ମେଟ୍ରୋ

ମା’ ମଙ୍ଗଳାଙ୍କ ମନ୍ଦିର ହୁଣ୍ଡି ଖୋଲିଲା: ୯ଲକ୍ଷ ୬୮ହଜାର ୨୪୬ଟଙ୍କା ମିଳିଲା

କାକଟପୁର,୨୯ା୬(ଡି.ଏନ୍‌.ଏ.): କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଥିବା ଦାନହୁଣ୍ଡିକୁ ମନ୍ଦିର ଟ୍ରଷ୍ଟି ତଥା କାକଟପୁର ତହସିଲଦାର ରୋଜିନା ଦାସଙ୍କ ତତ୍ତ୍ୱାବଧାନରେ ମନ୍ଦିର କାର୍ଯ୍ୟାଳୟ ମଧ୍ୟରେ ଶୁକ୍ରବାର ଖୋଲାଯାଇଥିଲା। ହୁଣ୍ଡିରୁ ୯ଲକ୍ଷ ୬୮ହଜାର ୨୪୬ ଟଙ୍କା ବାହାରିଥିଲା। ସମସ୍ତ ଟଙ୍କାକୁ ସ୍ଥାନୀୟ...

ଦିବ୍ୟାଙ୍ଗ ଛାତ୍ରଙ୍କ ଭବିଷ୍ୟତ ଅନ୍ଧାର

ଭୁବନେଶ୍ୱର,୨୯ା୬(ବ୍ୟୁରୋ): କାଉନସିଲ ଅଫ୍‌ ହାୟର ସେକେଣ୍ଡାରି ଏଜୁକେଶନ (ସିଏଚ୍‌ଏସ୍‌ଇ) କର୍ତ୍ତୃପକ୍ଷଙ୍କ ଭୁଲ ପାଇଁ ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇଯାଇଥିବାର ନଜିର ରହିଛି। ଏବେ ପୁଣି ଜଣେ ଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ଆଡ଼କୁ ଠେଲିହୋଇଯିବାକୁ ବସିଛି। ଅଭିଯୋଗ ଜଣାଇବାକୁ ଯାଇ...

ସରକାରୀ ସ୍କୁଲରେ ପ୍ରଥମ ଥର ଶିକ୍ଷକ-ଅଭିଭାବକ ବୈଠକ

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଘରୋଇ ସ୍କୁଲ ତୁଳନାରେ ସରକାରୀ ବିଦ୍ୟାଳୟଗୁଡ଼ିକରେ ଲଗାତର ଭାବେ ନିରୁତ୍ସାହଜନକ ଫଳାଫଳ ହେଉଛି। ଉପସ୍ଥାନ ହ୍ରାସ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ତେଣୁ ସରକାରୀ ଶିକ୍ଷାଦାନ ବ୍ୟବସ୍ଥାରେ ରହିଥିବା ତ୍ରୁଟି ସୁଧାରିବାକୁ ସରକାର ପ୍ରୟାସ କରିଛନ୍ତି।...

ଆର୍‌ପିଆର୍‌ସିରେ ଅର୍କିଡାରିୟମ୍‌ ଲୋକାର୍ପିତ: ୯୩ ବନ୍ୟ ଅର୍କିଡ୍‌, ୨୧୭ ହାଇବ୍ରିଡ୍‌ ଅର୍କିଡ୍‌ ପ୍ରଦର୍ଶିତ

ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍‌ପିଆର୍‌ସି)ର ବଟାନିକାଲ୍‌ ଗାର୍ଡେନରେ ଶୁକ୍ରବାର ଅର୍କିଡାରିୟମ୍‌ ଲୋକାର୍ପିତ ହୋଇଯାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହାକୁ ଲୋକାର୍ପିତ କରି କହିଛନ୍ତି ଯେ, ଉଦ୍ଭିଦ ସଂରକ୍ଷଣ ଓ ଗବେଷଣା...

ପୁରୀକୁ ଆସୁଥିବା ଭକ୍ତ ଆମ ଅତିଥି: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ, ୨୮।୬: ମହାପ୍ରଭୁଙ୍କ ରଥଯାତ୍ରାକୁ ଭଲ ଭାବେ ପାଳନ କରିବା ଆମ ସମସ୍ତଙ୍କର ଦାୟିତ୍ୱ। ଏ ଦିଗରେ ସେବାୟତ ବନ୍ଧୁମାନେ ସବୁବେଳେ ସହଯୋଗ କରିଆସିଛନ୍ତି। ରଥଯାତ୍ରା ପାଇଁ ପୁରୀକୁ ଆସୁଥିବା ସବୁ ଭକ୍ତ ହେଉଛନ୍ତି ଆମର ଅତିଥି। ସେମାନେ...

