ମେଟ୍ରୋ

ପୁଣି ସ୍ପଷ୍ଟ କଲେ ମନ୍ତ୍ରୀ: ୩ ମାସ ଯାଏ ଯାଞ୍ଚ ହେବନି ପଲ୍ୟୁସନ, ଇନ୍‌ସୁରାନ୍ସ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ପୁଣି ସ୍ପଷ୍ଟ କଲେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ଆସନ୍ତା ୩ ମାସ ଯାଏ ପଲ୍ୟୁସନ୍‌ ଏବଂ ଇନ୍‌ସୁରାନ୍ସ ଯାଞ୍ଚ ହେବ ନାହିଁ। ଅପରପକ୍ଷେ ଅକ୍ଟୋବର ପହିଲାରୁ ପଲ୍ୟୁସନ ସାର୍ଟିଫିକେଟ ଅନଲାଇନ୍‌ରେ ହେବ ବୋଲି ବୁଧବାର ସେ କହିଛନ୍ତି। ପ୍ରକାଶଯୋଗ୍ୟ,…

ବିଜେପୁର ଉପନିର୍ବାଚନ: କଂଗ୍ରେସର ୫ ଜଣିଆ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୫।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ। ତାରିଖ ଘୋଷଣା ହେବା ପରେ ରାଜ୍ୟର ୩ ରାଜନୈତିକ ଦଳ ପ୍ରାର୍ଥୀ ଚୟନରେ ବ୍ୟସ୍ତ। ଏପରିସ୍ଥଳେ ରାଜ୍ୟ କଂଗ୍ରେସ ପକ୍ଷରୁ ୫ ଜଣିଆ ପ୍ରାର୍ଥୀ ତାଲିକା ଏଆଇସିସିକୁ ପଠାଯାଇଛି। ତାଲିକାରେ ଅଭିଷେକ ସେଠ,…

ବାଲୁକାକଳାରେ ଅମିତାଭଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ଚଳିତ ବର୍ଷ ଦାଦାସାହେବ ଫାଲ୍‌କେ ପୁରସ୍କାରରେ ସମ୍ମାନିତ ହେବେ ମେଗାଷ୍ଟାର ଅମିଚାଭ ବଚ୍ଚନ। ତେବେ ଏହି ଅବସରରେ ସୁଦର୍ଶନ ପଟ୍ଟନାୟକ ତାଙ୍କୁ ନିଜର ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି। ଅମିତାଭ ଅଭିନୀତ ସୁପରହିଟ୍‌ ଚଳଚ୍ଚିତ୍ରଗୁଡ଼ିକର ନାମ ସହ ଅମିତାଭଙ୍କୁ ବାଲୁକାକଳାରେ ଦେଖିବାକୁ…

ବିଜେପୁର ଉପନିର୍ବାଚନରେ ଲଢ଼ିବାକୁ କଂଗ୍ରେସ ପାଖରେ ଟଙ୍କା ନାହିଁ, ବଦାନ୍ୟ ବ୍ୟକ୍ତି ଆର୍ଥିକ ସହାୟତା ଦିଅନ୍ତୁ: ନିରଞ୍ଜନ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି। ନିର୍ବାଚନକୁ ଓହ୍ଲାଇବା ଲାଗି ରାଜ୍ୟର ୩ ପ୍ରମୁଖ ଦଳ ପାଗ ଭିଡୁଥିବା ବେଳେ ଲଢ଼ିବା ପାଇଁ କଂଗ୍ରେସ ପାଖରେ ଟଙ୍କା ନାହିଁ। ବୁଧବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏପରି କଥା…

ବ୍ରହ୍ମପୁର ଏମ୍‌ପିଙ୍କୁ ନବୀନ ନିବାସରୁ ଡାକରା, ଚାପୁଡ଼ା ମାରିବାର ତର୍ଜମା ହେବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୫।୯(ବ୍ୟୁରୋ): ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ବେହେରାଙ୍କୁ ନବୀନ ନିବାସରୁ ଡାକରା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅପରାହ୍ନ ୪ଟାରେ ତାଙ୍କୁ ନବୀନ ନିବାସ ଡାକିଛନ୍ତି। ତେବେ କେଉଁ କାରଣ ଲାଗି ଏମ୍‌ପିଙ୍କୁ ଡକାଯାଇଛି ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ…

ସ୍ବଚ୍ଛତା ପାଇଁ ସ୍କୁଲକୁ ମିଳିବ ପୁରସ୍କାର: ଗଣଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର, ୨୫।୯(ବ୍ୟୁରୋ): ଏଣିକି ସ୍ବଚ୍ଛତା ପାଇଁ ବିଦ୍ୟାଳୟକୁ ପୁରସ୍କାର ପ୍ରଦାନ କରାଯିବ। ଏ ନେଇ ବୁଧବାର ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁଯାୟୀ, ବ୍ଲକସ୍ତରରେ ୨ ହଜାର, ଜିଲାସ୍ତରରେ ୫ ହଜାର ଓ ରାଜ୍ୟସ୍ତରୀୟ ବିଦ୍ୟାଳୟଗୁଡ଼ିକୁ ୧୦…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ଭୁବନେଶ୍ୱର, ୨୫।୯(ବ୍ୟୁରୋ): କଟକ ସ୍ବେରେଜ ବୋର୍ଡ ପ୍ରକଳ୍ପ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତିି ଠୁଳ ଅଭିଯୋଗରେ ଯନ୍ତ୍ରୀ ପ୍ରମୋଦ ସାହୁଙ୍କ ନୂଆପଲ୍ଲୀସ୍ଥିତ ଘର ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଚଢ଼ାଉ…

ବିଜେପୁର ଉପନିର୍ବାଚନ: ୩୦ରେ ବିଜେଡିର ନାମାଙ୍କନ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ନବୀନ ନିବାସରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ବୈଠକ ଶେଷରେ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ,…

‘ମୋ ସରକାର’ କାର୍ଯ୍ୟକ୍ରମ ପାଇଁ ଡିଜିପିଙ୍କ କଲ୍‌ସେଣ୍ଟର ପରିଦର୍ଶନ: ୩ ଅଭିଯୋଗକାରୀଙ୍କଠାରୁ ରିପୋର୍ଟ ନେଲେ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ଥାନାରେ ସ୍ବଚ୍ଛତା ଆସିବ। ମିଳିବ ନ୍ୟାୟ ଓ ପୋଲିସର ଉତ୍ତମ ବ୍ୟବହାର। ଏନେଇ ରାଜ୍ୟ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଥାନାଗୁଡିକୁ ଆସୁଥିବା ଅଭିଯୋଗକାରୀଙ୍କଠାରୁ ଥାନା…

ଦୁର୍ଗାପୂଜା ପାଇଁ ୧୦ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ):ଦୁର୍ଗାପୂଜା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୧୦ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ଯାତ୍ରୀ ସଂଖ୍ୟା ବୃଦ୍ଧି ସମ୍ଭାବନା ଥିବାରୁ ଚଳାଚଳ କରୁଥିବା ଟ୍ରେନଗୁଡିକର ଅତିରିକ୍ତ କୋଚ୍‌ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନଗୁଡିକରେ ମାତ୍ରାଧିକ ଅପେକ୍ଷା ସୂଚୀ ଏଡାଇବାକୁ ଏହି…

ଅନ୍‌ୱାର ଖାନ୍‌ଙ୍କୁ ତଟରକ୍ଷକ ସାହସିକତା ପଦକ:ପ୍ରଥମ ଓଡ଼ିଆ ଭାବେ ମିଳିଲା ସମ୍ମାନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ):କୋଷ୍ଟ ଗାର୍ଡର ଡିଆଇଜି ଅନ୍‌ୱାର ଖାନ୍‌ଙ୍କୁ ତଟରକ୍ଷକ ସାହସିକତା ପଦକ ପ୍ରଦାନ କରାଯାଇଛି। ଏହି ପଦକ ପାଇବାରେ ସେ ପ୍ରଥମ ଓଡ଼ିଆ ଅଫିସର। ମଙ୍ଗଳବାର ଚେନ୍ନାଇଠାରେ ଆୟୋଜିତ ଏକ ବଣ୍ଣର୍ର୍ାଢ଼୍ୟ ଉତ୍ସବରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ତାଙ୍କୁ…

‘ଅକ୍ଷରଧାମ’ରେ ବିରାଜିବେ ମା’

ଭୁବନେଶ୍ୱର, ୨୫-୯(ବ୍ୟୁରୋ):ଆସୁଛି ପାର୍ବଣ, ଆସୁଛନ୍ତି ମା’। ଆଉ ମା’ଙ୍କ ସ୍ବାଗତ ପାଇଁ ସଜେଇ ହେଉଛି ରାଜଧାନୀ। ଭିନ୍ନ ଭିନ୍ନ ଡିଜାଇନର୍‌ ତୋରଣ ସାଙ୍ଗକୁ ଆଖି ଝଲସା ସାଜସଜ୍ଜାକୁ ନେଇ ରାଜଧାନୀର ବିଭିନ୍ନ ମଣ୍ଡପଗୁଡ଼ିକ ମଧ୍ୟରେ ଚାଲିଛି ପ୍ରତିଦ୍ୱନ୍ଦ୍ୱିତା। ତେବେ ଏହି ପ୍ରତିଦ୍ୱନ୍ଦ୍ୱିତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?