ମେଟ୍ରୋ

ଡିସେମ୍ବର ୨୩ରୁ ସିଟି ଫେଷ୍ଟିଭାଲ

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ପୁଣି ଆରମ୍ଭ ହେବ ସିଟି ଫେଷ୍ଟିଭାଲ। ଆସନ୍ତା ଡିସେମ୍ବର ୨୩ରୁ ଜାନୁୟାରୀ ୧ ଯାଏ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଶୀତୁଆ ସନ୍ଧ୍ୟାରେ ରାଜଧାନୀବାସୀଙ୍କୁ ଝୁମାଇବେ ଖ୍ୟାତନାମା ଷ୍ଟାର୍‌ କଳାକାର। ପୂର୍ବବର୍ଷ ଭୁବନେଶ୍ୱର ସିଟି ଫେଷ୍ଟିଭାଲ (ଡଟ୍‌ ଫେଷ୍ଟ)ର ସଫଳ…

ବିଶାଖାପାଟଣାରୁ ସୁବେଦାରଗଞ୍ଜ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ (୦୮୫୨୭-୦୮୫୨୮)ବିଶାଖାପାଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ଏକ ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି। ବିଶାଖାପାଟଣାରୁ ଏହି ଟ୍ରେନ ଭାୟା ବିଜୟନଗରମ, ଭୁବନେଶ୍ୱର, ଭଦ୍ରକ ଓ ଗୟା ଦେଇ ସୁବେଦାରଗଞ୍ଜକୁ ଚଳାଚଳ କରିବ। ୨୬ ନଭେମ୍ବରରୁ ଆରମ୍ଭ ହେବାକୁ ଥିବା ଏହି…

୧୩ ଆଇଏଏସ୍‌ ଅଧିକାରୀଙ୍କୁ ମେଡିକାଲ କଲେଜ,ହସ୍ପିଟାଲ ସଂଯୋଜନା ଦାୟିତ୍ୱ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ସାରା ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି, ରକ୍ଷଣାବେକ୍ଷଣ, ସାମଗ୍ରିକ ପ୍ରଦର୍ଶନ ଇତ୍ୟାଦି ସମ୍ପର୍କିତ କାର୍ଯ୍ୟର ସଂଯୋଜନା ପାଇଁ ବୁଧବାର ୧୩ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଏ ନେଇ…

ଶିଶୁ କଲ୍ୟାଣ ଅନୁଷ୍ଠାନକୁ ଆର୍ଥିକ ସହାୟତା

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବିଭିନ୍ନ ଜିଲାର ଶିଶୁ କଲ୍ୟାଣ ଅନୁଷ୍ଠାନଗୁଡ଼ିକର ସର୍ବାଙ୍ଗୀନ ଉନ୍ନତି ପାଇଁ ବୁଧବାର ଆର୍ଥିକ ସହାୟତା ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ୩୦ ଜିଲାର ଶିଶୁ କଲ୍ୟାଣ ପ୍ରତିଷ୍ଠାନରେ ରହୁଥିବା ପିଲାମାନଙ୍କ ପାଇଁ ରେଡକ୍ରସ ଜରିଆରେ ୧୦ ଲକ୍ଷ…

ଭଙ୍ଗାଯିବ ୩୫ ବିଧାୟକଙ୍କ କ୍ୱାଟର୍‌, ଖୁବ୍‌ଶୀଘ୍ର ଜାରି ହେବ ନୋଟିସ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଓଡ଼ିଶାର ବିଧାୟକଙ୍କ ପାଇଁ ତିଆରି ହେବ ଆପାର୍ଟମେଣ୍ଟ। ବିଧାନସଭା ନିକଟରେ ଥିବା ବିଧାୟକ କଲୋନୀର ୩୫ଜଣ ବିଧାୟକଙ୍କ କ୍ୱାଟର ଭଙ୍ଗାଯିବ। ୪ଶହ କୋଟି ଟଙ୍କା ବ୍ୟୟରେ ୧୪୦ ବିଧାୟକଙ୍କ ପାଇଁ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟ ନିର୍ମାଣ କରାଯିବ।…

ପିସିସି ସଭାପତି ପଦରେ ରହିବାକୁ ଚାହୁଁନାହିଁ, ମୋତେ ମୁକ୍ତି ଦେଇ ପଦବୀ କିଏ ନେବ କୁହନ୍ତୁ: ନିରଞ୍ଜନ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ପିସିସି ସଭାପତି ପଦରୁ ହଟାଇବା ଲାଗି କଂଗ୍ରେସ ନେତାଙ୍କ ମେଳି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ନିରଞ୍ଜନ ପଟ୍ଟନାୟକ। ସେ କହିଛନ୍ତି, ଯେଉଁମାନେ ପିସିସି ସଭାପତି ହେବାକୁ ଚାହୁଁଛନ୍ତି ସେମାନେ ମୋତେ କୁହନ୍ତୁ। ମୁଁ ସେମାନଙ୍କ ନାମ ଏଆଇସିସିକୁ ସୁପାରିଶ…

