ମେଟ୍ରୋ

ବିଧାନସଭା: ୪ ଯୁଗ୍ମ ସଚିବଙ୍କ ପାହ୍ୟା ହ୍ରାସ

ଭୁବନେଶ୍ୱର,୨୫-୯(ବ୍ୟୁରୋ)ଓଡ଼ିଶା ବିଧାନସଭା ସଚିବାଳୟରେ କାର୍ଯ୍ୟରତ ୪ ଯୁଗ୍ମ ସଚିବଙ୍କ ପାହ୍ୟା ହ୍ରାସ କରାଯାଇଛି। ଏହି ଅଧିକାରୀମାନେ ହେଉଛନ୍ତି-ଶିଶିରକାନ୍ତ ସ୍ବାଇଁ, ସୁଶୀଳା ମଲିକ, ବିଜୟ ସାହୁ ଏବଂ ଅନିଲ ଚନ୍ଦ୍ର ପଟ୍ଟନାୟକ। ଏମାନଙ୍କ ମଧ୍ୟରୁ ବିଜୟ ଏବଂ ଅନିଲ ସରକାରୀ ଚାକିରିରୁ ଅବସର…

ଭୁବନେଶ୍ୱରକୁ ନୂଆ ଅନ୍ତର୍ଜାତୀୟ ବିମାନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ): ପ୍ରଥମେ ଏୟାର ଇଣ୍ଡିଆ ଓ ପରେ ଏୟାର ଏସିଆ ଭୁବନେଶ୍ୱର ବିମାନ ବନ୍ଦରରୁ ଅନ୍ତର୍ଜାତୀୟ ବିମାନ ସେବା ପ୍ରତ୍ୟାହାର କରିସାରିଲେଣି। ହେଲେ ଏବେ ଖୁସି ଖବର ଆସିଛି। ‘ବ୍ୟାଙ୍ଗକକ୍‌ ଏୟାରଓ୍ବେଜ’ ନାମକ ଉଡାଣ ସଂସ୍ଥା ଭୁବନେଶ୍ୱର ସହ ଯୋଡ଼ି…

ପ୍ଲାଷ୍ଟିକ କଟକଣାକୁ ମାନୁ ନାହାନ୍ତି ସରକାରୀ କର୍ମଚାରୀ:ନିର୍ଦ୍ଦେଶନାମା ଜାରି କଲା ସାଧାରଣ ପ୍ରଶାସନ ବିଭାଗ

ଭୁବନେଶ୍ୱର,୨୫-୯(ବ୍ୟୁରୋ): ଥରେ ବ୍ୟବହାର ହେଉଥିବା ପ୍ଲାଷ୍ଟିକ କିମ୍ବା ୫୦ ମାଇକ୍ରନରୁ କମ ମୋଟେଇ ପଲିଥିନ ପରିବେଶ ପାଇଁ ମାରାତ୍ମକ । ଏହାର ବ୍ୟବହାରକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି। ୨୦୧୮ ଅକ୍ଟୋବର ୨ ତାରିଖରୁ…

ଏଣିକି ମାସର ଶେଷ ଦିନରେ ଦରମା

ଭୁବନେଶ୍ୱର,୨୫-୯(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଏଣିକି ମାସର ଶେଷ କାର୍ଯ୍ୟ ଦିବସରେ କର୍ମଚାରୀଙ୍କୁ ଦରମା ମିଳିବ। ଏ ସମ୍ପର୍କିତ ଏକ ବିଜ୍ଞପ୍ତି ମଙ୍ଗଳବାର ଅର୍ଥ ବିଭାଗ ପକ୍ଷରୁ ଜାରି କରାଯାଇଛି। ପୂର୍ବରୁ ପରବର୍ତ୍ତୀ ମାସର ପ୍ରଥମ ଦିନରେ ଦରମା…

୭୦୦କୋଟିର କାର୍ଯ୍ୟ ଯୋଜନା ଅନୁମୋଦିତ

ଭୁବନେଶ୍ୱର,୨୫-୯(ବ୍ୟୁରୋ)ରାଜ୍ୟରେ ଚିହ୍ନଟ କରାଯାଇଥିବା ୯ଟି ରୁର୍ବାନ ଅଞ୍ଚଳ ପାଇଁ ସରକାର ୭୦୦ କୋଟି ଟଙ୍କାର କାର୍ଯ୍ୟ ଯୋଜନାକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କ୍ଷମତାସମ୍ପନ୍ନ କମିଟି ବୈଠକରେ ଏହି ଅନୁମୋଦନ ମିଳିଛି। ଲୋକସେବା…

ସିଇଓଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ:ଯୋଗଦେଲେନି କଂଗ୍ରେସର ପ୍ରତିନିଧି

ଭୁବନେଶ୍ୱର, ୨୫-୯(ବ୍ୟୁରୋ):ବିଜେପୁର ଉପନିର୍ବାଚନ ନିମନ୍ତେ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର ନେତୃବୃନ୍ଦଙ୍କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁରେନ୍ଦ୍ର କୁମାରଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ସୁରେନ୍ଦ୍ର କୁମାର ଭାରତ ନିର୍ବାଚନ ଆୟୋଗଙ୍କ ଦ୍ବାରା ବିଜେପୁର ଉପନିର୍ବାଚନ ପାଇଁ…

