ମେଟ୍ରୋ

ଖରିଫ୍‌ ବିପଣନ ଋତୁ: ୨୦୧୯-୨୦; ଧାନ ସଂଗ୍ରହ କାର୍ଯ୍ୟରେ ପୂର୍ଣ୍ଣ ସ୍ବଚ୍ଛତା ଅଣାଯିବ : ମନ୍ତ୍ରୀ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ)- ଚଳିତ ଖରିଫ୍‌ ବିପଣନ ଋତୁ ୨୦୧୯-୨୦ ବର୍ଷରେ ଧାନ ସଂଗ୍ରହ କାର୍ଯ୍ୟକୁ ଅନ୍‌ଲାଇନ୍‌ ମାଧ୍ୟମରେ ସ୍ବଚ୍ଛ ଏବଂ ଅଧିକ ଫଳପ୍ରଦ କରାଯିବା ପାଇଁ ପଦକ୍ଷେପ ନିଆଯାଇଛି। ପଞ୍ଜିକୃତ କୃଷକମାନେ ସୁବିଧାରେ ସେମାନଙ୍କର ଧାନକୁ ସର୍ବନିମ୍ନ ସହାୟକ ମୂଲ୍ୟରେ ବିକ୍ରିକରି ପାରିବେ…

ନଭେମ୍ବର ୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୧୩ରୁ ଚଳିତ ବର୍ଷ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ । ଏହା ଡିସେମ୍ବର ୧୯ ଯାଏ ଚାଲିବ। ଚଳିତ ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟ ଦିବସ ରହିଛି।

ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଗ୍ନିକାଣ୍ଡ: କାରଣ ଅସ୍ପଷ୍ଟ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ୍‌ ହଲ୍‌ରେ ଏହି ନିଆଁ ଲାଗିଛି। ସିଣ୍ଡିକେଟ୍‌ ବୈଠକ ପରେ ନିଆଁ ଲାଗିଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। କ୍ଷୟକ୍ଷତିର ସୂଚନା ମଧ୍ୟ ମିଳି…

ଭିଭିଏସ୍‌ ଲକ୍ଷ୍ମଣଙ୍କ ଟୁଇଟ୍‌ରେ ଭୁବନେଶ୍ୱରର କମଳଲୋଚନଙ୍କ କଥା: ଜରି ଗୋଟାଳି ସତ୍ତ୍ୱେ ବୁଲା କୁକୁରଙ୍କ ପେଟ ପୋଷୁଥିବାରୁ କଲେ ପ୍ରଶଂସା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜଧାନୀରେ ବୁଲା କୁକୁରଙ୍କୁ ଖାଇବାକୁ ଦେଇ ଚର୍ଚ୍ଚାକୁ ଆସିଛନ୍ତି କମଳଲୋଚନ ବଳିୟାରସିଂ। ଭାରତର ପୂର୍ବତନ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ଗୁରୁବାର କମଳଙ୍କୁ ନେଇ ଏକ ଟୁଇଟ୍‌ କରିଛନ୍ତି। କମଳ ହେଉଛନ୍ତି ଜଣେ ଜରି ଗୋଟାଳି। ବିଭିନ୍ନ ସ୍ଥାନ ବୁଲି ପ୍ଲାଷ୍ଟିକ…

ବର୍ଷାରେ ବେହାଲ ରାଜଧାନୀ: ରାସ୍ତାରେ କୃତ୍ରିମ ବନ୍ୟାର ଭ୍ରମ, ଜନଜୀବନ ପ୍ରଭାବିତ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍‌, ପଟିଆ, ଆଚାର୍ଯ୍ୟବିହାର, ଇସ୍କନ ମନ୍ଦିର ଛକ, ରସୁଲଗଡ଼, ଏଜି ଛକ, ଜୟଦେବ ବିହାର, କଳିଙ୍ଗ…

୫ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାକୁ…

ଶୁକ୍ରବାର ଯାଏ ଲାଗି ରହିବ ବର୍ଷା: ୫ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ପକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେଉଥିବା ବେଳେ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ବ୍ରହ୍ମପୁର, ଗଜପତି,…

