କ୍ୟାପିଟାଲ ହସ୍ପିଟାଲ ଫେରାଇଦେଲା, ଫୁଟ୍ପାଥରେ ସନ୍ତାନ ପ୍ରସବ କଲେ ମହିଳା
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ଫୁଟ୍ପାଥରେ ପ୍ରସବ କରିଛନ୍ତି ଜଣେ ମହିଳା। ଲେବର ରୁମ୍ରୁ ଫେରାଇ ଦେବାରୁ ଅସହ୍ୟ ଯନ୍ତ୍ରଣା ଭୋଗୁଥିବା ଗର୍ଭବତୀ ଜଣକ ହସ୍ପିଟାଲ ଫୁଟ୍ପାଥରେ ସନ୍ତାନ ପ୍ରସବ କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ରାତି ପ୍ରାୟ ୮ଟାରେ ସାଲିଆସାହିରେ ରହୁଥିବା ପାନା…
ଭାଜପା ଛାଡ଼ିଲେ ଅଶୋକ ପାଣିଗ୍ରାହୀ
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବିଜେପୁରର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବିଧାୟକ ଅଶୋକ ପାଣିଗ୍ରାହୀ ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ଅଶୋକ ୨୦୧୮ ଉପନିର୍ବାଚନରେ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଥିଲେ। ତେବେ ଦଳ ପକ୍ଷରୁ ତାଙ୍କୁ ଅଣଦେଖା କରାଯାଉଥିବାରୁ ସେ ଇସ୍ତଫା…
ଭୁବନେଶ୍ୱରରେ ଆର୍ଏସ୍ଏସ୍ ମୁଖ୍ୟ ମୋହନ ଭାଗବତ
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍ଏସ୍ଏସ୍) ମୁଖ୍ୟ ମୋହନ ଭାଗବତ ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ପ୍ରକାଶ ଯେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଅଖିଳ ଭାରତୀୟ ମଣ୍ଡଳ କାର୍ଯ୍ୟକର୍ତ୍ତା ବୈଠକ ଆସନ୍ତା…
କେଆଇଏଫ୍ଏଫ୍ରେ ପ୍ରଦର୍ଶିତ ହେବ ‘ପାଟଣାଗଡ଼’
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବଲାଙ୍ଗୀର ଜିଲାର ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଉପରେ ନିର୍ମିତ ବହୁଭାଷୀ ଫିଲ୍ମ ‘ପାଟଣାଗଡ଼’ ଆସନ୍ତା ନଭେମ୍ବର ୮ରେ ସମଗ୍ର ବିଶ୍ୱରେ ରିଲିଜ ହେବ। ଏହାସହ ଫିିଲ୍ମଟି ଆସନ୍ତା ନଭେମ୍ବର ୮ରୁ ୧୫ ତାରିଖ ପର୍ଯ୍ୟନ୍ତ…
ଜାନୁୟାରୀରୁ କଡ଼ାକଡ଼ି ହେବ ଟ୍ରାଫିକ୍ ନିୟମ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଆସନ୍ତା ଜାନୁୟାରୀ ପହିଲାରୁ ଟ୍ରାଫିକ୍ ନିୟମ କଡ଼ାକଡ଼ି କରାଯିବ। ୩ ମାସ ଅବଧି ପରେ ଏହି ନିୟମକୁ ଆହୁରି କଠୋର ଭାବେ ଲାଗୁ କରାଯିବ। ସେ ନେଇ ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ସହ ଡ୍ରାଇଭିଂ ଲାଇସେନ୍ସ ଓ ଅନ୍ୟାନ୍ୟ…
ଆବଶ୍ୟକ ଅନୁଯାୟୀ ପୂରଣ ହେଉନି ଅଣ୍ଡା ଉତ୍ପାଦନ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ବିଶ୍ୱରେ ଚାଇନା ସର୍ବାଧିକ ଅଣ୍ଡା ଉତ୍ପାଦନ କରୁଥିବାବେଳେ ଭାରତ ତୃତୀୟ ସ୍ଥାନରେ ରହିଛି। ତେବେ ଅଣ୍ଡା ଉତ୍ପାଦନରେ ଆମ ରାଜ୍ୟ ଦେଶରେ ୧୧ତମ ସ୍ଥାନରେ ରହିଛି। ରାଜ୍ୟରେ ଦୈନିକ ଅଣ୍ଡା ଉତ୍ପାଦନ ୨୦୧୪-୧୫ ମସିହାରେ ୫୨ ଲକ୍ଷରୁ ବୃଦ୍ଧି ପାଇ…
କିଶୋରାବସ୍ଥାରେ ବଢୁଛି ଆତ୍ମହତ୍ୟା
