ଆହୁରି ସପ୍ତାହେ ବର୍ଷା ନାହିଁ, ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ
ଭୁବନେଶ୍ୱର,୮ା୭(ବ୍ୟୁରୋ)-ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗୀନ ହେବାରେ ଲାଗିଛି । କେଉଁଠି ଅସରାଏ ଦି ଅସରା ବର୍ଷା ହେଉଛି ତ ଅନ୍ୟ କେଉଁଠି ଟାଁଏ ଟାଏଁ ଖରା। ଯେତିକି ବର୍ଷିବା କଥା ତାହା ହେଉ ନାହିଁ। ରାଜ୍ୟର ହାତ...
ସାଧବ ବୋହୂ ସହ ସେଲ୍ଫି
କାକଟପୁର, ୯।୭(ଡି.ଏନ୍.ଏ.): ବର୍ଷା ଦିନ ଆରମ୍ଭ ହେଲେ ସବୁଜ ଘାସ ଗାଲିଚା ଉପରେ ସାଧବ ବୋହୁ ଦେଖାଯିବା ସ୍ବାଭାବିକ କଥା। ମାତ୍ର ପରିବେଶ ପରିବର୍ତ୍ତନ ଯୋଗୁ ଏହା କ୍ୱଚିତ ଦେଖିବାକୁ ମିଳୁଛି। ତେବେ କାକଟପୁର ମଙ୍ଗଳା କଲେଜ ପରିସରରେ ଥିବା...
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଫନୀ ମୁକାବିଲା ଡକ୍ୟୁମେଣ୍ଟାରୀ ଉନ୍ମୋଚିତ
ଭୁବନେଶ୍ୱର, ୯।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବାତ୍ୟା ‘ଫନୀ’ ମୁକାବିଲା ଡକ୍ୟୁମଣ୍ଟାରୀ ଉନ୍ମୋଚିତ ହୋଇଯାଇଛି। ମଙ୍ଗଳବାର ସଚିବାଳୟରେ ଅନୁଷ୍ଠିତ ଉତ୍ସବରେ ପୋଲିସ ବିଭାଗ ଦ୍ୱାରା ପ୍ରସ୍ତୁତ ପ୍ରାମାଣିକ ଚିତ୍ର ‘ଭୟଙ୍କର ବାତ୍ୟା ଫନୀ ୨୦୧୯- ମୁକାବିଲାରେ ଓଡ଼ିଶା ପୋଲିସର...
ଜେଟିପିଙ୍କୁ ସେବାୟତଙ୍କ ମାଡ଼ ଘଟଣା: ରଥ ଦକ୍ଷିଣମୋଡ଼ରେ ବିଳମ୍ବ
ପୁରୀ ଅଫିସ,୯ା୭: ହେରାପଞ୍ଚମୀରେ ଶ୍ରୀଦେବୀ(ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନକରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି ମହାପ୍ରଭୁ। ଆସନ୍ତା ୧୨ ତାରିଖରେ ବାହୁଡା ଯାତ୍ରା। ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ।...
ଶ୍ରୀକ୍ଷେତ୍ରରେ ଲଜ୍ଜା: ବସ୍ ଭିତରେ ନାବାଳିକାଙ୍କୁ ବଳାତ୍କାର, ହେଲପର ଅଟକ
ପୁରୀ ଅଫିସ, ୯।୭: ଚାଲିଛି ମହାପ୍ରଭୁଙ୍କ ଗୁଣ୍ଡିଚା ଯାତ୍ରା। ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଛି। ଭକ୍ତଙ୍କ ସୁରକ୍ଷା ଦୃଷ୍ଟିରୁ ୨୪ ଘଣ୍ଟିଆ ପୋଲିସ ଡ୍ୟୁଟି କରୁଛନ୍ତି। ଏହା ସତ୍ତ୍ୱେ ସୋମବାର ବିଳମ୍ବିତ ରାତିରେ ଘଟିଛି ଏକ ଲଜ୍ଜାକର ଘଟଣା।...
କୋର୍ଟରେ ଆତ୍ମସମର୍ପଣ କଲେ ବ୍ରାଉନ୍ସୁଗାର ବ୍ୟବସାୟୀ, ନିରାଶ ହୋଇ ଫେରିଲେ ଏସ୍ଟିଏଫ୍ ଟିମ୍
ଖୋର୍ଦ୍ଧା ଅଫିସ, ୯।୭: ଖୋର୍ଦ୍ଧା ଜିଲାର ଜଣେ ବ୍ରାଉନ୍ସୁଗାର ବ୍ୟବସାୟୀ ଶୁଭ୍ରାଂଶୁ ପରିଡ଼ା ଓରଫ ଛୋଟା(୪୫) ମଙ୍ଗଳବାର ମଧ୍ୟାହ୍ନରେ ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କରିବାକୁ ଯାଇଥିଲେ। ଏହି ସମୟରେ କ୍ରାଇମ୍ବ୍ରାଞ୍ଚର ଏକ ୫ ଜଣିଆ ଟିମ୍ ଶୁଭ୍ରାଂଶୁଙ୍କୁ ଗିରଫ କରିବାକୁ...
କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ବିରୋଧରେ ମାମଲା
କଟକ ଅଫିସ, ୯।୭: ବାଲେଶ୍ୱର ଏମ୍ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ନିର୍ବାଚନମଣ୍ଡଳୀର ସହିରୁଲ ହକ୍ ନାମକ ଜଣେ ଭୋଟର ଏହି ମାମଲା ରୁଜୁ କରିଛନ୍ତି। ଆବେଦନକାରୀ ହକ୍ ପିଟିଶନରେ ଦର୍ଶାଇଛନ୍ତି,...
ଧରାପଡ଼ିଲେ ଫେରାର ପ୍ରେମୀଯୁଗଳ, ପ୍ରେମିକ ଗିରଫ
ବାରଙ୍ଗ,୯।୭(ଡି.ଏନ୍.ଏ): ନନ୍ଦନକାନନ ଥାନା ପୋଲିସ ଗତ ୨୦ତାରିଖଠାରୁ ଫେରାର ଥିବା ଏକ ପ୍ରେମୀଯୁଗଳଙ୍କୁ ରବିବାର ବିଶାଖାପାଟଣାରୁ ଧରଛି। ଧରାପଡିବା ପରେ ପ୍ରେମିକଙ୍କୁ ପୋଲିସ ଗିରଫ କରିଥିବାବେଳେ ନାବାଳିକା ପ୍ରେମିକାଙ୍କୁ ପରିବାରକୁ ହସ୍ତାନ୍ତର କରିଛି। ଗିରଫ ଜଣକ ହେଲେ ଖୋର୍ଦ୍ଧା ଅଞ୍ଚଳର...
ଖୋର୍ଦ୍ଧା ଅଞ୍ଚଳରେ ପଥର ଚୋରା ଚାଲାଣ ଅଭିଯୁକ୍ତ ନିତୁ ମାନସିଂ ଗିରଫ
ଭୁବନେଶ୍ୱର,୯।୭(ବ୍ୟୁରୋ): ଖୋର୍ଦ୍ଧାରେ ଖଣି ମାଫିଆଙ୍କ ରାଜୁତି ଚାଲିଛି। ସେଠାକାର ପଥର ଖାଦାନଗୁଡ଼ିକ ଉପରେ ସେମାନଙ୍କ ଲୋଲୁପ ନଜର ପଡ଼ିଛି। ରାତାରାତି କୋଟି କୋଟି ଟଙ୍କା ରୋଜଗାର କରିବା ଲକ୍ଷ୍ୟରେ ସେମାନେ ଖଣିରୁ ପଥର ଖୋଳି ଚୋରା ଚାଲାଣ କରୁଛନ୍ତି। ଏ...
ପାର୍ଲାମେଣ୍ଟ,ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ପ୍ରସଙ୍ଗ: କାର୍ଯ୍ୟକାରିତା ନେଇ ପଦକ୍ଷେପ ନିଅନ୍ତୁ କେନ୍ଦ୍ର ସରକାର’
ଭୁବନେଶ୍ୱର,୯।୭(ବ୍ୟୁରୋ):ପାର୍ଲାମେଣ୍ଟ ଏବଂ ରାଜ୍ୟ ବିଧାନସଭାଗୁଡିକରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ପ୍ରଦାନ ନେଇ ସ୍ବତନ୍ତ୍ର ଆଇନ କେନ୍ଦ୍ର ସରକାର ପ୍ରସ୍ତୁତ କରନ୍ତୁ ବୋଲି ସୋମବାର ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର କହିଛନ୍ତି। ସଦ୍ୟ ସମାପ୍ତ ନିର୍ବାଚନରେ ମହିଳା...
ନିରଞ୍ଜନ ବ୍ରହ୍ମାଙ୍କୁ ସମ୍ବିଧାନ ବିଶାରଦ ଉପାଧି
ପୁରୀ ଅଫିସ, ୯।୭: ପବିତ୍ର ରଥଯାତ୍ରା ପାଇଁ ଏବେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଭକ୍ତିଭରା ପରିବେଶରେ ଉଚ୍ଛୁଳୁଛି ବଡ଼ଦାଣ୍ଡ। ସହରର ବିଭିନ୍ନ ସ୍ଥାନରେ ଚାଲିଛି ସାଂସ୍କୃତିକ କାର୍ଯ୍ୟକ୍ରମ। ସାହି, ଗଳିରେ ବି ଆଧ୍ୟାତ୍ମିକ ବାତାବରଣ। ସଞ୍ଜ ନଇଁଲେ ଗୁଞ୍ଜରିତ ହେଉଛି ମହାପ୍ରଭୁଙ୍କ...
ମହାପ୍ରଭୁଙ୍କ ଲୋକଲୀଳାରୁ ମୁକ୍ତି
ସନାତନ ଧାରାରେ କୁହାଯାଇଛି- ‘ସା ବିଦ୍ୟା ଯା ବିମୁକ୍ତୟେ’। ଏହାର ଅର୍ଥ କ’ଣ? ତାହା ହେଉଛି ପ୍ରକୃତ ବିଦ୍ୟା ଯାହା ମଣିଷକୁ ମୁକ୍ତି କରେ। ମଣିଷ ଜନ୍ମ ହୋଇଛି କର୍ମ ଭୋଗ କରିବାକୁ। ପୁଣି ମୁକ୍ତି କ’ଣ! ଏହି କର୍ମରୁ...
Archives


