ମେଟ୍ରୋ

ପି.ଏନ. କଲେଜ ଖୋର୍ଦ୍ଧା: ସଂସ୍କୃତରେ ୨୯ ଛାତ୍ରୀଛାତ୍ର ଫେଲ; ପରୀକ୍ଷା ପରିଚାଳନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ

ଖୋର୍ଦ୍ଧା ଅଫିସ, ୨୩ା୬: ଖୋର୍ଦ୍ଧା ପି.ଏନ. କଲେଜ ଯୁକ୍ତ ୨ ଇଚ୍ଛାଧୀନ ସଂସ୍କୃତ ବିଷୟରେ ୨୯ ଛାତ୍ରୀଛାତ୍ରଙ୍କୁ ପରୀକ୍ଷାରେ ଫେଲ କରି ଦିଆଯାଇଛି। ସେମାନଙ୍କୁ ଅନୁପସ୍ଥିତ ଦର୍ଶାଯାଇ ଫେଲ୍‌ କରାଯିବା ପରେ କାଉନ୍‌ସିଲ୍‌ କର୍ତ୍ତୃପକ୍ଷଙ୍କ ସଂସ୍କାରମୂଳକ ପଦକ୍ଷେପ ପ୍ରହସନ ପାଲଟିଛି।...

ରଥଖଳାରୁ… ପ୍ରଥମ ଭୂଇଁ ଖଞ୍ଜା କାମ ଆରମ୍ଭ

ପୁରୀ ଅଫିସ, ୨୩ା୬: ଶ୍ରୀନଅର ସମ୍ମୁଖରେ ଚାଲିଛି ରଥକାମ। ଶନିବାର ସୁଦ୍ଧା ତିନିରଥର ଯୋଖା କାମ ସରିଛି। ଦଣ୍ଡା, ଅଖ ଓ ଗୟଳକୁ ଯୋଖା ଧରି ରଖିଥାଏ। ଅନ୍ୟପଟେ ଶନିବାରଠାରୁ ପ୍ରଥମ ଭୂଇଁ ଖଞ୍ଜା କାମ ଆରମ୍ଭ ହୋଇଛି। ପ୍ରଥମ...

ଅନୁଭୂତି: ମହାପ୍ରଭୁଙ୍କ ସେବା ଲାଗି ଜ୍ୱର ଭଲ ହୋଇଯାଇଥିଲା

ମହାପ୍ରଭୁଙ୍କ ଅଣସର ଗୁପ୍ତ ନୀତି ପାଇଁ ପରମ୍ପରା ମୁତାବକ ବଡ଼ ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇ ଦେଉଛି। ମହାପ୍ରଭୁଙ୍କ ଏହି ଅନନ୍ୟ ସେବା କରିଆସୁଥିବା ବଡ଼ ଓଡ଼ିଆ ମଠର ମହନ୍ତ ଅଧିକାରୀ ବଂଶୀଧର ଦାସ ଗୋସ୍ବାମୀ ଅନେକ ଅନୁଭୂତି...

ଅଣସର ସମୟର ନିଷିଦ୍ଧ ନିୟମ: ବିବାହିତ ଝିଅ ବାପଘରକୁ ଆସନ୍ତି ନାହିଁ

ପୁରୀ ଅଫିସ, ୨୩ା୬: ସରିଛି ସ୍ନାନଯାତ୍ରା। ଜ୍ୱରରେ ପୀଡ଼ିତ ମହାପ୍ରଭୁଙ୍କର ଅଣସର ଘରେ ଚାଲିଛି ଗୁପ୍ତସେବା। ଚତୁର୍ଦ୍ଧାବିଗ୍ରହଙ୍କ ସେବାରେ ଗୋଷ୍ଠୀଗତ ଭାବେ ଲାଗିପଡ଼ିଛନ୍ତି ଦଇତାପତି ସେବକ। ବେଶ୍‌ ନିଷ୍ଠା ଓ ଏକାଗ୍ରତାର ସହ ରହୁଛନ୍ତି। ଏହି ଅଣସର ସମୟରେ ଦଇତାପତି...

ଅବ୍ୟବସ୍ଥାକୁ ସଜାଡ଼ିଦେଉଥିବା ଶକ୍ତି ଦେବୀ ଇନ୍ଦ୍ରାଣୀ

ଶ୍ରୀମନ୍ଦିରରେ ଉପାସନାର ବିବିଧତା ଦେଖିବାକୁ ମିଳେ। ବିବିଧତା ମଧ୍ୟରେ ଏକତା ଏବଂ ଏକତା ମଧ୍ୟରେ ବିବିଧତା ରହିବା ସନାତନୀୟ ପରମ୍ପରା। ଆଗମ ଏବଂ ନିଗମ ଆମର ବିବିଧତାର ପ୍ରତୀକ ପୁଣି ଏକତାର। ଶ୍ରୀମନ୍ଦିର ନାଟ ମନ୍ଦିରର ଦକ୍ଷିଣ ପଟର ବାହାର...

