ମେଟ୍ରୋ

ଉପନିର୍ବାଚନ ପୂର୍ବରୁ ରକ୍ତମୁଖା ସାଜିଛି ଶାସକ ବିଜେଡି: ଭାଜପା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପୂର୍ବରୁ ଶାସକ ବିଜେଡି ବିରୋଧୀଙ୍କୁ ଆକ୍ରମଣ କରି ଭୟର ଆତଙ୍କ ସୃଷ୍ଟି କରୁଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଶୁକ୍ରବାର ଭାଜପା ଯୁବନେତା ମନୋରଞ୍ଜନ ମେହେରଙ୍କୁ ଛୁରାମାଡ କରି ମରଣାନ୍ତକ ଆକ୍ରମଣ ଘଟଣାରେ ବିଜେଡିକୁ ସିଧାସଳଖ ଦାୟୀ…

୩ ଦିନରେ ଧରାହେଲେଣି ୧୫୪ ଦଲାଲ: ହସ୍ପିଟାଲରୁ ୭୫ ଓ ଆର୍‌ଟିଓରୁ ୭୯

ଭୁବନେଶ୍ୱର,୨୯।୯(ବ୍ୟୁରୋ): ସ୍ବଚ୍ଛତା ଓ ଲୋକଙ୍କୁ ଶୋଷଣରୁ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ଦଲାଲ ଧରା ଅଭିଯାନକୁ ଜୋର୍‌ଦାର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପୋଲିସ ବିଭିନ୍ନ ହସ୍ପିଟାଲ ଓ ଆର୍‌ଟିଓରେ ଚଢ଼ାଉ କରି ଦଲାଲଙ୍କୁ ଧରୁଛି। ତିନି ଦିନରେ ୧୫୪…

ବିଳମ୍ବ ହେବ ମୌସୁମୀ ଲେଉଟାଣି: ଆହୁରି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଓଡିଶା ସମେତ ଦେଶର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ଲାଗି ରହିଛି। ନିର୍ଦ୍ଧାରିତ ସମୟର ୧୦ ଦିନ ପରେ ଅର୍ଥାତ ଜୁନ ୨୧ ତାରିଖରେ ମୌସୁମୀ ଓଡିଶା ଛୁଇଁଥିଲା। ତେବେ…

୧୦୮ ଆମ୍ବୁଲାନ୍ସ ସେବାରେ ବାଧକ ଫେକ୍‌ କଲ୍‌: ଦିନକୁ ଆସୁଛି ୭୦୦ ମିଥ୍ୟା କଲ୍‌, ପ୍ରକୃତ ହିତାଧିକାରୀଙ୍କୁ ଅସୁବିଧା

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ୧୦୮ ଏବଂ ୧୦୨ ମାଗଣା ଆମ୍ବୁଲାନ୍ସ ପରିଚାଳନା ବ୍ୟବସ୍ଥା ନିଜର ମହତ୍‌ କାର୍ଯ୍ୟ ପାଇଁ ଅନେକ ସମୟରେ ପ୍ରଶଂସାର ପାତ୍ର ହୋଇଛି। କିନ୍ତୁ ଏହି ସେବା ପରିଚାଳନାରେ ବର୍ତ୍ତମାନ ମୁଖ୍ୟ ବାଧକ ସାଜିଛି ଫେକ୍‌ କଲ୍‌। ଜରୁରିକାଳୀନ ସେବା…

ନକଲି ସାର୍ଟିଫିକେଟ୍‌ ଦେଇ କାର୍ଯ୍ୟ କରୁଛନ୍ତି କର୍ମଚାରୀ: ଯାଞ୍ଚ କରିବାକୁ ଓସେପାର ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ନକଲି ସାର୍ଟିଫିକେଟ୍‌ ଦେଇ କାର୍ଯ୍ୟ କରୁଛନ୍ତି ସରକାରୀ ଅଧିକାରୀ। ଓଡ଼ିଶା ପ୍ରାଇମେରି ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓପେପା)/ ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓସେପା) ଅଧୀନରେ ଅନେକ କର୍ମଚାରୀ ନକଲି ସାର୍ଟିଫିକେଟ୍‌ ଦେଇ ଚାକିରି କରୁଛନ୍ତି। ଏଭଳି ଅଭିଯୋଗ ହେବା…

ଆର୍‌ଟିଓ ଅଫିସକୁ ଦଲାଲମୁକ୍ତ କରିବାକୁ ନୂଆ ପଦକ୍ଷେପ: କର୍ମଚାରୀଙ୍କ ପାଇଁ ହେବ ପରିଚୟ ପତ୍ର, ଲାଗିବ ସିସିଟିଭି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ) କାର୍ଯ୍ୟାଳୟରେ ଦଲାଲଙ୍କ ଦ୍ୱାରା ଅନେକ ବ୍ୟକ୍ତି ଠକେଇର ଶିକାର ହେଉଛନ୍ତି। ଏପରିକି ରାଜ୍ୟ ସରକାର ଡିଜିପିଙ୍କୁ ନିର୍ଦ୍ଦେଶ ଦେବା ପରେ ରାଜ୍ୟର ବିଭିନ୍ନ ଆର୍‌ଟିଓମାନଙ୍କରୁ ଅନେକ ଦଲାଲଙ୍କୁ ଗିରଫ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଶନିବାର…

