ମେଟ୍ରୋ

ଡିସେମ୍ବର ୧ରୁ ବିମାନବନ୍ଦର ରନ୍‌ଓ୍ବେ ରିକାର୍ପେଟିଂ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଡିସେମ୍ବର ୧ରୁ ଆରମ୍ଭ ହେବ ଭୁବନେଶ୍ୱର ବିମାନବନ୍ଦର ରିକାର୍ପେଟିଂ କାମ। ପୂର୍ବରୁ ଏହା ୧ ନଭେମ୍ବରରୁ କରାଯିବା ପାଇଁ ସ୍ଥିର କରାଯାଇଥିଲା। ମରାମତି କାର୍ଯ୍ୟ ଚାଲୁଥିବା ସମୟରେ ଅର୍ଥାତ୍‌ ରାତି ୧୦ଟାରୁ ଭୋର ୫ଟା ୩୦ ମଧ୍ୟରେ ଭୁବନେଶ୍ୱର ବିଜୁ…

ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗ : ‘ଶାସକ ଦଳ ନେତାଙ୍କୁ ବଞ୍ଚାଇବାକୁ ଆତ୍ମହତ୍ୟା ରୂପ ଦିଆଯାଉଛି’

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ କଂଗ୍ରେସ ଜୋର୍‌ଦାର ବର୍ଷିଛି। ଏହି ଘଟଣାକୁ ନେଇ ଭାଜପା ବାରମ୍ବାର ଆନ୍ଦୋଳନ କରୁଥିବା ବେଳେ ବିଳମ୍ବରେ…

ବିଜେଡି ସଭ୍ୟ ସଂଗ୍ରହ ଅବଧି ୩ ସପ୍ତାହ ବୃଦ୍ଧି

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଅକ୍ଟୋବର ଶେଷ ସୁଦ୍ଧା ବିଜେଡି ପକ୍ଷରୁ ପ୍ରାୟ ୪୧ ଲକ୍ଷଙ୍କୁ ଦଳୀୟ ସଭ୍ୟ କରାଯାଇଥିବା ଜଣାପଡ଼ିଛି। ସେହିପରି ସଭ୍ୟ ସଂଗ୍ରହରେ ଦେଖାଦେଇଥିବା ଉତ୍ସୁକତାକୁ ଦେଖି ଏହି ଅଭିଯାନକୁ ଆହୁରି ୩ ସପ୍ତାହକୁ ବୃଦ୍ଧି କରାଯାଇଛି। ବିଜେଡି ସଭାପତି ତଥା…

ଅଲିମ୍ପିକ୍‌ କ୍ୱାଲିଫାୟର୍ସ ପାଇଁ କଳିଙ୍ଗ ପ୍ରସ୍ତୁତ

ଭୁବନେଶ୍ୱର, ୧।୧୧(କ୍ରୀଡ଼ା ପ୍ରତିନିଧି):ବିଶ୍ୱକପ୍‌, ଚାମ୍ପିୟନ୍ସ ଟ୍ରଫି, ଓ୍ବାଲର୍‌ଡ ଲିଗ୍‌ ଏବଂ ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ପରି ଅନେକ ଅନ୍ତର୍ଜାତୀୟ ହକି ଟୁର୍ନାମେଣ୍ଟର ସଫଳ ଆୟୋଜନ ପାଇଁ ଦେଶ ବିଦେଶରେ ଚର୍ଚ୍ଚାରେ ରହିଥିବା କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ଆଉ ଏକ ସମ୍ମାନଜନକ…

ବହୁ ଚର୍ଚ୍ଚିତ ସନ୍ଦୀପ ନନ୍ଦ ହତ୍ୟା ମାମଲା:୧୦ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

ଭୁବନେଶ୍ୱର, ୧-୧୧(ବ୍ୟୁରୋ):ବହୁଚର୍ଚ୍ଚିତ ସନ୍ଦୀପ ନନ୍ଦ ହତ୍ୟା ମାମଲାର ଶୁଣାଣି କରି ଭୁବନେଶ୍ୱର ଚତୁର୍ଥ ଅତିରିକ୍ତ ଜିଲା ଦୌରାଜଜ୍‌ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ୧୦ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ସହ ୧୦ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି…

ସୁରଙ୍କୁ ନବଙ୍କ ଜବାବ: ଏବେ ଯୁଗ ବଦଳିଲାଣି, ମନ୍ତ୍ରୀ ଯେଉଁଠି ଥିଲେ ବି ଡିଜିଟାଲରେ କାମ କରିପାରିବେ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ଗୁରୁବାର ‘୫-ଟି’କୁ କଟାକ୍ଷ କରିବା ସହ ମନ୍ତ୍ରୀ ପ୍ରଚାରରେ ଥିବା ବେଳେ ସିଡିଏମ୍‌ଓଙ୍କୁ ସସ୍‌ପେଣ୍ଡ କରାଯାଉଛି ଏବଂ ଭୋଟଗଣତିରେ ଥିବା ବେଳେ ସସ୍‌ପେଣ୍ଡ ଉଠିଯାଉଛି ବୋଲି କହିଥିଲେ। ଏହାର ଜବାବ ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ…