ନଭେମ୍ବରରେ ଦ୍ୱିତୀୟ କିସ୍ତି କାଳିଆ ଟଙ୍କା ମିଳିବା ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ‘କାଳିଆ ଯୋଜନା’ର ଦ୍ୱିତୀୟ କିସ୍ତି ଟଙ୍କା ନଭେମ୍ବରରେ ପ୍ରଦାନ କରାଯିବ। ଏନେଇ ଘୋଷଣା କରାଯିବା ପରେ ଉଭୟ ଭାଜପା ଏବଂ କଂଗ୍ରେସ ନେତାମାନେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଭାଜପା ନେତା ତଥା ଦଳୀ ଉପସଭାପତି ସମୀର ମହାନ୍ତି…

ଜୋର ଧରିଲା ପିସିସି ସଭାପତି ହଟାଅ ରାଜନୀତି: ପାନ୍ଥନିବାସରେ କଂଗ୍ରେସ ନେତାଙ୍କ ମେଳି, ମୋକିମ୍‌ଙ୍କୁ ଦାୟିତ୍ୱ ଦେବା ନେଇ ଯୋଜନା

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇ ମହମ୍ମଦ ମୋକିମ୍‌ଙ୍କୁ ଦାୟିତ୍ୱ ଦିଆଯିବା ନେଇ ଆରମ୍ଭ ହୋଇଛି ରଣନୀତି। କଂଗ୍ରେସ ନେତା ବାପି ସର୍କେଲଙ୍କ ନେତୃତ୍ୱରେ ସ୍ଥାନୀୟ ପାନ୍ଥନିବାସ ପରିସରରେ ବୁଧବାର ବସିଥିବା ବୈଠକରେ ସଭାପତି ହଟାଅ ଅଭିଯାନ…

ବିବାଦରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):୨୦୧୭ ଏବଂ ୨୦୧୮ ମସିହା ଲାଗି ଘୋଷଣା ହୋଇଥିବା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରକୁ ନେଇ ପୁଣିଥରେ ବିବାଦ ଉପୁଜିଛି। ନାଟ୍ୟାନୁଷ୍ଠାନ ‘ଏବଂ ଆମେ’ର ସଭାପତି ତଥା କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ପାଇଥିବା ଡ. ସଚ୍ଚି ଦାସ ଏବଂ…

ବିକ୍ରିହେଲା ୧କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦ୍ୱାରା ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଚାଲିଥିବା ଜାତୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଓ ବିକ୍ରୟ ମେଳା ‘ଖଦି ବଜାର’ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ ବୋର୍ଡ ସଭାପତି ସଂଗ୍ରାମ…

ଆଜି ଆଣ୍ଡାମାନ ଫେରିଯିବେ ଅମ୍ରିତ

ପୁରୀ ଅଫିସ, ୩୦ା୧୦:୨୬ ଦିନ ଧରି ଲୁଣି ପାଣି ପିଇ ଜୀବନ ସହ ସଂଘର୍ଷ କରି କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ରରେ ଲାଗିଥିଲେ ଆଣ୍ଡାମାନ ନାବିକ ଅମ୍ରିତ କୁଜୁର। ବୁଧବାର ସେ ଆଣ୍ଡାମାନ ଫେରିଯିବେ। ତାଙ୍କ ଫେରିବା ପାଇଁ ପର୍ଯ୍ୟଟନ ବିଭାଗ…

ବେଆଇନ ପଥର ଖଣି ମାମଲା:ମହମ୍ମଦ ତାବ୍ରେଜ କଲିକତା ବିମାନବନ୍ଦରରୁ ଗିରଫ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ଖୋର୍ଦ୍ଧା ବେଆଇନ ପଥର ଖଣି ଓ ଚୋରା ଚାଲାଣ ଘଟଣାର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ତଥା ପୋଲିସର ମୋଷ୍ଟ ଓ୍ବାଣ୍ଟେଡ୍‌ ଥିବା ମହମ୍ମଦ ତାବ୍ରେଜଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କଲିକତାରୁ ଗିରଫ କରିଛି। ସେ ନିଜ ସ୍ତ୍ରୀଙ୍କ ସହ ଥାଇଲାଣ୍ଡ ଲୁଚି ପଳାଉଥିବାବେଳେ ଏସ୍‌ଟିଏଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?