ଯନ୍ତ୍ରୀମାନଙ୍କ ବଦଳି ପାଇଁ ଜାରି ହେଲା ନୂଆ ସଂକଳ୍ପପତ୍ର

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଓଡ଼ିଶା ଯନ୍ତ୍ରୀ ସେବା(ଓଇଏସ୍‌) ଏବଂ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟର୍ସ ସର୍ଭିସ(ଓଡିଇଏସ୍‌) କ୍ୟାଡରମାନଙ୍କ ବଦଳି ପାଇଁ ଏକ ଅନ୍ତରୀଣ ସଂକଳ୍ପପତ୍ର ଜାରି କରାଯାଇଛି। ପୂର୍ତ୍ତ ବିଭାଗ ପକ୍ଷରୁ ମଙ୍ଗଳବାର ଏହା ପ୍ରକାଶ ପାଇଛି। ଯନ୍ତ୍ରୀମାନଙ୍କ ବଦଳି ପାଇଁ ମୁଖ୍ୟତଃ ୮ ଦିଗ ଉପରେ…

ବିଜେପୁର ଉପନିର୍ବାଚନ:ଆଜି ପ୍ରାର୍ଥୀ ଘୋଷଣା କରିପାରେ କଂଗ୍ରେସ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ବିଜେପୁର ଉପନିର୍ବାଚନ ନେଇ ସବୁ ଦଳ ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର ଆରମ୍ଭ କରାଯାଇଛି। ନାମାଙ୍କନ ଦାଖଲ ପାଇଁ ଆସନ୍ତା ୩୦ ଶେଷ ତାରିଖ ଥିବାବେଳେ ଏହା ପୂର୍ବରୁ ରାଜ୍ୟର ପ୍ରମୁଖ ୩ ଦଳ କାହାକୁ ପ୍ରାର୍ଥୀ କରିବେ ସେନେଇ ମାନସମନ୍ଥନ ଚଳାଇଛନ୍ତି।…

ପିଆଜ ବଜାରରେ ନିଆଁ:ନଭେମ୍ବର ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଆଜ୍ଞା ଆମେ ତ ଦିନ ମଜୁରିଆ। ଖଟିଲେ ଖାଉଛୁ। ପଖାଳ ସାଙ୍ଗକୁ ପିଆଜ ଲଙ୍କା ଲୁଣ ଟିକେ ହେଲେ ଆମର ଚଳି ଯାଉଛି। ଘରେ ୫ ପ୍ରାଣୀ କୁଟୁମ୍ବ। ପିଆଜ କିଲୋରୁ କମ୍‌ ଆଣିଲେ ହେଉନି। ବଜାରରେ ପନିପରିବା ଦର ଆକାଶ…

ଉଚ୍ଚଶିକ୍ଷା ବିଭାଗର କଡ଼ା ନିଷ୍ପତ୍ତି:କର୍ମଚାରୀଙ୍କୁ ଜଗିବ ବାୟୋମେଟ୍ରିକ ମେଶିିନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ):କାର୍ଯ୍ୟରେ ଠକୁଥିବା କର୍ମଚାରୀଙ୍କ ପାଇଁ ଉଚ୍ଚଶିକ୍ଷା ବିଭାଗ କଡ଼ା ନିଷ୍ପତ୍ତି ନେଇଛି। କର୍ମଚାରୀମାନେ ଆଉ ଅଳ୍ପ ସମୟ କାମ କରି ପଳାଇ ଯାଇପାରିବେ ନାହିଁ। କାରଣ ବିଭାଗରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ବାୟୋମେଟ୍ରିକ ଆଟେଣ୍ଡାନ୍ସ ରେଜିଷ୍ଟର୍‌ ସିଷ୍ଟମ୍‌ ଲାଗିବ। ରାଜ୍ୟ…

ସବୁ ବ୍ଲକ, ସବ୍‌ଡିଭିଜନରେ ମିଳିବ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ରାଜ୍ୟର ସବୁ ବ୍ଲକ ଏବଂ ସବ୍‌ଡିଭିଜନ ସ୍ତରରେ ଖୋଲିବ ଅସ୍ଥାୟୀ ଲର୍ନିଂ ଲାଇସେନ୍ସ କ୍ୟାମ୍ପ। ସେଠାରେ ଗାଡ଼ିଗୁଡ଼ିକ ପାଇଁ ପ୍ରଦୂଷଣ ସାର୍ଟିଫିକେଟ୍‌ ଦିଆଯିବାର ବ୍ୟବସ୍ଥା ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମଙ୍ଗଳବାର କହିଛନ୍ତି। ଡ୍ରାଇଭିଂ ଲାଇସେନ୍ସ, ଲର୍ନିଂ ଲାଇସେନ୍ସ,…

ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା:୭ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାଛଡ଼ା ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପର ଦେଇ ଏକ ଟ୍ରପଲାଇନ ରହିଛି। ଏଥିସହିତ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଯୋଗୁ ବଙ୍ଗୋପସାଗରରୁ ପୂର୍ବ ଦିଗ ସ୍ଥଳଭାଗ ଆଡ଼କୁ ବାୟୁ ପ୍ରବାହିତ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?