ମେଟ୍ରୋ

ଥମୁନି ସ୍ମିତାରାଣୀ ମୃତ୍ୟୁ ରାଜନୀତି : ୫ରେ ସବୁ ଜିଲାପାଳଙ୍କ ଅଫିସ ଆଗରେ ଭାଜପାର ବିକ୍ଷୋଭ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ୧୮ ଦିନ ବିତିଯାଇଛି। ସ୍ମିତାରାଣୀଙ୍କୁ ନ୍ୟାୟ ଦେବା ପାଇଁ ବାରମ୍ବାର ଦାବି କରାଯାଇଥିଲେ ମଧ୍ୟ ରାଜ୍ୟ ସରକାର ଓ ଜିଲା ପୋଲିସ ପ୍ରଶାସନ ଏ ପର୍ଯ୍ୟନ୍ତ…

୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ରାଜ୍ୟରେ ପୁଣି ହୋଇପାରେ ବର୍ଷା। ଉତ୍ତର ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। କ୍ରମେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ…

ବର୍ଷା ସାଜିଲା କାଳ : ପୁଣି ବଢ଼ିଲା ପିଆଜ ଦର

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : କିଛିଦିନର ବ୍ୟବଧାନ ପରେ ପିଆଜ ଦର ଅହେତୁକ ବୃଦ୍ଧି ପାଇଛି। ଭୁବନେଶ୍ୱର, ପୁରୀ ସମେତ ରାଜ୍ୟର ବିଭିନ୍ନ ସହରରେ ରବିବାର ପିଆଜ ଦର କିଲୋ ପ୍ରତି ୬୦ରୁ ୬୫ ଟଙ୍କାରେ ବିକ୍ରି ହୋଇଛି। ଶନିବାର ଏହା କିଲୋ ପିଛା…

ଓଏସ୍‌ସିପିସିଆର୍‌ରେ ଅଭିଭାବକ ସଂଘର ଅଭିଯୋଗ: କନିଷ୍ଠ ଛାତ୍ରଙ୍କ ସହ ଅପ୍ରାକୃତିକ ଯୌନସମ୍ପର୍କ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ବଡ଼ଗଡ଼ ଥାନା ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ୍‌ ସ୍କୁଲରେ ଅଭାବନୀୟ ଘଟଣା ଘଟିଛି। ଜଣେ ୫ମ ଶ୍ରେଣୀ ଛାତ୍ରଙ୍କ ସହ ଦଶମ ଶ୍ରେଣୀର ଜଣେ ଛାତ୍ର ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି। ପୀଡ଼ିତ ଛାତ୍ରଙ୍କ…

ପିଲାଙ୍କ ଭବିଷ୍ୟତ ଗଠନରେ ଜେଜେମା’ ଓ ଜେଜେବାପାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ପିଲାଙ୍କ ଉତ୍ତମ ଚରିତ୍ର ଓ ଭବିଷ୍ୟତ ଗଠନରେ ଜେଜେମା’ ଓ ଜେଜେବାପାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। ସେମାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଶନିବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ଇନ୍ଦ୍ରପ୍ରସ୍ଥ ଅଡିଟୋରିୟମ୍‌ରେ ‘ଗ୍ରାଣ୍ଡ ପ୍ୟାରେଣ୍ଟସ୍‌ ଡେ’ ପାଳିତ ହୋଇଯାଇଛି। ପାରମ୍ପରିକ…

ଇଣ୍ଟରନ୍ୟାଶନାଲ ମେଗା ଟ୍ରେଡ୍‌ ଫେୟାର ଆରମ୍ଭ: ୫୦୦ ଷ୍ଟଲ୍‌ରେ ୭ ଦେଶ, ୧୦ ରାଜ୍ୟର ଉତ୍ପାଦ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): କ୍ରେଡାଇ ଭୁବନେଶ୍ୱର, ଉତ୍କଳ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ୟୁସିସିଆଇ), ବେଙ୍ଗଲ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଏବଂ ଜି.ଏସ୍‌. ମାର୍କେଟିଂ ଆସୋସିଏଟ୍‌ସ ମିଳିତ ଆନୁକୂଲ୍ୟରେ ଶନିବାରଠାରୁ ସ୍ଥାନୀୟ ଜନତା ମଇଦାନରେ ‘କ୍ରେଡାଇ ଭୁବନେଶ୍ୱର ହୋମ୍‌…

ଫିଲ୍ମରେ ଦିବ୍ୟାଙ୍ଗମାନଙ୍କୁ ସୁଯୋଗ ଦେବାକୁ ଅଭିନବ ପ୍ରୟାସ: ପ୍ରତିଭା ଦେଖାଇବେ ‘ସୁପର୍‌ ୨୨’

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ସେମାନେ ଦିବ୍ୟାଙ୍ଗ। ହେଲେ ନାଚିବା, ଗାଇବା ଓ ଅଭିନୟ କରିବା ପାଇଁ ତାଙ୍କ ନିକଟରେ ଯଥେଷ୍ଟ ଦକ୍ଷତା ରହିଛି। ସକ୍ଷମଙ୍କ ଭଳି ସବୁକିଛି କରିବାର ମନୋବଳ ବି ଅଛି। ବାସ୍‌ ପ୍ରତିଭା ଦେଖାଇବା ଲାଗି ଆବଶ୍ୟକ ହେଉଛି ଗୋଟିଏ…

