ମେଟ୍ରୋ

ଆଜି ବିଜେପୁରରେ ପ୍ରଚାର କରିବେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧।୧୦(ବ୍ୟୁରୋ) : ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡିଶା ଆସିବେ। ସେ ସକାଳ ୧୧ଟାରେ ବରଗଡ ଜିଲା ଗାଇସିଲଟ ବ୍ଲକ ତଳପାଲିଠାରେ ଏକ ସାଧାରଣ ସଭାରେ ଯୋଗଦେବେ। ଏହାପରେ ଅପରାହ୍ନ ୧ଟାରେ ବିଜେପୁର ବ୍ଲକ ଲାଉମୁଣ୍ଡାଠାରେ…

ଆଜିଠାରୁ ବଢ଼ିବ ପାହାଳ ମିଠା ଦର

ବାଲିଅନ୍ତା,୧୧।୧୦(ଡି.ଏନ୍‌.ଏ): ଓମଫେଡ କ୍ଷୀର ଲିଟର ପିଛା ୪ଟଙ୍କା ବୃଦ୍ଧି ପରେ ଛେନାଦର କିଲୋ ପିଛା ୧୫ଟଙ୍କା ବୃଦ୍ଧି ପାଇଛି। ଫଳରେ ପାହାଳ ମିଠା ଦର ନିର୍ଦ୍ଧାରଣ ହୋଇପାରୁ ନ ଥିବାରୁ ଦୁଇ ଦିନ ହେବ ପାହାଳର ମିଠା ବଜାରରେ ଥିବା ପ୍ରାୟ…

ଚୋରା ପଥର ଚାଲାଣ, ବେଆଇନ ଅସ୍ତ୍ରଶସ୍ତ୍ର କାରବାର : ୨ ଓ୍ବାଣ୍ଟେଡ ଅଭିଯୁକ୍ତଙ୍କୁ ଗିରଫ କଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୧।୧୦(ବ୍ୟୁରୋ) : ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନଠାରୁ ଆରମ୍ଭ କରି ବେଆଇନ ଅସ୍ତ୍ରଶସ୍ତ୍ର କାରବାରରେ ସଂପୃକ୍ତ ୨ ମୋଷ୍ଟ ଓ୍ବାଣ୍ଟେଡ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ ଗିରଫ କରିଛି। ସେମାନେ ହେଲେ ଖୋର୍ଦ୍ଧା ନାରାୟଣ ନଗର ଅଞ୍ଚଳର ପ୍ରଫୁଲ ନାୟକ…

ହବିଷିଆଳି ଯୋଜନା: ରହିବେ ୩ ହଜାର ବ୍ରତଧାରୀ, ୧୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୧।୧୦ : ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି କାର୍ତ୍ତିକ ମାସ ବାଳଧୂପ ନୀତି। ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହଜାର ହଜାର ହବିଷିଆଳି। ତେବେ ସରକାର ହବିଷିଆଳି…

ଓଟିଇଟି ଆନ୍‌ସର-କି ରେ ତ୍ରୁଟି ଅଭିଯୋଗ ପ୍ରସଙ୍ଗ : ଚ୍ୟାଲେଞ୍ଜ ଅବଧି ୧୩କୁ ବୃଦ୍ଧି

ଭୁୁବନେଶ୍ୱର,୧୧।୧୦(ବ୍ୟୁରୋ) : ରାଜ୍ୟର ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ଗୋଟିଏ ପରେ ଗୋଟିଏ ସାଂଘାତିକ ତ୍ରୁଟି ଦୃଷ୍ଟିଗୋଚର ହେଉଛି। ଯାହାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦେଖାଦେଇଛି ତୀବ୍ର ଅସନ୍ତୋଷ। ବର୍ଷ ଆରମ୍ଭରୁ ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି)କୁ ନେଇ…

୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,,୧୧।୧୦(ବ୍ୟୁରୋ) : ଆସନ୍ତା୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ…

ଅପରାହ୍ନ ୪ଟାରେ ବାନା ବନ୍ଧା

ପୁରୀ ଅଫିସ,୧୧।୧୦: ଋତୁ ଚକ୍ରର ପରିବର୍ତ୍ତନରେ ଏବେ ଶୀତ ଋତୁର ଆଗମନ ହେବ। ସାଧାରଣତଃ କାର୍ତ୍ତିକ ମାସରୁ ଶୀତଋତୁ ଆରମ୍ଭ ହୋଇଥାଏ। କୁମାର ପୂର୍ଣ୍ଣିମା ଡାଲାରେ ଶୀତ ଆସେ ବୋଲି ଲୋକମୁଖରେ ରହିଛି। ଶୀତଦିନେ ଶୀଘ୍ର ସନ୍ଧ୍ୟା ହେଉଥିବାରୁ ଗୁରୁବାରଠାରୁ ଶ୍ରୀମନ୍ଦିର…