ଭୁବନେଶ୍ୱର କାର୍ଯ୍ୟାଳୟରେ ପାସ୍‌ପୋର୍ଟ କେଳେଙ୍କାରୀ: ନକଲି ପାସ୍‌ପୋର୍ଟରେ ସୌଦି ପଳାଇଛନ୍ତି ସନ୍ଦିଗ୍ଧ; ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ଙ୍କ ଲିଙ୍କ୍‌ ସନ୍ଦେହ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଅସଲି ନମ୍ବରରେ ନକଲି ପାସ୍‌ପୋର୍ଟ। ଭୁବନେଶ୍ୱର ପାସ୍‌ପୋର୍ଟ ଅଫିସରେ ହୋଇଛି ଏଭଳି କେଳେଙ୍କାରୀ। ଉକ୍ତ ନକଲି ପାସ୍‌ପୋର୍ଟରେ ଉତ୍ତର ପ୍ରଦେଶର ଜଣେ ମୁସଲିମ୍‌ ବ୍ୟକ୍ତି ସୌଦି ଆରବ ପଳାଇଥିବାବେଳେ ଅସଲ ପାସ୍‌ପୋର୍ଟଧାରୀ ଭୁବନେଶ୍ୱରର ବିମ୍ବାଧର ସାହୁ ରିନ୍ୟୁ...

ବାରକୋଟରୁ କଲରାପତରିଆ ବାଘ ଚମଡ଼ା ଜବତ ଘଟଣା: ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟରୁ କଲରାପତରିଆ ବାଘ ଚମଡ଼ା ର଼୍ୟାକେଟ୍‌ ଧରାପଡ଼ିବା ଘଟଣାରେ କ୍ରାଇମବ୍ରାଞ୍ଚ ୩ ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଇଛି। ପରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ସବ୍‌ ଇନ୍ସପେକ୍ଟର ନଳିନୀକାନ୍ତ ଦାସ ଅଭିଯୁକ୍ତମାନଙ୍କୁ ଧରି ବିଭିନ୍ନ ସ୍ଥାନରେ ଚଢ଼ାଉ...

୨୫ରେ ବିଧାନସଭା ମୌସୁମୀ ଅଧିବେଶନ: ଆଜି ବିଜେଡି ବିଧାୟକ ଦଳ ବୈଠକ, ଭାଜପା ବାଛିବ ବିରୋଧୀ ଦଳ ନେତା

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଚଳିତ ମାସ ୨୫ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ବିଜେଡି ରାଜ୍ୟରେ ୫ମ ଥର ପାଇଁ ସରକାର କରିଛି। ୫ମ ପାଳିର ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଶାସକ ଦଳ...

ଓଡ଼ିଶାର ବନ୍ୟା ବିପତ୍ତି ଆଟ୍‌ଲାସ ଉନ୍ମୋଚିତ: କ୍ଷତିଗ୍ରସ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଏଣିକି ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ରାଜ୍ୟ ସରକାର ସ୍ବତନ୍ତ୍ର ଧ୍ୟାନ ଦେବେ। ୨୦୦୦ରୁ ୨୦୧୮ ପର୍ଯ୍ୟନ୍ତ ଓଡ଼ିଶାରେ ହୋଇଥିବା ବନ୍ୟା ସମ୍ପର୍କିତ ବିଭିନ୍ନ ତଥ୍ୟକୁ ସଂଗ୍ରହ କରାଯାଇ ଏକ ରାଜ୍ୟ ବନ୍ୟା ବିପତ୍ତି ମାନଚିତ୍ର(ଫ୍ଲଡ୍‌ ହାଜାର୍ଡ ଆଟ୍‌ଲାସ...

ସରକାରୀ କର୍ମଚାରୀଙ୍କ କାର୍ଯ୍ୟ ସମୟ ଅଧଘଣ୍ଟା ବଢ଼ିଲା, ୪ର୍ଥ ଶନିବାର ସରକାରୀ ଅଫିସ ଛୁଟି

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ କାର୍ଯ୍ୟ କରିବା ସମୟସୀମା ବୃଦ୍ଧି କରାଯାଇଛି। ଏଣିକି ସମସ୍ତ କର୍ମଚାରୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ୩୦ ମିନିଟ୍‌ ଯାଏ ଅଫିସରେ ରହିବାକୁ ବାଧ୍ୟ। ମଧ୍ୟାହ୍ନଭୋଜନ ପାଇଁ ଅଧଘଣ୍ଟା ସମୟ ମିଳିବ। ଏଥିସହିତ...

ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱ: ଅସମାହିତ ପ୍ରଶ୍ନର ସମାହାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜନୀତିରେ ସବୁକିଛି ସମ୍ଭବ। ଏଠି କେହି କାହାର ଚିର ଶତ୍ରୁ କିମ୍ବା ମିତ୍ର ନୁହନ୍ତି। ରାଜ୍ୟରେ ଖାଲିଥିବା ୩ଟି ରାଜ୍ୟ ସଭା ଆସନ ପ୍ରାର୍ଥୀ ଘୋଷଣା ପରେ ଏହା ପ୍ରମାଣିତ ହୋଇଥିବା କୁହାଗଲାଣି । ସଂଖ୍ୟାଗରିଷ୍ଠ ଥାଇ...

ଫୁଲୁରୀ ତେଲ ଲାଗିହେଲେ ମହାପ୍ରଭୁ

ପୁରୀ ଅଫିସ, ୨୨ା୬:  ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେବାରେ ଲାଗିପଡ଼ିିଛନ୍ତି। ଅଣସର ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ଶନିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri