ମେଟ୍ରୋ

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣା : କିମ୍ସ ହସ୍ପିଟାଲ କର୍ତ୍ତୃପକ୍ଷ ୨.୫ ଲକ୍ଷ ଦେବାକୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଚିକିତ୍ସାରେ ଗୁରୁତର ଅବହେଳା ଯୋଗୁ କିମ୍ସ ହସ୍ପିଟାଲରେ ଜଣେ ନବଜାତ ଶିଶୁପୁତ୍ରଙ୍କ ମୃତ୍ୟୁ ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ନେଇ ମୃତକଙ୍କ ବାପା ପୁରୀ ଜିଲା ପୁରୁଷୋତ୍ତମନଗର ଗ୍ରାମର ଶିବ ପ୍ରସାଦ ନନ୍ଦ ଓଡ଼ିଶା ମାନବିକ ଅଧିକାର…

ବିଏମ୍‌ସି କମିଶନରଙ୍କ ନିର୍ଦ୍ଦେଶକୁ ଅଣଦେଖା : ପୂଜା ପୂର୍ବରୁ ରାସ୍ତା ସ୍ଥିତି ଏମିତି

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଜଗତଜନନୀ ମା’ ଦୁର୍ଗା ଧରାବତରଣ କରିବେ। ଆଉ ମାତ୍ର ୭ ଦିନ ପୂଜା ହେବାକୁ ବାକି ଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପୂଜା ପୂର୍ବରୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରିବା ନେଇ ଅନିଶ୍ଚିତତା ଦେଖାଦେଇଛି। କେଉଁଠି…

ଉପକୂଳ ସୁରକ୍ଷାକୁ ଅଣଦେଖା

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଭୁବନେଶ୍ୱର ସମେତ ଦେଶର ୩୦ଟି ପ୍ରମୁଖ ସହର ଆତଙ୍କବାଦୀମାନଙ୍କ ଟାର୍ଗେଟ ଥିବା କେନ୍ଦ୍ର ଗୋଇନ୍ଦା ସଂସ୍ଥା ବୁଧବାର ସୂଚନା ଦେବା ପରେ ବିଭିନ୍ନ ସ୍ଥାନରେ ହାଇ ଆଲର୍ଟ ଜାରି ହୋଇଛି। ଭୁବନେଶ୍ୱରକୁ ଟାର୍ଗେଟରେ ଥିବା ନେଇ କୌଣସି ସୂଚନା…

୫ ଆଇଏଏସ୍‌ ଅଧିକାରୀ ଓଡ଼ିଶା ଫେରିବେ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ୨୦୧୭ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ସମସ୍ତ ଆଇଏଏସ୍‌ ଅଧିକାରୀ କେନ୍ଦ୍ରରୁ ରାଜ୍ୟକୁ ଆସିବେ। ଏହି ଅଧିକାରୀମାନେ ହେଉଛନ୍ତି- ସୋମେଶ କୁମାର ଉପାଧ୍ୟାୟ, ପି. ଅନ୍ବେଷା ରେଡ୍ଡୀ, ପାଟିଲ ଆଶିଷ ଈଶ୍ୱର, ଦିବାକର ଟିଏସ୍‌ ଏବଂ ହେମକାନ୍ତ ସେ। ଏହି ଅଧିକାରୀମାନେ…

ଝାରସୁଗୁଡ଼ାରେ ହେବ ରକ୍ତଶିକୁଳି ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୭ା୯(ବ୍ୟୁରୋ) :ମହାନଦୀ କୋଲ୍‌ ଫିଲ୍‌ଡ ଭଳି ମହାରତ୍ନ କମ୍ପାନୀ ପକ୍ଷରୁ କର୍ପୋରେଟ୍‌ ସାମାଜିକ ଦାୟିତ୍ୱ(ସିଏସ୍‌ଆର) ସ୍ବାସ୍ଥ୍ୟ କ୍ଷେତ୍ରରେ ବିନିଯୋଗ ହେଉଥିବା ପାଣ୍ଠି ସମ୍ପର୍କିତ ସମୀକ୍ଷା ବୈଠକ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଝାରସୁଗୁଡ଼ାରେ…

ସୁଶୀଲ ଲୋହାନି ପରବର୍ତ୍ତୀ ସିଇଓ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ବରିଷ୍ଠ ଆଇଏଏସ୍‌ ଅଧିକାରୀ ସୁଶୀଲ କୁମାର ଲୋହାନି ରାଜ୍ୟର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଭାବେ ଦାୟିତ୍ୱ ତୁଲାଇବେ। ସାଧାରଣ ନିର୍ବାଚନ ପରେ ସିଇଓ ସୁରେନ୍ଦ୍ର କୁମାର ଏହି ପଦବୀରୁ ଅବ୍ୟାହତି ନେବାକୁ ଚାହିଁଥିଲେ। ଏହା ପରେ ରାଜ୍ୟ…

ଡିସେମ୍ବର ୩୧ ଯାଏ ହେବ ଅନ୍‌ଲାଇନ, ଅଫ୍‌ ଲାଇନ ପରୀକ୍ଷା

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଆସନ୍ତା ଡିସେମ୍ବର ୩୧ ତାରିଖ ଯାଏ ଯାନବାହନ ପ୍ରଦୂଷଣ ପରୀକ୍ଷା ଉଭୟ ଅନଲାଇନ ଓ ଅଫଲାଇନରେ ହେବ। ଏ ନେଇ ଗୁରୁବାର ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଜିଲାପାଳ, ଏସ୍‌ପି ଓ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କୁ…

ଆଜି ପ୍ରଦର୍ଶିତ ହେବ ଫନୀ ସମ୍ପର୍କିତ ବୃତ୍ତଚିତ୍ର

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଚଳିତ ବର୍ଷ ମେ ୩ରେ ଓଡ଼ିଶା ଉପକୂଳ ସାମୁଦ୍ରିକ ଝଡ ଫନୀ ଦ୍ୱାରା ଘୋର ପ୍ରଭାବିତ ହୋଇଥିଲା। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଥିଲା। ଉଚିତ ପଦକ୍ଷେପ ନିଆଯିବାରୁ ଧନଜୀବନକୁ ରକ୍ଷା…

ସରକାରୀ ହସ୍ପିଟାଲରୁ ଦଲାଲ ହଟାଇବାକୁ ସ୍ପେଶାଲ ଡ୍ରାଇଭ : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗିରଫ ହେଲେ ୩୫

ଭୁବନେଶ୍ୱର,୨୭ା୯(ବ୍ୟୁରୋ) :ସରକାରୀ ହସ୍ପିଟାଲକୁ ଆସୁଥିବା ରୋଗୀଙ୍କୁ ନାନା ଭାବେ ପ୍ରଭାବିତ ଓ ପ୍ରଲୋଭିତ କରି ଘରୋଇ ହସ୍ପିଟାଲକୁ ପଠାଯାଉଛି। ସେଠାରେ ନାନା ଭାବେ ରୋଗୀଙ୍କୁ ଶୋଷଣ କରାଯାଉଛି। ଏଥିରେ ଦଲାଲ ମୁଖ୍ୟ ଭୂମିକା ଗ୍ରହଣ କରୁଥିବାବେଳେ ସରକାରୀ ହସ୍ପିଟାଲର କେତେଜଣ ଡାକ୍ତର…

ହୃଷୀକେଶ ମଲ୍ଲିକଙ୍କୁ ଡି.ଲିଟ୍‌

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାହିତ୍ୟରେ ଡି.ଲିଟ୍‌ ଉପାଧି ପାଇବାକୁ ଡ. ହୃଷୀକେଶ ମଲ୍ଲିକ ଯୋଗ୍ୟ ବିବେଚିତ ହୋଇଛନ୍ତି। ତୁଳନାତ୍ମକ ଭାରତୀୟ ସାହିତ୍ୟରେ ଉଚ୍ଚତର ଗବେଷଣା ପାଇଁ ବିଶ୍ୱବିଦ୍ୟାଳୟର ଏହି ସର୍ବୋଚ୍ଚ ଡିଗ୍ରୀ ଡ. ମଲ୍ଲିକଙ୍କୁ ପ୍ରଦାନ କରାଯିବ ବୋଲି ବିଶ୍ୱବିଦ୍ୟାଳୟ…

ଆଜି ଆସୁଛନ୍ତି ରାଷ୍ଟ୍ରପତି : ପୂର୍ବ ନିର୍ଦ୍ଧାରିତ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଓଡ଼ିଶା ଆସୁଛନ୍ତି। ଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଆସି କେତେକ କାର୍ଯ୍ୟକ୍ରମରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ତେବେ ପୂର୍ବ ନିର୍ଦ୍ଧାରିତ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ରାଷ୍ଟ୍ରପତି ସନ୍ଧ୍ୟା ୬ଟା ୩୦…

ଓଡ଼ିଶା ପର୍ଯ୍ୟଟନରେ ନୂଆ ସୁଯୋଗ ‘ଇକୋ-ଟୁରିଜମ୍‌’

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ପୁରୀ, କୋଣାର୍କ, ଭୁବନେଶ୍ୱରରୁ ବାହାରି ଓଡ଼ିଶାରେ ଥିବା ଉତ୍କୃଷ୍ଟ ପରିବେଶ, ଜଙ୍ଗଲ ଓ ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ମାଧ୍ୟମରେ କିଭଳି ଓଡ଼ିଶା ପର୍ଯ୍ୟଟନକୁ ଏକ ନୂଆ ପରିଚୟ ମିଳିବ ସେଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ରାଜ୍ୟର ପାରମ୍ପରିକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?