ମେଟ୍ରୋ

ଦୀପାବଳୀ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆଜି ପବିତ୍ର ଦୀପାବଳି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ଦୀପାବଳି ଏବଂ କାଳିପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା। ଆଲୋକର ପର୍ବକୁ ଆନନ୍ଦ ଉଲ୍ଲାସରେ…

ଅନାଥ ଶିଶୁଙ୍କ ଗହଣରେ ଦୀପାବଳି ପାଳନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ପବିତ୍ର ଦୀପାବଳିକୁ ନେଇ ସମଗ୍ର ରାଜ୍ୟ ଉତ୍ସବମୁଖର ହୋଇଉଠିଛି। ଏହାକୁ କିଭଳି ନିଆରା ଢଙ୍ଗରେ ପାଳନ କରିବେ ତାହାକୁ ନେଇ ଆରମ୍ଭ ହେଲାଣି ପ୍ରସ୍ତୁତି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍‌ଓଏସ୍‌ ଭିଲେଜ୍‌ରେ ଥିବା ଅନାଥ ଶିଶୁମାନଙ୍କ ସହ…

କଣ୍ଠଶିଳ୍ପୀମାନେ ଓଡ଼ିଶାର ପରମ୍ପରାକୁ ନ ଭୁଲନ୍ତୁ: ଶ୍ୟାମାମଣୀ

କଟକ ଜିଲା ବାଙ୍କୀ ବ୍ଲକ ଅନ୍ତର୍ଗତ ସୁବର୍ଣ୍ଣପୁର ଗ୍ରାମରେ ୧୯୩୮ ଡିସେମ୍ବର ୨୧ରେ ଜନ୍ମଗ୍ରହଣ କରିଥିଲେ ବିଶିଷ୍ଟ ଓଡ଼ିଶୀ କଣ୍ଠସଙ୍ଗୀତ ଶିଳ୍ପୀ ଡ. ଶ୍ୟାମାମଣୀ ଦେବୀ। ସେ ପିଲାବେଳେ ଘର ପିଣ୍ଡାରେ ବସି ପାଲାଗୀତ ଶୁଣିଶୁଣି ସଙ୍ଗୀତ ପ୍ରତି ଆକୃଷ୍ଟ ହୋଇଥିଲେ।…

ଓଏଚ୍‌ଆର୍‌ସିରେ ୪୦ ପ୍ରତିଶତ କର୍ମଚାରୀ ପଦ ଖାଲି: ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ଆଇନଜୀବୀ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ରାଜ୍ୟ ମାନବୀକ ଅଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ୬୯ ପଦବୀ ରହିଥିବାବେଳେ ୪୦ ପ୍ରତିଶତ ଅର୍ଥାତ୍‌ ୨୭ଟି ଖାଲି ପଡିଛି। ଏହାକୁ ପୂରଣ କରାଯାଉ ନ ଥିବାରୁ ମାମଲାଗୁଡ଼ିକର ଫଇସଲାରେ ଅହେତୁକ ବିଳମ୍ବ ଘଟୁଛି। ଏନେଇ ଆଇନଜୀବୀ ବିଶ୍ୱପ୍ରିୟ କାନୁନ୍‌ଗୋ, ବିଜୟ…

ଗୋଟିଏ ନମ୍ବରରେ ଏକାଧିକ ଗାଡ଼ି ଚାଲିବା ଘଟଣା: ଗାଡ଼ି ମାଲିକଙ୍କ ନାମରେ ମାମଲା ରୁଜୁ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ଗୋଟିଏ ନମ୍ବରରେ ଏକାଧିକ ଗାଡି ଚାଲିବା ଘଟଣାରେ ଲିଙ୍ଗରାଜ ଥାନାରେ ଗାଡ଼ି ମାଲିକଙ୍କ ନାମରେ ମାମଲା ରୁଜୁ ହୋଇଛି। ଟ୍ରାଫିକ ଥାନାର ଅଧିକାରୀ ସୁରେନ୍ଦ୍ର ଭଳଙ୍କ ଅଭିଯୋଗକ୍ରମେ ପୋଲିସ କେସ୍‌ ନଂ.୨୦୪/୧୯ରେ ମାମଲା ରୁଜୁ କରିବା ସହ ଦଫା ୪୨୦,…

ୟୁଏସ୍‌ଆଇର ଇକୋଫ୍ରେଣ୍ଡଲି ଦୀପାବଳି: କାର୍ଯ୍ୟକ୍ରମରେ ଯୋଗଦେଲେ ଟ୍ରାଫିକ ଡିସିପି

ଭୁବନେଶ୍ୱର,୨୭ା୧୦: ୟୁନାଇଟେଡ୍‌ ଫର ସୋସିଆଲ୍‌ ଇଣ୍ଟରେଷ୍ଟ(ୟୁଏସ୍‌ଆଇ) ଫାଉଣ୍ଡେଶନ ପକ୍ଷରୁ ସ୍ଥାନୀୟ ଖାରବେଳନଗରସ୍ଥିତ ଉତ୍କଳ ଦୃଷ୍ଟିହୀନ ସଂଘ ପରିସରରେ ଇକୋଫ୍ରେଣ୍ଡଲି ଦୀପାବଳି ପାଳିତ ହୋଇଯାଇଛି। ଉତ୍କଳ ଦୃଷ୍ଟିହୀନ ସଂଘର ମିଳିତ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଟ୍ରାଫିକ ଡିସିପି ସାଗରିକା ନାଥ ଏବଂ…

ବାତ୍ୟା ଫନୀ ପ୍ରତିଶ୍ରୁତି ଅଧିକାରୀ ଭୁଲିଗଲେ: ଲଘୁଚାପ ବର୍ଷାରେ ବେସାହାରା ୫ ପରିବାର

ପୁରୁଣା ଭୁବନେଶ୍ୱର/ପିପିଲି, ୨୭ା୧୦(ଡି.ଏନ.ଏ.): ଗରିବଙ୍କ ପାଇଁ ଦରଦ ଦେଖାଉଥିବା ନେତା ଓ ପ୍ରଶାସକଙ୍କ ଅସଲ ମୁଖା ଗୋଟିଏ ଲଘୁଚାପ ବର୍ଷା ପଦାରେ ପକାଇ ଦେଲା। ଲଘୁଚାପ ବର୍ଷାରେ ବେସାହାରା ହୋଇଥିବା ୫ ଦଳିତ ପରିବାର ବାରମ୍ବାର ରାଜନୈତିକ ଆକ୍ରୋଶ କାରଣରୁ କୌଣସି…

ଶ୍ରୀଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସ ଆବଣ୍ଟନ: ବିଭାଗୀୟ ଅଧିକାରୀଙ୍କ କାରସାଦି ପଦାରେ ପଡ଼ିଲା

ପୁରୁଣା ଭୁବନେଶ୍ୱର, ୨୭ା୧୦ (ଡି.ଏନ.ଏ.): ଦେବୋତ୍ତର ବିଭାଗ ଓ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ କିମ୍ବା ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ କୌଣସି କ୍ଷେତ୍ରରେ ବିଶ୍ୱାସକୁ ନ ନେଇ ରବର ଷ୍ଟାମ୍ପ ଭାବେ ବ୍ୟବହାର ଯୋଗୁ ପ୍ରଶାସନ ଅନେକବାର ନିନ୍ଦିତ ହେଉଛି। ନିକଟରେ…

ସ୍ବାସ୍ଥ୍ୟ ବିଭାଗ ଅଧୀନରେ ହେବ ଜନ୍ମ ମୃତ୍ୟୁର ଇ-ପଞ୍ଜୀକରଣ

ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଏଣିକି ଜନ୍ମ ମୃତ୍ୟୁର ଇ-ପଞ୍ଜୀକରଣ କାର୍ଯ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ହାତକୁ ଆସିବ। ପୂର୍ବରୁ ଏହା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନିକଟରେ ଥିଲା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଟୋକିଓ ଜିଏଫ୍‌ଏସ୍‌ଇଏସ୍‌ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର: ବଢୁଥିବା ଚାହିଦା ଇସ୍ପାତ ଶିଳ୍ପକୁ ଦ୍ରୁତ ବିକାଶ ଆଡ଼କୁ ନେବ

ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଭାରତରେ ବଢୁଥିବା ଇସ୍ପାତ ଚାହିଦା ଏହି ଶିଳ୍ପକୁ ଦ୍ରୁତ ବିକାଶ ଆଡକୁ ନେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ପାଞ୍ଚଦିନିଆ ଜାପାନ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଅନ୍ତିମ ଦିବସରେ ଟୋକିଓରେ ଆୟୋଜିତ ଇସ୍ପାତ ଶିଳ୍ପର କ୍ଷମତା ବୃଦ୍ଧି…

ପ୍ରଦୀପ ଦାଶଙ୍କୁ ‘ଶାରଳା ପୁରସ୍କାର’

ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ୍‌ ମେଟାଲ୍ସ ଏଣ୍ଡ୍‌ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ୪୦ତମ ଶାରଳା ପୁରସ୍କାର ଉତ୍ସବ ଶନିବାର ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ବିଶିଷ୍ଟ ଲେଖକ ଡ. ପ୍ରଦୀପ ଦାଶଙ୍କୁ ସମ୍ମାନଜନକ ‘ଶାରଳା ପୁରସ୍କାର’…

ନବୀନ ଅପରାଜେୟ: ଦାମ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ବରିଷ୍ଠ ନେତା ଦାମୋଦର ରାଉତ ନିୟମିତ ବ୍ୟବଧାନରେ ନିଜ ମନ୍ତବ୍ୟ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ଭାଜପାରୁ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶନିବାର ଦାମ ପ୍ରଶଂସା କରିଛନ୍ତି। ଏପରିକି ସେ ବିଜେଡି ପ୍ରତି କଦାପି ବିମୁଖ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?