ଶହଶହ ହେକ୍ଟର ଚାଷଜମିରେ ମାଡ଼ିଗଲା ଲୁଣାଜୁଆର : ପଥରବନ୍ଧ ନିର୍ମାଣ ଦାବି

କାକଟପୁର,୩୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଉପକୂଳ ଉଦୟକଣିଠାରେ ଅଶାନ୍ତ ସମୁଦ୍ର ବୁଧବାର ରାତିରେ କୂଳଲଙ୍ଘି ସ୍ଥଳଭାଗକୁ ମାଡ଼ିଆସିଥିଲା। ଅସ୍ତରଙ୍ଗ ବ୍ଲକ ଶିଶୁଅ ପଞ୍ଚାୟତର ଉଦୟକଣି, ଛେନୁ, ତଣ୍ଡାହାର, କଟକଣା, ବାଘଡିହା ଗ୍ରାମର ଶହଶହ ହେକ୍ଟର ଚାଷଜମିରେ ଲୁଣାଜୁଆର ମାଡ଼ିଯାଇଛି। ଏ ସମ୍ପର୍କରେ…

‘୫-ଟି’କୁ କଟାକ୍ଷ କଲେ ସୁର: କହିଲେ ‘ଟି ନା ଚା’

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟବାସୀଙ୍କୁ ସୁଶାସନ ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘୫-ଟି’ କାର୍ଯ୍ୟକ୍ରମକୁ ବିଭିନ୍ନ ସମୟରେ ବିରୋଧୀ ଦଳ ପକ୍ଷରୁ ସମାଲୋଚନା କରାଯାଉଛି। ପ୍ରଥମେ ଭାଜପା ନେତ୍ରୀ ଅପରାଜିତା ଷଡ଼ଙ୍ଗୀ ଗୁରୁବାର ଏହାକୁ କଟାକ୍ଷ କରିବା ପରେ…

ଅପରାଜିତାଙ୍କୁ ଅରୂପଙ୍କ ଜବାବ: ‘ସେ ଟ୍ରେନିଂରେ ‘୫-ଟି’ ଶିଖିଥିବେ, ମୁଁ କେବଳ ପରେଡ୍‌ ଶିଖିଛି’

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ‘୫-ଟି’ କାର୍ଯ୍ୟକ୍ରମକୁ ସମାଲୋଚନା କରିବା ସହ ଆଇଏଏସ୍‌ ପ୍ରଶିକ୍ଷଣ ସମୟରେ ଏ ସମ୍ପର୍କରେ ପଢ଼ାଯାଇଥାଏ ବୋଲି ଗୁରୁବାର ମତ ରଖିଥିଲେ ଏମ୍‌ପି ତଥା ଭାଜପା ନେତ୍ରୀ ଅପରାଜିତା ଷଡ଼ଙ୍ଗୀ। ଏହାର ଜବାବ ରଖିଛନ୍ତି ବିଜେଡି ନେତା ତଥା…

‘୫-ଟି’କୁ ପୁଣି ଅପରାଜିତାଙ୍କ କଟାକ୍ଷ: ‘ଏହା ଅଭିନବ ପଦକ୍ଷେପ ନୁହେଁ, ବହୁତ ପୁରୁଣା କଥା’

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ‘୫-ଟି’ କାର୍ଯ୍ୟକ୍ରମକୁ ପୁଣି ଥରେ ସମାଲୋଚନା କରିଛନ୍ତି ଭାଜପା ଏମ୍‌ପି ଅପରାଜିତା ଷଡଙ୍ଗୀ। ଗୁରୁବାର ରେଳବାଇ ଷ୍ଟାଡିୟମରେ ଆୟୋଜିତ ‘ଏକତା ପାଇଁ ଦୌଡ଼’ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଅପରାଜିତା କଟାକ୍ଷ କରି କହିଛନ୍ତି,…

ପିସିସି ସଭାପତି ପଦବୀ ପାଇଁ ମୁଁ ଉପଯୁକ୍ତ ନୁହେଁ କି ମୋର ପତିଆରା ନାହିଁ: ସୁର

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପଦବୀ ଲାଗି ଆଶାୟୀ ନ ଥିବା କହିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟ। ନିରଞ୍ଜନଙ୍କୁ ଗାଦିରୁ ହଟାଇ ଦଳର ଅନ୍ୟ ତୁଙ୍ଗ ନେତାଙ୍କୁ ବସାଇବାକୁ ଦଳୀୟ ନେତା ଏକାଠି ହେଉଥିବା ବେଳେ ଏପରି ପ୍ରତିକ୍ରିୟା…

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ଘଟଣା: ନାବାଳିକାଙ୍କୁ ଅଟକ ରଖିଲା ସିଂହଦ୍ୱାର ପୋଲିସ

ପୁରୀ ଅଫିସ, ୩୧।୧୦: ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଗୁରୁବାର ସିଂହଦ୍ୱାର ପୋଲିସ ଜଣେ ନାବାଳିକାଙ୍କୁ ଅଟକ ରଖିଛି। ଗତ ୨୮ତାରିଖରେ ଶ୍ରୀମନ୍ଦିର ଭୋଗମଣ୍ଡପ ସମ୍ମୁଖ ଭାଗ ଏବଂ ଆନନ୍ଦ ବଜାରର ଭିଡିଓ ଭାଇରାଲ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?