୨୬ ଜିଲାରେ ସ୍ଥିତି ସଙ୍ଗିନ
ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ଏବଂ ଚାଷ ଖର୍ଚ୍ଚ ବୃଦ୍ଧିକୁ ନେଇ ମହାସଙ୍କଟରେ ପଡିଛନ୍ତି ଚାଷୀ। ଏପରି କି ଅନେକ ଚାଷୀ ଚାଷ କାର୍ଯ୍ୟରୁ ନିଜକୁ ଦୂରେଇ ନେଲେଣି। ଗୋଟିଏପଟେ ପ୍ରାକୃତିକ ବିପର୍ଯ୍ୟୟ, ଅନ୍ୟପଟେ ଚାଷ କାର୍ଯ୍ୟରେ ହେଉଥିବା...
ଓଡ଼ିଶାରେ ମଧ୍ୟ ଜଗା-କାଳିଆଙ୍କ ଚିକିତ୍ସା ଖର୍ଚ୍ଚ ଉଠାଇବେ ରାଜ୍ୟ ସରକାର: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଓଡ଼ିଶା ଫେରିବା ପରେ ଜଗା-କାଳିଆଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜଗା-କାଳିଆ ଓଡ଼ିଶା ଫେରିବା ନେଇ କଥା ଉଠିବା ପରେ ଶନିବାର ମନ୍ତ୍ରୀ କହିଛନ୍ତି, ସେମାନେ ଆସିଲେ...
ପଣବନ୍ଦୀ ଓଡ଼ିଆ ନାବିକ ସୁଦୀପ ଉଦ୍ଧାର
ଭୁବନେଶ୍ୱର, ୨୯।୬(ବ୍ୟୁରୋ): ନାଇଜେରିଆରେ ପଣବନ୍ଦୀ ଥିବା ଓଡ଼ିଆ ନାବିକ ସୁଦୀପ ଚୌଧୁରୀଙ୍କୁ ଉଦ୍ଧାର କରାଯାଇଛି। ସୁଦୀପଙ୍କ ସହ ସମସ୍ତ ୪ ଭାରତୀୟଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ଏ ନେଇ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଟ୍ବିଟ ଯୋଗେ ସୂଚନା...
ଜୁଲାଇ ସୁଦ୍ଧା ନିଲାମ ହେବ ୫ରୁ ୧୦ ଖଣି: ପ୍ରଫୁଲ୍ଲ ମଲ୍ଲିକ
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ସୁଦ୍ଧା ୫ରୁ ୧୦ ଖଣି ନିଲାମ କରାଯିବ ବୋଲି ଶନିବାର ସୂଚନା ଦେଇଛନ୍ତି ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ। ୨୦୨୦ ସୁଦ୍ଧା ୨୪ ଖଣି ବନ୍ଦ ହେବାର ଅଛି। ଶିଳ୍ପସଂସ୍ଥାକୁ ଯେପରି କଞ୍ଚାମାଲ ଅଭାବ ନ ପଡ଼ିବ,...
ଓଡ଼ିଶା ଫେରିବେ ଜଗା-କାଳିଆ
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ଦୁଇଭାଇ ଜଗା, କାଳିଆ ଖୁବ୍ଶୀଘ୍ର ଓଡ଼ିଶା ଫେରିବେ। ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଶନିବାର ଏଭଳି ସୂଚନା ଦେଇଛନ୍ତି ଏନ୍ଏଚ୍ଏମ୍ ଏମ୍ଡି ଶାଳିନୀ ପଣ୍ଡିତ। ଜଗା-କାଳିଆଙ୍କ ଓଡ଼ିଶା ଫେରିବା ସମ୍ପର୍କରେ ଏମ୍ସ...
ଓଡ଼ିଆ ଆଇପିଏସ୍ ହେଲେ ତାମିଲନାଡ଼ୁ ଡିଜିପି
ଭୁବନେଶ୍ୱର, ୨୯ା୬(ବ୍ୟୁରୋ.): ଓଡ଼ିଆ ଆଇପିଏସ୍ ଅଫିସର ଜଳଦ କୁମାର ତ୍ରିପାଠୀଙ୍କୁ ତାମିଲନାଡ଼ୁର ଡିଜିପି ଭାବେ ନିଯୁକ୍ତ କରାଯାଇଛି। ଏହି ପଦବୀ ପାଇଁ ୬ ଜଣଙ୍କ ନାମ ୟୁପିଏସ୍ସି ପ୍ରସ୍ତୁତ କରିଥିଲା। ଶେଷରେ ରାଜ୍ୟର ଏହି ବରିଷ୍ଠ ଏବଂ ଜଣାଶୁଣା ଆଇପିଏସ୍...
ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ମୁଖ୍ୟ ସଚେତକ ହେଲେ ମୋହନ
ଭୁବନେଶ୍ୱର, ୨୯।୬(ବ୍ୟୁରୋ): ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କୁ ବିରୋଧୀ ଦଳ ଉପନେତା ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଭାଜପା ବିଧାୟକ ଦଳ ମୁଖ୍ୟ ସଚେତକ ଭାବେ ମୋହନ ଚରଣ ମାଝିଙ୍କୁ ଦାୟିତ୍ୱ ମିଳିଛି। ଏ ନେଇ ଶନିବାର ସୂଚନା ଦେଇଛନ୍ତି...
ଆଇଟିସି ମଙ୍ଗଳଦୀପ୍ ଅଗରବତିର ବଜାର ପ୍ରବେଶ
ପୁରୀ ଅଫିସ, ୨୯ା୬: ପବିତ୍ର ରଥଯାତ୍ରା ଅବସରରେ ଆଇଟିସିର ଅଗରବତୀ ବ୍ରାଣ୍ଡ୍ ମଙ୍ଗଳଦୀପ୍ ପକ୍ଷରୁ ଶୁକ୍ରବାର ସୁଗନ୍ଧିତ ଅଗରବତୀ ପ୍ୟାକ୍ର ବଜାର ପ୍ରବେଶ ହୋଇଛି। ଓଡ଼ିଶା ସରକାରଙ୍କ ଓରମାସ୍ ଏବଂ ଶ୍ରୀମନ୍ଦିର ପ୍ରଶାସନ ସହିତ ମିଳିତ ହୋଇ ଆଇଟିସି ଏହି...
ନେତ୍ରୋତ୍ସବରେ ରଥରେ ଲାଗି ହେବ ସୋଲଫୁଲ
ଖୋର୍ଦ୍ଧା ଅଫିସ,୨୯ା୬: ପାଖେଇ ଆସିଲାଣି ମହାପ୍ରଭୁ ଜଗନ୍ନାଥଙ୍କ ଘୋଷଯାତ୍ରା। ପୁରୀ ବଡଦାଣ୍ଡରେ ରଥଖଳା ଚଳଚଞ୍ଚଳ। ନେତ୍ରୋତ୍ସବରେ ଠାକୁରଙ୍କ ରଥରେ ଲାଗି ହେବ ସୋଲଫୁଲ। ସେଥିପାଇଁ ଖୋର୍ଦ୍ଧା ସହର ଗୁରୁଜଙ୍ଗ ଭୋଇସାହିର ବୀରକିଶୋରଙ୍କ ପରିବାର ସୋଲଫୁଲ ପ୍ରସ୍ତୁତିରେ ଲାଗି ପଡିଛନ୍ତି। ଘୋଷଯାତ୍ରାର...
ଅଖାଦ୍ୟ ଖାଉଛନ୍ତି ପର୍ଯ୍ୟଟକ, ପ୍ରଶାସନ ନୀରବ
ପୁରୀ ଅଫିସ, ୨୯ା୬: ଘୋଷ ଯାତ୍ର।କୁ ଆଉ ୫ ଦିନ। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଜିଲା ପ୍ରଶାସନ ପକ୍ଷରୁ ଚାଲିଛି ପ୍ରସ୍ତୁତି। ସଜେଇ ହେଲାଣି ଶ୍ରୀକ୍ଷେତ୍ର। ବଡଦାଣ୍ଡରେ ଭକ୍ତ ଓ ପର୍ଯ୍ୟଟକଙ୍କ ଭିଡ଼। ସମସ୍ତ ହୋଟେଲ, ଲଜ୍ ମଠ ମାନଙ୍କରେ ଜମିଲାଣି...
ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ବସ୍ଷ୍ଟାଣ୍ଡରୁ ଇ-ରିକ୍ସାରେ ଆସିବେ ବଡ଼ଦାଣ୍ଡ
ପୁରୀ ଅଫିସ, ୨୯ା୬: ରଥଯାତ୍ରା ଅବସରରେ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ ପରିବହନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି ସୁରକ୍ଷିତ ଭାବେ ତାଳବଣିଆ ଅସ୍ଥାୟୀ ବସ୍ଷ୍ଟାଣ୍ଡରୁ ରଥଯାତ୍ରା ଦେଖିବା ଲାଗି ବଡ଼ଦାଣ୍ଡକୁ ଆସିପାରିବେ,...
ଆଜି ଦଶମୂଳ ଲାଗିହେବେ ମହାପ୍ରଭୁ
ପୁରୀ ଅଫିସ,୨୯ା୬: ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତସେବା। ଦଇତାପତିମାନେ ଶ୍ରୀଜୀଉମାନଙ୍କୁ ସୁସ୍ଥ କରିବା ପାଇଁ ସେବା କରୁଛନ୍ତି। ଏକାଦଶୀରେ ମହାପ୍ରଭୁ ଲାଗିହେବେ ଦଶମୂଳ। ଜ୍ୱରରେ ପୀଡ଼ିତ ଦାରୁବିଗ୍ରହମାନେ ଏହି ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ତେଣୁ ଶୁକ୍ରବାର...
Archives


