ମେଟ୍ରୋ

ପରଲୋକରେ କଥାକାର ହେମନ୍ତ ମହାପାତ୍ର

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ସୁପରିଚିତ ଓଡ଼ିଆ କଥାକାର, ପ୍ରାକ୍ତନ ବରିଷ୍ଠ ଇତିହାସ ପ୍ରାଧ୍ୟାପକ ଡକ୍ଟର ହେମନ୍ତ କୁମାର ମହାପାତ୍ରଙ୍କର ଗୁରୁବାର ଅପରାହ୍ଣରେ ପରଲୋକ ହୋଇଯାଇଛି। ୧୯୫୫ରେ ତିର୍ତ୍ତୋଲର ରାମଦାସପୁର ଗ୍ରାମରେ ତାଙ୍କର ଜନ୍ମ। ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା। ସେ ଗତ କିଛିଦିନ…

ରେଳ ଷ୍ଟେଶନରେ ଲାଗିବ ଜାତୀୟ ପତାକା

ଭୁବନେଶ୍ୱର,୧୮ା୧୦(ବ୍ୟୁରେ) : ଜିଲା ସଦର ମହକୁମା ରେଳ ଷ୍ଟେଶନ, ଐତିହାସିକ ସ୍ଥାନ ଓ ପର୍ଯ୍ୟଟନ କ୍ଷେତ୍ରର ଗୁରୁତ୍ୱ ବହନ କରୁଥିବା ରେଳ ଷ୍ଟେଶନଗୁଡିକରେ ଲାଗିବ ମନୁମେଣ୍ଟାଲ (ସ୍ମାରକୀ) ଜାତୀୟ ପତାକା। ଭାରତୀୟ ରେଳପଥ ନିର୍ଦ୍ଦେଶାନୁସାରେ ପୂର୍ବତଟ ରେଳପଥ ଅନ୍ତର୍ଗତ ଆଉ ୨୬…

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅମରଙ୍କ ଚିଠି : ଡିଏମ୍‌ଏଫ୍‌ଟି ଜିଏସ୍‌ଟି ଛାଡ଼ କରାଯାଉ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ଆଦିବାସୀବହୁଳ ଖଣିଜ ସମ୍ପଦ ଜିଲାଗୁଡିକର ବିକାଶ ପାଇଁ ରାଜ୍ୟ ସରକାର ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେଶନ ଟ୍ରଷ୍ଟ(ଡିଏମ୍‌ଏଫ୍‌ଟି) ଗଠନ କରିଛନ୍ତି। ଏହି ଟ୍ରଷ୍ଟ ଉପରୁ ଆୟକର, ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଛାଡ କରିବାକୁ ବିଜେଡି ରାଜ୍ୟ ସଭା ଏମ୍‌ପି…

୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ସଫା ହେଲା କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ୱର, ୧୮ା୧୦(ବ୍ୟୁରୋ): ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହେବାପରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ଉପରେ ଗୁରୁତ୍ୱ ବଢ଼ିଯାଇଛି। ବିଶେଷକରି ହସ୍ପିଟାଲ ଓ ଥାନାକୁ ଯାଉଥିବା ଲୋକଙ୍କୁ ଉନ୍ନତ ସେବା ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ବ୍ୟବସ୍ଥାର ଅନୁଧ୍ୟାନ ଲାଗି ଏବେ ୫-ଟି ସଚିବ ଭି.କେ.…

ଘନେଇଲା ‘ସାବରକର’ ବିବାଦ:

ନୂଆଦିଲ୍ଲୀ/ବାରାଣସୀ,୧୮-୧୦: ବୀର ବିନାୟକ ଦାମୋଦର ସାବରକର। ହିନ୍ଦୁତ୍ୱ ଚିନ୍ତାଧାରାର ପ୍ରଣେତା ଭାବେ ପରିଚିତ ଏହି ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀଙ୍କୁ ଭାରତରନତ୍ ଉପାଧି ପ୍ରଦାନର ପ୍ରସ୍ତାବକୁ ନେଇ ଉଠିଛି ବିବାଦ। ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନକୁ ୪ ଦିନ ବାକି ଥିବାବେଳେ…

ରାଜ୍ୟ ସରକାରଙ୍କୁ ସମାଲୋଚନା କରିବାକୁ ନେଇ ପ୍ରତାପ-ପ୍ରମିଳା ମୁହାଁମୁହିଁ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ତଥା ଭାଜପା ବରିଷ୍ଠ ନେତା ପ୍ରତାପ ଷଡ଼ଙ୍ଗୀ ଏବଂ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ମୁହାଁମୁହିଁ ହୋଇଛନ୍ତି। ପ୍ରତାପ ଗୁରୁବାର ରାଜ୍ୟ ସରକାରଙ୍କ ‘ମୋ ସରକାର’ ଏବଂ ‘୫-ଟି’ କାର୍ଯ୍ୟକ୍ରମକୁ ସମାଲୋଚନା କରିବାକୁ ନେଇ ଉଭୟ ମୁହାଁମୁହିଁ…

