ମେଟ୍ରୋ

ମହିଳା ଆଇନଜୀବୀଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର,(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର,୨୧ା୧୦(ଡି.ଏନ୍‌.ଏ.) : ଧଉଳି ଥାନା ଅନ୍ତର୍ଗତ ଲିଙ୍ଗିପୁର ବିଜୟବିହାରସ୍ଥିତ ଏକ ଭଡ଼ାଘରୁ ଜଣେ ମହିଳା ଆଇନଜୀବୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ରବିବାର ଉଦ୍ଧାର କରିଛି। ସେ ହେଲେ ଭଦ୍ରକ ମେରାଇନ ଥାନା ଚୂଡାମଣି ଗଁାର ଦୀପାଳି ପ୍ରିୟଦର୍ଶିନୀ ଜେନା(୨୯)।…

ଫନୀ ପରେ ନଡ଼ିଆଚାଷ ଚିନ୍ତା : ଯୋଜନା ହେଉଛି, ନାହିଁ ସଚେତନତା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଗତ ମେ ମାସ ୩ ତାରିଖରେ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ ଫନୀ ଉପକୂଳ ଓଡିଶାରେ ଭୟଙ୍କର ପ୍ରଭାବ ସୃଷ୍ଟି କରିଥିଲା। ବାତ୍ୟା ଫନୀ ଯୋଗୁ ମୁଖ୍ୟତଃ ଉପକୂଳିଆ ୬ ଜିଲା (ପୁରୀ, କଟକ, ଖୋର୍ଦ୍ଧା, ଯାଜପୁର,…

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସା ୬ଟାରେ ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଏଥର କ୍ୟାବିନେଟ୍‌ରେ ପଞ୍ଚାୟତିରାଜ…

ସ୍ମିତାରାଣୀଙ୍କ ମୃତ୍ୟୁକୁ ନେଇ ଥମୁନି ରାଜନୀତି

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ବିରୋଧୀ ଏବଂ ଶାସକ ଦଳ ନେତାଙ୍କ ମଧ୍ୟରେ ଏହି ପ୍ରସଙ୍ଗକୁ…

୨୪ରେ ପ୍ରବଳ ବର୍ଷା ସୂଚନା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଉତ୍ତର-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ତାରିଖ ଦିନ ପ୍ରବଳ ବର୍ଷା ହେବ। ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ଜିଲାରେ ପ୍ରବଳ ବର୍ଷା ହେବ…

ମିସେସ୍‌ ଇଣ୍ଡିଆ ୟୁନିଭର୍ସ ୨୦୧୯କୁ ନେଇ ବିବାଦ : ପ୍ରତିଯୋଗୀଙ୍କୁ କହିଲେ ‘ପେ ଅର୍‌ ସ୍ଲିପ୍‌’

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ବ୍ୟୁଟି ପାଜେଣ୍ଟ୍‌, ମଡେଲିଂ, ଆକ୍ଟିଂ, ରିୟାଲିଟି ଶୋ। ଶୁଣିବାକୁ ଓ ବାହାରୁ ଦେଖିବାକୁ ଏସବୁ ଗ୍ଲାମର ଲାଗେ। ମିସ୍‌ ଇଣ୍ଡିଆ, ମିଷ୍ଟର ଇଣ୍ଡିଆ, ମିସ୍‌ ୟୁନିଭର୍ସ, ମିସ୍‌ ଡିଭା ଭଳି ବ୍ୟୁଟି ପାଜେଣ୍ଟ ମଞ୍ଚରେ ପହଞ୍ଚତ୍ବା ମଡେଲିଂରେ କ୍ୟାରିୟର…

୫ ଦିନରେ ବି ସରିଲାନି ଶ୍ରୀଲିଙ୍ଗରାଜଙ୍କ ଜମି ଚିହ୍ନଟ ପ୍ରକ୍ରିୟା: ଚିହ୍ନଟ ହୋଇପାରୁନି ମୁଖ୍ୟସ୍ଥାନ

ଭୁବନେଶ୍ୱର/ପୁରୁଣା ଭୁବନେଶ୍ୱର,୨୦ା୧୦(ବ୍ୟୁରୋ/ଡି.ଏନ୍‌.ଏ.): ଶ୍ରୀ ଲିଙ୍ଗରାଜଙ୍କ ଜମି ଚିହ୍ନଟ ସର୍ଭେ କାର୍ଯ୍ୟ ଚାଲିଛି। କିନ୍ତୁ ମନ୍ଦିର ପ୍ରଶାସନର ଆନ୍ତରିକତା ମନୋଭାବ ଅଭାବ ଯୋଗୁ ୫ଦିନ ବିତିଥିଲେ ମଧ୍ୟ ସର୍ଭେ କାର୍ଯ୍ୟ ସରିପାରୁ ନାହିଁ। ମନ୍ଦିର ପ୍ରଶାସନର ନେତୃତ୍ୱରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଓ…

ଓଡ଼ିଶା ଓ୍ବେଡିଂ ଏକ୍ସପୋ ଶୁଭାରମ୍ଭ: ଗୋଟିଏ ଛାତ ତଳେ ବିବାହର ଆବଶ୍ୟକୀୟ ସାମଗ୍ରୀ

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଓଡ଼ିଶା ଓ୍ବେଡିଂ ଏକ୍ସପୋର ୫ମ ସଂସ୍କରଣ ସ୍ଥାନୀୟ ମେ ଫେୟାର କନଭେନଶନଠାରେ ଶନିବାର ଶୁଭାରମ୍ଭ ହୋଇଛି। ଡ୍ରିମ୍‌ଜ କ୍ରିଏଶନର ଏମ୍‌ଡ଼ି ରବିନ୍ଦ୍ର ନାଥ ରଥ ଏବଂ ପଦ୍ମାଳୟା ରଥ ଏହାକୁ ଉନ୍ମୋଚନ କରିଥିଲେ। ବିବାହ ଲାଗି ଆବଶ୍ୟକ ସମସ୍ତ ସାମଗ୍ରୀ…

‘ଖଦି ବଜାର’ ଆରମ୍ଭ: ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କର ୧୫୦ତମ ଜୟନ୍ତୀ ଅବସରରେ ଶନିବାର ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ପକ୍ଷରୁ ପ୍ରଦର୍ଶନୀ ଏବଂ ବିକ୍ରୟ ମେଳା ‘ଖଦି ବଜାର’ ଉଦ୍‌ଘାଟିତ ହୋଇଯାଇଛି। ୟୁନିଟ୍‌-୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆଠାରେ ଏହା ଆସନ୍ତା ୨୮…

ଐତିହ୍ୟ ପଦଯାତ୍ରାରେ ଟୁର୍‌ ଅପରେଟର

ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ) : ଓଡ଼ିଶା ଟ୍ରାଭେଲ୍‌ ବଜାରର ୩ୟ ସଂସ୍କରଣରେ ଯୋଗଦେବାକୁ ଆସିଥିବା ଦେଶର ବିଭିନ୍ନ ସ୍ଥାନର ଟୁର୍‌ ଅପରେଟର୍‌ମାନେ ଶନିବାର ପୁରୁଣା ଭୁବନେଶ୍ୱରରେ ଏକ ଐତିହ୍ୟ ପଦଯାତ୍ରାରେ ଅଂଶଗ୍ରହଣ କରିଥିଲେ। ଦେଶର ୨୦ରୁ ଊର୍ଦ୍ଧ୍ୱ ଟୁର୍‌ ଅପରେଟର୍‌ ପଦଯାତ୍ରାରେ ମନ୍ଦିରମାଳିନୀ…

ଗ୍ରାମାଞ୍ଚଳ ଗୃହ ନିର୍ମାଣ ଯୋଜନା: ସଫଳତା ଆଣୁଛି ହିତାଧିକାରୀଙ୍କୁ ଅର୍ଥ ପ୍ରୋତ୍ସାହନ

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଗ୍ରାମାଞ୍ଚଳରେ ଧାର୍ଯ୍ୟ ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ)ର ଘର ତିଆରି କିସ୍ତି ଅର୍ଥ ଏବଂ ମଜୁରି ଆକାରରେ ହିତାଧିକାରୀଙ୍କୁ ଶତ ପ୍ରତିଶତ ଅର୍ଥ ପ୍ରଦାନ କରୁଥିବା ବ୍ଲକ ଗୁଡ଼ିକୁ ରାଜ୍ୟ ସରକାର ପୁରସ୍କାର ଦେବା ପୂର୍ବରୁ ନିଷ୍ପତ୍ତି…

ଏଫ୍‌ଏସ୍‌ଏସ୍‌ଏଆଇ ରିପୋର୍ଟ: ବିଷାକ୍ତ ହେଉଛି ଦୁଗ୍ଧ; ପରୋକ୍ଷରେ କର୍କଟ ରୋଗକୁ ନିମନ୍ତ୍ରଣ

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଖାଦ୍ୟପେୟରେ ଦୁଗ୍ଧ ଏକ ପ୍ରମୁଖ ଉପାଦାନ। ପିଲାଠାରୁ ଆରମ୍ଭ କରି ବୟସ୍କ ସମସ୍ତେ ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଖାଇବାକୁ ପସନ୍ଦ କରନ୍ତି। ତେବେ ଅଧିକ ମୁନାଫା କମାଇବା ଆଶାରେ କେତେକ ଦୁଗ୍ଧ ବ୍ୟବସାୟୀ ମାରାତ୍ମକ ବିଷାକ୍ତ ପଦାର୍ଥକୁ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?