ମେଟ୍ରୋ

ଇନ୍‌ସ୍ୟୁରାନ୍ସ, ଫାଇନାନ୍ସ କିସ୍ତି ଫାଙ୍କିବାକୁ ଚଞ୍ଚକତା : ଦୁଇ ବୋଲେରୋ, ଗୋଟିଏ ନମ୍ବର

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ଦୁଇଟି ବୋଲେରୋ, ହେଲେ ଲାଗିଥିଲା ଗୋଟିଏ ନମ୍ବର (ଓଡ଼ି୩୪ଇ୫୫୭୮)। ଗାଡ଼ିର ରଙ୍ଗ ଓ ସମ୍ମୁଖ ଭାଗରେ ସମାନ ଭାବେ ‘ସୁବର୍ଣ୍ଣମୁଖୀ’ ଲେଖାଥିଲା। କେହି ବି ଅଲଗା ଅଲଗା ଗାଡ଼ି ବୋଲି ଜାଣିବା କଷ୍ଟକର ଥିଲା। ଏଭଳି ଚଞ୍ଚକତା କରି…

ସରକାରଙ୍କ ତ୍ରୁଟି : ପିଲା ଯିବେ କୁଆଡ଼େ

ଭୁବନେଶ୍ୱର,୩୦ା୯: ରାଜ୍ୟରେ ଭୁଶୁଡି ପଡିଥିବା ଶିକ୍ଷା ବ୍ୟବସ୍ଥାକୁ ସଜାଡ଼ିବା ଲାଗି ଗୋଟିଏ ପଟେ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ନେଉଥିବା କହୁଛନ୍ତି। ଅନ୍ୟପଟେ ସରକାରଙ୍କ ତ୍ରୁଟି ଯୋଗୁ ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ…

ବିଜେପୁର ଉପନିର୍ବାଚନ: ସନତ ଗଡ଼ତିଆଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଜେଡି ଓ କଂଗ୍ରେସ ପରେ ବିଜେପୁର ଉପନିର୍ବାଚନ ଲାଗି ଭାଜପା ରବିବାର ପ୍ରାର୍ଥୀ ଘୋଷଣା କରିଛି। ସନତ ଗଡ଼ତିଆଙ୍କୁ ଦଳ ପ୍ରାର୍ଥୀ କରିଛି। ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି ଗଡ଼ତିଆଙ୍କ ନାମ ଘୋଷଣା କରିଛି। ସୂଚନାଯୋଗ୍ୟ, ପୂର୍ବରୁ କଂଗ୍ରେସ ପକ୍ଷରୁ…

ଚକେଇସିଆଣି ଦୁର୍ଗାପୂଜା: ତୋରଣରେ ଝଲସିବ ନେପାଳ ରାଜପ୍ରାସାଦ

ଭୁବନେଶ୍ୱର, ୨୯।୯ (ବ୍ୟୁରୋ): ଚଳିତବର୍ଷ ୧୯ ବର୍ଷରେ ପଦାର୍ପଣ କରିଛି ଚକେଇସିଆଣି ଦୁର୍ଗାପୂଜା। ଏଥର ପୂଜା ବଜେଟ ୨୨ ଲକ୍ଷ ଟଙ୍କା ରହିଥିବାବେଳେ ତୋରଣରେ ଝଲସିବ ନେପାଳ ରାଜପ୍ରାସାଦ। ଏଥିପାଇଁ ୪୦ କାରିଗର ନିୟୋଜିତ ହୋଇଥିବାବେଳେ ପାଖାପାଖି ୧୦ ଲକ୍ଷ ଖର୍ଚ୍ଚ…

‘ରେଳଧାରଣା ଶୌଚ ପାଇଁ ନୁହେଁ’

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ରେଳ ଷ୍ଟେଶନ ଓ ରେଳ ପରିସର ମଧ୍ୟରେ ଖୋଲାରେ ଶୌଚ ନ କରିବା ପାଇଁ ଆର୍‌ପିଏଫ୍‌ ଥାନା ପକ୍ଷରୁ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ଏକ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ପରିବେଶ ଦୂଷିତ ନ କରି ସ୍ବଚ୍ଛ ଭାରତ…

ରସୁଲଗଡ଼ ଫ୍ଲାଏଓଭର ତଳରାସ୍ତା ମରଣଯନ୍ତ୍ରା: ଖାଲରେ ପଡ଼ି ୨ ଦିନରେ ୭ ଆହତ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ମଞ୍ଚେଶ୍ୱର ଥାନା ନିକଟ ରସୁଲଗଡ଼ ଫ୍ଲାଏଓଭର ତଳ ରାସ୍ତା ପାଲଟିଛି ମରଣଯନ୍ତ୍ରା। ରାସ୍ତାରେ ଏବେ ଆଣ୍ଠୁଏ ଲେଖାଏ ୮ରୁ ଊର୍ଦ୍ଧ୍ୱ ଖାଲ ଅଁା କରିରହିଛି। ପ୍ରତିଦିନ ଏହି ରାସ୍ତାରେ ଗାଡ଼ିଚାଳକମାନେ ଦୁର୍ଘଟଣାର ଶିକାର ହେଉଛନ୍ତି। ବିଶେଷ କରି ସାମାନ୍ୟ…