‘ପ୍ରୋପା ଲେଡି’ରେ ଦୂତି

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ପ୍ରଥମେ ‘କୌନ୍‌ ବନେଗା କରୋଡ୍‌ ପତି’ର ହଟ୍‌ ସିଟ୍‌ ଆଉ ତା’ପରେ ଭୋଗ୍‌ ‘ସ୍ପୋର୍ଟସ୍‌ ମ୍ୟାନ୍‌ ଅଫ୍‌ ଦି ଇୟର୍‌’। ଆଉ ଏବେ ପ୍ୟୁମାର ବହୁଚର୍ଚ୍ଚିତ ଆଡ୍‌ କ୍ୟାମ୍ପେନ୍‌ ‘ପ୍ରୋପା ଲେଡି’ରେ ନଜର ଆସିଛନ୍ତି ଧାବିକା ଦୂତି ଚାନ୍ଦ।…

ଘାତକ ହେଉଛି ବାୟୁ ପ୍ରଦୂଷଣ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଘାତକ ହେଉଛି ବାୟୁ ପ୍ରଦୂଷଣ। ଏଥିଯୋଗୁ ବିଭିନ୍ନ ମାରାତ୍ମକ ରୋଗର ଶିକାର ହୋଇ ବହୁ ମୂଲ୍ୟ ଜୀବନ ଚାଲିଯାଉଛି। ଏକ ଅଧ୍ୟୟନରୁ ଜଣାପଡିଛି ଯେ, ୨୦୧୭ରେ ଦେଶରେ ୧୨ ଲକ୍ଷ ୪୦ ହଜାର ଲୋକଙ୍କ ବାୟୁ ପ୍ରଦୂଷଣ ଯୋଗୁ ମୃତ୍ୟୁ…

ରାତିରେ ରାଜଧାନୀ ରାଜପଥରେ ରୋଡ୍‌ ରୋମିଓଙ୍କ ଉତ୍ପାତ: ଅଭିନେତ୍ରୀଙ୍କୁ ପିଛାକରି ଆତଙ୍କ ଖେଳାଇଲେ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଅସୁରକ୍ଷିତ ହେଉଛି ରାଜଧାନୀର ରାତି। ରାଜପଥଠାରୁ ଆରମ୍ଭ କରି ସହରର ମୁଖ୍ୟ ରାସ୍ତା ଓ ଗଳିକନ୍ଦିରେ ଉତ୍ପାତ କରୁଛନ୍ତି ଅପରାଧୀ। ମଙ୍ଗଳବାର ବିଳମ୍ବିତ ରାତିରେ ସହରଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ ରୋଡ୍‌ ରୋମିଓ ଆତଙ୍କ ଖେଳାଇଛନ୍ତି। ଶୁଟିଂ…

ଭାଙ୍ଗିଲା ଜୟଦେବ ଟାଓ୍ବାରର ବେଆଇନ ନିର୍ମାଣ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ବିଲ୍ଡିଂ ପ୍ଲାନ ନ ମାନିବାରୁ ଉଚ୍ଛେଦ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଦ୍ୱାରା ଦିଆଯାଇଥିବା ବିଲ୍ଡିଂ ପ୍ଲାନ ଅନୁସାରେ ଗୃହ ନ କରିବାରୁ ଜୟଦେବ ବିହାରସ୍ଥିତ ଜୟଦେବ ଟାୱାରରେ ମିଳିତ ଏନ୍‌ଫୋର୍ସମଣ୍ଟେ ସ୍କ୍ବାଡ ପକ୍ଷରୁ ଉଚ୍ଛେଦ କରାଯାଇଛି। ବୁଧବାର…

ଚାକିରି ଦେବାକୁ କହି ୨ କୋଟି ଟଙ୍କା ଠକେଇ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ବ୍ଲକରେ ଲୋକଙ୍କୁ ଚାକିରି ଦେବା ଆଳରେ ସଂସ୍ଥା ଖୋଲି ଠକେଇ କରିଥିବା ଅଭିଯୁକ୍ତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କଟକ ଜିଲା ନିଆଳି ଥାନାଞ୍ଚଳର ରୋହିତ କୁମାର ରାଉତ(୪୭)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?