ପେପରବିହୀନ ରେଳ କାର୍ଯ୍ୟାଳୟକୁ ଗୁରୁତ୍ୱ: ପ୍ରଥମ ପର୍ଯ୍ୟାୟରେ ୫୮ୟୁନିଟ୍‌ ହେଲା ଇ- ଅଫିସ୍‌

ଭୁବନେଶ୍ୱର, ୩।୧୧(ବ୍ୟୁରୋ): କାର୍ଯ୍ୟକ୍ଷେତ୍ରରେ ସ୍ବଚ୍ଛତା ଆଣିବା ସହ ପେପରବିହୀନ ରେଳ କାର୍ଯ୍ୟାଳୟ (ଇ -ଅଫିସ୍‌) କାର୍ଯ୍ୟକାରୀ ଉପରେ ଭାରତୀୟ ରେଳପଥ ବେଶ୍‌ ତତ୍ପରତାର ସହ କାର୍ଯ୍ୟ କରୁଛି। ନ୍ୟାଶନାଲ ଇ-ଗଭର୍ନାନ୍ସ ଯୋଜନାରେ ରେଲଓ୍ବେ ପ୍ରଥମ ପର୍ଯ୍ୟାୟରେ ୫୮ଟି ୟୁନିଟ୍‌କୁ ସମ୍ପୂର୍ଣ୍ଣ ଇ-ଅଫିସ୍‌ରେ…

ପ୍ରଦୂଷଣକୁ ଅଣଦେଖା: ଧୂଆଁ, ଧୂଳି ବଳୟରେ ଉପକୂଳ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ସହରାଞ୍ଚଳ ଓ ଶିଳ୍ପାଞ୍ଚଳ ବାୟୁ ପ୍ରଦୂଷଣ ବେଳକୁବେଳ ଘାତକ ହେବାରେ ଲାଗିଛି। ଯାନବାହନ ସଂଖ୍ୟା ବୃଦ୍ଧି ସାଙ୍ଗକୁ ଧୂଳି, ଧୂଆଁରେ ସହରାଞ୍ଚଳ ବାୟୁମଣ୍ଡଳ ଭରିଯାଉଛି। ଦେଶର ରାଜଧାନୀ ଦିଲ୍ଲୀ ପ୍ରଦୂଷଣ ବଳୟରେ ଅଣନିଃଶ୍ୱାସୀ ହେଉଛି। ଖୋଲା ନିଃଶ୍ୱାସପ୍ରଶ୍ୱାସ ନେବା ଏକପ୍ରକାର…

ଜଟଣୀ ତହସିଲରେ ଦଲାଲଙ୍କୁ ଧରିଲେ ଆଇନଜୀବୀ :ଆଣିଥିବା ସରକାରୀ ରେକର୍ଡ ଛଡ଼ାଇ ରଖିଲେ

ଜଟଣୀ,୩।୧୧(ଡି.ଏନ.ଏ) ସରକାରୀ କାର୍ଯ୍ୟାଳୟଗୁଡିକରୁ ଦଲାଲ ହଟାଇବା, ଲାଞ୍ଚ କାରବାର ବନ୍ଦ କରି ଦୁର୍ନୀତିମୁକ୍ତ କରି ଲୋକଙ୍କୁ ଠିକ୍‌ ସେବା ଯୋଗାଇବା ପାଇଁ ସରକାର ୫-ଟି ଓ ମୋ ସରକାର ପରି ପଦକ୍ଷେପ ଆରମ୍ଭ କରିଛନ୍ତି। ଜଟଣୀରେ ଥିବା କାର୍ଯ୍ୟାଳୟଗୁଡିକରେ ସରକାରଙ୍କ ଏହି…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ବ୍ୟାପକ ଦୁର୍ନୀତି ବିଡିଓଙ୍କୁ ଭେଟିଲେ ଏମ୍‌ପି

ବେଗୁନିଆ, ୩।୧୧ (ଡି.ଏନ.ଏ.): ବାସ ଖଣ୍ଡିଏ ପାଇଁ ଏବେବି ବହୁ ଗରିବ ଲୋକ ସରକାରୀ ଯୋଜନାର ଠିକଣା ଖୋଜୁଛନ୍ତି। ବିଶେଷକରି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତାଲିକାରେ ପଞ୍ଜୀକରଣ ହୋଇ ମଧ୍ୟ ବହୁ ଲୋକ ବାଦ୍‌ ପଡିଛନ୍ତି। ପ୍ରଶାସନିକ ସ୍ତରରେ ହେଉ ଅବା…

ସଂଶୋଧିତ ହୋଲ୍ଡିଂ ଟିକସ ଆଦାୟ କରିବ ବିଏମ୍‌ସି

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ବହୁ ବାଦ ବିବାଦ ପରେ ମଧ୍ୟ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ସଂଶୋଧିତ ହୋଲ୍ଡିଂ ଟିକସ ବା ସମ୍ପତ୍ତି ଟିକସ ଲାଗୁ କରିବାକୁ ବିଜ୍ଞପ୍ତି ପ୍ରକାଶ କରିଛି। ବିଏମ୍‌ସି ଅଞ୍ଚଳରେ ଜମି କିମ୍ବା ଘର କିଣିଥିବା ଲୋକମାନଙ୍କୁ ବର୍ଦ୍ଧିତ ଆକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?