୫୦ ସିଏଚ୍ସିରେ ମିଳିବ ସ୍ଥାୟୀ ଚକ୍ଷୁ ଚିକିତ୍ସା ସୁବିଧା
ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ରାଜ୍ୟରୁ ଅନ୍ଧତ୍ୱ ଦୂରୀକରଣ ଲାଗି ଚଳିତ ଆର୍ଥିକ ବର୍ଷରେ ନିଆଯିବ ନୂତନ ପଦକ୍ଷେପ। ପୂର୍ବରୁ ୧୦ ଜିଲାରେ ଭ୍ରାମ୍ୟମାଣ ଚକ୍ଷୁ ଚିକିତ୍ସା କେନ୍ଦ୍ର କାର୍ଯ୍ୟକାରୀ ହୋଇଥିବାବେଳେ ଏବେ ଆଉ ୧୦ ଜିଲାରେ ଏହାକୁ ପ୍ରଚଳନ କରାଯିବ। ଏହାସହ…
ବଢ଼ୁଛି ହାତୀ ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ବଢ଼ିଚାଲିଛି ବିଦ୍ୟୁତ୍ ଓ ରେଳ ଦୁର୍ଘଟଣା ଜନିତ ହାତୀ ମୃତ୍ୟୁ ସଂଖ୍ୟା। ଯୋଜନା ପରେ ଯୋଜନା ହେଉଛି, କିନ୍ତୁ ହାତୀଙ୍କୁ ସୁରକ୍ଷା ଦେବାରେ ଫେଲ୍ ମାରୁଛି ବନ ବିଭାଗ। ଏନେଇ ବୁଧବାର ପିସିସିଏଫ୍ କାର୍ଯ୍ୟାଳୟରେ ତିନି ବିଭାଗର…
୩୦୦ ନର୍ସିଂହୋମ୍ରେ ମିଳିବନି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସେବା
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ବଡ଼ ଝଟକା ଲାଗିଛି। ୩୦୦ ନର୍ସିଂହୋମ୍ ଆଉ ରୋଗୀଙ୍କୁ ଏହି ଯୋଜନାରେ ସ୍ବାସ୍ଥ୍ୟ ସେବା ଯୋଗାଇବେ ନାହିଁ। ଏନେଇ ଅଲ୍ ଓଡ଼ିଶା ପ୍ରାଇଭେଟ ମେଡିକାଲ ଏଷ୍ଟାବ୍ଲିଶମେଣ୍ଟ ଫୋରମ୍ ପକ୍ଷରୁ ବୁଧବାର…
ସରକାରୀ ଅଧିକାରୀଙ୍କୁ ଏଜିଙ୍କ ପରାମର୍ଶ: କୋର୍ଟକୁ ଉପଯୁକ୍ତ ପୋଷାକ ପିନ୍ଧି ଆସ
ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେବାବେଳେ ସରକାରୀ ବାବୁମାନେ ପୋଷାକ ପ୍ରତି ଧ୍ୟାନ ଦେଉନାହାନ୍ତି। ଭଦ୍ରବ୍ୟକ୍ତି ଭାବେ ପୋଷାକ ପିନ୍ଧି ଆସୁ ନ ଥିବାରୁ ହାଇକୋର୍ଟ ବିଚାରପତିମାନେ କ୍ଷୁବ୍ଧ ହେଉଛନ୍ତି। ହାଇକୋର୍ଟଙ୍କ ଅସନ୍ତୋଷକୁ ଦେଖି ଆଡଭୋକେଟ ଜେନେରାଲ (ଏଜି)ଙ୍କ କାର୍ଯ୍ୟାଳୟ…
ଦାଉ ସାଧୁଛି ପ୍ରାକୃତିକ ବିପତ୍ତି: ୫ବର୍ଷରେ ଗଲାଣି ୯ ହଜାର ଜୀବନ
ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜ୍ୟକୁ ବନ୍ୟା, ବାତ୍ୟା, ମରଡ଼ି, ଅଂଶୁଘାତ ଭଳି ପ୍ରାକୃତିକ ବିପତ୍ତି ଘେରି ରହିଛି। ଏଥିଯୋଗୁ କେବଳ ଧନସମ୍ପତ୍ତି ନଷ୍ଟ ହେଉଛି ତାହା ନୁହେଁ, ବହୁମୂଲ୍ୟ ଜୀବନ ମଧ୍ୟ ହରାଇବାକୁ ପଡୁଛି। ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ଅଂଶୁଘାତ, ସାପ…
ଶ୍ରୀକପିଳେଶ୍ୱର ମନ୍ଦିର ନୀତିକାନ୍ତି ବିଭ୍ରାଟ ପ୍ରସଙ୍ଗ: ହାଇକୋର୍ଟ ରାୟ ଖୁଣ୍ଟିଆ ସେବାୟତଙ୍କ ସପକ୍ଷରେ
ପୁରୁଣା ଭୁବନେଶ୍ୱର, ୧୭।୧୦(ଡି.ଏନ.ଏ.): ଦୀର୍ଘଦିନ ଧରି ଶ୍ରୀକପିଳେଶ୍ୱର ମନ୍ଦିରରେ ୨ ପ୍ରମୁଖ ସେବାୟତ ଗୋଷ୍ଠୀ ମଧ୍ୟରେ ଉପୁଜିଥିବା ବିବାଦର ସମାଧାନ ନିମନ୍ତେ ହାଇକୋର୍ଟ ଦେବୋତ୍ତର ଆୟୁକ୍ତଙ୍କୁ ଏହାର ସୁପରିଚାଳନା ଲାଗି ଆଦେଶ ଜାରି କରିଛନ୍ତି। ଏହି ମାମଲାର ରାୟ ଖୁଣ୍ଟିଆ ସେବାୟତଙ୍କ…
୩୯ କେଜି ଅଫିମ ଚୋପା ଜବତ: ମା’ ସହ ୨ ଝିଅ ଓ ଅଟୋ ଡ୍ରାଇଭର ଗିରଫ
ଭୁବନେଶ୍ୱର,୧୭।୧୦(ବ୍ୟୁରୋ)/ପାତ୍ରପଡା (ଡି.ଏନ.ଏ.): ଖଣ୍ଡଗିରି ଥାନା ବରମୁଣ୍ଡା ଛକ ନିକଟରେ ଅଫିମ ଚୋପା ଚୋରା ଚାଲାଣବେଳେ ୪ଜଣ ବେପାରୀ ଧରାପଡିଛନ୍ତି। ସେମାନେ ହେଲେ ନୟାଗଡ଼ ଜିଲାର ବୋଲଗଡ ଅଞ୍ଚଳର ବୃଦ୍ଧି ଗିରି(୭୫), ତାଙ୍କ ଦୁଇ ଝିଅ ପୁରୀ କୁମ୍ଭାରପଡା ବାସନ୍ତି ଦାଶ(୫୦), ଓଲଟପୁରର…
ନାଲ୍କୋ କଲୋନୀ ସମ୍ମୁଖରୁ ଜବରଦଖଲ ଉଚ୍ଛେଦ: ଥଇଥାନ ନ ହେଲେ ଆତ୍ମହତ୍ୟା ଚେତାବନୀ
ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ମିଳିତ ଏନ୍ଫୋର୍ସମେଣ୍ଟ ଟିମ ପକ୍ଷରୁ ନାଲ୍କୋ କଲୋନୀ ସମ୍ମୁଖରେ ବୁଧବାର ଉଚ୍ଛେଦ ପ୍ରକ୍ରିୟା ଚାଲିଥିଲା। କିନ୍ତୁ ସେଠାକାର ବ୍ୟବସାୟୀମାନେ ପୂର୍ବରୁ କରାଯାଇଥିବା ଥଇଥାନକୁ ପୁଣି ଉଚ୍ଛେଦ କରାଯାଉଥିବାରୁ ଏହାକୁ ବିରୋଧ କରିଥିଲେ। ଏପରିକି ପୁନଃ ଥଇଥାନ ନ ହେଲେ ଆଗାମୀ…
ଓମ୍ବାବାଙ୍କ ନଁ।ରେ ଖଣ୍ଡଗିରି ଥାନାରେ ଅଭିଯୋଗ: ଗିରଫ ନ କଲେ ଅଣ୍ଡାମାଡ଼ ଧମକ ଦେଲା ଯୁବ କଂଗ୍ରେସ
