ଧାରଣାରେ ନ ବସି ଗାଡ଼ି ଚଳାଇବାରୁ ଆକ୍ରୋଶର ଶିକାର ହେଲେ ‘ଓଲା’ ଚାଳକ: ମହିଳା ଯାତ୍ରୀ ଥିବା ସତ୍ତ୍ୱେ ଗାଡ଼ି ଭଙ୍ଗାରୁଜା, ମାଡ଼ ମାରିବା ଅଭିଯୋଗ
ଭୁବନେଶ୍ୱର,୩।୭(ବ୍ୟୁରୋ): ବିଭିନ୍ନ ଦାବି ନେଇ ଗତ ୬ ଦିନ ଧରି ‘ଓଲା’ ଚାଳକମାନେ ଧାରଣାରେ ବସିଛନ୍ତି। ହେଲେ ଜଣେ ଚାଳକ ଏହାକୁ ସମର୍ଥନ ନ କରି ରୋଜଗାର କରିବା ଆଶାରେ ଗାଡ଼ି ଚଳାଇବା ତାଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଏପରି...
ରାଜଭବନ ୟୁ.ପି. ସ୍କୁଲରେ ବନ ମହୋତ୍ସବ: ସମସ୍ତ ଛାତ୍ରୀଛାତ୍ରଙ୍କୁ ବୃକ୍ଷରୋପଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୩।୭(ବ୍ୟୁରୋ): ସ୍ଥାନୀୟ ରାଜଭବନ ୟୁ.ପି. ସ୍କୁଲରେ ବୁଧବାର ରାଜ୍ୟସ୍ତରୀୟ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଛାତ୍ରୀଛାତ୍ରମାନଙ୍କୁ ବହୁ ସଂଖ୍ୟାରେ ବୃକ୍ଷରୋପଣ କରିବାକୁ ପରାମର୍ଶ ଦେଇଛନ୍ତି। କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ...
କୁଶଭଦ୍ରା ନଦୀରେ ବୁଡ଼ି ଜଣଙ୍କ ଜୀବନ ଗଲା
ଗୋପ,୩।୭(ଡି.ଏନ୍.ଏ.): କୁଶଭଦ୍ରା ନଦୀରେ ବୁଡ଼ି ବୁଧବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୀ ଜିଲା ଗୋପ ଥାନା ଅଧୀନ ବାଲିସାହି ଗ୍ରାମର କାଶୀନାଥ ବେହେରା (୬୦)। ସୂଚନାଯୋଗ୍ୟ, କାଶୀନାଥ ସବୁ ଦିନ ଭଳି ମଇଁଷି ଚରାଇବା ଲାଗି...
ନାଡ୍ ଜାତୀୟ ସମୀକ୍ଷା ବୈଠକ: ୟୁଜିସି ଦ୍ୱାରା ମନୋନୀତ ହେଲା ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର,୩।୭(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ନାଡ୍(ଜାତୀୟ ପାଠ୍ୟକ୍ରମ ପୈଠଗୃହ)ର ଜାତୀୟ ସମୀକ୍ଷା ବୈଠକ ଆସନ୍ତା ୫ ତାରିଖରେ ଅନୁଷ୍ଠିତ ହେବ। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏହାକୁ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିରେ କେନ୍ଦ୍ର ମାନବ ସମ୍ବଳ ବିଭାଗ ମନ୍ତ୍ରାଳୟ ତଥା...
ନବ ନିର୍ବାଚିତ ବିଧାୟକଙ୍କୁ ନବୀନଙ୍କ ପରାମର୍ଶ: ଗର୍ବ, ଅହଂକାରଠାରୁ ଦୂରେଇ ରୁହ; ଦାମୀ ଗାଡ଼ି ଚଢ଼ନା
ଭୁବନେଶ୍ୱର,୩।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ନବ ନିର୍ବାଚିତ ବିଜେଡି ବିଧାୟକମାନଙ୍କର ଏକ ବୈଠକ କରିଛନ୍ତି। ଏହି ବୈଠକରେ ବିଧାୟକମାନଙ୍କୁ ସରଳ ଜୀବନଯାପନ କରିବା ସହ ଲୋକଙ୍କ ନିକଟତର ହେବାକୁ ପରାମର୍ଶ ଦେଇଛନ୍ତି। ପୂର୍ବାହ୍ନ ୧୦ଟାରେ...
ତିନିବାଡ଼ରୁ ଆସି ଲାଗିଲା ଆଜ୍ଞାମାଳ: ସିଂହଦ୍ୱାରରେ ତିନି ରଥ
ପୁରୀ ଅଫିସ୍,୩।୭: ଗୁରୁବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ମହାପ୍ରଭୁଙ୍କ ଏହି ନବଦିନାତ୍ମକ ଯାତ୍ରା ପାଇଁ ସିଂହଦ୍ୱାର ସମ୍ମୁଖରେ ପ୍ରସ୍ତୁତ ହୋଇରହିଛି ତିନି ରଥ। ମଙ୍ଗଳବାର ନବଯୌବନ ବେଶରେ ଦର୍ଶନ ଦେଇଥିଲେ ଚତୁର୍ଦ୍ଧାବିଗ୍ରହ। ବୁଧବାର ଉଭାଯାତ୍ରା। ଏହି ପବିତ୍ର ତିଥିରେ ନିର୍ଦ୍ଧାରିତ ସମୟ...
