ମେଟ୍ରୋ

‘ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯’ ଆରମ୍ଭ: ଗୋଟିଏ ସ୍ଥାନରେ ଉତ୍କୃଷ୍ଟ ସିଲ୍କ ଉତ୍ପାଦ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଆର୍ଟିଜାନ୍ସ ଆଣ୍ଡ୍‌ ୱେଭସର୍ର୍ ୱେଲଫେୟାର୍‌ ଆସୋସିଏଶନ୍‌ ‘ହସ୍ତଶିଳ୍ପୀ’ ଦ୍ୱାରା ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ୧୧ଦିନ ଧରି ଚାଲିବାକୁ ଥିବା ଏହି ଏକ୍ସପୋକୁ ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଅମ୍ରିତା ମିଶ୍ର ଉଦ୍‌ଘାଟନ…

ଚିନ୍ତନ ବୈଠକ ବିଷୟରେ ନେତାଙ୍କଠାରୁ ପଚାରି ବୁଝିଲେ ନିରଞ୍ଜନ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇବା ଲାଗି ବୁଧବାର ଚିନ୍ତନ ବୈଠକ କରାଯାଇଥିଲା। ଶୁକ୍ରବାର ଉକ୍ତ ବୈଠକରେ ଯୋଗ ଦେଇଥିବା କିଛି ନେତାଙ୍କୁ ନିଜ ବାସଭବନକୁ ଡାକି କଥା ହୋଇଛନ୍ତି ନିରଞ୍ଜନ। କ’ଣ ପାଇଁ ଏଭଳି…

୬ରେ ଓଡ଼ିଶା ଆସିବେ ଆନ୍ନା ହଜାରେ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସଂଗଠନର ଏହା ଦ୍ୱିତୀୟ ରାଷ୍ଟ୍ରୀୟ ସମ୍ମିଳନୀ। ତେବେ…

ଆଜିଠୁ ଏଫ୍‌ଆଇଏଚ୍‌ ଅଲିମ୍ପିକ କ୍ୱାଲିଫାୟର୍ସ ହକି ମ୍ୟାଚ୍‌ : ଭୁବନେଶ୍ୱରରେ ଟ୍ରାଫିକ କଟକଣା

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାରଠାରୁ କଳିଙ୍ଗ ଷ୍ଟାଡିୟମରେ ହକିର ମେଗା ଇଭେଣ୍ଟ ଆରମ୍ଭ ହେବ। ଏଫ୍‌ଆଇଏଚ୍‌ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ହକି ମ୍ୟାଚ୍‌ ପାଇଁ ଷ୍ଟାଡିୟମ୍‌ ଭିତରେ ଓ ବାହାରେ ଗହଳି ଲାଗି ରହିବ। ସହରରେ ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ…

ବସ୍ତିମୁକ୍ତ ଭୁବନେଶ୍ୱର, ଉଚ୍ଛେଦ ହେବ ୪ ବସ୍ତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ମିଳିତ ଏନ୍‌ଫୋର୍ସମେଣ୍ଟ ଦଳ ଦ୍ୱାରା ନଭେମ୍ବର ପ୍ରଥମ ସପ୍ତାହରେ ୪ଟି ବସ୍ତିରେ ଉଚ୍ଛେଦ କରାଯିବ। ଶୁକ୍ରବାର ନୀଳମାଧବ ବସ୍ତିର ‘ସି’ ବ୍ଲକ୍‌ରେ ଉଚ୍ଛେଦ କରାଯିବାକୁ ଥିବା ବେଳେ ଆସନ୍ତା ୪ ତାରିଖ ଦିନ ଗୌଡ ବସ୍ତି, ବୀରବସ ବସ୍ତି ଓ…

ସ୍ବଚ୍ଛ ସର୍ବେକ୍ଷଣ ୨୦୨୦ ପାଇଁ ବିଏମ୍‌ସିର ପ୍ରସ୍ତୁତି ଆରମ୍ଭ : ନୂଆ କମିଟି ଉପରେ ଗୁରୁଦାୟିତ୍ୱ

ଭୁବନେଶ୍ୱର,୧।୧୧ : ଭାରତର ନଂ.୧ ସ୍ମାର୍ଟସିଟି ଭୁବନେଶ୍ୱର ସ୍ବଚ୍ଛ ସର୍ବେକ୍ଷଣରେ ବହୁ ପଛରେ। ଦେଶର ୪ ହଜାର ୨୩୭ ସହର ମଧ୍ୟରେ ଭୁବନେଶ୍ୱର କ୍ରମାଗତ ଭାବେ ୨୦୧୭ରେ ୯୪ତମ, ୨୦୧୮ରେ ୨୧୮ତମ ଓ ୨୦୧୯ରେ ୨୮୮ତମ ସ୍ଥାନରେ ରହିଆସିଛି। ଏପରି କି…

