ମେଟ୍ରୋ

କଟକରେ ବ୍ୟାପିଲା ଡେଙ୍ଗୁ

କଟକ ଅଫିସ,୨୨ା୧୦ – କଟକରେ ଡେଙ୍ଗୁର ପ୍ରାଦୁର୍ଭାବ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୩ ଦିନ ମଧ୍ୟରେ ୯ଟି ସ୍ଥାନରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲେଣି। ସେହିପରି ଗତ ଦୁଇମାସ ମଧ୍ୟରେ କାଠଗଡ଼ା ସାହି ଓ ଜଗତ୍‌ପୁର ଅଞ୍ଚଳରେ…

ସିମେଣ୍ଟ ଫ୍ୟାକ୍ଟ୍ରିକୁ ଶୁଖିଲା ପ୍ଲାଷ୍ଟିକ୍‌ ବର୍ଜ୍ୟ ବିକିବ ବିଏମ୍‌ସି

ଭୁବନେଶ୍ୱର, ୨୨ା୧୦:ସହରର ପରିମଳ ବ୍ୟବସ୍ଥାକୁ ସୁଧାରିବାକୁ ଅଣ୍ଟା ଭିଡ଼ିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ପରେ ସବୁ ଠିକା ସଂସ୍ଥାକୁ ସଫେଇ କରିବା ନେଇ ତାଗିଦ୍‌, ଆଉ ଏବେ ଆରମ୍ଭ ହେବାକୁ ଯାଉଛି ମ୍ୟାଟେରିଆଲ ରିକଭରି…

ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ ରବିନାରାୟଣ ଶତପଥୀ ନିର୍ବାଚିତ

କଟକ ଅଫିସ, ୨୨ା୧୦: ଓଡ଼ିଶା ରାଜ୍ୟ ଟ୍ରକ ମାଲିକ ମହାସଂଘର ସାଧାରଣ ସମ୍ପାଦକ ରବିନାରାୟଣ ଶତପଥୀ ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସରେ ସମସ୍ତ ପରିବହନ କମ୍ପାନୀର ମାଲିକ…

ସରକାରୀ ବାବୁଙ୍କୁ ଓଡ଼ିଆ ଭାଷାର ପ୍ରଶିକ୍ଷଣ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଆ ଭାଷାରେ ପାଠ ପଢ଼ିବେ ସରକାରୀ ବାବୁ ଓ କର୍ମଚାରୀମାନେ। ପ୍ରଶାସନିକ କାର୍ଯ୍ୟରେ ଆବଶ୍ୟକ ହେଉଥିବା ଏବଂ ରାଜ୍ୟର ସାଧାରଣ ଲୋକ ବୁଝିପାରୁଥିବା ଓଡ଼ିଆ ଭାଷାରେ ବାବୁମାନଙ୍କ ଜ୍ଞାନ ରହିବା ଜରୁରୀ। ଏଣୁ ସୋମବାରଠାରୁ ସରକାରୀ କର୍ମଚାରୀ ଓ…

ଦୀପାବଳିରୁ ଆନନ୍ଦ ବିହାର ସୁବିଧା ସ୍ପେଶାଲ ଟ୍ରେନ

ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ରବିବାର ଦୀପାବଳିଠାରୁ ଆରମ୍ଭ ହେବାକୁ ଯାଉଛି ଭୁବନେଶ୍ୱର-ଆନନ୍ଦ ବିହାର ଟର୍ମିନାଲ ସୁବିଧା ସ୍ପେଶାଲ(୮୨୪୧୯-୮୨୪୨୦) ଏକ୍ସପ୍ରେସ। ପୂଜା ଋତୁ ଓ ନିଯୁକ୍ତି ପ୍ରକ୍ରିୟା ଚାଲୁଥିବାରୁ ଅନ୍ୟ ଟ୍ରେନଗୁଡ଼ିକରେ ଭିଡ଼ ନିୟନ୍ତ୍ରଣ କରିବା ପାଇଁ ଏହି ସ୍ପେଶାଲ…

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ବଦଳିଲା ପାଣିପାଗ। ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ…

ଅତିରିକ୍ତ ବଜେଟ ପାଇଁ ଚାଲିଛି ପ୍ରସ୍ତୁତି: ଆଜି ସବୁ ବିଭାଗ ପକ୍ଷରୁ ଖର୍ଚ୍ଚ ଦାବି ପ୍ରସ୍ତାବ ଦେବାର ଶେଷ ଦିବସ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ଶୀତଅଧିବେଶନ ଆସନ୍ତା ନଭେମ୍ବର ମାସ ଅଧାରେ ହେବ ବୋଲି ଜଣାପଡିଛି। ଏହି ଅଧିବେଶନ କାଳରେ ରାଜ୍ୟ ସରକାର ଅତିରିକ୍ତ ଖର୍ଚ୍ଚ ଦାବି ଆଗତ କରିବେ। ଏଥିପାଇଁ ବିଭିନ୍ନ ବିଭାଗ ପକ୍ଷରୁ ଜୋର୍‌ଦାର ଉଦ୍ୟମ ଆରମ୍ଭ ହୋଇଯାଇଛି।…

ବିଜେଡି, ଭାଜପା କହୁଛନ୍ତି ଜିତିବେ, ହାର୍‌ ମାନିଗଲା କଂଗ୍ରେସ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ଭୋଟ ଶେଷ ହୋଇଛି। ଆସନ୍ତା ୨୪ରେ କିଏ ସେଠାରେ ବାଜି ମାରିବ ତାହା ସ୍ପଷ୍ଟ ହୋଇଯିବ। ତେବେ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀଙ୍କ ଭାଗ୍ୟ ବର୍ତ୍ତମାନ ଇଭିଏମ୍‌ରେ ସିଲ୍‌ ହୋଇ ରହିଛି।…

ଗଜେନ୍ଦ୍ର ପ୍ରସାଦ ସାହୁ ଓଡ଼ିଶା ଲଳିତ କଳା ଏକାଡେମୀ ସଚିବ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀର ନୂତନ ସଚିବ ଭାବେ ଚିତ୍ରଶିଳ୍ପୀ ଗଜେନ୍ଦ୍ର ପ୍ରସାଦ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସୋମବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ବର୍ତ୍ତମାନ…

‘ଭାରତ-ଆମେରିକା ବ୍ୟବସାୟିକ ସମ୍ପର୍କକୁ ମଜଭୁତ କରିଛି ଉର୍ଜା’

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଭାରତ-ଆମେରିକା ଦ୍ୱିପାକ୍ଷିକ ବାଣିଜି୍ୟକ ସମ୍ବନ୍ଧକୁ ମଜଭୁତ କରିବାରେ ଉର୍ଜା କ୍ଷେତ୍ର ପ୍ରମୁଖ ଭୂମିକା ଗ୍ରହଣ କରିଛି। ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ଭାରତ-ଆମେରିକା ରଣନୈତିକ ସହଯୋଗୀ ଫୋରମ(ୟୁଏସ୍‌ଆଇ୍‌ଏସ୍‌ପିଏଫ୍‌ର)ର ବାର୍ଷିକ ନେତୃତ୍ୱ ସମ୍ମିଳନୀରେ ଆମେରିକାର ରାଷ୍ଟ୍ରଦୂତଙ୍କ ସହ ସାର୍ବଜନୀନ ଆଲୋଚନା ଅବସରରେ…

ହାଇକୋର୍ଟ ଆଇନଜୀବୀଙ୍କ କୋର୍ଟ ବର୍ଜନ ଆନ୍ଦୋଳନ ପ୍ରସଙ୍ଗ: ୧ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ

କଟକ ଅଫିସ,୨୨ା୧୦: ହାଇକୋର୍ଟ ସମେତ ରାଜ୍ୟର ବିଭିନ୍ନ ଅଦାଲତରେ ରହିଥିବା ସମସ୍ୟାର ସମାଧାନ ନେଇ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରହିଛି। ପୂର୍ବରୁ ଆସୋସିଏଶନ ପକ୍ଷରୁ କେବଳ ମୁଖ୍ୟ ବିଚାରପତିଙ୍କ କୋର୍ଟ ବର୍ଜନ କରାଯାଇଥିବାବେଳେ…

ଅଦାଲତ ଅବମାନନା ମାମଲା: ୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ, ୨୨ା୧୦: ଆଇନଜୀବୀଙ୍କ କୋର୍ଟ ବର୍ଜନ ଆନ୍ଦୋଳନକୁ ନେଇ ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ପକ୍ଷରୁ ରୁଜୁ ହୋଇଥିବା ଅଦାଲତ ଅବମାନନା ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ନଭେମ୍ବର ୪ରେ ଅନୁଷ୍ଠିତ ହେବ। ତେବେ ସୋମବାର ହାଇକୋର୍ଟଙ୍କ ଫୁଲ୍‌ ବେଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?