ଡକାୟତି ଯୋଜନା ପଣ୍ଡ : ରିଭଲଭର ଜବତ, ୩ ଗିରଫ
ଚୌଦ୍ୱାର, ୨୩ା୬(ଡି.ଏନ୍.ଏ.) : ଚୌଦ୍ୱାର ପୋଲିସ ୩ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନଙ୍କଠାରୁ ଗୋଟିଏ ଦେଶୀ ରିଭଲଭର ଓ ହୋଣ୍ଡା ଆକ୍ଟିଭା ଗାଡ଼ି ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚୌଦ୍ୱାର ତଳବଜାର ଡେଲ୍ଟା...
ବିଜେଡି – ଭାଜପାକୁ ନରସିଂହଙ୍କ ଟାର୍ଗେଟ : ବୈଷ୍ଣବଙ୍କୁ ରାଜ୍ୟ ସଭା ପଠାଇବା ଦୁର୍ଭାଗ୍ୟଜନକ
ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ କରିବା ପରେ କଂଗ୍ରେସ ପକ୍ଷରୁ ଉଭୟ ଭାଜପା ଓ ବିଜେଡିକୁ ଟାର୍ଗେଟ କରାଯାଉଛି। ଏହି କ୍ରମରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଉଭୟ ଦଳକୁ...
ଓଡ଼ିଶାରୁ ଅଶ୍ୱିନୀଙ୍କ ପ୍ରାର୍ଥିତ୍ୱ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର : କହିଲେ ‘କୌଣସି ଗୁପ୍ତ ବୁଝାମଣା ନାହିଁ’
ଭୁବନେଶ୍ୱର,୨୩ା୬(ବ୍ୟୁରୋ) : ସଂଖ୍ୟାଗରିଷ୍ଠ ଥାଇ ମଧ୍ୟ ବିଜେଡି ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିବା ପରେ ରାଜ୍ୟରେ ରାଜନୈତିକ ଉଷ୍ଣତା ପ୍ରକାଶ ପାଇଛି। ଏହା ପଛରେ କୌଣସି କର୍ପୋରେଟ୍ ଲବି ଥିବା କୁହାଯାଉଥିବାବେଳେ ରବିବାର ମୁହଁ...
ମଝି ଆକାଶରେ ଯୁବକଙ୍କ ଉତ୍ପାତ : ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଜଣେ ମାନସିକ ବିକୃତ ଯାତ୍ରୀଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ରବିବାର ସକାଳେ ଏକ ଇଣ୍ଡିଗୋ ବିମାନ (୬ ଇ ୪୬୨) ଜରୁରୀ ଅବତରଣ କରିଥିବା ଜଣାପଡ଼ିଛି। ଯାତ୍ରୀ ଜଣକ ହେଲେ ଇର୍ସାଦ ଅଲ୍ଲୀ(୨୦)। ବିମାନଟି ହାଇଦ୍ରାବାଦରୁ...
ପି.ଏନ. କଲେଜ ଖୋର୍ଦ୍ଧା: ସଂସ୍କୃତରେ ୨୯ ଛାତ୍ରୀଛାତ୍ର ଫେଲ; ପରୀକ୍ଷା ପରିଚାଳନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ
ଖୋର୍ଦ୍ଧା ଅଫିସ, ୨୩ା୬: ଖୋର୍ଦ୍ଧା ପି.ଏନ. କଲେଜ ଯୁକ୍ତ ୨ ଇଚ୍ଛାଧୀନ ସଂସ୍କୃତ ବିଷୟରେ ୨୯ ଛାତ୍ରୀଛାତ୍ରଙ୍କୁ ପରୀକ୍ଷାରେ ଫେଲ କରି ଦିଆଯାଇଛି। ସେମାନଙ୍କୁ ଅନୁପସ୍ଥିତ ଦର୍ଶାଯାଇ ଫେଲ୍ କରାଯିବା ପରେ କାଉନ୍ସିଲ୍ କର୍ତ୍ତୃପକ୍ଷଙ୍କ ସଂସ୍କାରମୂଳକ ପଦକ୍ଷେପ ପ୍ରହସନ ପାଲଟିଛି।...
ରଥଖଳାରୁ… ପ୍ରଥମ ଭୂଇଁ ଖଞ୍ଜା କାମ ଆରମ୍ଭ
ପୁରୀ ଅଫିସ, ୨୩ା୬: ଶ୍ରୀନଅର ସମ୍ମୁଖରେ ଚାଲିଛି ରଥକାମ। ଶନିବାର ସୁଦ୍ଧା ତିନିରଥର ଯୋଖା କାମ ସରିଛି। ଦଣ୍ଡା, ଅଖ ଓ ଗୟଳକୁ ଯୋଖା ଧରି ରଖିଥାଏ। ଅନ୍ୟପଟେ ଶନିବାରଠାରୁ ପ୍ରଥମ ଭୂଇଁ ଖଞ୍ଜା କାମ ଆରମ୍ଭ ହୋଇଛି। ପ୍ରଥମ...