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ବିବାଦୀୟ ବୟାନ ଦେଇ ପୁଣି ଚର୍ଚ୍ଚାରେ ଓମ୍ ବାବା। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଓ ସୋନିଆ ଗାନ୍ଧୀଙ୍କ ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଅରୁଚିକର ମନ୍ତବ୍ୟ ଦେଇ ଅଡୁଆରେ ପଡ଼ିଛନ୍ତି। ବୁଧବାର କୋରାପୁଟ ଯୁବ କଂଗ୍ରେସ ପକ୍ଷରୁ…
ଅନାଥାଶ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳିଲେ ବିଦ୍ୟାର୍ଥୀ
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଛାତ୍ରୀଛାତ୍ରମାନେ ଅନାଥ ଆଶ୍ରମ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ କରିଛନ୍ତି। ବୁଧବାର ଡୁମ୍ଡୁମାସ୍ଥିତ ଆଶ୍ରୟ ଅନାଥାଶ୍ରମ ଯାଇ ପିଲାମାନେ ସେଠାରେ ଅନ୍ତେବାସୀଙ୍କ ସହ ସମୟ ଅତିବାହିତ କରିଥିଲେ। ସେମାନଙ୍କୁ ନିଜ ହାତରେ…
ଓଡ଼ିଶାରେ ବିରଳ ଟିଆଇପିଏସ୍ ସର୍ଜରି
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଓଡ଼ିଶାରେ ପ୍ରଥମଥର ପାଇଁ ‘ଟ୍ରାନ୍ସଜୁଗୁଲାର ଇଣ୍ଟ୍ରାହେପାଟିକ୍ ପୋର୍ଟୋସିଷ୍ଟମିକ୍ ସଣ୍ଟ(ଟିଆଇପିଏସ୍)’ର ବ୍ୟବହାର କରି ଜଣେ ୪୬ ବର୍ଷୀୟ ରୋଗୀଙ୍କ କ୍ରୋନିକ୍ ସିିରୋସିକ୍ ଲିଭର୍ର ସଫଳ ଚିକିସତ୍ା କରାଯାଇଛି। କ୍ରୋନିକ୍ ଆଲ୍କୋହଲିକ୍ ଲିଭର୍ ସିିରୋସିସ୍ରେ ପୀଡ଼ିତ ଜଣେ ରୋଗୀଙ୍କ ଠାରେ ଜଣ୍ଡିସ୍,…
ପାର୍କିଂ, ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ କଲେ ମଲ୍ ଖୋଲିବା ମନା
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଉଦ୍ଘାଟନ ଅପେକ୍ଷାରେ ଥିବା ଉତ୍କଳ କଳିକା ମଲ୍କୁ ଲାଗିଛି ଝଟ୍କା। ପାର୍କିଂ ସହ ଅନ୍ୟ କେତେକ ବ୍ୟବସ୍ଥା ନ ଥିବାରୁ ମଲ୍ ସଂକ୍ରାନ୍ତରେ ଟ୍ରାଫିକ ଡିସିପି ସାଗରିକା ତାଡ଼ ବିଡିଏକୁ ଅବଗତ କରାଇଛନ୍ତି। ପାର୍କିଂ ଓ ଅଗ୍ନି ନିରାପତ୍ତା…