ଗତ ୫ ବର୍ଷରେ ପଛୁଆବର୍ଗଙ୍କ ଆତ୍ମନିଯୁକ୍ତି ପାଇଁ ଟଙ୍କାଟିଏ ଋଣ ଦେଇନି ଓଡ଼ିଶା ପଛୁଆ ବର୍ଗ ଅର୍ଥ ସମବାୟ ନିଗମ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ଗତ ୫ ବର୍ଷ ମଧ୍ୟରେ ଆତ୍ମନିଯୁକ୍ତି ପାଇଁ ଏସସି, ଏସ୍‌ଟି, ସଂଖାଲଘୁ ଏବଂ ପଛୁଆବର୍ଗ ଯୁବତୀଯୁବକଙ୍କୁ ଓଡ଼ିଶା ପଛୁଆ ବର୍ଗ ଅର୍ଥ ଓ ଉନ୍ନୟନ ସମବାୟ ନିଗମ ଋଣ ଦେଇନାହିଁ। ଜାତୀୟ ପଛୁଆ ବର୍ଗ ଅର୍ଥ ଉନ୍ନୟନ...

ପୋଲାଭରମ୍‌ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍‌ବେଗ: ଗୃହ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର ବହୁ ଜଙ୍ଗଲ ଓ ଆଦିବାସୀ ଗାଁ ବୁଡିଯିବ। ତୁରନ୍ତ ଏହି ପ୍ରକଳ୍ପକୁ...

ରାଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ୩ ନେତା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସଭାକୁ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ୩ ନେତା। ବିଜେଡିର ଅମର ପଟ୍ଟନାୟକ ଓ ସସ୍ମିତପାତ୍ର ଏବଂ ଭାଜପାର ଅଶ୍ୱିନୀ ବୈଷ୍ଣବଙ୍କୁ ରିଟର୍ଣ୍ଣିଂ ଅଫିସର ନିର୍ବାଚିତ ଘୋଷଣା କରିଛନ୍ତି। ୩ଟି ଆସନ ଲାଗି ତିନି ପ୍ରାର୍ଥୀ ଥିବାରୁ ସେମାନେ...

୪ ଜିଲାରେ ନିର୍ମାଣ ହେବ ସ୍ପୋଟର୍‌ସ କମ୍ପ୍ଲେକ୍ସ:  ଅଲିମ୍ପିକ୍‌, ହକି ଯୋଗ୍ୟତାପର୍ଯ୍ୟାୟ ଖେଳ ପାଇଁ ୩୧ ଲକ୍ଷ ଟଙ୍କାର ଟିକେଟ ବିକ୍ରି ହୋଇଛି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟର ୪ଟି ଜିଲାରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍‌ସ କମ୍ପ୍ଲେକ୍ସ ନିର୍ମାଣ ହେବ। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା ଏବଂ ସମ୍ବଲପୁର। ଏ ନେଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ ସରିଛି। ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ...

ଖୋର୍ଦ୍ଧା ପୌରପରିଷଦ ବିରୋଧରେ ଜିଲାପାଳଙ୍କୁ ଅଭିଯୋଗପତ୍ର ପ୍ରଦାନ କରୁଛନ୍ତି ଭାଜପା କର୍ମୀ

ଖୋର୍ଦ୍ଧା ଅଫିସ, ୨୮ା୬: ଖୋର୍ଦ୍ଧା ପୌରପରିଷଦର ଖାମଖିଆଲି ନୀତି, ବିଭିନ୍ନ ଦୁର୍ନୀତି, ଅପରିଣାମଦର୍ଶିତା, ମାତ୍ରାଧିକ ରାଜନୈତିକ ହସ୍ତକ୍ଷେପ ଓ ଫନି କ୍ଷତିଗ୍ରସ୍ତଙ୍କ ତାଲିକାରେ ବ୍ୟାପକ ପାତର ଅନ୍ତର କରାଯାଉଥିବା ଭାଜପା ପକ୍ଷରୁ ଏକ ଅଭିଯୋଗପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ଭାଜପାର...

ରଥଯାତ୍ରା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ୩ ଦିନ ପିପିଲି ଟୋଲ୍‌ ଗେଟ୍‌ ଫ୍ରି, ସଜାଗ ରହିବ ଆମ୍ବୁଲାନ୍ସ

ପୁରୀ ଅଫିସ, ୨୮।୬: ଜୁଲାଇ ୪ରେ ରଥଯାତ୍ରା। ଏ ନେଇ ଜିଲାପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ନୀଳାଦ୍ରି ନିବାସ ସମ୍ମିଳନୀ କକ୍ଷରେ ଶେଷ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେଇ ବିଭିନ୍ନ...

ସମାବର୍ତ୍ତନ ଉତ୍ସବରେ ପାରମ୍ପରିକ ବସ୍ତ୍ର ପିନ୍ଧିବେ ଶିକ୍ଷାର୍ଥୀ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ବିଶ୍ୱବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନଗୁଡ଼ିକର କନ୍‌ଭୋକେଶନ ବା ସମାବର୍ତ୍ତନ ଉତ୍ସବରେ ଏଣିକି ପିଲାମାନେ ପିନ୍ଧିବେ ପାରମ୍ପରିକ ହସ୍ତତନ୍ତ ପୋଷାକ। ବ୍ରିଟିଶ ଷ୍ଟାଇଲ୍‌ରେ ସେରିମନିଆଲ୍‌ ରୋବ୍‌ସ ପିନ୍ଧିବା ପରିବର୍ତ୍ତେ ଶିକ୍ଷାର୍ଥୀମାନେ ନିଜ ନିଜ ଅଞ୍ଚଳର ହସ୍ତତନ୍ତ ବସ୍ତ୍ର ପରିଧାନ କରିବେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri