୮୭୧ ବର୍ଷ ଧରି ପୂଜା ପାଉଛନ୍ତି ମହାପ୍ରଭୁ
୧୧୪୮ ମସିହା ପୂର୍ବରୁ ମହାପ୍ରଭୁ ଉପାସିତ ହେଉଥିଲେ ଶାସଙ୍ଗ ଗ୍ରାମରେ। ବାଲେଶ୍ୱର ସହରଠାରୁ ୪ କୋଶ ଦୂରରେ ଇଟା ନିର୍ମିତ ମନ୍ଦିରରେ ପୂଜା ଆରମ୍ଭ କରିଥିଲେ ସ୍ଥାନୀୟ ଜମିଦାର। ମନ୍ଦିରର ଦୁଇପଟେ ଦୁଇଟି ବ୍ରାହ୍ମଣ ଶାସନ ଦାନ କରିଥିଲେ। ବଳଭଦ୍ରପୁର...
ଏଥର ଗୋଟିଏ ଦିନରେ ବାହୁଡ଼ା, ହରିଶୟନ ଏକାଦଶୀ : ଶୁକ୍ରବାରଠାରୁ ୪ ମାସ ଶୋଇବେ ଠାକୁର
ପୁରୀ ଅଫିସ,୧୨।୭ : ପ୍ରାୟ ପ୍ରତିବର୍ଷ ବାହୁଡ଼ା ଦଶମୀ ପରଦିନ ହରିଶୟନ ଏକାଦଶୀ ପଡ଼ିଥାଏ। ହରିଶୟନ ଏକାଦଶୀଠାରୁ ଠାକୁର ଶୟନ କରିଥାନ୍ତି। ତେବେ ଏଥର ତିଥି କ୍ଷୟ ଯୋଗୁ ବାହୁଡ଼ା ଏବଂ ଏକାଦଶୀ ଗୋଟିଏ ଦିନରେ ଅର୍ଥାତ୍ ଶୁକ୍ରବାର ପଡ଼ିିଛି।...
ଆଜି ବାହୁଡ଼ା ଯାତ୍ରା : ପହଣ୍ଡି ପରେ ରଥାରୂଢ଼ ହେଲେ ପ୍ରଭୁ ସୁଦର୍ଶନ
ପୁରୀ ଅଫିସ,୧୨।୭: ଆଜି ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ତିନିଠାକୁର। ଏନେଇ ପ୍ରଥମେ ମହାପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପୂର୍ବାହ୍ନ ୯.୧୫ରେ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇ ୯.୩୦ରେ ରଥାରୂଢ଼ ହୋଇଛନ୍ତି।
କ୍ୟାପିଟାଲ ହସ୍ପିଟାଲର ମହିଳା କର୍ମଚାରୀଙ୍କ ମୃତ୍ୟୁ ପରେ ଫିଟୁଛି ଗୁମର : ପ୍ରିୟାପ୍ରୀତିରେ ମିଳୁଛି ଆଇସିୟୁ ବେଡ୍
ଭୁବନେଶ୍ୱର,୧୨।୭(ବ୍ୟୁରୋ) : କ୍ୟାପିଟାଲ ହସ୍ପିଟାଲ ଏସ୍ଏନ୍ସିୟୁ ବିଭାଗର ମହିଳା କର୍ମଚାରୀ ଅନୁପମା ନାୟକଙ୍କ ବୁଧବାର ମୃତ୍ୟୁ ଘଟିଥିଲା। ଏହାପରେ ହସ୍ପିଟାଲର ଭିତିରି ଗୁମର ପଦାକୁ ଆସିବାରେ ଲାଗିଛି। ଅନୁପମାଙ୍କୁ ଆଇସିୟୁ ଆବଶ୍ୟକ ହେଉଥିବା ବେଳେ ହସ୍ପିଟାଲ କର୍ତ୍ତୃପକ୍ଷ ଯୋଗାଇ ନ...
ଘର ପରିସରରେ ଶୌଚାଳୟ ଟାଙ୍କି ନିର୍ମାଣ ନିର୍ଦ୍ଦେଶ ଦେଲା ବିଏମ୍ସି : ପାଇଖାନା ମଇଳା ଡ୍ରେନକୁ ଛାଡ଼ିଲେ ଜରିମାନା
ଭୁବନେଶ୍ୱର, ୧୨।୭(ବ୍ୟୁରୋ) : ନିଜ ଘରୁ ବାହାରୁ ଥିବା ମଳଯୁକ୍ତ ମଇଳା ଓ ପଚା ମଇଳାକୁ କୌଣସି ଡ୍ରେନ କିମ୍ବା ନଦୀକୁ ପାଇପ ଯୋଗେ ଛାଡୁଥିଲେ ଏବେ ସେଥିପାଇଁ ଦଣ୍ଡିତ ହେବାକୁ ପଡ଼ିବ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ...
ଆଜି ବାହୁଡ଼ିବେ ମହାପ୍ରଭୁ
ପୁରୀ ଅଫିସ,୧୨।୭:ଆଡ଼ପ ମଣ୍ଡପରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଗୁରୁବାର ଭକ୍ତଙ୍କୁ ସନ୍ଧ୍ୟା ଦର୍ଶନ ଦେଇ ଏବେ ରତ୍ନବେଦିକୁ ବାହୁଡ଼ିବାକୁ ପ୍ରସ୍ତୁତ ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ଦିନର ରହଣି ପରେ ଭାଇଭଉଣୀଙ୍କୁ ସାଥିରେ ଧରି ଶୁକ୍ରବାର ବାହୁଡ଼ି ଆସିବେ ଶ୍ରୀମନ୍ଦିର।...
