ମେଟ୍ରୋ

ଆଜି ମହାନବମୀ : ଧରାପୃଷ୍ଠରେ ମହାମାୟା

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ଅନ୍ୟାୟ ଓ ଅତ୍ୟାଚାରକୁ ନାଶ କରିବା ପାଇଁ ଧରାବତରଣ କରିଛନ୍ତି ମା’ ମହିଷା ମର୍ଦ୍ଦିନୀ। ମହାମାୟାଙ୍କ ଆରାଧନାର ମନ୍ତ୍ରପାଠ ଚାରିଆଡ଼େ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଛି। ସୋମବାର ମଣ୍ଡପଗୁଡ଼ିକରେ ମା’ଙ୍କ ମହାନବମୀ ପୂଜା ଅନୁଷ୍ଠିତ ହେବାକୁ ଥିବାବେଳେ ସହରୀ ପୂଜା…

ଓଡ଼ିଶାରେ ଉପରାଷ୍ଟ୍ରପତି: ବିଶ୍ୱ କବି ମହାକୁମ୍ଭରେ ଯୋଗଦେଲେ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିଲେ। ଏହାପରେ କିଟ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ବିଶ୍ୱ କବି ମହାକୁମ୍ଭରେ ଯୋଗ…

ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ବିରୋଧୀ କହିଲେ ଲୋକଦେଖାଣିଆ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ରାଜ୍ୟ ସରକାର ଦୁର୍ନୀତି ଅଭିଯୋଗରେ ଶୁକ୍ରବାର ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଜଣଙ୍କୁ ବରଖାସ୍ତ କରିଥିଲେ। ନିକଟରେ ସରକାର ଅନେକ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିସାରିଛନ୍ତି। ରାଜ୍ୟ ପ୍ରଶାସନରେ ସ୍ବଚ୍ଛତା ଆଣିବା ପାଇଁ ଏହି…

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ଦଶହରାକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଦଶହରାକୁ ଫିକା କରିପାରେ ବର୍ଷା। ଦଶହରା ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ଆସନ୍ତା ୪ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହିତ…

ବେପରୁଆ ତଦନ୍ତ: କୋର୍ଟରେ କ୍ଷମା ମାଗିଲା ପୋଲିସ, ହତ୍ୟା ମାମଲାରେ ନାବାଳକଙ୍କୁ ସାବାଳକ ଦର୍ଶାଇଥିଲା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ପୋଲିସ ଠିକ୍‌ ଭାବେ ତଦନ୍ତ କରୁନି। ଫଳରେ ଦୋଷୀ ଖସି ଯାଉଥିବାବେଳେ ନିର୍ଦ୍ଦୋଷ ଜେଲ୍‌ ଯାଉଛି। ବିନା ତଦନ୍ତରେ ମଧ୍ୟ ମନଇଚ୍ଛା ଦଫା ଲଗାଉଥିବାରୁ ନ୍ୟାୟିକ ବ୍ୟବସ୍ଥା ପ୍ରତି ବିପଦ ସୃଷ୍ଟି ହୋଇଛି। ପୋଲିସର ଏଭଳି ବାରମ୍ବାର ଭୁଲ୍‌ ପଦାକୁ…

ଆଜି ମହାଷ୍ଟମୀ ପୂଜା: ପୂଜାମଣ୍ଡପରେ ସ୍ବତନ୍ତ୍ର ଆୟୋଜନ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଆଜି ମହାଷ୍ଟମୀ। ଏଥିପାଇଁ ପୂଜାମଣ୍ଡପଗୁଡ଼ିକରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ସେହିଭଳି ପୂଜା ବୁଲା ପାଇଁ ଛୋଟଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଉତ୍କଣ୍ଠାର ସହ ଯୋଜନା ରଖିଛନ୍ତି। ଶନିବାର ମା’ଙ୍କ ମହାସପ୍ତମୀ ପୂଜା ସରିଛି। ନୀତିକାନ୍ତି ଅନୁଯାୟୀ ପ୍ରଥମେ କଳସଯାତ୍ରା…