ମହାନଦୀ ଜଳବିବାଦ: ଉଭୟ ରାଜ୍ୟ ଗସ୍ତ କରିବେ ବୈଷୟିକ ଟିମ୍‌, ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶର ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦର ଶନିବାର ଟ୍ରିବ୍ୟୁନାଲ ଶୁଣାଣି କରିଛନ୍ତି। ଉଭୟ ରାଜ୍ୟର ବୈଷୟିକ ଟିମ୍‌ ୨ ରାଜ୍ୟ ଗସ୍ତ କରିବେ। ଏହାପରେ ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ…

ଲାଞ୍ଚୁଆ ଅଧିକାରୀଙ୍କୁ ଚିହ୍ନାଇବେ ଦଲାଲ, ତା’ ପରେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପରିବହନ କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ପରେ ଗତ ଦୁଇ ଦିନରେ ରାଜ୍ୟର ବିଭିନ୍ନ ଆର୍‌ଟିଓ କାର୍ଯ୍ୟାଳୟରୁ ଏକାଧିକ ଦଲାଲଙ୍କୁ ଗିରଫ କରାଯାଇଛି। ଏନେଇ ଶନିବାର ପ୍ରତିକ୍ରିୟା ରଖି ପରିବହନ ମନ୍ତ୍ରୀ…

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ରୀତା: କହିଲେ ‘ ଅଧୁରା କାର୍ଯ୍ୟ ପୂରା କରିବି’

ଭୁବନେଶ୍ୱର,୨୮।୯(ବ୍ୟୁରୋ): ପୁଣି ଥରେ ରୀତା ସାହୁଙ୍କ ଉପରେ ଆସ୍ଥା ପ୍ରକଟ କରିଛି ବିଜେଡି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବିଜେପୁର ଉପନିର୍ବାଚନ ପାଇଁ ରୀତାଙ୍କୁ ପ୍ରାର୍ଥୀ କରାଯାଇଥିବା ଘୋଷଣା କରିଛନ୍ତି। ଏହାପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି ରୀତା।…

ନିର୍ବାଚନରେ ଲଢ଼ିବାକୁ ପାଣ୍ଠି ନ ଥିବା ପ୍ରସଙ୍ଗ; କଂଗ୍ରେସକୁ ମିଳଛି ୧୦ହଜାର ସହାୟତା: ନିରଞ୍ଜନ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ଲଢ଼ିବା ପରେ କଂଗ୍ରେସ ହାତରେ ବିଜେପୁର ଉପନିର୍ବାଚନରେ ଲଢ଼ିବା ପାଇଁ ପାଣ୍ଠି ନାହିଁ। ଏଣୁ କଂଗ୍ରେସକୁ ଆର୍ଥିକ ସହାୟତା ଦେବାକୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅପିଲ କରିଥିଲେ। ତେବେ ଜଣେ ବଦାନ୍ୟ ବ୍ୟକ୍ତି କଂଗ୍ରେସକୁ…

ବିଜେପୁର ଉପନିର୍ବାଚନ: ରବିବାର ଭାଜପାର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଅକ୍ଟୋବର ୨୧ରେ ବିଜେପୁର ବିଧାନସଭା ଆସନ ଲାଗି ପଡ଼ିବ ଭୋଟ। ଏହାର ଅବ୍ୟବହିତ ପୂର୍ବରୁ ରାଜ୍ୟର ୩ ପ୍ରମୁଖ ଦଳମାନେ ପ୍ରାର୍ଥୀ ଚୟନରେ ବ୍ୟସ୍ତ। ପ୍ରଥମେ କଂଗ୍ରେସ ଦିଲ୍ଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରିଥିବା ବେଳେ ଶନିବାର ବିଜେଡି ରୀତା ସାହୁଙ୍କୁ…

ନବୀନଙ୍କ ଘୋଷଣା: ବିଜେପୁରରୁ ପୁଣି ଲଢ଼ିବେ ରୀତା ସାହୁ

ଭୁବନେଶ୍ୱର,୨୮।(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଶନିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ରୀତା ସାହୁଙ୍କୁ ପ୍ରାର୍ଥୀ କରାଯାଇଥିବା ନେଇ ଘୋଷଣା କରିଛନ୍ତି। ରୀତା ବିଜେପୁରର ଲୋକପ୍ରିୟ ବିଧାୟକ ସୁବଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri