ମେଟ୍ରୋ

ଆସନ୍ତା ୯ ଯାଏ ଛେଚିବ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା….

ଭୁବନେଶ୍ୱର, ୫ା୯(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ଟ୍ରପ୍‌ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆହୁରି ୨୪ଘଣ୍ଟା ଧରି ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ…

ଶିକ୍ଷା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବ ଓକେସିଏଲ: ଗୁରୁ ଦିବସରେ ନୂତନ କେନ୍ଦ୍ର ପଞ୍ଜୀକରଣ ପକ୍ରିୟା ଆରମ୍ଭ

ଭୁବନେଶ୍ୱର,୫।୯: ଶୁକ୍ରବାର ଗୁରୁଦିବସ ଅବସରରେ ଓଡ଼ିଶା ନଲେଜ କର୍ପୋରେଶନ ଲିମିଟେଡ (ଓକେସିଏଲ) ଏହାର ପ୍ରମୁଖ ପଦକ୍ଷେପ ନୂତନ କେନ୍ଦ୍ର ପଞ୍ଜୀକରଣ ପକ୍ରିୟା ୨୦୨୬(ଏନ ସି ଆର ୨୦୨୬) ଆରମ୍ଭ କରିଛି। ଏହାକୁ ଓକେସିଏଲର ପରିଚାଳନା ନିର୍ଦ୍ଦେଶକ ଡକ୍ଟର ମନୋରଞ୍ଜନ ପୁଥାଲ ଉନ୍ମୋଚନ…

ଏଣିକି ସମସ୍ତ ସରକାରୀ ଅଫିସରେ BSNL ବାଧ୍ୟତାମୂଳକ

ଭୁବନେଶ୍ୱର,୫ା୯: ରାଜ୍ୟ ସରକାର ଜାରି କରିଛନ୍ତି କଡ଼ା ନିର୍ଦ୍ଦେଶନାମା। ଏଣିକି ସମସ୍ତ ସରକାରୀ ଅଫିସରେ BSNL ନେଟ୍‌ଓ୍ବର୍କ ବାଧ୍ୟତାମୂଳକ। ସବୁ ସରକାରୀ ପ୍ରତିଷ୍ଠାନରେ BSNL ଇଣ୍ଟରନେଟ୍‌ ବ୍ୟବହାର ହେବ। BSNL ବ୍ରଡ୍‌ବ୍ୟାଣ୍ଡ୍‌, ଲ୍ୟାଣ୍ଡଲାଇନ୍‌, ଲିଜ ଲାଇନ ସେବା ବ୍ୟବହାର ହେବ। ଏନେଇ…

ଗୁରୁଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ, ରେଗୁଲାର ଭିତ୍ତିରେ ପାଇବେ…

ଭୁବନେଶ୍ୱର,୫ା୯: ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୩ ବର୍ଷରେ ପ୍ରାୟ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ। ଚୁକ୍ତିଭିତ୍ତିକ ନୁହେଁ, ରେଗୁଲାର ଭିତ୍ତିରେ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ତାର…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାକୁ ଆସିବ…

ଭୁବନେଶ୍ୱର, ୫।୯: ଓଡ଼ିଶାକୁ ଆସିବ ୬୦୦ e-ବସ୍‌। ୬୦୦ e-ବସ୍‌ ଆସିବ ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ପରିବେଶ ସୁରକ୍ଷା ପାଇଁ e-ବସ ଅଧିକ ପ୍ରଚଳନ କରିବାକୁ ଯୋଜନା। ରାଜ୍ୟରେ ୧…

୬ ନା ୭ କେଉଁଦିନ ପଡୁଛି ଗ୍ରହଣ? ଓଡ଼ିଶାକୁ ବଡ଼ ବିପଦ!

ଭୁବନେଶ୍ୱର,୫।୯: ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ…

ଏଣିକି ବୟସ ଜାଲିଆତି କଲେ କଡ଼ା କାର୍ଯ୍ୟାନୁଷ୍ଠାନ, ମନ୍ତ୍ରୀ କହିଲେ ବିଭାଗୀୟ ଅଧିକାରୀଙ୍କୁ…

ଭୁବନେଶ୍ୱର,୫ା୯: ବୟସ ଜାଲିଆତି ପ୍ରସଙ୍ଗରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ବୟସ ଜାଲିଆତି କଲେ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ। ବିଶେଷକରି ଭତ୍ତା ପାଇଁ ବୟସ ଜାଲିଆତି କରୁଥିବା ଲୋକଙ୍କ ଉପରେ ତର୍ଜମା ଚାଲିଛି। ତନ୍ନ…

ନୂଆ GSTରେ ଓଡ଼ିଶାକୁ କ’ଣ ମିଳିବ ଲାଭ? ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୫।୯: ସେପ୍ଟେମ୍ବର ୨୨ରୁ ଦେଶରେ ସାମଗ୍ରୀ ଓ ସେବାଗୁଡ଼ିକ ଉପରେ ଦୁଇଟି ଟିକସ ସ୍ଲାବ ଲଗାଯିବ। ନୂଆଦିଲ୍ଲୀରେ ଚାଲିଥିବା ୫୬ତମ ଜିଏସ୍‌ଟି କାଉନ୍ସିଲ ବୈଠକରେ ବୁଧବାର ରାତିରେ ଏ ସମ୍ପର୍କିତ ପ୍ରସ୍ତାବ ଅନୁମୋଦନ ଲାଭ କରିଛି। ତେବେ ଦିଲ୍ଲୀ ଗସ୍ତରୁ…

ଗୁରୁଦିବସରେ ଦିଲ୍ଲୀରେ ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୯: ଆଜି ପବିତ୍ର ଗୁରୁଦିବସ ଅବସରରେ ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଛି…

ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୫।୯: ପାଗ ଖରାପ ଯୋଗୁ ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରରେ ନ ଓହ୍ଲାଇ କୋଲକାତା ଗଲେ ମୁଖ୍ୟମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ନୂଆଦିଲ୍ଲୀ…

ପାରିବାରିକ ସମ୍ପତ୍ତି ବିଭାଜନ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଡିଏନଏ ପରୀକ୍ଷା ପାଇଁ ବାଧ୍ୟ କରାଯାଇପାରିବନି

କଟକ,୫।୯: ଓଡ଼ିଶା ହାଇକୋର୍ଟ ନିକଟରେ ରାୟ ଦେଇଛନ୍ତି ଯେ ପାରିବାରିକ ସମ୍ପତ୍ତି ବିଭାଜନ ମାମଲାରେ ଜଣେ ପକ୍ଷକୁ ତାଙ୍କର ପିତୃତ୍ୱ ନିର୍ଣ୍ଣୟ ପାଇଁ ଡିଏନଏ ପରୀକ୍ଷା କରିବାକୁ ବାଧ୍ୟ କରିବା ଅନୁଚିତ ଏବଂ ଏହା ସମ୍ବିଧାନର ଅନୁଚ୍ଛେଦ ୨୧ ଅଧୀନରେ ପ୍ରଦତ୍ତ…

୪ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା: ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୫।୯(ବନ୍ଦନା ସେଠୀ): ଓଡ଼ିଶା ଉପରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଗୁରୁବାର ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ଏହା ଉତ୍ତର ଛତିଶଗଡ଼ ତଥା ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ଭାବେ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?