ଅନୁଭୂତି: ମହାପ୍ରଭୁଙ୍କ ସେବା ଲାଗି ଜ୍ୱର ଭଲ ହୋଇଯାଇଥିଲା
ମହାପ୍ରଭୁଙ୍କ ଅଣସର ଗୁପ୍ତ ନୀତି ପାଇଁ ପରମ୍ପରା ମୁତାବକ ବଡ଼ ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇ ଦେଉଛି। ମହାପ୍ରଭୁଙ୍କ ଏହି ଅନନ୍ୟ ସେବା କରିଆସୁଥିବା ବଡ଼ ଓଡ଼ିଆ ମଠର ମହନ୍ତ ଅଧିକାରୀ ବଂଶୀଧର ଦାସ ଗୋସ୍ବାମୀ ଅନେକ ଅନୁଭୂତି...
ଅଣସର ସମୟର ନିଷିଦ୍ଧ ନିୟମ: ବିବାହିତ ଝିଅ ବାପଘରକୁ ଆସନ୍ତି ନାହିଁ
ପୁରୀ ଅଫିସ, ୨୩ା୬: ସରିଛି ସ୍ନାନଯାତ୍ରା। ଜ୍ୱରରେ ପୀଡ଼ିତ ମହାପ୍ରଭୁଙ୍କର ଅଣସର ଘରେ ଚାଲିଛି ଗୁପ୍ତସେବା। ଚତୁର୍ଦ୍ଧାବିଗ୍ରହଙ୍କ ସେବାରେ ଗୋଷ୍ଠୀଗତ ଭାବେ ଲାଗିପଡ଼ିଛନ୍ତି ଦଇତାପତି ସେବକ। ବେଶ୍ ନିଷ୍ଠା ଓ ଏକାଗ୍ରତାର ସହ ରହୁଛନ୍ତି। ଏହି ଅଣସର ସମୟରେ ଦଇତାପତି...
ଅବ୍ୟବସ୍ଥାକୁ ସଜାଡ଼ିଦେଉଥିବା ଶକ୍ତି ଦେବୀ ଇନ୍ଦ୍ରାଣୀ
ଶ୍ରୀମନ୍ଦିରରେ ଉପାସନାର ବିବିଧତା ଦେଖିବାକୁ ମିଳେ। ବିବିଧତା ମଧ୍ୟରେ ଏକତା ଏବଂ ଏକତା ମଧ୍ୟରେ ବିବିଧତା ରହିବା ସନାତନୀୟ ପରମ୍ପରା। ଆଗମ ଏବଂ ନିଗମ ଆମର ବିବିଧତାର ପ୍ରତୀକ ପୁଣି ଏକତାର। ଶ୍ରୀମନ୍ଦିର ନାଟ ମନ୍ଦିରର ଦକ୍ଷିଣ ପଟର ବାହାର...
ଭୁବନେଶ୍ୱର କାର୍ଯ୍ୟାଳୟରେ ପାସ୍ପୋର୍ଟ କେଳେଙ୍କାରୀ: ନକଲି ପାସ୍ପୋର୍ଟରେ ସୌଦି ପଳାଇଛନ୍ତି ସନ୍ଦିଗ୍ଧ; ଅଣ୍ଡରଓ୍ବାଲର୍ଡ ଡନ୍ ଦାଉଦ୍ଙ୍କ ଲିଙ୍କ୍ ସନ୍ଦେହ
ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଅସଲି ନମ୍ବରରେ ନକଲି ପାସ୍ପୋର୍ଟ। ଭୁବନେଶ୍ୱର ପାସ୍ପୋର୍ଟ ଅଫିସରେ ହୋଇଛି ଏଭଳି କେଳେଙ୍କାରୀ। ଉକ୍ତ ନକଲି ପାସ୍ପୋର୍ଟରେ ଉତ୍ତର ପ୍ରଦେଶର ଜଣେ ମୁସଲିମ୍ ବ୍ୟକ୍ତି ସୌଦି ଆରବ ପଳାଇଥିବାବେଳେ ଅସଲ ପାସ୍ପୋର୍ଟଧାରୀ ଭୁବନେଶ୍ୱରର ବିମ୍ବାଧର ସାହୁ ରିନ୍ୟୁ...
ବାରକୋଟରୁ କଲରାପତରିଆ ବାଘ ଚମଡ଼ା ଜବତ ଘଟଣା: ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟରୁ କଲରାପତରିଆ ବାଘ ଚମଡ଼ା ର଼୍ୟାକେଟ୍ ଧରାପଡ଼ିବା ଘଟଣାରେ କ୍ରାଇମବ୍ରାଞ୍ଚ ୩ ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଇଛି। ପରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ସବ୍ ଇନ୍ସପେକ୍ଟର ନଳିନୀକାନ୍ତ ଦାସ ଅଭିଯୁକ୍ତମାନଙ୍କୁ ଧରି ବିଭିନ୍ନ ସ୍ଥାନରେ ଚଢ଼ାଉ...
୨୫ରେ ବିଧାନସଭା ମୌସୁମୀ ଅଧିବେଶନ: ଆଜି ବିଜେଡି ବିଧାୟକ ଦଳ ବୈଠକ, ଭାଜପା ବାଛିବ ବିରୋଧୀ ଦଳ ନେତା
ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଚଳିତ ମାସ ୨୫ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ବିଜେଡି ରାଜ୍ୟରେ ୫ମ ଥର ପାଇଁ ସରକାର କରିଛି। ୫ମ ପାଳିର ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଶାସକ ଦଳ...
Archives