ବିଜେପୁରରେ ଜିତିବା ଭଳି ଲାଗୁନି, କାହିଁକି ବଡ଼ କଥା କହିବୁ: ସୁର

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନା ବିଜେଡି ପ୍ରାର୍ଥୀ ରୀତା ସାହୁ, ଭାଜପା ପ୍ରାର୍ଥୀ ସନତ ଗଡ଼ତିଆ ଏବଂ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ମଧ୍ୟରେ ଟକ୍କର ହେବା ଏବେ ପ୍ରଚାର ମଇଦାନକୁ ଓହ୍ଲାଉଛନ୍ତି ସମସ୍ତ ଦଳର ହେଭିଓ୍ବେଟ୍‌। ଗୋଟିଏ ପଟେ…

ମଲ୍‌, ହସ୍ପିଟାଲ, ମଲ୍ଟିପ୍ଲେକ୍ସରେ ପାର୍କିଂ ଫି ଆଦାୟ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍‌ ଓ ଆପାର୍ଟମେଣ୍ଟ ଆଦିରେ ଥିବା ପାର୍କିଂସ୍ଥଳରୁ ଫି ଆଦାୟ ତୁରନ୍ତ ବନ୍ଦ କରିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିର୍ଦ୍ଦେଶ ଦେଇଛନ୍ତି। ଏ ସଂକ୍ରାନ୍ତରେ ବୁଧବାର ଏକ ଜାରି…

୫୦ ସିଏଚ୍‌ସିରେ ମିଳିବ ସ୍ଥାୟୀ ଚକ୍ଷୁ ଚିକିତ୍ସା ସୁବିଧା

ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ରାଜ୍ୟରୁ ଅନ୍ଧତ୍ୱ ଦୂରୀକରଣ ଲାଗି ଚଳିତ ଆର୍ଥିକ ବର୍ଷରେ ନିଆଯିବ ନୂତନ ପଦକ୍ଷେପ। ପୂର୍ବରୁ ୧୦ ଜିଲାରେ ଭ୍ରାମ୍ୟମାଣ ଚକ୍ଷୁ ଚିକିତ୍ସା କେନ୍ଦ୍ର କାର୍ଯ୍ୟକାରୀ ହୋଇଥିବାବେଳେ ଏବେ ଆଉ ୧୦ ଜିଲାରେ ଏହାକୁ ପ୍ରଚଳନ କରାଯିବ। ଏହାସହ…

ବଢ଼ୁଛି ହାତୀ ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ବଢ଼ିଚାଲିଛି ବିଦ୍ୟୁତ୍‌ ଓ ରେଳ ଦୁର୍ଘଟଣା ଜନିତ ହାତୀ ମୃତ୍ୟୁ ସଂଖ୍ୟା। ଯୋଜନା ପରେ ଯୋଜନା ହେଉଛି, କିନ୍ତୁ ହାତୀଙ୍କୁ ସୁରକ୍ଷା ଦେବାରେ ଫେଲ୍‌ ମାରୁଛି ବନ ବିଭାଗ। ଏନେଇ ବୁଧବାର ପିସିସିଏଫ୍‌ କାର୍ଯ୍ୟାଳୟରେ ତିନି ବିଭାଗର…

୩୦୦ ନର୍ସିଂହୋମ୍‌ରେ ମିଳିବନି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସେବା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ବଡ଼ ଝଟକା ଲାଗିଛି। ୩୦୦ ନର୍ସିଂହୋମ୍‌ ଆଉ ରୋଗୀଙ୍କୁ ଏହି ଯୋଜନାରେ ସ୍ବାସ୍ଥ୍ୟ ସେବା ଯୋଗାଇବେ ନାହିଁ। ଏନେଇ ଅଲ୍‌ ଓଡ଼ିଶା ପ୍ରାଇଭେଟ ମେଡିକାଲ ଏଷ୍ଟାବ୍ଲିଶମେଣ୍ଟ ଫୋରମ୍‌ ପକ୍ଷରୁ ବୁଧବାର…

ସରକାରୀ ଅଧିକାରୀଙ୍କୁ ଏଜିଙ୍କ ପରାମର୍ଶ: କୋର୍ଟକୁ ଉପଯୁକ୍ତ ପୋଷାକ ପିନ୍ଧି ଆସ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେବାବେଳେ ସରକାରୀ ବାବୁମାନେ ପୋଷାକ ପ୍ରତି ଧ୍ୟାନ ଦେଉନାହାନ୍ତି। ଭଦ୍ରବ୍ୟକ୍ତି ଭାବେ ପୋଷାକ ପିନ୍ଧି ଆସୁ ନ ଥିବାରୁ ହାଇକୋର୍ଟ ବିଚାରପତିମାନେ କ୍ଷୁବ୍ଧ ହେଉଛନ୍ତି। ହାଇକୋର୍ଟଙ୍କ ଅସନ୍ତୋଷକୁ ଦେଖି ଆଡଭୋକେଟ ଜେନେରାଲ (ଏଜି)ଙ୍କ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?