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଦିନକୁ ଦିନ ବଢ଼ିବାରେ ଲାଗିଛି ଆତ୍ମହତ୍ୟା ଘଟଣା। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ତଥ୍ୟାନୁଯାୟୀ ସାରା ବିଶ୍ୱରେ ପ୍ରତି ୪୦ ସେକେଣ୍ଡରେ ଜଣେ ବ୍ୟକ୍ତି ଆମତ୍ହତ୍ୟା ଉଦ୍ୟମ କରୁଛନ୍ତି। ତେବେ ସବୁଠାରୁ ଦୁର୍ଭାଗ୍ୟଜନକ ବିଷୟ ହେଲା, ଆମତ୍ହତ୍ୟା ଉଦ୍ୟମ କରୁଥିବା…
ଓଡ଼ିଶାକୁ ୩ କାୟାକଳ୍ପ ପୁରସ୍କାର
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଓଡ଼ିଶାକୁ ୩ଟି କାୟାକଳ୍ପ ପୁରସ୍କାର ମିଳିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ବର୍ଗରେ ରାୟଗଡ଼ା ପ୍ରଥମ ଓ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଦ୍ୱିତୀୟ ପୁରସ୍କାର ଲାଭ କରିଛି। ସେହିପରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବର୍ଗରେ ସୁବର୍ଣ୍ଣପୁର ଜିଲାର ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର…
ପୋତି ଦିଆଯାଉଛି ନଦୀ ଅବବାହିକା: ସଙ୍କୁଚିତ ହେଉଛି ଗଙ୍ଗୁଆ, ଝରିଆ ନଦୀ
ପୁରୁଣା ଭୁବନେଶ୍ୱର/ଜଟଣୀ, ୧୨।୧୦ (ଡି.ଏନ.ଏ.): ରାଜଧାନୀରେ ଜନସଂଖ୍ୟା ବଢୁଛି। ସେହି ଅନୁପାତରେ ଆବଶ୍ୟକ ସଂଖ୍ୟକ ଗୃହ ନିର୍ମାଣ ହେଉଛି। ବିଲଡରମାନେ ଗୃହ ପାଇଁ ସରକାରୀ କର୍ମଚାରୀଙ୍କୁ ହାତ କରି ବିଭିନ୍ନ ପ୍ରାକୃତିକ ଜଳଉତ୍ସ ଓ ନଦୀ ଅବବାହିକା ପୋତି ଦେଉଥିବାରୁ ଏହା…
ରାଜ୍ୟସ୍ତରୀୟ ଜୟପ୍ରକାଶ ନାରାୟଣ ଜୟନ୍ତୀ ଓ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ: ଯୁବ ସମାଜ ପାଇଁ ସଂଗ୍ରାମୀଙ୍କ ଇତିହାସ ହିଁ ଆଦର୍ଶ
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଲୋକନାୟକ ଜୟପ୍ରକାଶ ନାରାୟଣ ଓ ଶହୀଦ ବାଜି ରାଉତଙ୍କ ସଂଗ୍ରାମୀ ଇତିହାସ ଛାତ୍ର ଓ ଯୁବସମାଜ ପାଇଁ ଆଦର୍ଶ। ଇଂରେଜ ସୈନିକଙ୍କ ଗୁଳିଗୋଳାକୁ ଭୟ ନ କରି ସ୍ବାଭିମାନ ପାଇଁ ପେଟପାଟଣାକୁ ଭୁଲିଯାଇ ପ୍ରଜାମଣ୍ଡଳର ସୈନିକ ଭାବେ ଢେଙ୍କାନାଳ…
‘ରଙ୍ଗବତୀ’ରେ ‘ଡାଲ୍ଖାଇ’
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶୀ ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଶୁକ୍ରବାର ଭଞ୍ଜକଳାମଣ୍ଡପରେ ପଶ୍ଚିମ ଓଡ଼ିଶା ଲୋକନୃତ୍ୟ ଓ ସଙ୍ଗୀତ ଉତ୍ସବ ‘ରଙ୍ଗବତୀ’ ଉଦ୍ଘାଟିତ ହୋଇଯାଇଛି। ୨ଦିନ ଧରି ଚାଲିବାକୁ ଥିବା କାର୍ଯ୍ୟକ୍ରମର…
ସ୍ପା ଆଗରେ ସ୍ବାମୀଙ୍କୁ ପିଟିଲେ ସ୍ତ୍ରୀ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପ୍ରତିଦିନ ସ୍ବାମୀ ଲୁଚିକରି ସ୍ପାକୁ ମସାଜ ପାଇଁ ଯାଆନ୍ତି। ହେଲେ ଘରେ କେହି ଜାଣିପାରନ୍ତି ନାହିଁ। ଶେଷରେ ଶୁକ୍ରବାର ସ୍ତ୍ରୀଙ୍କ ହାତରେ ଧରା ପଡ଼ିଗଲେ ସ୍ବାମୀ। ଏହାପରେ ସ୍ତ୍ରୀ ସ୍ପା ସେଣ୍ଟର ଆଗରେ ସ୍ବାମୀଙ୍କୁ ନିସ୍ତୁକ ପିଟିବା ସହ ହୋହଲ୍ଲା…

