ମେଟ୍ରୋ

ନନ୍ଦନକାନନରେ ଧଳା ମହାବଳ ବାଘ ଶୁଭ୍ରାଂଶୁର ମୃତ୍ୟୁ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ):ନନ୍ଦନକାନନରେ ପୁଣି ଏକ ମହାବଳ ବାଘ ଆଖି ବୁଜିଛି। ମଙ୍ଗଳବାର ସକାଳ ୧୦.୧୫ ଧଳା ମହାବଳ ବାଘ ‘ଶୁଭ୍ରାଂଶୁ’ର ମୃତ୍ୟୁ ହୋଇଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ ସୂଚନା ମିଳିଛି। କିଛି ଦିନ ହେଲା ଶୁଭ୍ରାଂଶୁ ରକ୍ତ ସଂକ୍ରମଣଜନିତ ରୋଗରେ…

ବିଏମ୍‌ସିର ରାଜସ୍ବ ଚିନ୍ତା

ଭୁବନେଶ୍ୱର, ୧୫।୧୦(ବ୍ୟୁରୋ): ରାଜସ୍ବ ବଢ଼ାଇବା ଚିନ୍ତାରେ ବାଉଳିଚାଉଳି ହେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଆର୍ଥିକ ବର୍ଷ ଶେଷ ସୁଦ୍ଧା କିପରି ୧୫୦ କୋଟି ଟଙ୍କା ରାଜସ୍ବ ଆଦାୟ କରିବ, ଏନେଇ ଟେର୍‌ ପାଉନି ବିଏମ୍‌ସି। ସର୍ବକ୍ଷମା ଯୋଜନାରେ ସୁଧାର ହେଉ…

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ରାଜସ୍ବ ଅଧିକାରୀ

କଟକ ରୋଡ,୧୫ା୧୦(ଡି.ଏନ୍‌.ଏ.): ମ୍ୟୁଟେଶନ କରାଇ ଦେବା ପାଇଁ ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ଅଧିକାରୀ। ସେ ହେଲେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଧୀନ ଦୋଲଣଶାସନ ଗ୍ରାମର ଦେବଦତ୍ତ ମିଶ୍ର।…

ଆଜିଠୁ ଭୁବନେଶ୍ୱର ନୟାଗଡ଼ ସେବା ଏକ୍ସପ୍ରେସ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ବହୁ ପ୍ରତୀକ୍ଷିତ ଭୁବନେଶ୍ୱର-ନୟାଗଡ଼ ସେବା ଏକ୍ସପ୍ରେସ ମଙ୍ଗଳବାର ଆରମ୍ଭ ହେବାକୁ ଯାଉଛି। ରେଳମନ୍ତ୍ରୀ ପୀୟୂଷ ଗୋୟଲ ଅପରାହ୍ନ ୧ଟା ୩୦ରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ଏହାକୁ ଉଦ୍‌ଘାଟନ କରିବେ। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍‌ଘାଟନୀ…

ବିଜେପୁର ଉପନିର୍ବାଚନ : ପ୍ରାର୍ଥୀଙ୍କ କଥା, ସେମାନଙ୍କ ମୁହଁରୁ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବରଗଡ ଜିଲା ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ। ମାତ୍ର ୧୮ ମାସ ମଧ୍ୟରେ ତୃତୀୟ ଥର ପାଇଁ ଭୋଟ ଦେବେ ବିଜେପୁରବାସୀ। ୨୦୧୮ ପରି ୨୦୧୯ରେ ମଧ୍ୟ ଏହି ଅଞ୍ଚଳ ଦେଖିବାକୁ ଯାଉଛି ଏକ ଉପନିର୍ବାଚନ। ନିର୍ବାଚନ ରଣାଙ୍ଗନରେ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀଭାବେ…

ଭୁବନେଶ୍ୱରରୁ ଏୟାର ଏସିଆ ଉଡ଼ାଇବ ଆଉ ୪ ବିମାନ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଭୁବନେଶ୍ୱରରୁ ଆଉ ୪ ବିମାନ ଉଡ଼ାଇବ ଏୟାର ଏସିଆ। ଖୁବ୍‌ଶୀଘ୍ର ତିନୋଟି ରୁଟ୍‌ରେ ଏହି ବିମାନଗୁଡିକ ଚଳାଚଳ କରିବ ବୋଲି ପର୍ଯ୍ୟଟନ ସଚିବ ବିଶାଲ ଦେବ କହିଛନ୍ତି। ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସଚିବ ଏହି ସୂଚନା ଦେଇଛନ୍ତି।…

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ପଦ ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନସ୍ଥ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟ ନୂତନ କୁଳପତି ଚୟନ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିଲାଗି ଗତ ୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଆଶାୟୀ ପ୍ରଫେସରମାନେ ବିଜ୍ଞପ୍ତି ପ୍ରକାଶ…

