ୍ପାନୀ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଦିବ୍ୟାଙ୍ଗମାନଙ୍କ ପାଇଁ ରାଜଧାନୀରେ ହେବ ନିଯୁକ୍ତି ମେଳା। ଶାନ୍ତିଧାମ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ଏହି ମେଳାକୁ ଦେଶ ବିଦେଶର ୩୦ ଆଇଟି କମ୍ପାନୀ ଆସିବେ। ଏଥି ମଧ୍ୟରେ ଆମେରିକାର ଦୁଇଟି ଆଇଟି କମ୍ପାନୀ ମଧ୍ୟ ରହିଛି। କେନ୍ଦ୍ର ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?