ମେଟ୍ରୋ

ବ୍ୟାଙ୍କ୍‌ ମ୍ୟାନେଜରଙ୍କ ଘରୁ ଡକାୟତି : ଦୁର୍ବୃତ୍ତ ଲୁଟିନେଲେ ୨୦ ହଜାର ଟଙ୍କା, ସୁନା ଗହଣା

ଭୁବନେଶ୍ୱର,୨୩।୧୦(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର (ଡି.ଏନ.ଏ): ଶ୍ରୀଲିଙ୍ଗରାଜ ଥାନା ଅଧୀନ ସାମନ୍ତରାପୁର ଦିବ୍ୟବିହାର ଲେନ୍‌-୭ ପ୍ଲଟ ନଂ. ୫୩/୧୩୯ରେ ଭଡ଼ା ରହୁଥିବା ବ୍ୟାଙ୍କ୍‌ ମ୍ୟାନେଜର ଶର୍ମିଷ୍ଠା ସ୍ବାଇଁଙ୍କ ଘରୁ ସୋମବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଘରେ ଶୋଇଥିବା ତାଙ୍କ ଶାଶୁ ଓ…

କାଠଯୋଡ଼ିକୁ ଡେଇଁଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ନରାଜ, ୨୩।୧୦ (ଡି.ଏନ.ଏ.): ତ୍ରିଶୁଳିଆ ନିକଟରେ ଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ଉପରୁ କାଠଯୋଡ଼ି ନଦୀକୁ ଡେଇଁ ପଡିଥିବା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୀର୍ଘ ୧୬ ଘଣ୍ଟା ପରେ ତାଙ୍କୁ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ପିଏମ୍‌ଏଓ୍ବାଇରେ ଅନିୟମିତତା: ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ଏଓ୍ବାଇ)ରେ ଅନିୟମିତତା ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଚିଠି ଲେଖି ଜଣାଇଛନ୍ତି। ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ଗଡମନତିର ଗ୍ରାମପଞ୍ଚାୟତରେ ଯୋଗ୍ୟ ହିତାଧିକାରୀଙ୍କୁ ପିଏମ୍‌ଏଓ୍ବାଇରେ ଘର ମିଳୁ ନ…

୫ବର୍ଷରେ ମହିଳା ସହଯୋଗ କେନ୍ଦ୍ର ‘ମାଧ୍ୟମ’: ୨୩୦୩ ମାମଲାରୁ ସମାଧାନ ହୋଇଛି ୧୪୪୯

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ) : କମିଶନରେଟ ପୋଲିସ ଅଞ୍ଚଳରେ ହିଂସା ପୀଡିତା ମହିଳାଙ୍କ ସମସ୍ୟାର ସମାଧାନ ପାଇଁ ସହଯୋଗର ହାତ ବଢାଇଥିବା ‘ମାଧ୍ୟମ’ ମଙ୍ଗଳବାର ୫ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ କମିଶନରେଟ ପୋଲିସ ମୁଖ୍ୟାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।…

ଆଇନଜୀବୀ ଦୀପାଳି ମୃତ୍ୟୁ ଘଟଣା:ଘଟଣା ଦିନ ପ୍ରେମିକଙ୍କ ସହ ଚିକେନ ଖାଇ ଲୁଡୁ ଖେଳିଥିଲେ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଆଇନଜୀବୀ ଦୀପାଳି ମୃତ୍ୟୁ ଘଟଣା ଦିନକୁ ଦିନ ଅଧିକ ରହସ୍ୟ ଘେରକୁ ଟାଣି ହୋଇଯାଉଛି। ଦୀପାଳି ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ସେନେଇ ଲାଗିରହିଛି ସସ୍‌ପେନ୍ସ। ଏହି କ୍ରମରେ ମଙ୍ଗଳବାର ଆଉ ଏକ ତଥ୍ୟ ସାମ୍ନାକୁ ଆସିଛି।…

‘ବାଲ୍ୟ ବିବାହ କରିବୁନି କି କରିବାକୁ ଦେବୁନି’

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ) :ନିଜେ ବାଲ୍ୟ ବିବାହ କରିବେ ନାହିଁ କି ଅନ୍ୟମାନଙ୍କୁ କରିବାକୁ ଦେବେନାହିଁ। ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ଆମ ସମାଜରୁ ମୂଳପୋଛ କରିବେ। ବାଲ୍ୟ ବିବାହର କୁପରିଣାମ ସମ୍ପର୍କରେ ଅତି କମ୍‌ରେ ୧୦ କିଶୋର, କିଶୋରୀ, ଯୁବକ, ଯୁବତୀଙ୍କୁ ଜଣାଇବେ…

ନୂଆ ବିମାନ ସେବା ପାଇଁ ବୁକିଂ ଆରମ୍ଭ କଲା ଏୟାର ଏସିଆ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଏୟାର ଏସିଆ ଭୁବନେଶ୍ୱରରୁ ବେଙ୍ଗାଲୁରୁ, କଲିକତା ଓ ହାଇଦ୍ରାବାଦକୁ ନୂଆ ବିମାନ ଉଡ଼ାଇବ। ଆସନ୍ତା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଥିବା ଏହି ସେବା ପାଇଁ ବୁକିଂ ଆରମ୍ଭ ହୋଇଛି। ଦୈନିକ ବେଙ୍ଗୁଲୁରୁକୁ ୩, କଲିକତାକୁ ୨ ଓ ହାଇଦ୍ରାବାଦକୁ…

ବିଜେପୁର: ବିଜୟ ନେଇ ସମସ୍ତେ ଆଶାବାଦୀ

ଭୁବନେଶ୍ୱର,୨୩-୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ବିପୁଳ ଭୋଟରେ ବିଜୟୀ ହେବା ନେଇ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ମଙ୍ଗଳବାର କହିଛନ୍ତି। ସେ କହିଛନ୍ତି ଯେ, ପୂର୍ବ ୨ଟି ନିର୍ବାଚନ ଅପେକ୍ଷା ଚଳିତଥର ଅଧିକ ଏକପାଖିଆ ଜନମତ ହୋଇଛି। ଏହା…

୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତଙ୍କ ଘରେ ଲାଗିବ ପାଣି ଟ୍ୟାପ୍‌

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ପ୍ରତ୍ୟେକଙ୍କ ଘରେ ପାଣି ଟ୍ୟାପ୍‌ ଲାଗିବ। ଫଳରେ ଲୋକଙ୍କୁ ଆଉ କଷ୍ଟ କରି ଘର ବାହାରକୁ ଆସି ପାଣି ସଂଗ୍ରହ କରିବାକୁ ପଡ଼ିବନାହିଁ। ଏହି ଯୋଜନାକୁ ବାସ୍ତବ ରୂପ ଦେବା ପାଇଁ ଜିଲା ସ୍ତରରେ ଗ୍ରାମାଞ୍ଚଳ…

ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି:ବାଣୀବିହାର-ରାଜମହଲ ରାସ୍ତା ଜୟୀ ରାଜଗୁରୁଙ୍କ ନାମରେ ନାମିତ ହେଉ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଭୁବନେଶ୍ୱରର ବାଣୀବିହାର ଛକରୁ ରାଜମହଲ ଛକ, ଯାହାକୁ ଏବେ ଜନପଥ ବୋଲି କୁହାଯାଉଛି। ସେହି ରାସ୍ତାର ନାମକୁ ”ଜୟୀ ରାଜଗୁରୁ ଜନପଥ“ କରାଯାଉ ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି…

ରକ୍ତାଭାବ ଦୂର କରିବ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନ

ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ରାଜ୍ୟରେ ରକ୍ତାଭାବ ସମସ୍ୟାକୁ ଦୂର କରିବା ସହ ଅପହଞ୍ଚ ଅଞ୍ଚଳରେ ରକ୍ତଦାନକୁ ପ୍ରୋତ୍ସାହିତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନର ଶୁଭାରମ୍ଭ କରାଯାଇଛି। ଉପଯୁକ୍ତ ଭିତ୍ତିଭୂମି ଅଭାବ ପାଇଁ ଯେଉଁ ଅଞ୍ଚଳରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ…

ଭୁବନେଶ୍ୱରରେ ଇଏସ୍‌ଆଇସି ମେଡିକାଲ କଲେଜ ସ୍ବପ୍ନ ମଉଳିଲା

ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ଶ୍ରମିକମାନଙ୍କ ପାଇଁ ଭୁବନେଶ୍ୱରରେ ହେବାକୁ ଥିବା ପ୍ରସ୍ତାବିତ କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍‌ଆଇସି) ମେଡିକାଲ କଲେଜ ହେବ ନାହିଁ। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଶ୍ରମ ଓ କର୍ମଚାରୀ ରାଷ୍ଟ୍ରମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ଏହି ସୂଚନା ଦେଇଛନ୍ତି। ମଙ୍ଗଳବାର ଏଠାରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?