ମେଟ୍ରୋ

ଗୁମୁଡୁମାହା ଗୁଳିକାଣ୍ଡ: ଦୋଷୀ ପୋଲିସ ଉପରେ କାର୍ଯ୍ୟାନୁଷ୍ଠାନ ଦାବି; ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମିଳୁନି କ୍ଷତିପୂରଣ

ଭୁବନେଶ୍ୱର,୨୨ା୧୦:(ବ୍ୟୁରୋ) କନ୍ଧମାଳ ଜିଲା ଗୁମୁଡ଼ୁମାହାରେ ପୋଲିସ ଗୁଳିରେ ମୃତ ବ୍ୟକ୍ତିଙ୍କ ପରିବାର ଓ ଆହତଙ୍କୁ ଏଯାଏ ମିଳିନି ନ୍ୟାୟ। ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମୃତକଙ୍କ ପରିବାରକୁ ଅତିରିକ୍ତ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯାଇନାହିଁ। ବିଭିନ୍ନ ଆଳ ଦେଖାଇ…

ରାଜ୍ୟସ୍ତରୀୟ ପୋଲିସ ଶହୀଦ ସ୍ମୃତି ଦିବସ: ଶହୀଦ ଯବାନଙ୍କୁ ତୋପ ସଲାମି

କଟକ ଅଫିସ, ୨୨ା୧୦: କଟକ ବକ୍ସିବଜାରସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୦ତମ ରାଜ୍ୟସ୍ତରୀୟ ପୋଲିସ ଶହୀଦ ସ୍ମୃତି ଦିବସ ସୋମବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଡିଜିପି ବିଜୟ କୁମାର ଶର୍ମା ଯୋଗଦେଇ ପୋଲିସ ବିଭାଗରେ ଶହୀଦ ହୋଇଥିବା…

ନଭେମ୍ବର ୨୧ରେ ଓଟିଇଟି ପରୀକ୍ଷାଫଳ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷା ଫଳ ଆସନ୍ତା ନଭେମ୍ବର ୨୧ରେ ପ୍ରକାଶ ପାଇବ। ଏ ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେପଟେ ଓଟିଇଟି ଆନ୍‌ସର-କି’ରେ ବ୍ୟାପକ ତ୍ରୁଟି…

୫ ଜିଲାର ୮.୩୦ ଲକ୍ଷ ଲୋକଙ୍କୁ ମିଳିବ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବସୁଧା, ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭ୍‌ଲପମେଣ୍ଟ କର୍ପୋରେଶନ(ଓମ୍ବାଡାକ) ଏବଂ ଜାତୀୟ ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନାରେ ୫ ଜିଲାର ଗ୍ରାମାଞ୍ଚଳରେ ବସବାସ କରୁଥିବା ୮,୩୦, ୩୯୧ ଲୋକଙ୍କୁ ରାଜ୍ୟ ସରକାର ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ନିଷ୍ପତ୍ତି…

ଅବଢ଼ା ଯୋଜନା ପାଇଁ ଖର୍ଚ୍ଚ ହେବ ୩୨୦୮ କୋଟି

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ଅବଢ଼ା ଯୋଜନା ପାଇଁ ରାଜ୍ୟ ସରକାର ବୃହତ୍‌ ବ୍ୟୟବରାଦ କରିଛନ୍ତି। ଆସନ୍ତା ୩ ବର୍ଷ ପାଇଁ ସରକାର ଏହି ଯୋଜନା ସକାଶେ ୩୨୦୮ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଏହି ଯୋଜନାରେ ୭୧୯ କୋଟି…

୧୪ ହସ୍ପିଟାଲ, ସପିଂ ମଲକୁ ନୋଟିସ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ୧୪ଟି ହସ୍ପିଟାଲ ଓ ସପିଂ ମଲକୁ ବିଡିଓ ପକ୍ଷରୁ ନୋଟିସ ଜାରି କରାଯାଇଛି। ବିଜ୍ଞପ୍ତି ପରେ ବି ବେଆଇନ ପାର୍କିଂ ଫି’ ଆଦାୟ ଅଭିଯୋଗରେ ଏହି ନୋଟିସ ଜାରି କରାଯାଇଛି। ନିର୍ଦ୍ଧାରିତ ପାର୍କିଂ ଏରିଆକୁ ଖାଲି…

ଦୀପାବଳି ପରେ ପିସିସି ଗଠନ: ନିରଞ୍ଜନ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ଦୀପାବଳି ପରେ ପିସିସି ଗଠନ କରାଯିବ। ଏ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଦୀପାବଳି ପରେ ପିସିସି ଗଠନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ। ଏ ନେଇ ଆସନ୍ତା ୨୪ ତାରିଖ…

ଚେକ୍‌ ବାଉନ୍ସ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଏକ ଚେକ ବାଉନ୍ସ ମାମଲାରେ ଖଣ୍ଡଗିରି ଥାନା ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଜାଗମରା ଅଞ୍ଚଳର କାଶୀ ବିଶ୍ୱନାଥ ମହାପାତ୍ର। ଅଭିଯୁକ୍ତ କାଶୀ ଜରୁରୀ ଆବଶ୍ୟକତା ଥିବା କହି ସ୍ଥାନୀୟ ଅଞ୍ଚଳର ବିଶ୍ୱଭୂଷଣ ମହାରଣାଙ୍କଠାରୁ ୨…

ଏଫ୍‌ଆଇଆର୍‌ ପଞ୍ଜୀକୃତ କରି ନ ଥିଲା ଡେରାବିଶ ପୋଲିସ : ୫୦ ହଜାର କ୍ଷତିପୂରଣ ଦେବାକୁ ଗୃହ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଅଭିଯୋଗ ପରେ ଏଫ୍‌ଆଇଆର୍‌ ପଞ୍ଜୀକରଣ କରି ନ ଥିଲା କେନ୍ଦ୍ରାପଡା ଜିଲା ଡେରାବିଶ ଥାନା ପୋଲିସ। ଏ ସଂକ୍ରାନ୍ତ ପିଟିଶନର ବିଚାର କରି ରାଜ୍ୟ ମାନବିକ ଅଧିକାର କମିଶନ(ଓଏଚ୍‌ଆରସି) ତତ୍‌କାଳୀନ ଥାନାଧିକାରୀଙ୍କୁ ଦାୟୀ କରି ତାଙ୍କ ବିରୋଧରେ ଶୃଙ୍ଖଳାଗତ…

ଅଟୋ ପାର୍କିଂ, ଯାତ୍ରୀ ପରିବହନରେ କଟକଣା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ପୋଲିସ ଓ ଆରଟିଓ ପକ୍ଷରୁ ଯାଞ୍ଚ କଡ଼ାକଡ଼ି କରାଯାଇ ବଡ଼ଧରଣର ଜରିମାନା ଆଦାୟ କରାଯାଇଥିଲା। ଫଳରେ ରାଜଧାନୀରେ ବିନା କାଗଜପତ୍ରରେ ଗଡୁଥିବା ଅଧା ଅଟୋ ଗାଏବ ହୋଇଯାଇଥିଲା। କିନ୍ତୁ…

ରୋଗୀଙ୍କ ସମ୍ପର୍କୀୟଙ୍କୁ ବାଉନ୍‌ସରଙ୍କ ଆକ୍ରମଣ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ହସ୍ପିଟାଲ ପରିସରରେ ବାଉନ୍‌ସରଙ୍କ ଉପତ୍ାତ ଦିନକୁ ଦିନ ବଢ଼ିବାରେ ଲାଗିଛି। ରବିବାର ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ରୋଗୀଙ୍କ ସମ୍ପର୍କୀୟଙ୍କୁ ବାଉନ୍‌ସର ଆକ୍ରମଣ କରିଥିଲେ। ଏହାକୁ ନେଇ ହସ୍ପିଟାଲ ପରିସରରେ ପ୍ରବଳ ଉତ୍ତେଜନା ସୃଷ୍ଟି…

୧୬ ବର୍ଷ ଜେଲ୍‌ରେ ନାବାଳକ : ମୁଖ୍ୟ ଶାସନ ସଚିବଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ସମନ

ଭୁବନେଶ୍ୱର,୨୧ା୧୦(ବ୍ୟୁରେ) : ଏକ ଅପରାଧ ଘଟଣାରେ ଜଣେ ନାବାଳକଙ୍କୁ ୧୬ ବର୍ଷ ଧରି ଜେଲ୍‌ରେ ରଖାଯିବା ଘଟଣାରେ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚଆରସି) ମୁଖ୍ୟ ଶାସନ ସଚିବଙ୍କୁ ସମନ ଜାରି କରିଛନ୍ତି। ଆସନ୍ତା ୧୦ ଡିସେମ୍ବର ସୁଦ୍ଧା ମୁଖ୍ୟ ଶାସନ ସଚିବ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?