ଜମିଲାଣି ମେଲୋଡ଼ି: ଆକର୍ଷଣ ସାଜୁଛି ଦାଣ୍ଡିଆ

ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଦୁର୍ଗାପୂଜା ପାଇଁ ରାଜଧାନୀ ସମେତ ରାଜ୍ୟର ସହରଠୁ ଗଁା ହୋଇଉଠିଛି ଉତ୍ସବମୁଖର। ସନ୍ଧ୍ୟାର ଆକର୍ଷଣ ସାଜୁଛି ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ନବରାତ୍ରର ଦାଣ୍ଡିଆ ରାସ୍‌। ବିଭିନ୍ନ ପୂଜାମଣ୍ଡପରେ ସନ୍ଧ୍ୟା ହେଲେ ଆରମ୍ଭ ହୋଇଯାଉଛି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। କେଉଁଠି…

‘ଦେଶବ୍ୟାପୀ ଲାଗୁ ହେବ ଏକ ଟୋଲଦେୟ ବ୍ୟବସ୍ଥା’

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ଦେଶର ଜାତୀୟ ରାଜପଥରେ ଯାଉଥିବା ଯାନବାହନ ଏଣିକି ଏକ ପ୍ରକାରର ଟୋଲ ଦେବେ। ଏ ନେଇ ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପଦକ୍ଷେପ ଆରମ୍ଭ କରିଛନ୍ତିି। ରେଡିଓ ଫ୍ରିକ୍ୱେନ୍ସିଂ ଆଇଡେଣ୍ଟିିଫିକେଶନ୍‌ (ଆର୍‌ଏଫ୍‌ଆଇଡି) ତଥା ଫାସ ଟ୍ୟାଗ୍‌ ଜାତୀୟ ଇଲେକଟ୍ରୋନିକ୍ସ କଲେକ୍ସନ…

ଏଣିକି ରାତି ୧୨ଟା ଯାଏ ବାଜିପାରିବ ମେଲୋଡ଼ି: ପୋଲିସ କମିଶନର

ଭୁବନେଶ୍ୱର, ୫।୧୦(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣର ମାହୋଲ। ଦଶହରା ପାଇଁ ଟ୍ବିନ୍‌ ସିଟି ଉତ୍ସବମୁଖର। ପୂଜା ଭିତରେ ଟ୍ବିନ୍‌ ସିଟିର ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବାର ରହିଛି। ଏଣିକି ରାତି ୧୨ଟା ଯାଏ ଟ୍ବିନ୍‌ ସିଟିରେ ମେଲୋଡ଼ି ଓ ଲାଉଡ୍‌ସ୍ପିକର…

ଆଧାର ନ ଥିଲେ କୃଷି ଋଣ ନାହିଁ

ଭୁବନେଶ୍ୱର, ୫ା୧୦ (ବ୍ୟୁରୋ): ଧାନ ବିକ୍ରି କରିବାକୁ ଆଧାର କାର୍ଡ ବାଧ୍ୟତାମୂଳକ କରାଯାଇଥିବା ବେଳେ ଖରିଫ ଋଣ ପାଇବା ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଚାଷୀମାନେ କୃଷି ଋଣ ପାଇଁ ମନୋନୀତ ହୋଇଛନ୍ତି ସେମାନଙ୍କୁ ଆଧାର କାର୍ଡ ଦେବାକୁ ହେବ।…

‘ଏସ୍‌ଏଚ୍‌ଜିଙ୍କୁ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ’

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସ୍ବଂୟ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଗୁଡିକ ବ୍ୟାଙ୍କରୁ ନେଉଥିବା ଋଣକୁ ଠିକ୍‌ ଭାବେ ପୈଠ କରୁଥିବା ବେଳେ ସେମାନଙ୍କ ଉପରେ ଅନାଦାୟ ଋଣ (ଏନ୍‌ପିଏ) ରହୁନାହିଁ। ବ୍ୟାଙ୍କଗୁଡ଼ିକ ରାଜ୍ୟରେ ମୋଟ୍‌ ୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ଏସ୍‌ଏଚ୍‌ଜିଗୁଡିକୁ…

ଦୁର୍ନୀତି ପ୍ରହାର: ୫ ଅଧିକାରୀ ବିଦା

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଦୁର୍ନୀତି ମାମଲାରେ ଜଡିତ ୫ଜଣ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଶୁକ୍ରବାର ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଚାକିରିରୁ ଆଗୁଆ ଅବସର ଦିଆଯାଇଥିବା ବେଳେ ଜଣଙ୍କୁ ବହିଷ୍କାର କରାଯାଇଛି। ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?