ଗୁରୁବାର ରଥଯାତ୍ରା: ବାଲୁକାକଳାରେ ଭକ୍ତ ଦାସିଆଙ୍କୁ ମନେପକାଇଲେ ଶିଳ୍ପୀ ସୁଦର୍ଶନ
ଭୁବନେଶ୍ୱର,୩।୭(ବ୍ୟୁରୋ): ଗୁରୁବାର ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏହି ଉପଲକ୍ଷେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଭକ୍ତ ଦାସିଆ ବାଉରୀଙ୍କ କଥାକୁ ମନେପକାଇଦେଇଛନ୍ତି। ପ୍ରତ୍ୟେକଟି ଓଡ଼ିଆ ପ୍ରାଣର ଦେବତାଙ୍କ ଭକ୍ତ ପ୍ରତି ଶ୍ରଦ୍ଧା ଭାବକୁ ସେ...
ମାନସିକ ରୋଗୀଙ୍କୁ ଏକ୍ସପାଏରି ମେଡିସିନ
କଟକ ଅଫିସ, ୩।୭: ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ ଏସ୍ସିବି ମେଡିକାଲରେ ରୋଗୀଙ୍କୁ ଦିଆଯାଉଛି ଏକ୍ସପାଏରି ମେଡିସିନ। ଏହି ମେଡିସିନ ଖାଇ ଜଣେ ରୋଗୀଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଛି। ଏଭଳି ଏକ ସମ୍ବେଦନଶୀଳ ଘଟଣା ମାନସିକ ରୋଗ ଚିକିତ୍ସା ପ୍ରତିଷ୍ଠାନରେ ଘଟିଛି।...
ରଥଯାତ୍ରାରେ ସେବା କାର୍ଯ୍ୟ: ପୁରୀରେ ପହଞ୍ଚିଲା ଜୀବନଜ୍ୟୋତି ସଙ୍ଗଠନ
ତିହିଡି,୩।୭(ଡି.ଏନ୍.ଏ.): ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସେବାକାର୍ଯ୍ୟ ପାଇଁ ଜୀବନଜ୍ୟୋତି ସଙ୍ଗଠନର କର୍ମକର୍ତ୍ତାମାନେ ବୁଧବାର ସକାଳେ ପୁରୀରେ ପହଞ୍ଚିଛନ୍ତି। ଭଦ୍ରକ ଜିଲା ତିହିଡି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଏହି ସଙ୍ଗଠନର ୨୫୦ଜଣ କର୍ମକର୍ତ୍ତା ରଥଯାତ୍ରାରେ ଭିଡ଼ ନିୟନ୍ତ୍ରଣ, ସଫେଇ,...
ରଥଯାତ୍ରା ପାଇଁ କଡ଼ା ହେବ ସୁରକ୍ଷା ବ୍ୟବସ୍ଥା : ରାଜଧାନୀରେ ୧୫, କଟକରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ
ଭୁୁବନେଶ୍ୱର,୩ା୭(ବ୍ୟୁରୋ): ଆସନ୍ତା ୪ ତାରିଖରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପୁରୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ହେବ। ବିଶେଷକରି ପୁରୀ ଭଳି କଟକ ଓ ଭୁବନେଶ୍ୱରରେ ମଧ୍ୟ ରଥଯାତ୍ରାରେ ଏକାଧିକ ଭିଡ ରହିବ। ଏହାକୁ ଦୃଷ୍ଟିରେ...
ବିବାଦରେ ଶ୍ରୀମନ୍ଦିର ଫୁଲ ସଜ୍ଜା: ଜୟ ବିଜୟ ମୂର୍ତ୍ତି ଉପରେ ଚଢ଼ିଲେ କାରିଗର
ପୁରୀ ଅଫିସ,୩ା୭: ପ୍ରଥମ ଥର ପାଇଁ ଦିଲ୍ଲୀର ଜଣେ ଭକ୍ତ କେ.କେ. ଶର୍ମା ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ଭାବ ରଖି ଆଗେଇ ଆସିଛନ୍ତି। ତିନିରଥ, ଶ୍ରୀମନ୍ଦିର ଏବଂ ଗୁଣ୍ଡିଚା ମନ୍ଦିରକୁ ପର୍ଯ୍ୟାପ୍ତ ପରିମାଣ ଫୁଲରେ ସଜାଇବେ ବୋଲି...
ବ୍ୟବସାୟୀଙ୍କୁ ଅପହରଣ ମାମଲା: ୪ ଗିରଫ: ୩ କାର୍,୨ ବାଇକ୍, ବନ୍ଧୁକ ଜବତ
ଭୁୁବନେଶ୍ୱର,୨ା୮(ବ୍ୟୁରୋ): ଭୁୁବନେଶ୍ୱର,୨ା୭(ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଲେନ୍ ଏନ୍-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଗତ ୭ ତାରିଖ ରାତିରେ କେତେଜଣ ଦୁର୍ବୃତ୍ତ କାର୍ ସହ ଅପହରଣ କରି ନେଉଥିବାବେଳେ ଦୁର୍ଘଟଣା ଯୋଗୁ ସଫଳ ହୋଇପାରି ନ ଥିଲେ। ଏହି...
Archives


