ମେଟ୍ରୋ

ରାଜ୍ୟରେ ଅସୁରକ୍ଷିତ ପର୍ଯ୍ୟଟକ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଅସୁରକ୍ଷିତ ହୋଇପଡିଛି ପର୍ଯ୍ୟଟନସ୍ଥଳୀ। ପୁରୀରୁ ଭୁବନେଶ୍ୱର ପର୍ଯ୍ୟନ୍ତ ପ୍ରତିଦିନ କେଉଁଠି ନା କେଉଁଠି ପର୍ଯ୍ୟଟକମାନେ ଲୁଟ୍‌ ଏବଂ ଅସଦାଚରଣର ଶିକାର ହେଉଛନ୍ତି, ଯାହାକି ରାଜ୍ୟର ପର୍ଯ୍ୟଟନ ଚିତ୍ରକୁ ବିଶ୍ୱ ଦରବାରରେ ଖରାପ କରୁଛି। ଗୋଟିଏ ପଟେ ପର୍ଯ୍ୟଟକଙ୍କ ଆଗମନ…

ଆବାସ ବଣ୍ଟନ: ମାହାଙ୍ଗାରେ ବ୍ୟାପକ ଅନିୟମିତତା ଅଭିଯୋଗ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ବିଶେଷ କରି ସରକାରୀ ଅଫିସରମାନେ ଶାସକ ଦଳର କର୍ମୀଙ୍କୁ ପକ୍କାଘର ବଣ୍ଟନ କରିବା ସହ ସେମାନଙ୍କ ଘରକୁ ଜିଓ ଟ୍ୟାଗିଙ୍ଗ କରୁଛନ୍ତି। ଏହା ବିରୋଧରେ ଗତ ୧୦ ତାରିଖରେ ଭାଜପା…

ଆଇଆର୍‌ସିଟିସି ଆଇ-ମୁଦ୍ରା କାର୍ଡ ପାଇଁ ଜାରି ହେଲା ହେଲ୍ପ ଲାଇନ୍‌

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ଆଇଆର୍‌ସିଟିସି ଆଇ-ମୁଦ୍ରା କାର୍ଡ ସମ୍ପର୍କିତ ଠକେଇ ପାଇଁ ହେଲ୍ପ ଲାଇନ ଜାରି କରାଯାଇଛି। ଶନିବାର ୨୪ଘଣ୍ଟିଆ ହେଲ୍ପଲାଇନ ନଂ ୭୫୫୬୬୧୦୬୬୧ ଜାରି କରାଯାଇଛି। ଏହାସହ ଆଇଆରସିଟିସି ମୁଦ୍ରା ଓ୍ବେବସାଇଟରେ ମଧ୍ୟ ଅଭିଯୋଗ କରାଯାଇପାରିବ। ଆଇଆରସିଟିସି ଟିକଟ ବୁକିଂ ସମୟରେ କିମ୍ବା…

ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ ଏବଂ ଉତ୍ତର ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ଗତ କିଛିଦିନ ହେବ ସନ୍ଧ୍ୟାରେ ବଜ୍ରପାତ ସହ ସ୍ବଳ୍ପ…

ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ

ପୁରୀ ଅଫିସ,୧୪ା୧୦ : ସୋମବାରଠାରୁ ଆରମ୍ଭ ହେଉଛି ପବିତ୍ର କାର୍ତ୍ତିକ ମାସ। ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ କରିବେ ହବିଷିଆଳି। ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନାରେ ବ୍ରତଧାରୀଙ୍କ ପାଇଁ ମାଗଣାରେ ରହିବା, ମହାପ୍ରସାଦ ସେବନ ସାଙ୍ଗକୁ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି।…

ଫନୀକୁ ନେଇ ନିର୍ମିତ ‘ମର୍ସି ଅଫ୍‌ ଗଡ୍‌’ : ଆମେରିକାରେ ୬ ପୁରସ୍କାର ଜିତିଲା ଅମର୍ତ୍ତ୍ୟଙ୍କ ଫିଲ୍ମ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଫିଲ୍ମ ନିର୍ମାତା ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟ ପୁଣିଥରେ ଓଡ଼ିଶା ଏବଂ ଓଡ଼ିଆ ଫିଲ୍ମକୁ ବିଶ୍ୱସ୍ତରୀୟ ମଞ୍ଚରେ ପହଞ୍ଚାଇଛନ୍ତି। ନିକଟରେ ଓଡ଼ିଶାରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ ଉପରେ ତାଙ୍କ ନିର୍ମିତ ଫିଲ୍ମ…