୨୪ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆଲୁମ୍‌ନି ମିଟ୍‌ : ଯୋଗଦେବେ ୮ ହଜାରରୁ ଅଧିକ ପୂର୍ବତନ ଛାତ୍ରୀଛାତ୍ର

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ ଜୁବ୍‌ଲି ଆସନ୍ତା ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଲଗାତର ୫ଦିନ ଧରି ହେବାକୁ ଥିବା କାର୍ଯ୍ୟକ୍ରମ ମଝିରେ ଏକ ନୂଆ କାର୍ଯ୍ୟକ୍ରମ ହେବା ନେଇ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ…

ଏଚ୍‌ଆଇଭି ସଂକ୍ରମିତ ଉପକରଣରେ ଅସ୍ତ୍ରୋପଚାର ଘଟଣା : କ୍ଷତିପୂରଣ ସହ କାର୍ଯ୍ୟାନୁଷ୍ଠାନ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧।୧୧ବ୍ୟୁରୋ) : ବୁର୍ଲା ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ୍‌ ରିସର୍ଚ୍ଚ (ଭିମ୍‌ସାର) ଦନ୍ତ ବିଭାଗରେ ଏଚ୍‌ଆଇଭି ସଂକ୍ରମିତ ଉପରକରଣରେ ୧୨ଜଣ ରୋଗୀଙ୍କୁ ଅସ୍ତ୍ରୋପଚାର କରିବା ଘଟଣା ଏବେ ଜାତୀୟ ମାନବାଧିକା କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ପହଞ୍ଚତ୍ଛି। ଉକ୍ତ…

ଖଣି ମାଫିଆ ମହମ୍ମଦ ତାବ୍ରେଜଙ୍କୁ ମାରାଥନ ଜେରା : ମିଳିଲା ଟିଟୋ ଲିଙ୍କ୍‌, ଦୁବାଇରେ ଲେଡି ଡନ୍‌

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଖୋର୍ଦ୍ଧା ବେଆଇନ ପଥରଖଣି କାରବାର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ମହମ୍ମଦ ତାବ୍ରେଜଙ୍କୁ ଏସ୍‌ଟିଏଫ୍‌ କଲିକତାରୁ ଗିରଫ କରିବା ପରେ ୨ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରିଛି। ଜେରାବେଳେ ଏସ୍‌ଟିଏଫ୍‌ ହାତରେ ବହୁ ବଡ଼ ତଥ୍ୟ ଲାଗିଛି। ତାବ୍ରେଜ ଖୋର୍ଦ୍ଧାର ଲେଡି…

ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବିକ୍ଷୋଭ : ପ୍ରତ୍ୟକ୍ଷଦର୍ଶୀଙ୍କୁ ହତ୍ୟା ଧମକ ଦିଆଯାଉଥିବା ଅଭିଯୋଗ

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗିସ୍ଥିତ ଏକାମ୍ର କଲେଜ ପଛପାର୍ଶ୍ୱ ପଡିଆରେ ଗତ ରବିବାର ରାତିରେ ଅମରେଶ ନାୟକଙ୍କୁ ହତ୍ୟା କରାଯାଇଥିଲା। ଇତିମଧ୍ୟରେ ଘଟଣାକୁ ୫ ଦିନ ବିତିଯାଇଥିବାବେଳେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଅମରେଶଙ୍କ ସମର୍ଥକମାନେ ଗୁରୁବାର କମିଶନରେଟ…

କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇବା ଘଟଣା : ପୋଲିସ ଉପସ୍ଥିତିରେ ଖୋଲାଗଲା କାର୍ଯ୍ୟାଳୟ

ପୁରୁଣା ଭୁବନେଶ୍ୱର,୧।୧୧(ଡି.ଏନ.ଏ.) : ବୁଧବାରଠାରୁ ଏକ ଦାବିକୁ ନେଇ ପୂଜାପଣ୍ଡା ସେବାୟତ ସଚ୍ଚିକାନ୍ତ ପୂଜାପଣ୍ଡା ଏବଂ ବ୍ରାହ୍ମଣ ନିଯୋଗ ସେବାୟତ ବିରଞ୍ଚତ୍ ନାରୟଣ ପତି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଗାଳି ଗୁଲଜ କରିବା ସହ ତାଙ୍କ କାର୍ଯ୍ୟାଳୟକୁ ତାଲା ପକେଇ ଦେଇଥିଲେ। ଏହି…

ଜିଲାପାଳଙ୍କୁ ନିର୍ଦ୍ଦେଶ: ଡିଏମ୍‌ଏଫ୍‌ ପ୍ରକଳ୍ପ ନିର୍ଦ୍ଧାରିତ ସମୟରେ ଶେଷ କର

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ(ଡିଏମ୍‌ଏଫ୍‌) ଏବଂ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ (ଓମ୍ବାଡକ) ଅର୍ଥରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ଜିଲାପାଳମାନଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?