ମେଟ୍ରୋ

‘ଆଜି ଜାତୀୟ ବନ୍ୟପ୍ରାଣୀ ଦିବସ’: ୪୫ବର୍ଷ ପୂର୍ବରୁ ଶିମିଳିପାଳରେ ଥିଲେ ବଳିଆ କୁକୁର

ଜାତୀୟ ବନ୍ୟପ୍ରାଣୀ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୪ରେ ପାଳିତ ହୋଇଆସୁଛି। ଏହି ଦିବସ ପାଳନ ଅବସରରେ ଜଙ୍ଗଲ କ୍ଷୟ ଏବଂ ଅବୈଧ ଶିକାରରୁ ବନ୍ୟ ପ୍ରାଣୀ, ପକ୍ଷୀ ଓ ସେମାନଙ୍କ ବାସସ୍ଥାନକୁ ସୁରକ୍ଷା ଦେବାର ଗୁରୁତ୍ୱ ବିଷୟରେ ସଚେତନ କରାଯାଏ। ଏଥିସହିତ…

ବଲାଙ୍ଗୀର, କଳାହାଣ୍ଡି, ବରଗଡ଼ରେ ବଢ଼ୁଛି ଶ୍ରମିକ ଚାଲାଣ

ଭୁବନେଶ୍ୱର,୪ା୯(ରବିନାରାୟଣ ଜେନା): ରାଜ୍ୟର ପଶ୍ଚିମ ଓଡ଼ିଶାରେ ଏବେ ଶ୍ରମିକ ଚାଲାଣ ଜୋର୍‌ଦାର ଆରମ୍ଭ ହୋଇଯାଇଛି। ଠିକାଦାରମାନେ ଲୁଚାଛପାରେ ଲୋକଙ୍କୁ ବାହାର ରାଜ୍ୟକୁ କାମ କରାଇବାକୁ ନେଉଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି। ଏହାକୁ ନେଇ ଶ୍ରମ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।…

ପୁରୀ ଶ୍ରୀମନ୍ଦିରରେ ଗୁରୁବାର ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୩।୯: ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ୱାଦଶ ତିଥିରେ ବାମନ ଜନ୍ମ ନୀତି ପାଇଁ ଶ୍ରୀଜିଉଙ୍କ ଦର୍ଶନ ସର୍ବସାଧାରଣ ପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ବନ୍ଦ ରହିବ। ସେପଟେ ଶ୍ରୀମନ୍ଦିରରେ ଶୀଘ୍ର ଭକ୍ତମାନଙ୍କ ପାଇଁ ‘ଧାଡ଼ି’ (କ୍ୟୁ)…

ଛାତ୍ରୀଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ଶିକ୍ଷୟିତ୍ରୀ

ଭୁବନେଶ୍ୱର,୩।୯: ଭୁବନେଶ୍ୱର ଖଣ୍ଡଗିରି ଥାନା ଅଧୀନ ଏକ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗଣିତ ଆସିଲାନି ବୋଲି ଜଣେ ଶିକ୍ଷୟିତ୍ରୀ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁଲୁହାଣ କରିଥିବା ଅଭିଯୋଗ ହୋଇଛି। ଶିକ୍ଷୟିତ୍ରୀଙ୍କ ମାଡ଼ରେ ଛାତ୍ରୀଙ୍କ…

୨୩ ରିପୋର୍ଟ ଚାପିଛନ୍ତି ବିଜେଡି ସରକାର, ଆଇନମନ୍ତ୍ରୀ କହିଲେ ଆମେ ସେମିତି…

ଭୁବନେଶ୍ୱର,୩ା୯: ବିଜେଡିକୁ ବୁଧବାର କଡ଼ା ଟାର୍ଗେଟ୍‌ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ପୁରୀ ଦଳାଚକଟା ତଦନ୍ତ ରିପୋର୍ଟ ନେଇ ଆଇନମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରିପୋର୍ଟ ସିଏମଓକୁ ଦିଆସରିଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ…

ମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦ ପୂର୍ବରୁ ସରିବ ରାସ୍ତା ମରାମତି

ଭୁବନେଶ୍ୱର,୩।୯: ଆଗକୁ ଦୁର୍ଗାପୂଜା। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ପୂଜା ପୂର୍ବରୁ ସମସ୍ତ ସହରାଞ୍ଚଳ ରାସ୍ତା ମରାମତି ହେବ ବୋଲି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ଗଣମାଧ୍ୟକୁ ସୂଚନା ଦେଇଛନ୍ତି। ଏପରିକି ୨୦ ତାରିଖ ପୂର୍ବରୁ ଟ୍ବିନ୍‌ସିଟି…

ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତକୁ ନେଇ ଜୋର୍‌ଦାର ଚର୍ଚ୍ଚା, ଏସବୁ ଉପରେ ହୋଇପାରେ ବଡ଼ ଆଲୋଚନା

ଭୁବନେଶ୍ୱର,୩ା୯: ବୁଧବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। କିଛି କେନ୍ଦ୍ରୀୟ ନେତାଙ୍କୁ ଭେଟିବା ନେଇ କାର୍ଯ୍ୟକ୍ରମ ରହିଥିବା ସୂଚନାରୁ ଜଣାପଡ଼ିଛି। ତେବେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଥିବା ବେଳେ ସଭାପତିଙ୍କ ଏହି ଗସ୍ତକୁ ନେଇ ରାଜନୈତିକ…

ଦେଲେ ଖୋଲା ସଂକେତ, ବିଜେଡି ଛାଡି କଂଗ୍ରେସରେ ଯୋଗଦେବେ ବଡ଼ ନେତା!

ଭୁବନେଶ୍ୱର,୩।୯: ବିଜେଡିର ବରିଷ୍ଠ ନେତା ତଥା ନର୍ଲା ବିଧାୟକ ଭୂପିନ୍ଦର ସିଂ ଦଳ ଛାଡ଼ିବା ନେଇ ଏକ ବଡ଼ ସଂକେତ ଦେଇଛନ୍ତି! ସେ କହିଛନ୍ତି ଯେ ତାଙ୍କ ପାଇଁ ଲୋକମାନେ ହିଁ ସବୁଠୁ ବଡ଼ ଦଳ ଏବଂ ତାଙ୍କର ଭବିଷ୍ୟତ ନିଷ୍ପତ୍ତି…

ରାଜଧାନୀରେ ଚାଞ୍ଚଲ୍ୟ: ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର,୩।୯: ରାଜଧାନୀ ଭରତପୁର ଥାନା ଅଞ୍ଚଳରେ ଥିବା ଏକ ନିଶା ନିବାରଣ କେନ୍ଦ୍ରରେ ବୁଧବାର ଏକ ଅଘଟଣ ଘଟିଛି। କେନ୍ଦ୍ରରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ପରିବାର ଲୋକେ ଯୁବକଙ୍କ ମୃତ୍ୟୁକୁ ଗ୍ରହଣ କରୁ ନ ଥିବା ବେଳେ ହତ୍ୟା…

କେଉଁ ସମୟରେ ଲାଗିବ ଚନ୍ଦ୍ରଗ୍ରହଣ? ଜାଣନ୍ତୁ ଓଡ଼ିଶା ପାଇଁ ଶୁଭ ନା ଅଶୁଭ…

ଭୁବନେଶ୍ୱର,୩।୯: ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ…

ମୁହଁ ଖୋଲିଲେ ଅର୍ଚ୍ଚନା: ରାତିର କଳା ଅନ୍ଧାରରେ ସ୍ବାମୀଙ୍କ କାଣ୍ଡ କାରନାମା, ଚୁଟି ଘୋଷାଡ଼ି

ଭୁବନେଶ୍ୱର,୩।୯: ରାତି ଗୋଟେରେ ସ୍ବାମୀ ଘରକୁ ପଶିବା ଘଟଣାରେ ମୁହଁ ଖୋଲିଲେ ଅର୍ଚ୍ଚନା ନାଗ। ଅର୍ଚ୍ଚନା କହିଛନ୍ତି, ମୁଁ ବେଡରୁମରେ ଶୋଇଥିଲି ସେ ବେଡରୁମ ୱିଣ୍ଡୋରେ ଆସି ଘରେ ପଶି ଷ୍ଟାବିଂ କରିବା ପାଇଁ ଚେଷ୍ଟା କରୁଥିଲେ। ପୋଲିସ ଡାକିଲୁ, ପୋଲିସ…

ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୯: ୱେଲ ମାର୍କଡ ଲୋପ୍ରେସରେ ପରିଣତ ହେଲା ଲଘୁଚାପ। ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଟୁଇନ୍‌ସିଟିରେ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?