ମେଟ୍ରୋ

ଭୁଶୁଡ଼ିଲା ପଠାଣୀ ସାମନ୍ତ ପ୍ଲାନେଟୋରିୟମ ପାଚେରି: ଚାପି ହୋଇଗଲା ୫ ଗାଡ଼ି

ଭୁବନେଶ୍ବର,୭।୯: ଭୁବନେଶ୍ୱର ଆଚାର୍ଯ୍ୟ ବିହାର ସ୍ଥିତ ପଠାଣୀ ସାମନ୍ତ ପ୍ଲାନେଟୋରିୟମ ପାଚେରି ରବିବାର ଭୁଶୁଡ଼ି ପଡିଛି। ପାଚେରୀ ଭୁଶୁଡ଼ି ୪ଟି ବାଇକ୍‌ ସହ ଗୋଟିଏ ସ୍କୁଟି ଭାଙ୍ଗି ଯାଇଥିବା ସୂଚନା ମିଳିଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଚାପି…

୧୩ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୭ା୯: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଓଡ଼ିଶାରେ ଆସନ୍ତା ୭ ରୁ ୧୩ ସେପ୍ଟେମ୍ବର ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ହେବାର ସମ୍ଭାବନା ରହିଛି। ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବିଭିନ୍ନ ଜିଲାରେ ହେବ…

ସମ୍ବଲପୁର,୭ା୯(ପ୍ରମୋଦ ବହିଦାର): ରାଜ୍ୟ ସରକାର ଜନସାଧାରଣଙ୍କ ଅଭିଯୋଗଗୁଡ଼ିକର ପ୍ରତ୍ୟକ୍ଷ ଶୁଣାଣି କରୁଛନ୍ତି। ଏହିକ୍ରମେ ସେମାନଙ୍କ ସୁବିଧା ଅସୁବିଧା ବୁଝିବା ପାଇଁ ଆବଶ୍ୟକ ହେଲେ ବିଭିନ୍ନ ଜିଲାରେ କ୍ୟାବିନେଟ୍‌ ବୈଠକ କରାଯିବ ବୋଲି ଶନିବାର ସମ୍ବଲପୁରରେ ରାଜ୍ୟସ୍ତରୀୟ ନୂଅଁାଖାଇ ଭେଟ୍‌ଘାଟ୍‌ ଅବସରରେ ମୁଖ୍ୟମନ୍ତ୍ରୀ…

ପୁଣି ଦିଲ୍ଲୀ ଯିବେ ନବୀନ, ଜଣାପଡିଲା ବଡ଼ ପ୍ଲାନ!

ଭୁବନେଶ୍ୱର,୭ା୯(ସୁନୀତ୍‌ ମିଶ୍ର): ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୯ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ରବିବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ନବୀନଙ୍କ ଏହି ଗସ୍ତ ନେଇ ଚର୍ଚ୍ଚା…

ଓଡ଼ିଶାର କଂସା ଶିଳ୍ପ ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ କରୁଛି: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୯(ସୌମ୍ୟରଞ୍ଜନ ରାଉତ): ଏମ୍‌ଜିଏମ୍‌ ଫାଉଣ୍ଡେଶନ ଓ ଭୁବନେଶ୍ୱର ଏକ୍ସପେରିମେଣ୍ଟାଲ ଆର୍ଟ ଆଣ୍ଡ୍‌ ଡିଜାଇନ ଷ୍ଟୁଡିଓ ପକ୍ଷରୁ ଓଡ଼ିଶାର କଂସା ଶିଳ୍ପ ଐତିହ୍ୟ ଉପରେ ରଚିତ ପୁସ୍ତକ ‘କଂସା: ପରମ୍ପରା ଗଠନ, ଭବିଷ୍ୟତ ରୂପରେଖ’ର ଲୋକାର୍ପଣ ଉତ୍ସବ ଶନିବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ…

ଆଜି ଚନ୍ଦ୍ର ଗ୍ରହଣ: ଏହି ସମୟରୁ ପାକ ନିଷେଧ

ପୁରୀ,୭ା୯(ଅଜିତ୍‌ କୁମାର ମହାନ୍ତି): ୨୦୨୫ର ଦ୍ୱିତୀୟ ତଥା ଅନ୍ତିମ ଚନ୍ଦ୍ର ଗ୍ରହଣ ରବିବାର ହେବାକୁ ଯାଉଛି। ଆଜି ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି ହେବ। ମଧ୍ୟାହ୍ନ ୧୨ଟା ୫୭ମିନିଟ ୨୨ ସେକେଣ୍ଡ ପରେ ପାକ ତ୍ୟାଗ ଓ ଦେବ ନୀତି…

୨୭ରେ ସ୍ବତନ୍ତ୍ର ଓଟିଇଟି: ୧୭ରୁ ମିଳିବ ଆଡ୍‌ମିଟ୍‌ କାର୍ଡ

କଟକ,୬।୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ସ୍ବତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ବୋର୍ଡ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ଦିନ ଦୁଇଟି ସିଟିଂରେ…

ଏଣିକି ଘରେ ବଶି FM ରେଡିଓରେ ଶୁଣିବେ ଭୁବନେଶ୍ୱର ଟ୍ରାଫିକ ସମ୍ବନ୍ଧୀୟ ସୂଚନା

ଭୁବନେଶ୍ୱର,୬।୯:ଏଣିକି FM ରେଡିଓରେ ଶୁଣିବେ ଭୁବନେଶ୍ୱର ଟ୍ରାଫିକ ସମ୍ବନ୍ଧୀୟ ସୂଚନା। ଟ୍ରାଫିକ ସ୍ଥିତି ନେଇ ଅପଡେଟ ଦେବ କମିସନରେଟ ପୋଲିସ। ସମସ୍ତ FM ଚ୍ୟାନେଲ ଶହ ଆଲୋଚନା କରିଛି କମିସନରେଟ ପୋଲିସ। ଟ୍ରାଫିକ ପୋଲିସ ସହ ସେମାନେ ମିଶିକି କାମ କରିବେ।…

ଘୁଞ୍ଚିଲା କମ୍ବାଇଣ୍ଡ ପୋଲିସ ସର୍ଭିସ ଏକ୍ଜାମିନେଶନ: ଜାଣନ୍ତୁ ହେବ କେବେ

ଭୁବନେଶ୍ୱର,୬।୯: କମ୍ବାଇଣ୍ଡ ପୋଲିସ ସର୍ଭିସ ଏକ୍ଜାମିନେଶନ(CPSE)୨୦୨୪ର ତୃତୀୟ ପେପର ପରୀକ୍ଷା ଘୁଞ୍ଚିଲା। ଅକ୍ଟୋବର ୪ର ତୃତୀୟ ପେପର ପରୀକ୍ଷା ଅକ୍ଟୋବର ୬କୁ ଘୁଞ୍ଚିଛି। ତୃତୀୟ ପେପର ଫିଜିକ୍ସ, କେମିଷ୍ଟ୍ରି ପରୀକ୍ଷା ଅକ୍ଟୋବର ୬ରେ ହେବ ।ଅକ୍ଟୋବର ୬ ତାରିଖ ଦିନ ୧୦ଟାରୁ…

ପ୍ରେମିକାଙ୍କ ତଣ୍ଟି ଚିପି ହତ୍ୟା କରିଥିଲେ ପ୍ରେମିକ, ପଥର ଖଣିରୁ ମୃତଦେହ ମିଳିବା ପରେ…

ଭୁବନେଶ୍ୱର,୬ା୯: ୭ ମାସ ତଳେ ରାଜଧାନୀରୁ ନିଖୋଜ ହୋଇଯାଇଥିବା ଘରୋଇ ସହାୟିକା ନିରୁପମା ପରିଡ଼ା ଓରଫ ମିତା (୨୨)ଙ୍କ କଙ୍କାଳ ଖୋର୍ଦ୍ଧା ତାପଙ୍ଗସ୍ଥିତ ପଥର ଖଣି ଭିତରୁ କମିଶନରେଟ୍‌ ପୋଲିସ ଶୁକ୍ରବାର ଜବତ କରିଛି। ପୁରୁଷ ବନ୍ଧୁ ତାଙ୍କୁ ତଣ୍ଟିଚିପି ହତ୍ୟା…

ଅରୁଣଙ୍କ ବିସ୍ଫୋରକ ବୟାନ, ବାବୁ ପଣିଆ ଦେଖାଇ…

ଭୁବନେଶ୍ୱର,୬।୯: ଓଡ଼ିଶା ରାଜନୀତିରେ ପୁଣି ହଲଚଲ ଦେଖିବାକୁ ମିଳିଛି। ବିଜେଡି ନେତା ଅରୁଣ ସାହୁ କରିଛନ୍ତି ବଡ଼ ବିସ୍ଫୋରଣ। ଅରୁଣ କହିଛନ୍ତି, ନମ୍ରତାଠୁ ବଡ଼ ଆଭୂଷଣ କିଛି ନାହିଁ। ବାର୍ଦ୍ଧକ୍ୟ ଏକ ଅଭିଶାପ ନୁହେଁ, ଆଶୀର୍ବାଦ। ଏହା ସହିତ ସେ ଆହୁରି…

ବାୟୋମେଟ୍ରିକ୍‌ ଉପସ୍ଥାନ ବାଧ୍ୟତାମୂଳକ କଲେ ସରକାର, ଏଣିକି ବିଡିଓ ବି…

ଭୁବନେଶ୍ୱର,୬ା୯: ବାୟୋମେଟ୍ରିକ୍‌ ଉପସ୍ଥାନ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ପଞ୍ଚାୟତ କର୍ମଚାରୀଙ୍କଠାରୁ ଆରମ୍ଭ କରି ବିଡିଓଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ସମାନ ବାୟୋମେଟ୍ରିକ ବ୍ୟବସ୍ଥା କରିଛନ୍ତି ସରକାର। ପଞ୍ଚାୟତ, ବ୍ଲକ କାର୍ଯ୍ୟାଳୟ, ଜିଲାପରିଷଦ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍‌ ଲାଗୁ ହେବ। ଖୁବ୍‌ଶୀଘ୍ର୍ର ବାୟୋମେଟ୍ରିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?