ରେଳ ବଜେଟ ଉପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା: ଯେତିକି ନଉଛ, ସେତିକି ଦିଅ: ଶ୍ରୀକାନ୍ତ
ଭୁବନେଶ୍ୱର,୧୧।୭(ବ୍ୟୁରୋ): ଓଡ଼ିଶା ପାଇଁ ରେଳ ବଜେଟରେ ଚଳିତବର୍ଷ ମାତ୍ର ୫, ୦୦ କୋଟି ବ୍ୟୟ ଅଟକଳ ରଖାଯାଇଛି। ପ୍ରକୃତରେ ଦେଖିବାକୁ ଗଲେ ଓଡ଼ିଶାକୁ ମାତ୍ର ୩୧ ହଜାର କୋଟି ଟଙ୍କା ଦେବାକୁ ଅଟକଳ କରାଯାଇଛି ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ...
ପାଟକୁରା ନିର୍ବାଚନ: ପ୍ରକାଶ ପାଇଲା ୩ ଦଳର ଷ୍ଟାର ପ୍ରଚାରକ ତାଲିକା
ଭୁବନେଶ୍ୱର,୧୧।୭(ବ୍ୟୁରୋ): ପାଟକୁରା ବିଧାନସଭା ଆସନ ଦଖଲ କରିବା ଲାଗି ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡିକ ମଧ୍ୟରେ ଲଢେଇ ଜୋର୍ଦାର ହେବାରେ ଲାଗିଛି। ଆସନ୍ତା ୨୦ରେ ଏହି ଆସନରେ ନିର୍ବାଚନ ହେବାକୁ ଥିବାବେଳେ ଗୁରୁବାର ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି,...
ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ବ୍ରହ୍ମାନନ୍ଦ
ପୁରୀ ଅଫିସ, ୧୧ା୭: ଘୋଷଯାତ୍ରା ଏବଂ ବାହୁଡ଼ାଯାତ୍ରା ସମୟରେ ଅନେକ ସାମାଜିକ ଅନୁଷ୍ଠାନ ସଚେତନତା ବାର୍ତ୍ତ ପ୍ରଦାନ କରିଥାନ୍ତି। ଶରଧାବାଲିରେ ଗୁରୁବାର ପରିବେଶ ଓ ଘରଚଟିଆର ସୁରକ୍ଷା ବାର୍ତ୍ତା ଦେଇଥିଲେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗରରୁ ଆସିଥିବା ଏ. ବ୍ରହ୍ମାନନ୍ଦ ଆଚାରୀ।...
ଶିଳ୍ପୀଙ୍କ ରଙ୍ଗ, ତୂଳୀ ବଖାଣିଲା ମହାପ୍ରଭୁଙ୍କ ଗାଥା
ପୁରୀ ଅଫିସ,୧୧ା୭: ଶିଳ୍ପୀର ପରିକଳ୍ପନା ବାସ୍ତବିକ ନିଆରା। କେତେବେଳେ କାନ୍ଭାସ ଉପରେ ତା’ ମନର ଭାବକୁ ଫୁଟାଇଥାଏ ତ ପୁଣି କେତେବେଳେ ତୋଳି ଧରେ ଅନ୍ୟର କଥା ଓ ଭାଷାକୁ। ତା’ ହାତର ସ୍ପର୍ଶରେ ଏଠି ରଙ୍ଗ, ତୂଳୀ କଥା...
ଶୁକ୍ରବାର ବାହୁଡ଼ିବେ ମହାପ୍ରଭୁ: ଅପରାହ୍ନ ୪ଟାରେ ରଥଟଣା
ପୁରୀ ଅଫିସ,୧୧ା୭: ଆଡ଼ପ ମଣ୍ଡପରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଗୁରୁବାର ଭକ୍ତଙ୍କୁ ସନ୍ଧ୍ୟା ଦର୍ଶନ ଦେଇ ଏବେ ରତ୍ନବେଦିକୁ ବାହୁଡ଼ିିବାକୁ ପ୍ରସ୍ତୁତ ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ଦିନର ରହଣି ପରେ ଭାଇଭଉଣୀଙ୍କୁ ସାଥିରେ ଧରି ଶୁକ୍ରବାର ବାହୁଡ଼ି ଆସିବେ...
ବସ ଭଡ଼ା ବୃଦ୍ଧିକୁ ସମାଜବାଦୀ ପାର୍ଟିର ବିରୋଧ
ଭୁବନେଶ୍ୱର, ୧୧ା୭(ବ୍ୟୁରୋ)- ଡିଜେଲ ଦର ବୃଦ୍ଧି ହେଉ ହେଉ ରାଜ୍ୟ ସରକାର ବସ୍ ଭଡା ବୃଦ୍ଧି କରିଛନ୍ତି। ଯାହାକୁ ସମାଜବାଦୀ ପାର୍ଟି ବିରୋଧ କରିବା ସହ ଏହାକୁ ଅବିଳମ୍ବ ପ୍ରତ୍ୟାହାର କରିବା ଲାଗି ସଭାପତି ରବି ବେହେରା ଏକ ପ୍ରେସ...
Archives