ଓଟିଇଟି ପରୀକ୍ଷାରେ ବିଭ୍ରାଟ ଘଟଣା: ବୋର୍ଡ କାର୍ଯ୍ୟାଳୟ ଘେରାଉ

କଟକ ଅଫିସ,୧୫ା୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷାରେ ଅନେକ ବିଭ୍ରାଟ ଘଟିଛି। ଗତ ୯ ତାରିଖରେ ବୋର୍ଡ ପକ୍ଷରୁ ପରୀକ୍ଷାର ଉତ୍ତର ଶିଟ୍‌ ଅନ୍‌ଲାଇନରେ ପ୍ରକାଶ ପାଇଥିଲା। ହେଲେ ପ୍ରତି ଶିଟ୍‌ରେ ଉତ୍ତର…

ହୋମ୍‌ଗାର୍ଡଙ୍କୁ ବରୀ ବିଧାୟିକା ସ୍ବାମୀଙ୍କ ମାଡ଼ ଘଟଣା: ଓଏଚ୍‌ଆର୍‌ସିଙ୍କୁ ଭେଟିଲା ଭାଜପା ପ୍ରତିନିଧି ଦଳ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ଯାଜପୁର ଜିଲା ବରୀ ବ୍ଲକ ଔପଦା ଗଁାର ଜଣେ ଅନୁସୂଚିତ ଜାତିର ହୋମ୍‌ଗାର୍ଡ ରଞ୍ଜନ ମଲ୍ଲିକଙ୍କୁ ବିଧାୟିକା ସୁନନ୍ଦା ଦାସଙ୍କ ସ୍ବାମୀ ମାଡ଼ ମାରିବା ଘଟଣା ଏବେ ଜଟିଳ ହେବାରେ ଲାଗିଛି। ଏହି ଘଟଣାରେ ଜିଲାପରିଷଦ ସଭ୍ୟ, ଅଭିଯୁକ୍ତଙ୍କୁ ଗିରଫ…

ଦ୍ୱିତୀୟ କୋଣାର୍କ ନିର୍ମାଣ କରିବେ ଓମ୍‌ବାବା

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବିଭିନ୍ନ ସମୟରେ ବିବାଦରେ ରହି ଆସିଥିବା ଓମ୍‌ବାବା ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ଓଡ଼ିଶାରେ ଦ୍ୱିତୀୟ କୋଣାର୍କ (ସୂର୍ଯ୍ୟ) ମନ୍ଦିର ନିର୍ମାଣ କରିବା ପାଇଁ ଦିଲ୍ଲୀରୁ ଭୁବନେଶ୍ୱର ଆସିବା ଅବସରରେ ସୋମବାର କହିଛନ୍ତି। ଜୀର୍ଣ୍ଣୋଦ୍ୱାର ମହାସଂଘ ଅଧ୍ୟକ୍ଷ ଥିବା ଓମ୍‌ବାବା…

ଆରମ୍ଭ ହେଲା ଓଡ଼ିଶା ଟ୍ରାଭେଲ ବଜାର:ପର୍ଯ୍ୟଟନ ରାଜଧାନୀ ହେବ ଓଡ଼ିଶା

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଦେଶର ‘ବେଷ୍ଟ କେପ୍ଟ ସିକ୍ରେଟ୍‌’ ଭାବେ ପରିଚିତ ଓଡ଼ିଶା ବିଗତ ୧୫ବର୍ଷ ଧରି ଭାରତର ଶ୍ରେଷ୍ଠ ୩ ଇନ୍‌ଭେଷ୍ଟମେଣ୍ଟ ଡେଷ୍ଟିନେଶନ ଭାବେ ପ୍ରତିଷ୍ଠିତ ହୋଇପାରିଛି। ନୂତନ କର୍ମ ନିଯୁକ୍ତି ସୃଷ୍ଟି କରିବା ସହ ଅଭିବୃଦ୍ଧିଶୀଳ ଅର୍ଥନୀତିରେ ରାଜ୍ୟର ଗୁରୁତ୍ୱପୂର୍ଣ୍ଣ…

ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ହଟିବ ଜବରଦଖଲ: ଆଜି ସର୍ଭେ, ଖୁବ୍‌ଶୀଘ୍ର ଉଚ୍ଛେଦ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଶ୍ରୀମନ୍ଦିର ଭଳି ରାଜ୍ୟର ଅନ୍ୟତମ ଐତିହ୍ୟ ତଥା ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଜବରଦଖଲ ହଟିବ। ସେହିଭଳି ବିନ୍ଦୁ ସାଗର ପାର୍ଶ୍ୱରେ ଥିବା ସରକାରୀ ତଥା ମନ୍ଦିର ଜାଗାକୁ ଜବରଦଖଲମୁକ୍ତ କରାଯିବ। ଏଥିପାଇଁ ମନ୍ଦିର ପ୍ରଶାସନ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?