ସୁଧୁରୁନି ଜଣ୍ଡିସ ସ୍ଥିତି : ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉନି ଉପଯୁକ୍ତ ପଦକ୍ଷେପ
କଟକ ଅଫିସ, ୧।୭ : କଟକ ମହାନଗର ନିଗମ(ସିଏମ୍ସି) ଅଞ୍ଚଳରେ ଜଣ୍ଡିସ ସ୍ଥିତି ସୁଧୁରୁନି। ଏବେ ପଟ୍ଟାପୋଲ, ସୂତାହାଟ, ଦର୍ଜିସାହି ଅଞ୍ଚଳର ଅଧିକାଂଶ ଘରେ ଜଣ୍ଡିସ୍ ଆକ୍ରାନ୍ତ ଥିବା ଜଣାପଡିଛି। ଏପରି କି ସୁତାହାଟ ଅଞ୍ଚଳରେ ଗୋଟିଏ ପରିବାରର ୩/୪...
ଅସରାଏ ବର୍ଷାରେ କଟକ ବେହାଲ : ଡ୍ରେନ୍ରେ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାରେ ଜମିରହୁଛି
କଟକ ଅଫିସ,୧।୭ : ଅସରାଏ ବର୍ଷାରେ କଟକ ସହର ବେହାଲ ହୋଇପଡିଛି। ଗତ ଶନିବାର ହୋଇଥିବା ବର୍ଷାରେ ସହରର ବିଭିନ୍ନ ସ୍ଥାନରେ ପାଣି ଜମି ରହିଥିଲା। ଫଳରେ ସହରବାସୀ ନାନା ଅସୁବିଧାର ସମ୍ମୁଖୀନ ହୋଇଥିଲେ। କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ...
ଘରଭଙ୍ଗା ତଦନ୍ତ ପାଇଁ ଯାଇ ଅତିରିକ୍ତ ତହସିଲଦାର ହଟହଟା : ଗାଁ ଭିତରକୁ ଛାଡ଼ିଲେନି ଶତାଧିକ ମହିଳା
ନିମାପଡ଼ା,୧।୭ (ଡି.ଏନ୍.ଏ.) : ନିମାପଡ଼ା ବ୍ଲକ ଅନ୍ତର୍ଗତ ରେଞ୍ଚଶାସନ ପଞ୍ଚାୟତର ବିଶ୍ୱାଳସାହି ଗ୍ରାମରେ ରବିବାର ବାତ୍ୟା କ୍ଷତିଗ୍ରସ୍ତ ଘରଭଙ୍ଗା ତଦନ୍ତ କରିବାକୁ ଯାଇ ଜଣେ ଅତିରିକ୍ତ ତହସିଲଦାର ହଟହଟା ହୋଇଛନ୍ତି। ଏପରିକି ଗ୍ରାମର ଶତାଧିକ ମହିଳା ଅତିରିକ୍ତ ତହସିଲଦାରଙ୍କୁ ଅଟକାଇବା...
ଖୋର୍ଦ୍ଧାରେ ଏସ୍ଟିଏଫ୍ର ଏନ୍କାଉଣ୍ଟର ଘଟଣା : ଦୁଇ ମୋଷ୍ଟଓ୍ବାଣ୍ଟେଡ୍ଙ୍କୁ ଧରିବାକୁ ଚଢ଼ାଉ ଜୋର୍ଦାର
ଭୁବନେଶ୍ୱର,୧।୭ (ବ୍ୟୁରୋ) : ଖୋର୍ଦ୍ଧା ଏଲ୍ଆଇସି ପଡ଼ିଆରେ ଶନିବାର ରାତିରେ ଚଢ଼ାଉ ସମୟରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିମ୍ ସହ ଅପରାଧୀ ମୁହାଁମୁହିଁ ହୋଇଥିଲେ। ଉଭୟ ପକ୍ଷରୁ ଗୁଳିବର୍ଷା ପରେ ପଛଘୁଞ୍ଚା ଦେଇଥିଲା ପୋଲିସ୍ର ମୋଷ୍ଟ ଓ୍ବାଣ୍ଟେଡ୍ ଥିବା ସଞ୍ଜୟ ଓ...
ରାଜଧାନୀରେ ଭିକାରିଙ୍କୁ ହତ୍ୟା, ୨ ବସ୍ ପୋଡ଼ି ଘଟଣା : ୨ବର୍ଷ ପରେ ବି ଅଭିଯୁକ୍ତଙ୍କୁ ପାଇନି ପୋଲିସ
କଟକ ରୋଡ,୧ା୭(ଡି.ଏନ୍.ଏ.) : ରାଜଧାନୀରେ ବଡଗଡ଼ ଥାନା ଅଞ୍ଚଳରେ ୨ବର୍ଷ ପୂର୍ବରୁ ଘଟିଥିବା ଅନେକ ଚର୍ଚ୍ଚିତ ୨ ପ୍ରମୁଖ ଅପରାଧ ଘଟଣାର ପୋଲିସ ଏଯାବତ ସୁରାକ ପାଇପାରି ନାହିଁ। ଘଟଣାର କିଛିଦିନ ପର୍ଯ୍ୟନ୍ତ ତଦନ୍ତ ଜୋରସୋର ହେବା ପରେ କୌଣସି...
ରାଜ୍ୟରେ ଲାଗୁହେବ ‘ଏକ ଦେଶ, ଏକ ରାଶନ କାର୍ଡ’
ଭୁବନେଶ୍ୱର,୧।୭(ବ୍ୟୁରୋ): ଦେଶର ଯେକୌଣସି ସ୍ଥାନରେ ଖାଉଟିମାନେ ଶସ୍ତାରେ ରାଶନ ପାଇ ପାରିବା ପାଇଁ କେନ୍ଦ୍ର ସରକାର ଲାଗୁ କରିଛନ୍ତି ‘ଏକ ଦେଶ, ଏକ ରାଶନ କାର୍ଡ’ ଯୋଜନା। ଧାର୍ଯ୍ୟ ସମୟ ମଧ୍ୟରେ ଏହି ଯୋଜନାରେ ଓଡ଼ିଶା ଭଳି କେତେକ ରାଜ୍ୟ...
ଜୁଲାଇ ୨୧ରେ ସ୍ବତନ୍ତ୍ର ଓଜେଇଇ
ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ଦ୍ୱିତୀୟ ସ୍ବତନ୍ତ୍ର ଓଜେଇଇ। ଏଥିଲାଗି ରବିବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ଏହି ଦ୍ୱିତୀୟ ପର୍ଯ୍ୟାୟ ଓଜେଇଇ ପାଇଁ ଆବେଦନ କରିପାରିବେ। ବିଟେକ୍ ସହ...
ପ୍ରବଳ ବର୍ଷିବ, ୮ ଜିଲାକୁ ରେଡ୍ ଆଲର୍ଟ:ରାଜ୍ୟକୁ ସତର୍କ କଲା ଭାରତୀୟ ପାଣିପାଗ ବିଭାଗ
ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରବିବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଥିବାବେଳେ ସୋମବାରଠାରୁ ପ୍ରବଳ ବର୍ଷିବ। ତେବେ ୮ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ...
ରଥରେ ଯାନ୍ତି ଦଶାବତାର ଦିଅଁ
ପୁରୀ ଅଫିସ, ୩୦ା୬: ଆସନ୍ତା ୪ ତାରିଖରେ ରଥଯାତ୍ରା। ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ଯିବେ ମହାପ୍ରଭୁ। ଏଥିପାଇଁ ପ୍ରସ୍ତୁତି ଜୋର୍ ଧରିଛି। ରଥଖଳାରେ ତିନିରଥ ନିର୍ମାଣ ବି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅଣସରରେ ଥିବା ଠାକୁର ଏବେ ସୁସ୍ଥ...
ରାଜପ୍ରସାଦ ବିଜେ:ମହାପ୍ରଭୁ ସୁସ୍ଥ ହେବା ଖବର ଜାଣିଲେ ଗଜପତି
ପୁରୀ ଅଫିସ, ୩୦ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଥିଲେ ମହାପ୍ରଭୁ। ଅଣସର ଘରେ ଠାକୁରଙ୍କ ଗୁପ୍ତସେବା ଚାଲିଥିଲା। ଫୁଲୁରୀ ତେଲ ଓ ଓଷୁଅ ଲାଗି ପରେ ଏକାଦଶୀରେ ଦଶମୂଳ ମୋଦକ ଖାଇ...
ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ ବିୟୋଗ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଖବର ପାଇ ମୁଁ ଅତ୍ୟନ୍ତ ଦୁଃଖିତ। ଅନେକ ଲୋକପ୍ରିୟ ଚଳଚ୍ଚିତ୍ରରେ ପ୍ରଯୋଜକ ଭାବେ ରାଉତଙ୍କ ଅବଦାନ ସର୍ବଦା...
ପରଲୋକରେ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତ
କଟକ ଅଫିସ,୩୦ା୬ : ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ କଟକ ଶଙ୍କରପୁରସ୍ଥିତ ବାସଭବନରେ ହୃଦ୍ଘାତରେ ରବିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ସ୍ବର୍ଗତ ରାଉତ ‘ସୁନା ହରିଣୀ’, ‘ସୁନା ଚଢ଼େଇ’, ‘ସନ୍ତାନ’ ଓ...
Archives