ଭୁବନେଶ୍ୱର ଦେଇ ବିଶାଖାପାଟଣାରୁ ଆଲ୍ଲାହାବାଦ ଆଉଏକ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ବିଶାଖାପାଟଣାରୁ ଆଲ୍ଲାହାବାଦକୁ ଆଉ ଏକ ସ୍ବତନ୍ତ୍ର ଟ୍ରେନ ଭାୟା ଭୁବନେଶ୍ୱର ଦେଇ ଚଳାଚଳ ଆରମ୍ଭ କରିଛି। ଶୀତ ଋତୁ ଓ ପୂଜା ସମୟରେ ଗହଳି କମାଇବା ପାଇଁ ପ୍ରତି ମଙ୍ଗଳବାର ବିଶାଖାପଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ସୁବିଧା ସ୍ପେଶାଲ (୮୨୫୦୭-୮୨୫୦୮) ଚଳାଚଳର ବ୍ୟବସ୍ଥା…

୪୨ ହାବିଲଦାର ମେଜରଙ୍କ ପଦୋନ୍ନତି

କଟକ ଅଫିସ, ୧୦ା୧୦- ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟରତ ୪୨ଜଣ ହାବିଲଦାର ମେଜରଙ୍କୁ ଡ୍ରିଲ୍‌ ସବ୍‌-ଇନ୍ସପେକ୍ଟର ପଦବୀକୁ ପଦୋନ୍ନତି ଦିଆଯାଇଛି। ଗୁରୁବାର ଏ ନେଇ ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଡିଜିପି ବିଜୟ କୁମାର ଶର୍ମାଙ୍କ…

୪ ଆଇଏଫ୍‌ଏସ୍‌ ଅଫିସରଙ୍କ ପଦୋନ୍ନତି

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଫ୍‌ଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟର ୪ ଜଣ ଆଇଏଫ୍‌ଏସ୍‌ ଅଫିସରଙ୍କୁ ଅତିରିକ୍ତ ପିସିସିଏଫ୍‌ ପଦବୀକୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର। ୧୯୮୯ ବ୍ୟାଚର ସୁଶାନ୍ତ ନନ୍ଦ ଓ ଓମ୍‌ ପ୍ରକାଶ ସିଂହଙ୍କୁ ଏହି…

ପାଣିଟାଙ୍କିରୁ ନାବାଳକଙ୍କ ମୃତଦେହ ଉଦ୍ଧାର, ନିଶା ସେବନ କରିଥିବାରୁ ଖସି ପଡ଼ିଥିବା ସନ୍ଦେହ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ସ୍ଥାନୀୟ ଖାରବେଳ ନଗର ଥାନା ଅନ୍ତର୍ଗତ ୟୁନିଟ-୯, ପ୍ଲଟ ନଂ-୧୨୯ରେ ଥିବା ଏକ ପାଣିଟାଙ୍କିରୁ ଗୁରୁବାର ଜଣେ ନାବାଳକଙ୍କ ମୃତଦେହକୁ ଖାରବେଳ ନଗର ପୋଲିସ ଉଦ୍ଧାର କରିଛି। ସେ ହେଲେ ତିର୍ଜକ ତେଜର ଜେନା(୧୨)। ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ।…

ନୂଆବର୍ଷରୁ ଭୁବନେଶ୍ୱରରୁ ସୁରଟକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ନୂଆବର୍ଷ ଅର୍ଥାତ୍‌ ଜାନୁଆରୀ ୧ରୁ ଭୁବନେଶ୍ୱରରୁ ସୁରଟକୁ ବିମାନ ଉଡ଼ିବ। ସପ୍ତାହକୁ ୩ଦିନ ଏୟାର ଇଣ୍ଡିଆ ବିମାନ ଚାଲିବ। ଏ ନେଇ ଗୁରୁବାର ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଟୁଇଟ୍‌ କରି ଜଣାଇଛନ୍ତି। ବିମାନ ଚଳାଚଳ ମନ୍ତ୍ରଣାଳୟ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?