ଭାଗବତଙ୍କ ରାଷ୍ଟ୍ରବାଦ କଥାକୁ ନିରଞ୍ଜନଙ୍କ କଟାକ୍ଷ : ଭାଜପା କହିଲା ଯେମିତି ଚଷମା ପିନ୍ଧିଛନ୍ତି ସେମିତି ଦେଖାଯାଉଛି

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଆର୍‌ଏସ୍‌ଏସ୍‌ର ଅଖିଳ ଭାରତ କାର୍ଯ୍ୟକାରୀ ମଣ୍ଡଳ ବୈଠକ ପ୍ରଥମ ଥର ଲାଗି ଓଡିଶାରେ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏଥିରେ ଯୋଗଦେବା ଲାଗି ଆର୍‌ଏସ୍‌ଏସ୍‌ ସର ସଂଘ ଚାଳକ ମୋହନ…

ଖୋର୍ଦ୍ଧା-ନୟାଗଡ଼ ପାସେଞ୍ଜର ସମୟ ବଦଳିଲା

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଖୋର୍ଦ୍ଧା-ନୟାଗଡ଼ ଚଳାଚଳ କରୁଥିବା ଦୁଇଟି ପାସେଞ୍ଜର ଟ୍ରେନର ସମୟ ସୂଚୀ ପରିବର୍ତ୍ତନ ହୋଇଛି। ଆସନ୍ତା ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଥିବା ସ୍ପେଶାଲ ସେବା ଏକ୍ସପ୍ରେସର ଚଳାଚଳକୁ ଅଧିକ ସୁବିଧାଜନକ କରବା ଲାଗି ଏହି ସମୟ ସାରଣୀ ବଦଳାଯାଇଛି ବୋଲି…

ଚୌଦ୍ୱାରରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଜିତୁ ଗୁରୁତର

ଚୌଦ୍ୱାର,୧୩ା୧୦(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଅଞ୍ଚଳରେ ରବିବାର ସକାଳେ ପୋଲିସ-ଅପରାଧୀ ମୁହଁାମୁହିଁ ହୋଇଛନ୍ତି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଚାଉଳିଆଗଞ୍ଜ ଥାନା ଅଧୀନ ଅପର୍ଣ୍ଣା ନଗରର ଅଜୟ ସାହୁ ଓରଫ ଜିତୁ (୨୮) ଗୁରୁତର ଆହତ…

ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଭୁବନେଶ୍ବର ଭିଏସ୍‌ଏସ୍‌ ନଗରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ ହେଉଛନ୍ତି ଅବକାଶ ପାଇକରାୟ(୩୦)। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଘଟଣାସ୍ଥଳରେ ଶହୀଦନଗର ପୋଲିସ…

ମୋ ସରକାର କାର୍ଯ୍ୟକ୍ରମରେ ଅବହେଳା ଅଭିଯୋଗ: ସୁନ୍ଦରଗଡ଼ ସିଡିଏମ୍‌ଓ ନିଲମ୍ବିତ

ସୁନ୍ଦରଗଡ଼/ଭୁବନେଶ୍ୱର,୧୩।୧୦(ଡି.ଏନ୍‌.ଏ./ବ୍ୟୁରୋ): ମୋ ସରକାର କାର୍ଯ୍ୟକ୍ରମରେ ଅବହେଳା ଅଭିଯୋଗରେ ସୁନ୍ଦରଗଡ଼ ଭାରପ୍ରାପ୍ତ ସିଡିଏମ୍‌ଓ ପଙ୍କଜ ପଟେଲଙ୍କୁ ରବିବାର ନିଲମ୍ବନ କରାଯାଇଛି। ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ତାଙ୍କୁ ନିଲମ୍ବିତ କରିବା ସହ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରିଛନ୍ତି।

ଲୋକସେବା ଭବନରେ ନିଆଁ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଲୋକସେବା ଭବନରେ ଥିବା ସାଧାରଣ ପ୍ରଶାସନ ବିଭାଗ ରେକର୍ଡ ରୁମ୍‌ରେ ଶନିବାର ଅଗ୍ନିକାଣ୍ଡ ଘଟିଥିଲା। ସକାଳ ପ୍ରାୟ ୭ଟାରେ କାର୍ଯ୍ୟାଳୟରୁ ନିଆଁ ସହ ଧୂଆଁ ବାହାରୁଥିବା ଦେଖି କେୟାରଟେକର ଅଗ୍ନିଶମ ବିଭାଗକୁ ଫୋନ୍‌ କରିଥିଲେ। ସଚିବାଳୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?