ଧରମ୍‌ପାଲ୍‌ ଗୁଲାଟିଙ୍କୁ ‘କିସ୍‌ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ସମ୍ମାନ’

ଭୁବନେଶ୍ୱର, ୨୯।୯(ବ୍ୟୁରୋ): କିସ୍‌ ପକ୍ଷରୁ ‘କିସ୍‌: ଗାନ୍ଧୀ ଦର୍ଶନର ବାସ୍ତବ ପ୍ରତିଫଳନ’ ଶୀର୍ଷକ ଦିନିକିଆ ଆଲୋଚନାଚକ୍ର, ପ୍ରଦର୍ଶନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଶନିବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁ ନନ୍ଦନ…

ଜୀବିତ ନାବାଳକଙ୍କୁ ମୃତ ଦର୍ଶାଇ ଗିରଫ କରିବା ଘଟଣା: ତତ୍କାଳୀନ ଡିଏସ୍‌ପି, ଇନ୍ସପେକ୍ଟରଙ୍କୁ ନୋଟିସ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଜଣେ ନାବାଳକ ଜୀବିତ ଥାଇ ତାଙ୍କୁ ମୃତ ଦର୍ଶାଇଥିଲା ବରଗଡ଼ ଜିଲା ପାଇକମାଳ ଥାନା ପୋଲିସ। ଏପରି କି ଏହି ମାମଲାର ତଦନ୍ତ ନ କରି ପୋଲିସ ଦୁଇଜଣ ଯୁବକଙ୍କୁ ଗିରଫ କରି ଅଡୁଆରେ ପଡ଼ିଥିଲା। ଏହି ମାମଲାରେ ଓଡ଼ିଶା…

ଡ୍ୟାନ୍ସ ବାର୍‌ ଖୋଲିବା ପ୍ରସଙ୍ଗ: ଭାଜପାର ଅଭିଯୋଗ ‘ଦୋମୁହାଁ ନୀତି ଅବଲମ୍ବନ କରୁଛନ୍ତି ରାଜ୍ୟ ସରକାର’

ଭୁବନେଶ୍ୱର,୨୯।୯(ବ୍ୟୁରୋ): ୨୦୧୮ରେ ରାଜ୍ୟ ସରକାର ଶପିଂମଲଗୁଡିକରେ ମଦ ବିକ୍ରିକୁ ବନ୍ଦ କରିବା ସହ ଏହା ଓଡ଼ିଶାର ସଂସ୍କୃତି ଓ ପରମ୍ପରା ବିରୋଧୀ ବୋଲି ଦର୍ଶାଇଥିଲେ। ହେଲେ ସେହି ରାଜ୍ୟ ସରକାର ନିକଟରେ ଡ୍ୟାନ୍ସ ବାର୍‌ ଖୋଲିବାକୁ ଅନୁମତି ଦେଉଛନ୍ତି। ତେଣୁ ସଂସ୍କୃତି…

ଉପନିର୍ବାଚନ ପୂର୍ବରୁ ରକ୍ତମୁଖା ସାଜିଛି ଶାସକ ବିଜେଡି: ଭାଜପା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପୂର୍ବରୁ ଶାସକ ବିଜେଡି ବିରୋଧୀଙ୍କୁ ଆକ୍ରମଣ କରି ଭୟର ଆତଙ୍କ ସୃଷ୍ଟି କରୁଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଶୁକ୍ରବାର ଭାଜପା ଯୁବନେତା ମନୋରଞ୍ଜନ ମେହେରଙ୍କୁ ଛୁରାମାଡ କରି ମରଣାନ୍ତକ ଆକ୍ରମଣ ଘଟଣାରେ ବିଜେଡିକୁ ସିଧାସଳଖ ଦାୟୀ…

୩ ଦିନରେ ଧରାହେଲେଣି ୧୫୪ ଦଲାଲ: ହସ୍ପିଟାଲରୁ ୭୫ ଓ ଆର୍‌ଟିଓରୁ ୭୯

ଭୁବନେଶ୍ୱର,୨୯।୯(ବ୍ୟୁରୋ): ସ୍ବଚ୍ଛତା ଓ ଲୋକଙ୍କୁ ଶୋଷଣରୁ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ଦଲାଲ ଧରା ଅଭିଯାନକୁ ଜୋର୍‌ଦାର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପୋଲିସ ବିଭିନ୍ନ ହସ୍ପିଟାଲ ଓ ଆର୍‌ଟିଓରେ ଚଢ଼ାଉ କରି ଦଲାଲଙ୍କୁ ଧରୁଛି। ତିନି ଦିନରେ ୧୫୪…

ବିଳମ୍ବ ହେବ ମୌସୁମୀ ଲେଉଟାଣି: ଆହୁରି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଓଡିଶା ସମେତ ଦେଶର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ଲାଗି ରହିଛି। ନିର୍ଦ୍ଧାରିତ ସମୟର ୧୦ ଦିନ ପରେ ଅର୍ଥାତ ଜୁନ ୨୧ ତାରିଖରେ ମୌସୁମୀ ଓଡିଶା ଛୁଇଁଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?